ଦୁର୍ଘଟଣାରେ ଆହତ ସ୍ବାମୀ-ସ୍ତ୍ରୀଙ୍କୁ ନିଜ ଗାଡିରେ ହସ୍ପିଟାଲ୍ ନେଲେ ବିଧାୟକ
ଛତ୍ରପୁର,୧୬।୨(ଡି.ଏନ.ଏ.)- ଗଞ୍ଜାମ ଜ଼ିଲା ଛତ୍ରପୁର ଥାନା ଅନ୍ତର୍ଗତ ଉଜ୍ଜଳେଶ୍ୱରୀ ମନ୍ଦିର ନିକଟ ଜାତୀୟ ରାଜପଥରେ ବୁଧବାର ଭାରସାମ୍ୟ ହରାଇ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବାଇକରେ ଯାଉଥିବା କୋଦଳା ଥାନା ଅନ୍ତର୍ଗତ ଲଛିପୁର ଗାଁର ଯୋଗେନ୍ଦ୍ର ମିଶ୍ର ଓ ତାଙ୍କ ସ୍ତ୍ରୀ…
ମତଦାନ କେନ୍ଦ୍ରରେ ପଶିଲେ ଅଜଣା ଲୋକ, ଫିଙ୍ଗିଲେ ବୋମା
ଯାଜପୁର ଅଫିସ/ଧର୍ମଶାଳା/ଯାଜପୁର ସଦର,୧୬।୨(ଡି.ଏନ.ଏ.):ଯାଜପୁର ଜିଲାରେ ବୁଧବାର ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନରେ ବ୍ୟାପକ ବିଭ୍ରାଟ ଦେଖାଯାଇଛି। ଯାଜପୁର ଓ ଧର୍ମଶାଳା ବ୍ଲକର ୪ଟି ବୁଥରେ କେତେକ ଅଜଣା ଲୋକ ପଶି ବାଲେଟ ପେପର ଲୁଟ, ଭଙ୍ଗାରୁଜା, ମାଡପିଟି ଭଳି ଅସାମାଜିକ…
ଗୋଟିଏ ମିଶନ ପାଇଁ ୩୦ ଲୋକଙ୍କୁ ୨ ଦିନ
ଥାଣେ,୧୬।୨: ମହାରାଷ୍ଟ୍ରର ଥାଣେ ଜିଲାରେ ଏକ ଚିତାବାଘର ମୁଣ୍ଡ ଏକ ପ୍ଲାଷ୍ଟିକ୍ ପାଣି କ୍ୟାନରେ ଫଶି ଯାଇଥିଲା। ପଶୁ କଲ୍ୟାଣ ଗୋଷ୍ଠୀଠାରୁ ଆରମ୍ଭ କରି ଜଙ୍ଗଲ ଅଧିକାରୀ, ସ୍ଥାନୀୟ ପ୍ରଶାସନ, ଗ୍ରାମବାସୀଙ୍କୁ ମିଶାଇ ପ୍ରାୟ ୩୦ ଜଣଙ୍କ ସହଯୋଗ କ୍ରମେ ଚିତାବାଘର…
ମୁଖ୍ୟମନ୍ତ୍ରୀଙ୍କ ନାଁରେ ମାମଲା ରୁଜୁ
ହାଇଦ୍ରାବାଦ,୧୬।୨: କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀଙ୍କ ବିରୋଧରେ ଆପତ୍ତିଜନକ ଶବ୍ଦ ପ୍ରୟୋଗ କରି ଫସିଯାଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ହାଇଦ୍ରାବାଦ ପୋଲିସ ତାଙ୍କ ନାଁରେ ମାମଲା ରୁଜୁ କରିଛି। ଦଫା ୫୦୪ ଓ ୫୦୫(୨) ଅନୁସାରେ ମାମଲା କରାଯାଇଛି। ଏବେ…
ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରି ସହ ଥିଲା ବାପି ଲାହିରିଙ୍କ ପୁରୁଣା ସମ୍ପର୍କ
ବଲିଉଡର ଲୋକପ୍ରିୟ କଣ୍ଠଶିଳ୍ପୀ ତଥା ସଙ୍ଗୀତ ନିର୍ଦ୍ଦେଶକ ବାପି ଲାହିରିଙ୍କ ଦେହାନ୍ତ ହୋଇଛି। ମାତ୍ର ୬୯ ବର୍ଷ ବୟସରେ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । କିଛି ଦିନ ଧରି ସେ ଅସୁସ୍ଥ ଥିବା ବେଳେ ଶେଷରେ…
ଶ୍ରେୟାସଙ୍କୁ ଗୁରୁ ଦାୟିତ୍ୱ ଦେଲା କେକେଆର୍
କୋଲକାତା,୧୬।୨: ଆଗାମୀ ଆଇପିଏଲ ପାଇଁ ମିଡ୍ଲ ଅର୍ଡର ବ୍ୟାଟର ଶ୍ରେୟାସ ଆୟାରଙ୍କୁ ଅଧିନାୟକ ଭାବେ ନିଯୁକ୍ତ କରିଛି କୋଲକାତା ନାଇଟ୍ ରାଇଡର୍ସ (କେକେଆର୍)। ଏ ନେଇ ଫ୍ରାଞ୍ଚାଇଜ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ବେଙ୍ଗାଲୁରୁରେ ଆୟୋଜିତ ମେଗା ଅକଶନରେ ତାଙ୍କୁ ୧୨.୨୫…
ପ୍ରଥମଥର ପଞ୍ଚାୟତ ନିର୍ବାଚନରେ ଭୋଟ ଦେଲେ ପଞ୍ଚାୟତରାଜ ମନ୍ତ୍ରୀ
ନିଶ୍ଚିନ୍ତକୋଇଲି,୧୬।୨(ସ୍ବପ୍ର): କଟକ ଜିଲା ମାହାଙ୍ଗା ନିର୍ବାଚନ ମଣ୍ଡଳୀରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ନିଜର ମତଦାନ କରିଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା। ସେ ମାହାଙ୍ଗାରେ ପ୍ରଥମ ଥର ପାଇଁ ପଞ୍ଚାୟତ ନିର୍ବାଚନରେ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ପୂର୍ବରୁ ସେ…
ଅମିତାଭଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ ଅଧିକାରୀ ସସ୍ପେଣ୍ଡ
ମୁମ୍ବାଇ,୧୬।୨: ବଲିଉଡ୍ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ବଡିଗାର୍ଡ ଭାବେ କାର୍ଯ୍ୟ କରୁଥିବା ମୁମ୍ବାଇ ପୋଲିସ କନଷ୍ଟେବଳ ଜିତେନ୍ଦ୍ର ଶିନ୍ଦେଙ୍କୁ ନିୟମର ଉଲ୍ଲଂଘନ ଅଭିଯୋଗରେ ନିଲମ୍ବିତ କରାଯାଇଛି। ମଙ୍ଗଳବାର ତାଙ୍କ ସସ୍ପେଣ୍ଡ ଅର୍ଡର ଜାରି କରାଯିବା ସହ ତାଙ୍କ ବିରୋଧରେ ବିଭାଗୀୟ ତଦନ୍ତ…
ଆର୍ସିବିକୁ ଲାଗିଲା ଶକ୍ତ ଧକ୍କା
ବେଲବୋର୍ନ,୧୬।୨: ଅଷ୍ଟ୍ରେଲିଆନ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସଓ୍ବେଲ ଆସନ୍ତା ମାସରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏଥିଯୋଗୁ ସେ ଆଗାମୀ ପାକିସ୍ତାନ ଗସ୍ତ ସହ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ପ୍ରାରମ୍ଭିକ କିଛି ମ୍ୟାଚ୍ ଖେଳିପାରିବେ ନାହିଁ। ଏ ସମ୍ପର୍କରେ ଶୀଲଙ୍କା…
କାହିଁକି ପୁଳା ପୁଳା ସୁନା ପିନ୍ଧୁଥିଲେ ବାପି ଦା’
ବଲିଉଡ୍ର ପ୍ରଖ୍ୟାତ ସଜ୍ଞୀତଜ୍ଞ ବାପି ଲାହିରିଙ୍କ ପରଲୋକ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କର ପରଲୋକ ସଙ୍ଗୀତ ଶିଳ୍ପ ପାଇଁ ଏକ ବଡ଼ କ୍ଷତି । ୭୦ରୁ ୮୦ ଦଶକରେ ସେ ମ୍ୟୁଜିକ ଇଣ୍ଡଷ୍ଟ୍ରିରେ ରାଜ କରୁଥିଲେ।…
କେମିତି ଚାଲିଗଲା ଦୀପ ସିଦ୍ଧୁଙ୍କ ଜୀବନ: ପୂରା ଘଟଣା ବଖାଣିଲେ ପ୍ରେମିକା
ପଞ୍ଜାବୀ ଅଭିନେତା-ଗାୟକ ଦୀପ ସିଦ୍ଧୁ ଏକ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଦୁର୍ଘଟଣାବେଳେ ତାଙ୍କ ସହ ତାଙ୍କ ପ୍ରେମିକା ରୀନା ରାୟ ମଧ୍ୟ ଥିଲେ। ସେ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରୀନା ଏବଂ ଦୀପ ଏକାଠି ଭାଲେଣ୍ଟାଇନ ଡେ…
ଉପମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଚାଙ୍ଗୁ ବଜାଇ ପ୍ରଚାର କରୁଛନ୍ତି ଛେଦୁ…
ସିରାଥୁ, ୧୬।୨ : ଉତ୍ତରପ୍ରଦେଶର କୌଶମ୍ଭିର ହଟ୍ ବିଧାନସଭା ଆସନ ଭାବେ ସିରାଥୁକୁ ବିବେଚନା କରାଯାଉଛି। ଏଠାରୁ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ନିର୍ବାଚନ ଲଢୁଛନ୍ତି। ଏହି ଆସନରେ ତାଙ୍କ ବିରୋଧରେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବେ ଛେଦୁ ଚମାର ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…
Archives


