Home Left

ଫିଲ୍ମ ଟିକଟ ପାଇଁ ଏଭଳି ଚରମ ନିଷ୍ପତ୍ତି ନେଲେ ନାବାଳକ

ତେଲେଙ୍ଗାନା, ୧୬।୨: ଫିଲ୍ମ ଟିକଟ ପାଇଁ ଆତ୍ମହତ୍ୟା କରିଛନ୍ତି ୧୧ ବର୍ଷିୟ ନାବାଳକ। ସେ ଅଷ୍ଟମ ଶ୍ରେଣୀରେ ପଢୁଥିଲେ। ସେ ନିଜ ସାଙ୍ଗମାନଙ୍କ ସହିତ ପୱନ କଲ୍ୟାଣଙ୍କ ଆଗାମୀ ଫିଲ୍ମ ଭୀମଲା ନାୟକ ପାଇଁ ଟିକେଟ ବୁକ୍‌ କରିବାକୁ ତାଙ୍କ ବାପାଙ୍କୁ…

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଜାରି: ସାଢ଼େ ୧୦ଟା ସୁଦ୍ଧା ୧୦ ପ୍ରତିଶତ ଭୋଟିଂ

ସୁନ୍ଦରଗଡ,୧୬।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବୁଧବାର ସୁନ୍ଦରଗଡ଼ ଜିଲାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଜିଲାର ବଡଗାଁ, କୁଆରମୁଣ୍ଡା, ବଣାଁଇଗଡ ଏବଂ ଲାଠିକଟା ବ୍ଲକର ୯ଟି ଜିଲା ପରିଷଦ ଜୋନରେ ବର୍ତ୍ତମାନ ସୁଦ୍ଧା ଶାନ୍ତି…

ଭୋଟ ବେଳେ ଗଣ୍ଡଗୋଳ

କେନ୍ଦୁଝର,୧୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ଘଷିପୁରା ପଞ୍ଚାୟତରେ ୨୫ଟି ପଞ୍ଚାୟତ ଓ ୩ଟି ଜିଲାପରିଷଦ ଜୋନ ନିମନ୍ତେ ଚାଲିଛି ମତଦାନ। ସକାଳୁ ସକାଳୁ ଭୋଟ ଦେବାକୁ ଲୋକଙ୍କ…

ରବିଦାସ ମନ୍ଦିରରେ ପହଞ୍ଚି ଝାଞ୍ଜ ବଜାଇଲେ ମୋଦି

ନୂଆଦିଲ୍ଲୀ,୧୬।୨: ରବିଦାସଙ୍କ ଜୟନ୍ତୀ ଅବସରରେ ଦିଲ୍ଲୀ କରୋଲ ବାଗ ସ୍ଥିତ ରବିଦାସ ମନ୍ଦିରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମନ୍ଦିରରେ ପହଞ୍ଚି ମୋଦି ଦର୍ଶନ କରି ଜନକଲ୍ୟାଣ ପାଇଁ ପ୍ରାର୍ଥନା କରିଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ମୋଦି କିଛି ସମୟ ପାଇଁ ମହିଳାଙ୍କ…

ନିର୍ବାଚନ ଦିନ ସରପଞ୍ଚ ପ୍ରାର୍ଥୀଙ୍କ ସନ୍ଦେହଜନକ ମୃତ୍ୟୁ: ନିର୍ବାଚନ ସ୍ଥଗିତ

କଟକ ସଦର,୧୬।୨ (ଡି.ଏନ୍‌.ଏ.): ନିର୍ବାଚନ ଦିନ ସକାଳୁ ସରପଞ୍ଚ ପ୍ରାର୍ଥୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ସଦର ବ୍ଲକ ଯଶପଡ଼ା ପଞ୍ଚାୟତରେ। ସରପଞ୍ଚ ପ୍ରାର୍ଥିନୀ ନମିତା ବେହେରା ମୃତ୍ୟୁ ପରେ ନିର୍ବାଚନ ସ୍ଥଗିତ ରଖାଯାଇଥିବା ନିର୍ବାଚନ…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮୫୨ ପଜିଟିଭ୍‌

ଭୁବନେଶ୍ୱର,୧୬।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୫୨ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୮୧ ଜଣ ପିଲା ଅଛନ୍ତି। ୪୯୫ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୫୭ ଲୋକାଲ କେସ ରହିଛି। ଏ ନେଇ ରାଜ୍ୟ ସୂଚନା…

ସନ୍ଥ ରବିଦାସ ଜୟନ୍ତୀରେ ବାରାଣସୀ ପହଞ୍ଚିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ବାରାଣସୀ,୧୬।୨: ବୁଧବାର ଦେଶରେ ସନ୍ଥ ରବିଦାସଙ୍କ ଜୟନ୍ତୀ ପାଳନ କରାଯାଉଛି। ବିଧାନସଭା ନିର୍ବାଚନରେ ଦଳିତ ଭୋଟ ବ୍ୟାଙ୍କ ପାଇଁ ନେତାଙ୍କ ଲାଗି ଆଜି ଏକ ବିଶେଷ ଦିନ। ନିର୍ବାଚନ ପରିବେଶ ମଧ୍ୟରେ ରବିଦାସଙ୍କ ଜୟନ୍ତୀରେ ବିଭିନ୍ନ ରାଜନୈତିକ ଦଳର ନେତାମାନେ ଦଳିତ…

ଆଜି ଆଉ ୧୯ ଜଣଙ୍କ ଜୀବନ ନେଇଛି କରୋନା

ଭୁବନେଶ୍ୱର,୧୬।୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି। ଆଜି ଆଉ ୧୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୮,୯୪୫କୁ…

ମଝି ରାସ୍ତାରେ ଦୁଇ ଦୁଇଟି ଗାଡ଼ିକୁ ଏକା ସାଥୀରେ ଚଲାଉଛନ୍ତି ବ୍ୟକ୍ତି, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ବୁଥ୍‌ ଜବରଦଖଲକୁ ନେଇ ଉତ୍ତେଜନା

ନୟାଗଡ଼ ଅଫିସ,୧୬।୨: ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବୁଧବାର ସକାଳୁ ଆରମ୍ଭ ହୋଇଛି। ବ୍ଲକ ର ୧,୨,୩ ଓ ୪ ଜୋନ୍‌ର ୩୬ ପଞ୍ଚାୟତରେ ନିର୍ବାଚନ ଚାଲିଛି। ଶରଣକୁଳ ଜୋନ୍‌ର…

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ: ସକାଳୁ ଲମ୍ବା ଲାଇନ୍‌ରେ ଭୋଟର

ଫୁଲବାଣୀ ଅଫିସ,୧୬।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବୁଧବାର ସକାଳୁ ଆରମ୍ଭ ହୋଇଛି। କନ୍ଧମାଳ ଜିଲାର କ.ନୂଆଗାଁ ବ୍ଲକର ୧ ନମ୍ବର ଜୋନ, ବାଲିଗୁଡା ବ୍ଲକର ୧୫, ୧୬ ନମ୍ବର ଜୋନ୍‌ରେ ସକାଳ ୭ଟାରୁ ଭୋଟ…

ଦିନକ ବ୍ୟବଧାନରେ ମା’, ଝିଅଙ୍କ ମୃତ୍ୟୁ

ଗୁଡାରି,୧୬।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଚିଟିସେର୍ମା ଗାଁର ହଳଧର ନିମାଲଙ୍କ ପୁଅ ପବିତ୍ର, ବୋହୂ ମଞ୍ଜୁଳା ଏବଂ ନାତୁଣୀ ପିଙ୍କି ହାଇଦ୍ରାବାଦରେ ରନ୍ଧନ ଗ୍ୟାସ୍‌ ଲିକ୍‌ ଯୋଗୁ ନିଆଁ ଲାଗିି ଗୁରୁତର ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦରେ ସୋମବାର ପିଙ୍କି(୭)ଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri