Home Left

ଭୋଟ୍‌ ମାଗିବା ଆଳରେ ଟଙ୍କା, ଅଳଙ୍କାର ଲୁଟ୍‌

କୋଡ଼ିଙ୍ଗା,୧୬।୨(ଡି.ଏନ୍‌.ଏ.): ଭୋଟ୍‌ ମାଗିବା ଆଳରେ ଘରୁ ଲୁଟିନେଲେ ଅଳଙ୍କାର ଓ ନଗଦ ୭୦ ହଜାର ଟଙ୍କା। ଏପରି ଘଟଣା ନବରଙ୍ଗପୁର ଜିଲା କୋଡିଙ୍ଗା ଥାନା ଜାହାଜଭଟ୍ଟାରେ ସୋମବାର ରାତିରେ ଘଟିଛି। ଖବର ପାଇ ପୋଲିସ ମଙ୍ଗଳବାର ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌…

ଫେବୃୟାରୀ ରାତିରେ ରହିବ ହାଲୁକା ଥଣ୍ଡା

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଚଳିତ ମାସ ଆରାମଦାୟକ ରହିବ। ରାତିରେ ହାଲୁକା ଥଣ୍ଡା ଅନୁଭୂତ ହେବା ବେଳେ ଦିନରେ ସାମାନ୍ୟ ଗରମ ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ରୁ ୩୨ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବ। ତେବେ ରାତ୍ରର ତାପମାତ୍ରା ୧୫ ଡିଗ୍ରୀ ମଧ୍ୟରେ…

ଅମର୍ଦ୍ଦାରୋଡ ଏୟାରଷ୍ଟ୍ରିପ୍‌ କାର୍ଯ୍ୟକ୍ଷମ ପାଇଁ କେନ୍ଦ୍ରକୁ ଚିଠି

ବାଲେଶ୍ୱର ଅଫିସ/ବାରିପଦା ଅଫିସ,୧୬।୨:  ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାରେ ଥିବା ରାସଗୋବିନ୍ଦପୁର ନିକଟ ଅମର୍ଦ୍ଦାରୋଡ ଏୟାରଷ୍ଟ୍ରିପ୍‌ କାର୍ଯ୍ୟକ୍ଷମ ପାଇଁ ଆଶା ସଞ୍ଚାର ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କେନ୍ଦ୍ର ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟରେ…

ଭାଷା ସୁରକ୍ଷା ଆନ୍ଦୋଳନର କର୍ଣ୍ଣଧାର ଥିଲେ ବୈଷ୍ଣବ ପରିଡ଼ା

ଭୁବନେଶ୍ୱର,୧୬।୨(ବ୍ୟୁରୋ): ସାହିତ୍ୟ ସୃଜନର ବିଷୟ ହୋଇଥିବାରୁ ଏହା ରାଜନୀତିକୁ ଅଧିକ ମାର୍ଜିତ କରିଥାଏ। ରାଜନୀତିକୁ ଉଚିତ୍‌ ମାର୍ଗଦର୍ଶନ ଦେବାରେ ସାହିତ୍ୟ ସହାୟକ ହୋଇଥାଏ। ସାହିତ୍ୟ ଓ ରାଜନୀତିର ଯୁଗଳଯାତ୍ରାର ଉଦାହରଣୀୟ ବ୍ୟକ୍ତିତ୍ୱ ହେଲେ ସ୍ବର୍ଗତ ବୈଷ୍ଣବ ଚରଣ ପରିଡ଼ା। ଉଭୟ କ୍ଷେତ୍ରରେ…

ଫରେଷ୍ଟର, ଫରେଷ୍ଟ ଗାର୍ଡ ନିଲମ୍ବିତ

ଭୁବନେଶ୍ୱର, ୧୬।୨(ବ୍ୟୁରୋ): ଆଠଗଡ଼ ବନଖଣ୍ଡ ଅଧୀନ ନରସିଂହପୁର ୱେଷ୍ଟ ରେଞ୍ଜରେ ବାରାସିଂଘା ବିଟ୍‌ ଅନ୍ତର୍ଗତ ବାଲିକିଆରୀ ରିଜର୍ଭ ଫରେଷ୍ଟରୁ ହାତୀର ଗଳିତ ମୃତଦେହ ଜବତ ଘଟଣାରେ ବନ ବିଭାଗ ତରଫରୁ ପ୍ରଥମ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଆଠଗଡ଼ ଡିଏଫ୍‌ଓ ମଙ୍ଗଳବାର ଫରେଷ୍ଟର ବିବେକାନନ୍ଦ…

ମାମୁ ଉପରେ ଗରମ ତେଲ ପକାଇ ଭଣଜା ଗିରଫ

ପୁରୀ ଅଫିସ,୧୬।୨: ବଳିଆପଣ୍ଡା ଥାନା ଅନ୍ତର୍ଗତ ସିପସୁରୁବାଲି ଗ୍ରାମରେ ଗରମ ପାଣି ଓ ତେଲ ପକାଇ ମାମୁ ଏବଂ ତାଙ୍କ ସାଙ୍ଗକୁ ଜୀବନରୁ ମାରିବା ଅଭିଯୋଗରେ ଅଭିଯୁକ୍ତ ଭଣଜାଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ସେ ହେଲେ କୁମ୍ଭାରପଡା ଥାନା ଅନ୍ତର୍ଗତ…

୧୦୫ ଅତି ଉତ୍ତେଜନା ପ୍ରବଣ ବୁଥ୍‌ ଚିହ୍ନଟ

ନିମାପଡ଼ା,୧୬।୨(ଡି.ଏନ୍‌.ଏ.):  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନିମାପଡ଼ା ବ୍ଲକରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆସନ୍ତା ୧୮ତାରିଖରେ ନିମାପଡ଼ା ବ୍ଲକର ୪ଟି ଜିଲା ପରିଷଦ ଜୋନ, ୩୨ ପଞ୍ଚାୟତର ୩୨ ସରପଞ୍ଚ, ୩୨ ସମିତିସଭ୍ୟ ପଦବୀ ପାଇଁ ନିର୍ବାଚନ ହେବ। ସେହିଭଳି…

୩୬ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ୪ ଗିରଫ

ପୁରୀ ଅଫିସ, ୧୬।୨: ବହୁଦିନ ଧରି ପୁରୀ ସମେତ ବିଭିନ୍ନ ସ୍ଥାନରେ ବ୍ରାଉନସୁଗାର କାରବାର ଚଳାଉଥିବା ଅଭିଯୋଗ ହୋଇଆସୁଥିଲା। ବାସେଳି ସାହି ଥାନା ପୋଲିସ ଏବଂ ପୁରୀ ଏସ୍‌ଟିଏଫ୍‌ ଟିମ ମିଳିତ ଉଦ୍ୟମରେ ମଙ୍ଗଳବାର ୪ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରି…

ଆଜି ୯୭୩ ବୁଥ୍‌ରେ ମତଦାନ

ପୁରୀ ଅଫିସ୍‌,୧୬।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ପାଇଁ ସଜବାଜ ସରିଲାଣି। ପୋଲିଂ ପାର୍ଟି ବୁଥ୍‌ରେ ପହଞ୍ଚି ମତଦାନ କେନ୍ଦ୍ରରେ ପ୍ରାକ୍‌ ପ୍ରସ୍ତୁତି ଶେଷ କରିଛନ୍ତି। ବୁଧବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ ହେବ। ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ…

ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଅତିରିକ୍ତ ଡିଜି

ପୁରୀ ଅଫିସ,୧୬।୨: ଚଳିତ ମାସ ୧୯ ଏବଂ ୨୦ ତାରିଖ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୧୯ ତାରିଖରେ ରାଷ୍ଟ୍ରପତି ପୁରୀରେ ପହଞ୍ଚିବା ପରେ ଅପରାହ୍ନ ୫ଟାରେ ଶ୍ରୀମନ୍ଦିର ଯାଇ ୫.୪୫ ପର୍ଯ୍ୟନ୍ତ ରହି ମହାପ୍ରଭୁଙ୍କ ଦର୍ଶନ…

ଜି-୨୦ରେ ଅଧ୍ୟକ୍ଷତା କରିବ ଭାରତ

ନୂଆଦିଲ୍ଲୀ ୧୬ା୨: ୨୦୨୩ ନଭେମ୍ବରରେ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ଭାରତ ଅଧ୍ୟକ୍ଷତା କରିବ। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ସ୍ବତନ୍ତ୍ର ସଚିବାଳୟ ଗଠନ କରାଯିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହି ସଚିବାଳୟର ପରିଚାଳନା…

ମେୟର ପ୍ରାର୍ଥୀ ବ୍ୟବହାର କରିବେ ୬ ଗାଡ଼ି

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନର କାଉନସିଲର, କର୍ପୋରେଟର, ଅଧ୍ୟକ୍ଷ ଓ ମେୟର ପ୍ରାର୍ଥୀମାନଙ୍କ ପ୍ରଚାର ସକାଶେ ଉପଯୋଗ ହେବାକୁ ଥିବା ଗାଡ଼ି ନିର୍ଦ୍ଧାରଣ କରିଛନ୍ତି। ମେୟର ପ୍ରାର୍ଥୀ ସର୍ବାଧିକ ୬ ଓ କର୍ପୋରେଟର ପ୍ରାର୍ଥୀ ସର୍ବାଧିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri