ଆଳିରେ ଶାନ୍ତି ଶୃଙ୍ଖଳା ସହ ଚାଲିଛି ମତଦାନ
ଆଳି,୧୬।୨(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ବୁଧବାର ପ୍ରଥମ ପର୍ଯ୍ୟାୟ ମତଦାନ। ଏ ନେଇ କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହିତ ମତଦାନ ଚାଲିଛି। ବ୍ଲକର ୩୪ ପଞ୍ଚାୟତରେ ସମୁଦାୟ ୪୯୦ ବୁଥ୍ରେ ଭୋଟ ଗ୍ରହଣ ଚାଲିଛି। ସରପଞ୍ଚ, ସମିତିସଭ୍ୟ…
ଭିନ୍ନ ଅନ୍ଦାଜରେ ନଜର ଆସିଲେ ସୁହାନା
ବଲିଉଡ୍ ଅଭିନେତା ଶାହାରୁଖ ଖାନଙ୍କ ଝିଅ ସୁହାନା ଫିଲ୍ମ ଇଣ୍ଡଷ୍ଟ୍ରିକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସୋସିଆଲ ମିଡିଆରେ ସେ ବେଶ୍ ସକ୍ରିୟ। ସୁହାନାଙ୍କର ମଧ୍ୟ ଫ୍ୟାନ ଫଲୋର୍ସ କିଛି କମ୍ ନୁହନ୍ତି। ସେ ନୂଆ ନୂଆ ଫଟୋ ଭିଡିଓ ଶେୟାର କରି…
ମତ ସାବ୍ୟସ୍ତ ପାଇଁ ବୁଥ୍କୁ ଟେକା ହୋଇ ଆସିଲେ ଶତାୟୁ
କେନ୍ଦୁଝର,୧୬।୨(ସ୍ବ.ପ୍ର.): କେନ୍ଦୁଝର ବଂଶପାଳ ବ୍ଲକ ଶୁଆକାଟି ବାଳକ ଉଚ୍ଚ ବିଦ୍ୟାଳୟ ୫ ନଂ. ବୁଥ୍ରେ ଜଣେ ଶତାୟୁ ମହିଳା ମେତଦାନ କରିଛନ୍ତି। ତାଙ୍କ ନାମ ଲୋଚନୀ ସାହୁ। ନିଜର ମତ ସାବ୍ୟସ୍ତ କରିବା ପାଇଁ ସେ ଟେକା ହୋଇ ବୁଥ୍କୁ ଆସିଥିବା…
ସୁନା କପ୍ରେ ଚା’ ପିଉଥିଲେ ବାପି
ମୁମ୍ବାଇ: ବଲିଉଡ୍ର ଲୋକପ୍ରିୟ ଗାୟକ ତଥା ସଙ୍ଗୀତ ନିର୍ଦ୍ଦେଶକ ବାପି ଲାହିରୀଙ୍କ ୬୯ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର ଜୁହୁର କ୍ରିଟି କେୟାର ହସ୍ପିଟାଲରେ ସେ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି।…
ଭୋଟ ପୂର୍ବରୁ ଚାଲିଗଲା ସରପଞ୍ଚ ପ୍ରାର୍ଥୀଙ୍କ ଜୀବନ, ନିର୍ବାଚନ ସ୍ଥଗିତ
ବରଗଡ଼ ଅଫିସ,୧୬।୨ : ବରଗଡ଼ ଜିଲାରେ ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ହୃଦଘାତରେ ପରଲୋକ ହୋଇଛି। ସେ ମଙ୍ଗଳବାର ଗୁରୁତର ଅସୁସ୍ଥ ହୋଇ ପଡିବା ପରେ ତାଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାରେ…
ନାବାଳିକା ଅପହରଣ , ଉଦ୍ଧାର କଲା ପୋଲିସ
ଗଞ୍ଜାମ,୧୬।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ହୁମା ହାଟରୁ ଜଣେ ନାବାଳିକାଙ୍କୁ ଅପହରଣ କରିନେଇଥିଲେ। ଏ ନେଇ ନାବାଳିକାଙ୍କ ମା’-ବାପା ରମ୍ଭା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ରମ୍ଭା ପୋଲିସ ଖୋଜାଖୋଜି କରିବା ପରେ ସେହି ଦିନ ହିଁ ହୁମା ଅଞ୍ଚଳରୁ ଉକ୍ତ…
ନିର୍ବାଚନୀ ହିଂସା: ୫ ଗୁରୁତର
ବ୍ରହ୍ମଗିରି,୧୬।୨(ଡି.ଏନ୍.ଏ): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ମତଦାନ ଆରମ୍ଭ ହୋଇଛି। ଏହି ସମୟରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି । ଏକ ଗୋଷ୍ଠୀର ଆକ୍ରମଣରେ ୫ ଜଣ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ରାହାଡମଲ୍ଲ ଗ୍ରାମ…
ଫିଲ୍ମ ଟିକଟ ପାଇଁ ଏଭଳି ଚରମ ନିଷ୍ପତ୍ତି ନେଲେ ନାବାଳକ
ତେଲେଙ୍ଗାନା, ୧୬।୨: ଫିଲ୍ମ ଟିକଟ ପାଇଁ ଆତ୍ମହତ୍ୟା କରିଛନ୍ତି ୧୧ ବର୍ଷିୟ ନାବାଳକ। ସେ ଅଷ୍ଟମ ଶ୍ରେଣୀରେ ପଢୁଥିଲେ। ସେ ନିଜ ସାଙ୍ଗମାନଙ୍କ ସହିତ ପୱନ କଲ୍ୟାଣଙ୍କ ଆଗାମୀ ଫିଲ୍ମ ଭୀମଲା ନାୟକ ପାଇଁ ଟିକେଟ ବୁକ୍ କରିବାକୁ ତାଙ୍କ ବାପାଙ୍କୁ…
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଜାରି: ସାଢ଼େ ୧୦ଟା ସୁଦ୍ଧା ୧୦ ପ୍ରତିଶତ ଭୋଟିଂ
ସୁନ୍ଦରଗଡ,୧୬।୨(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବୁଧବାର ସୁନ୍ଦରଗଡ଼ ଜିଲାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଜିଲାର ବଡଗାଁ, କୁଆରମୁଣ୍ଡା, ବଣାଁଇଗଡ ଏବଂ ଲାଠିକଟା ବ୍ଲକର ୯ଟି ଜିଲା ପରିଷଦ ଜୋନରେ ବର୍ତ୍ତମାନ ସୁଦ୍ଧା ଶାନ୍ତି…
ଭୋଟ ବେଳେ ଗଣ୍ଡଗୋଳ
କେନ୍ଦୁଝର,୧୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ଘଷିପୁରା ପଞ୍ଚାୟତରେ ୨୫ଟି ପଞ୍ଚାୟତ ଓ ୩ଟି ଜିଲାପରିଷଦ ଜୋନ ନିମନ୍ତେ ଚାଲିଛି ମତଦାନ। ସକାଳୁ ସକାଳୁ ଭୋଟ ଦେବାକୁ ଲୋକଙ୍କ…
ରବିଦାସ ମନ୍ଦିରରେ ପହଞ୍ଚି ଝାଞ୍ଜ ବଜାଇଲେ ମୋଦି
ନୂଆଦିଲ୍ଲୀ,୧୬।୨: ରବିଦାସଙ୍କ ଜୟନ୍ତୀ ଅବସରରେ ଦିଲ୍ଲୀ କରୋଲ ବାଗ ସ୍ଥିତ ରବିଦାସ ମନ୍ଦିରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମନ୍ଦିରରେ ପହଞ୍ଚି ମୋଦି ଦର୍ଶନ କରି ଜନକଲ୍ୟାଣ ପାଇଁ ପ୍ରାର୍ଥନା କରିଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ମୋଦି କିଛି ସମୟ ପାଇଁ ମହିଳାଙ୍କ…
ନିର୍ବାଚନ ଦିନ ସରପଞ୍ଚ ପ୍ରାର୍ଥୀଙ୍କ ସନ୍ଦେହଜନକ ମୃତ୍ୟୁ: ନିର୍ବାଚନ ସ୍ଥଗିତ
କଟକ ସଦର,୧୬।୨ (ଡି.ଏନ୍.ଏ.): ନିର୍ବାଚନ ଦିନ ସକାଳୁ ସରପଞ୍ଚ ପ୍ରାର୍ଥୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ସଦର ବ୍ଲକ ଯଶପଡ଼ା ପଞ୍ଚାୟତରେ। ସରପଞ୍ଚ ପ୍ରାର୍ଥିନୀ ନମିତା ବେହେରା ମୃତ୍ୟୁ ପରେ ନିର୍ବାଚନ ସ୍ଥଗିତ ରଖାଯାଇଥିବା ନିର୍ବାଚନ…
Archives


