ମୁଁ କଂଗ୍ରେସ ଛାଡୁନି, ଯଦି କେହି ଧକ୍କା ଦେଇ ବିଦା କରିବ ତେବେ…
ନୂଆଦିଲ୍ଲୀ,୧୭।୨: କଂଗ୍ରେସ ନେତା ମନୀଷ ତିୱାରୀ କଂଗ୍ରେସ ଛାଡିବା ନେଇ ହେଉଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ଭାଜପାରେ ଯୋଗଦେବେ କି ନାହିଁ ବୋଲି ପଚରାଯିବାରୁ ସେ ସ୍ପଷ୍ଟ ଭାବେ କହିଛନ୍ତି, ସେ କଂଗ୍ରେସ ଦଳ ଛାଡୁ ନାହାଁନ୍ତି, କିନ୍ତୁ ଯଦି…
‘ମୁର୍ଖଙ୍କ ଭଳି କାର୍ଯ୍ୟ କଲେ, ପରିଣାମ ଭୋଗିବାକୁ ପଡ଼େ’
ନୂଆଦିଲ୍ଲୀ,୧୭।୨: ମିଷ୍ଟର ଆଇପିଏଲ ଭାବେ ଜଣାଶୁଣା ସୁରେଶ ରାଇନା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ଆଗାମୀ ସଂସ୍କରଣରେ ଖେଳିବେ ନାହିଁ। ଇତିହାସରେ ପ୍ରଥମ ଥର ପାଇଁ ଏଭଳି ହେବାକୁ ଯାଉଛି। ବେଙ୍ଗାଲୁରୁଠାରେ ଆୟୋଜିତ ଦୁଇ ଦିନିଆ ମେଗା ଅକଶନରେ ରାଇନାଙ୍କୁ କୌଣସି…
ନିର୍ବାଚନୀ ହିଂସା: ଗ୍ୟାରେଜରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ
ବ୍ରହ୍ମପୁର ଅଫିସ,୧୭ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ଭୋଟଦାନ ବୁଧବାର ସରିଛି। ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ରୋହିଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। କିଛି ଦୁର୍ବୃତ୍ତ ଗାଁରେ ଥିବା ଏକ…
‘ସ୍ବାଧୀନତା ସମୟରେ ମୋଦି ପ୍ରଧାନମନ୍ତ୍ରୀ ଥିଲେ, କରତାରପୁର କରିଡର୍ ଭାରତରେ ଥାନ୍ତା’
ଚଣ୍ଡିଗଡ,୧୭।୨:ପଞ୍ଜାବ ବିଧାନସଭା ନିର୍ବାଚନ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଫିରୋଜପୁରରେ ଏକ ନିର୍ବାଚନ ରାଲିରେ ଶାହା କହିଛନ୍ତି, ଯଦି ଭାରତର ସ୍ବାଧୀନତା ସମୟରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଥାନ୍ତେ, ତେବେ କରତାରପୁର କରିଡର ଏବଂ…
ଭିଜିଲାନ୍ସ ଜାଲରେ ଏନ୍ଏସି ଜମାଦାର
ବରଗଡ଼ ଅଫିସ,୧୭ା୨: ବରଗଡ଼ ଜିଲା ପଦ୍ମପୁର ଏନ୍ଏସି ଜମାଦାର ଦୀନବନ୍ଧୁ ପଣ୍ଡା ଗୁରୁବାର ମଧ୍ୟାହ୍ନରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣଙ୍କଠାରୁ ୨୫ ହଜାର ଲାଞ୍ଚ ନେଉଥିବା ବେଳେ ବରଗଡ଼ ଭିଜିଲାନ୍ସର ଏକ ଟିମ୍ ଅତର୍କିତ ଚଢ଼ାଉ କରି ତାଙ୍କୁ ଧରିଥିଲା।…
ହସ୍ପିଟାଲ ପରିସରରେ ପଡିଛି ନବଜାତକର ମୃତଦେହ
ବଲାଙ୍ଗୀର ଅଫିସ,୧୭।୨: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଗୁରୁବାର ଏକ ନବଜାତ ଶିଶୁ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ କିଭଳି ପରିସ୍ଥିତିରେ ନବଜାତ ଶିଶୁ ମୃତଦେହ ଏଠାରେ ପଡ଼ିଲା ତାହା ଜଣାପଡିନାହିଁ । ପୂର୍ବରୁ ମଧ୍ୟ ହସ୍ପିଟାଲ ପରିସରରେ…
ଶାର୍କ ଆକ୍ରମଣ ପରେ ବନ୍ଦ ହେଲା ସିଡ୍ନୀ ବିଚ୍
ସିଡ୍ନୀ,୧୭।୨: ସିଡ୍ନୀର ସମୁଦ୍ର କୂଳରେ ଶାର୍କ ଆକ୍ରମଣରେ ବୁଧବାର ଅପରାହ୍ନରେ ଜଣେ ସନ୍ତରଣକାରୀ ପ୍ରାଣ ହରାଇଛନ୍ତି। ଗତ ୬୦ ବର୍ଷ ମଧ୍ୟରେ ଶାର୍କ ଆକ୍ରମଣର ଏହା ପ୍ରଥମ ଘଟଣା। ଏଥିଯୋଗୁ ସିଡ୍ନୀ ସହରର ଆଇକନିକ ବୋଣ୍ଡି ଓ ବ୍ରୋଣ୍ଟେ ସମେତ ଅନେକ…
ରାତି ଅଧରେ ଟଙ୍କା ବାଣ୍ଟୁଥିବା କର୍ମୀଙ୍କୁ ଥାନାକୁ ଆଣିବାକୁ ଯାଇ ପୋଲିସ ହଟହଟା
ପାଟଣା,୧୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୨୧ ନମ୍ବର ଜିଲା ପରିଷଦ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ବଲାଣିପଶି ଗାଁରେ ବୁଧବାର ରାତି ଅଧରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି। ୨ ଜଣ ଭାଜପା କର୍ମୀଙ୍କୁ ଘରୁ ପୋଲିସ ଉଠାଇ ଆଣିବାକୁ ଯାଇ…
ଗଛରୁ ନାବାଳକଙ୍କ ଝୁଲନ୍ତା ମୃତଦେହ ଜବତ
ପାଟଣା,୧୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଖଡିକାପଦା ଗାଁ ନିକଟରେ ଥିବା ଏକ କେନ୍ଦୁ ଗଛରୁ ଗୁରୁବାର ଗ୍ରାମର ଜଣେ ନାବାଳକଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ମୃତ ନାବାଳକ ଜଣକ ହେଉଛନ୍ତି ଉକ୍ତ ଗ୍ରାମର ଗଣେଶ ମୁଣ୍ଡା। ସୂଚନାନୁସାରେ,…
ଖବରଦାତାଙ୍କୁ ଆକ୍ରମଣ ଘଟଣା: ୮ ଜଣଙ୍କୁ ଗିରଫ କଲା ପୋଲିସ
ପୁରୀ ଅଫିସ, ୧୭।୨: ତ୍ରିସ୍ତରୀୟ ପଞ୍ଚାୟତ ମତଦାନ ବେଳେ ଖବର ସଂଗ୍ରହ କରୁଥିବା ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ପୁରୀ ପୋଲିସ ୮ ଜଣଙ୍କୁ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ ସତ୍ୟପ୍ରିୟ ମହାରଣା, ବିଜୟ ସ୍ବାଇଁ, ସୁବାସ ମାଝି, ନିକୁଞ୍ଜ ସ୍ବାଇଁ,…
ଆଗକୁ ସ୍ଥିତି ଆହୁରି ସୁଧୁରିବ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୧୭।୨(ବ୍ୟୁରୋ) : କୋଭିଡ୍ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତିି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ନିଜ ରାଜ୍ୟର ସ୍ଥାନୀୟ କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି କିଛି ରାଜ୍ୟ ଅତିରିକ୍ତ କଟକଣା ଲଗାଇଛନ୍ତି। ନିୟମ କୋହଳ କରିବା ଲାଗି…
ହଠାତ୍ ଉଭେଇ ଗଲା ନଦୀ, ଶୁଖିଲାରେ ମାଛ ହେଲେ ଛଟପଟ…
ଶ୍ରୀନଗର,୧୭।୨ : ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାରେ ପ୍ରସିଦ୍ଧ ପାହାଡି ନଦୀର ନାଳ ବ୍ରେଙ୍ଗୀରେ ହଠାତ୍ ଭୂସ୍ଖଳନ ହେତୁ ଏକ ଗଭୀର ସିଙ୍କହୋଲ ସୃଷ୍ଟି ହୋଇଥିଲା। ଫଳରେ ନଦୀ ଜଳ ଏହି ଗଭୀର ସିଙ୍କହୋଲରେ ପଡ଼ିବା ଆରମ୍ଭ କଲା। ଏହି ଗଭୀର…
Archives


