Home Left

ପୋଲିଂ ବୁଥ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ: ଆପତ୍ତି ଉଠାଇଲେ କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ,୧୬।୨-ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଖୁଣ୍ଟାପାଳ ବୁଥ୍‌ରେ ଆଚରଣ ବିଧି ଉଲ୍ଲଂଘନ କରାଯାଇଛି। ଏନେଇ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ଇଂ. ବିଶ୍ୱେଶ୍ୱର ଟୁଡୁ ନିର୍ବାଚନ ଅଧିକାରୀ ତଥା ଜିଲାପାଳ ବିନୀତ ଭରଦ୍ୱାଜଙ୍କ ନିକଟରେ ଅଭିଯୋଗ କରିଛନ୍ତି।…

ପଦାର୍ପଣରେ ସୂର୍ଯ୍ୟ ଭଳି ଚମକିଲେ ରବି

କୋଲକାତା,୧୬।୨: ସ୍ଥାନୀୟ ଇଡେନ ଗାର୍ଡେନ୍ସଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ପ୍ରଥମ ଟି୨୦ରେ ଭାରତ ପାଇଁ ପଦାର୍ପଣ କରିଛନ୍ତି ରବି ବିଷ୍ଣୋଇ। କ୍ୟାରିୟରର ପ୍ରଥମ ମ୍ୟାଚ୍‌ରେ ୨୧ ବର୍ଷୀୟ ଖେଳାଳି ସୂର୍ଯ୍ୟ ଭଳି ଚମକିଛନ୍ତି। ଏହି ଲେଗ୍‌ ସ୍ପିନର ପ୍ରଥମ ମ୍ୟାଚ୍‌ର ଗୋଟିଏ…

ପ୍ରଚାର ମଇଦାନରେ ଅଶ୍ରୁମୋଚନ

କୋକସରା,୧୬।୨(ଡି.ଏନ.ଏ) କଳାହାଣ୍ଡି ଜିଲାର କୋକସରା ବ୍ଲକର ଭାଜପା ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କଲେ ଓଲିଓଡ଼ ଷ୍ଟାର ଅଶ୍ରୁ ମୋଚନ ମହାନ୍ତି। ବୁଧବାର କୋକସରା ବ୍ଲକର ୨ ଜିଲା ପରିଷଦ ଜୋନ ପାଇଁ ସେ ପ୍ରଚାର କରିଛନ୍ତି। କୋକସରା ବ୍ଲକର ଚିଲିଗୁଡା,…

ହିଜାବ ଆନ୍ଦୋଳନ ବେଳେ ମହିଳାଙ୍କୁ ମାଡ଼

ଗାଜିଆବାଦ,୧୬।୨: ହିଜାବ କଟକଣା ବିରୋଧରେ ଆନ୍ଦୋଳନ ବେଳେ ବୁର୍ଖା ପିନ୍ଧିଥିବା ମୁସଲିମ ମହିଳାଙ୍କୁ ପୋଲିସ କର୍ମୀ ଲାଠି ମାଡ଼ କରିଛନ୍ତି। ଉତ୍ତରପ୍ରଦେଶର ଗାଜିଆବାଦରେ ଘଟିଥିବା ଏହି ଘଟଣାର ଭିଡିଓ ଭାଇରାଲ ହୋଇଛି। କର୍ନାଟକର ଉଡୁପି ଜିଲାରୁ ଆରମ୍ଭ ହୋଇଥିବା ହିଜାବ ଆନ୍ଦୋଳନର…

‘ଭୟଭିତ ହୁଅ ନାହିଁ’

ନୂଆଦିଲ୍ଲୀ,୧୬।୨: ୟୁକ୍ରେନରେ ବସବାସ କରୁଥିବା ଭାରତୀୟଙ୍କୁ ସ୍ବଦେଶ ଫେରିବା ପାଇଁ ଫ୍ଲାଇଟ୍‌ ମିଳୁନାହିଁ। ଏହାକୁ ନେଇ ଭୟବିତ ନ ହେବାକୁ ଭାରତୀୟ ଦୂତାବାସ ପକ୍ଷରୁ କୁହାଯାଇଛି। ଏହାର ପଡ଼ୋଶୀ ରୁଷିଆ ଅନ୍ତର୍ଜାତୀୟ ସୀମାରେ ବିପୁଳ ପରିମାଣାରେ ସୈନ୍ୟ, ଟ୍ୟାଙ୍କ ଓ ଯୁଦ୍ଧ…

ୟୁକ୍ରେନ୍‌ ସଙ୍କଟ: ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ହେଲ୍ପଲାଇନ ନମ୍ବର ଜାରି

ନୂଆଦିଲ୍ଲୀ,୧୬।୨: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ବିବାଦ ଥମିବାର ନାଁ ନେଉନାହିଁ। ୟୁକ୍ରେନ ସୀମାରୁ ରୁଷିଆ ସୈନ୍ୟମାନଙ୍କୁ ପୁନର୍ବାର ଡକାଯିବା ସତ୍ତ୍ୱେ ଉତ୍ତେଜନା ଜାରି ରହିଛି। ୟୁକ୍ରେନରେ ବାସ କରୁଥିବା ହଜାର ହଜାର ଭାରତୀୟଙ୍କ ବିଷୟରେ ମଧ୍ୟ ଚିନ୍ତା ବଢିବାରେ ଲାଗିଛି।…

କରୋନା କଟକଣା ହଟାଇବାକୁ ରାଜ୍ୟଗୁଡିକୁ କେନ୍ଦ୍ରର ଚିଠି

ନୂଆଦିଲ୍ଲୀ,୧୬।୨: କରୋନାକୁ ନେଇ ଲାଗୁ ହୋଇଥିବା କଟକଣାକୁ ପୁନଃ ସମୀକ୍ଷା କରିବାକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟଗୁଡିକୁ ଚିଠି ଲେଖାଯାଇଛି। ବୁଧବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ କହିଛନ୍ତି, ସାରା ଦେଶରେ କରୋନା ସଂକ୍ରମଣରେ ହ୍ରାସ ଘଟିଛି। ଏଭଳି…

୫ ବ୍ୟାଟର, ଦୁଇ ସ୍ପିନରଙ୍କ ସହ ଓହ୍ଲାଇଲା ଟିମ୍‌ ଇଣ୍ଡିଆ

କୋଲକାତା,୧୬।୨: ସ୍ଥାନୀୟ ଇଡେନ ଗାର୍ଡେନ ଷ୍ଟାଡିୟମରେ ବୁଧବାର ଖେଳାଯିବାକୁ ଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍‌ ଜରିଆରେ ଅନ୍ତର୍ଜାତୀୟ ସ୍ତରରେ…

ଦୁର୍ଘଟଣାରେ ଆହତ ସ୍ବାମୀ-ସ୍ତ୍ରୀଙ୍କୁ ନିଜ ଗାଡିରେ ହସ୍ପିଟାଲ୍‌ ନେଲେ ବିଧାୟକ

ଛତ୍ରପୁର,୧୬।୨(ଡି.ଏନ.ଏ.)- ଗଞ୍ଜାମ ଜ଼ିଲା ଛତ୍ରପୁର ଥାନା ଅନ୍ତର୍ଗତ ଉଜ୍ଜଳେଶ୍ୱରୀ ମନ୍ଦିର ନିକଟ ଜାତୀୟ ରାଜପଥରେ ବୁଧବାର ଭାରସାମ୍ୟ ହରାଇ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବାଇକରେ ଯାଉଥିବା କୋଦଳା ଥାନା ଅନ୍ତର୍ଗତ ଲଛିପୁର ଗାଁର ଯୋଗେନ୍ଦ୍ର ମିଶ୍ର ଓ ତାଙ୍କ ସ୍ତ୍ରୀ…

ମତଦାନ କେନ୍ଦ୍ରରେ ପଶିଲେ ଅଜଣା ଲୋକ, ଫିଙ୍ଗିଲେ ବୋମା

ଯାଜପୁର ଅଫିସ/ଧର୍ମଶାଳା/ଯାଜପୁର ସଦର,୧୬।୨(ଡି.ଏନ.ଏ.):ଯାଜପୁର ଜିଲାରେ ବୁଧବାର ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନରେ ବ୍ୟାପକ ବିଭ୍ରାଟ ଦେଖାଯାଇଛି। ଯାଜପୁର ଓ ଧର୍ମଶାଳା ବ୍ଲକର ୪ଟି ବୁଥରେ କେତେକ ଅଜଣା ଲୋକ ପଶି ବାଲେଟ ପେପର ଲୁଟ, ଭଙ୍ଗାରୁଜା, ମାଡପିଟି ଭଳି ଅସାମାଜିକ…

ଗୋଟିଏ ମିଶନ ପାଇଁ ୩୦ ଲୋକଙ୍କୁ ୨ ଦିନ

ଥାଣେ,୧୬।୨: ମହାରାଷ୍ଟ୍ରର ଥାଣେ ଜିଲାରେ ଏକ ଚିତାବାଘର ମୁଣ୍ଡ ଏକ ପ୍ଲାଷ୍ଟିକ୍‌ ପାଣି କ୍ୟାନରେ ଫଶି ଯାଇଥିଲା। ପଶୁ କଲ୍ୟାଣ ଗୋଷ୍ଠୀଠାରୁ ଆରମ୍ଭ କରି ଜଙ୍ଗଲ ଅଧିକାରୀ, ସ୍ଥାନୀୟ ପ୍ରଶାସନ, ଗ୍ରାମବାସୀଙ୍କୁ ମିଶାଇ ପ୍ରାୟ ୩୦ ଜଣଙ୍କ ସହଯୋଗ କ୍ରମେ ଚିତାବାଘର…

ମୁଖ୍ୟମନ୍ତ୍ରୀଙ୍କ ନାଁରେ ମାମଲା ରୁଜୁ

ହାଇଦ୍ରାବାଦ,୧୬।୨: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ବିରୋଧରେ ଆପତ୍ତିଜନକ ଶବ୍ଦ ପ୍ରୟୋଗ କରି ଫସିଯାଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ହାଇଦ୍ରାବାଦ ପୋଲିସ ତାଙ୍କ ନାଁରେ ମାମଲା ରୁଜୁ କରିଛି। ଦଫା ୫୦୪ ଓ ୫୦୫(୨) ଅନୁସାରେ ମାମଲା କରାଯାଇଛି। ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri