Home Left

ମୋକିମ୍‌ଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏଥର ଦିଲ୍ଲୀରେ …

ଭୁବନେଶ୍ୱର,୧୨।୧୨: ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ। ଓଡ଼ିଶା କଂଗ୍ରେସରେ ବିବାଦ ନେଇ ଦିଲ୍ଲୀ ନେତାଙ୍କ ସହ ଆଲୋଚନା ହେବ। କେନ୍ଦ୍ରୀୟ ନେତା ହସ୍ତକ୍ଷେପ…

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି, ଅକ୍ଟୋବର ଆରମ୍ଭରେ ଏହା ପ୍ରବଳ ଥିଲା। ଅନେକ ଜିଲାରେ ପ୍ରବଳ ବର୍ଷା ହୋଇଥିଲା। ବିଶେଷକରି…

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଜିଲାପାଳ ସୋମେଶ ଉପାଧ୍ୟାୟ। ତେବେ କ୍ଷୟକ୍ଷତି ଆକଳନରେ ଘରକୁ ସାମିଲ କରାଯାଇନି।…

GEN-Z ବିଦ୍ରୋହ ପାଇଁ ନେପାଳକୁ ଦେବାକୁ ପଡ଼ିଲା ବହୁମୂଲ୍ୟ, ୪୨ ବିଲିୟନ ଡଲାର ଅର୍ଥନୀତିକୁ ୫୮୬ ନିୟୁତ ଡଲାର କ୍ଷତି

କାଠମାଣ୍ଡୁ,୧୨।୧୨: GEN-Z ଯୁବକମାନଙ୍କ ନେତୃତ୍ୱରେ ସେପ୍ଟେମ୍ବରରେ ହୋଇଥିବା ଦୁର୍ନୀତି ବିରୋଧୀ ଆନ୍ଦୋଳନରେ ନେପାଳକୁ ବହୁ କ୍ଷତି ସହିବାକୁ ପଡିଲା। ଜେନ-ଜେଡ ଆନ୍ଦୋଳନ ଦ୍ୱାରା ହୋଇଥିବା ହିଂସା, ପୋଡ଼ାଜଳା ଏବଂ ଭଙ୍ଗାରୁଜା ଦେଶର ୪୨ ବିଲିୟନ ଡଲାର ଅର୍ଥନୀତିକୁ ପ୍ରାୟ ୫୮୬ ନିୟୁତ…

ଲୋକପ୍ରିୟ ଗାୟକ ଜୁବିନ ମୃତ୍ୟୁ ମାମଲା: ଚାର୍ଜସିଟ ଦାଖଲ କଲା STF

ଗୌହାଟି,୧୨।୧୨: ଲୋକପ୍ରିୟ ଗାୟକ ଜୁବିନ ଗର୍ଗ ମୃତ୍ୟୁ ମାମଲାର ଶୁକ୍ରବାର ଚାର୍ଜସିଟ ଦାଖଲ କରାଯାଇଛି। ମୃତ୍ୟୁର ୩ ମାସ ପରେ ଆସାମ ପୋଲିସ STF ଗୌହାଟୀ ସିଜେଏମ କୋର୍ଟରେ ଚାର୍ଜସିଟ ଦାଖଲ କରିଛି। ୩୦୦ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ୩୫୦୦…

୨୦୨୬ରେ ସାଢେସତିରୁ ଅଧିକ କଷ୍ଟ ପାଇବେ ଏହି ରାଶି, ଭୋଗିବେ ଆର୍ଥିକହାନି!

୨୦୨୫ ଶେଷ ହେବାକୁ ବସିଲାଣି। ଜ୍ୟୋତିଷମାନେ ଗ୍ରହ ଏବଂ ନକ୍ଷତ୍ରଗୁଡ଼ିକର ଗତିବିଧି ନିରୀକ୍ଷଣ କରୁଛନ୍ତି । ବର୍ତ୍ତମାନ ନୂତନ ବର୍ଷ ପାଇଁ ଭବିଷ୍ୟବାଣୀ କରୁଛନ୍ତି। ମୁଖ୍ୟତଃ ଶନିଙ୍କ ଗତି ଉପରେ ଧ୍ୟାନ ଦିଆଯାଇଛି। ତଥାପି, ୨୦୨୬ରେ ଶନି ଗୋଚର କରିବେ ନାହିଁ…

୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ବୈଭବ ସୂର୍ଯ୍ୟବଂଶୀ ଚୌକା ଏବଂ ଛକାର ଏକ ବଡ଼ ଇନିଂସ ସହିତ…

ଭାରତକୁ ସୁପର ପାଓ୍ବାର ଗ୍ରୁପକୁ ନେଇଯିବେ ଟ୍ରମ୍ପ? ଜାଣନ୍ତୁ ଆମେରିକାର ‘କୋର-୫’ ପ୍ଲାନ

ଓ୍ବାଶିଂଟନ,୧୨।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକା, ଭାରତ, ଚାଇନା, ରୁଷିଆ ଏବଂ ଜାପାନକୁ ନେଇ ଏକ ନୂଆ ‘କୋର୍‌ ୫’ (କଠିନ-ଶକ୍ତି ଗୋଷ୍ଠୀକରଣ) ଯୋଜନା କରୁଛନ୍ତି। ଏହାର ପ୍ରାଥମିକ ଉଦ୍ଦେଶ୍ୟ ହେଉଛି ପ୍ରମୁଖ ଶକ୍ତିଗୁଡ଼ିକର ଏକ ନୂତନ ସଂଗଠନ ସୃଷ୍ଟି…

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି ସରକାର ଚଳିତ ବର୍ଷ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୧ ଟି ଜିଲାର ୧୯୫ ଟି…

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ ପରେ ଅନ୍ତ ଘଟାଇ କୁନ୍ଦୁରା ବ୍ଲକକୁ ମିଳିଛି ନୂତନ ଅଧ୍ୟକ୍ଷା ପଦବୀ। ଗତ ଦିନରେ…

ସମ୍ପୂର୍ଣ୍ଣ ଟିମ୍‌ ଉପରେ ଭାରି ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ

ଆବୁଧାବି,୧୨।୧୨: ଭାରତୀୟ କିଶୋର ତାରକା ବୈଭବ ସୂର୍ଯ୍ୟବଂଶୀ U19 ଏସିଆ କପରେ UAE ବିପକ୍ଷରେ ୧୭୧ ରନ୍‌ କରି ୨୦୨୫ରେ ତାଙ୍କର ଚମତ୍କାର ଫର୍ମ ଜାରି ରଖିଛନ୍ତି। ସେ ମାତ୍ର ୯୫ବଲରେ ୯ ଚୌକା ଏବଂ ୧୪ ଛକା ସହିତ ଦ୍ୱିତୀୟ…

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି ଜାରି ରହିଥିବା ବେଳେ ଆସନ୍ତା ୧୩ ତାରିଖ ଯାଏ ପ୍ରବଳ ଶୀତ ଲାଗି ରହିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri