ଆରଏସ୍ଏସ୍କୁ ନାଜିବାଦୀ ବୋଲି କହିଲେ ଇମ୍ରାନ
ଇସଲାମାବାଦ,୧୫ ।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ପୁଣିଥରେ କଶ୍ମୀର ପ୍ରସଙ୍ଗକୁ ଟାର୍ଗେଟ କରିଛନ୍ତି । ସେ ଏଥର କହିଛନ୍ତି ଭାରତ-ପାକିସ୍ତାନ ସମ୍ପର୍କରେ ବାଧା ସଷ୍ଟି ପାଇଁ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ(ଆରଏସଏସ) ଦାୟୀ । ସେ ଆରଏସଏସକୁ ନାଜିବାଦୀ ବୋଲି…
କାହିଁକି ରାଇନାଙ୍କୁ କିଣିଲା ନାହିଁ ସିଏସ୍କେ
ବାଙ୍ଗାଲୁରୁ,୧୫।୨: ଆଗାମୀ ଆଇପିଏଲ ପାଇଁ ବେଙ୍ଗାଲୁରୁରେ ଆୟୋଜିତ ମେଗା ଅକ୍ଶନରେ ଭେଟେରାନ ବ୍ୟାଟ୍ସମ୍ୟାନ ସୁରେଶ ରାଇନାଙ୍କୁ କୌଣସି ଫ୍ରାଞ୍ଚାଇଜ କିଣି ନାହାନ୍ତି। ଏପରିକି ତାଙ୍କ ପୁରୁଣା ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ମଧ୍ୟ ରାଇନାଙ୍କୁ କିଣିବାକୁ ଇଚ୍ଛା ପ୍ରକଟ କରି…
ଅଡୁଆରେ ଇମ୍ରାନ୍!
ଇସଲାମାବାଦ,୧୫ ।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଲଗାତାର ଭାବେ ତାଙ୍କ ବୈଦେଶିକ ନୀତିକୁ ନେଇ ଚର୍ଚ୍ଚାରେ ରହିଆସୁଛନ୍ତି । ହେଲେ ଏଥର ସେ ଯେଉଁ କାରଣ ପାଇଁ ଚର୍ଚ୍ଚାକୁ ଆସିଛନ୍ତି ତାହା ରାଜନୀତି ନୁହେଁ ବରଂ ତାଙ୍କ ପର୍ସନାଲ କାରଣ…
କକ୍ଷପଥରେ ଇଓଏସ୍-୦୪
ଶ୍ରୀହରିକୋଟା, ୧୪ା୨: ଚଳିତ ବର୍ଷର ପ୍ରଥମ ମିଶନ ଭାବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ସୋମବାର ସଫଳତାର ସହ ପିଏସ୍ଏଲ୍ଭି-ସି୫୨ ଯୋଗେ ଇଓଏସ୍-୦୪ ଉପଗ୍ରହକୁ ସଫଳତାର ସହ ପ୍ରେରଣ କରିଛି। ଏହା ସହ ଦୁଇଟି ଛୋଟ ସାଟେଲାଇଟ୍ ଇନ୍ସ୍ପାୟାରସାଟ୍-୧ ଏବଂ…
ଆଜି ଦାଖଲ ହେବ ଚୂଡ଼ାନ୍ତ ବୁଥ୍ ତାଲିକା
ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ପୌର ନିର୍ବାଚନ ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅନ୍ତର୍ଗତ ୬୭ଟି ଓ୍ବାର୍ଡର ୨୧୯ ସ୍ଥାନରେ ୬୯୯ ବୁଥ୍ ସ୍ଥାପନ ପାଇଁ ଗୁରୁବାର ଚିଠା ତାଲିକା ପ୍ରକାଶ ପାଇଥିଲା। ଆପତ୍ତି ଅଭିଯୋଗ କରିବାକୁ ୪ଦିନ ସମୟ ଦିଆଯାଇଥିଲା। ରବିବାର…
ହିଜାବ ବ୍ୟାନ୍ ପାଇଁ ଆଇନ ନାହିଁ
ବେଙ୍ଗାଲୁରୁ,୧୫।୨: ଶିକ୍ଷାନୁଷ୍ଠାନଗୁଡ଼ିକରେ ହିଜାବ ବ୍ୟବହାର ନିଷେଧ କରିବା ପାଇଁ କୌଣସି ଆଇନ ନାହିଁ ବୋଲି କର୍ନାଟକ ହାଇକୋର୍ଟରେ ଛାତ୍ରୀମାନେ ଯୁକ୍ତି ବାଢ଼ିଛନ୍ତି। ହିଜାବ ପିନ୍ଧିଥିବାରୁ କଲେଜରେ ପ୍ରବେଶ ଅନୁମତି ମିଳି ନ ଥିବା ଛାତ୍ରୀମାନଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଦେବଦତ୍ତ କାମାତ୍…
ହିଜାବ ପିନ୍ଧିଥିବା ଛାତ୍ରୀଙ୍କୁ ଫେରାଇଦେଲା ସ୍କୁଲ
ମାଡ଼ିକେରି,୧୪।୨: କର୍ନାଟକ କୋଡାଗୁ ଜିଲାର ଏକ ପବ୍ଲିକ୍ ସ୍କୁଲ୍କୁ ସୋମବାର ହିଜାବ ପିନ୍ଧି ଆସିଥିବା ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀଙ୍କୁ ପ୍ରବେଶ ଅନୁମତି ଦିଆଯାଇ ନାହିଁ। ଫଳରେ ସେମାନେ ଘରକୁ ଫେରିଯିବାକୁ ବାଧ୍ୟ ହୋଇଛନ୍ତି। ନ୍ୟାୟ ମିଳିବ ବୋଲି ଛାତ୍ରୀମାନଙ୍କ ମାଆବାପା ଆଶାବାଦୀ…
ଶ୍ରୀନଗରରେ ଫାରୁକ୍ ଗୃହବନ୍ଦୀ
ଶ୍ରୀନଗର,୧୫।୨: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍ଫରେନ୍ସ ଅଧ୍ୟକ୍ଷ ଫାରୁକ୍ ଅବଦୁଲ୍ଲାଙ୍କୁ ସୋମବାର ତାଙ୍କ ଶ୍ରୀନଗରସ୍ଥିତ ବାସଭବନରେ ଗୃହବନ୍ଦୀ ରଖାଯାଇଛି। ପୁଲ୍ଓ୍ବାମା ଆକ୍ରମଣର ତୃତୀୟ ବାର୍ଷିକୀରେ ସୁରକ୍ଷା ଦୃଷ୍ଟିରୁ ତାଙ୍କୁ ବାସଭବନ ବାହାରକୁ ଛଡ଼ାଯାଇ ନାହିଁ। ସେ ଏହାର ଦୃଢ଼…
ହନୁମାନ ଜନ୍ମସ୍ଥାନକୁ ନେଇ ୨ ଟ୍ରଷ୍ଟ ମଧ୍ୟରେ ବିବାଦ
ହାଇଦ୍ରାବାଦ,୧୫।୨: ଅଯୋଧ୍ୟା ରାମ ଜନ୍ମଭୂମି ବିବାଦ ୨୦୧୯ ନଭେମ୍ବରରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ସମାଧାନ ହେବା ପରେ ଏବେ ହନୁମାନ ଜନ୍ମସ୍ଥାନକୁ ନେଇ ନୂଆ ବିବାଦ ଦେଖାଦେଇଛି। ତେବେ ଏହି ବିବାଦ ଦୁଇ ଧର୍ମ ମଧ୍ୟରେ ନୁହେଁ, ବରଂ ଦୁଇ ହିନ୍ଦୁ ଟ୍ରଷ୍ଟ…
ପସନ୍ଦର ଫୁଲ ଦେଲେନି ବୋଲି ମାଳିଙ୍କୁ ଏମିତି ସଜା ଦେଲେ ଉତ୍ତର କୋରିଆ ଶାସକ
ପ୍ୟୋଙ୍ଗୟୋଙ୍ଗ,୧୪।୨: ଉତ୍ତର କୋରିଆର କ୍ରୁର ଶାସକ ଭାବେ ପରିଚିତ କିମ ଜୋଙ୍ଗ ଉନ ପିତା କିମ ଜୋଙ୍ଗ ଇଲ୍ଙ୍କ ଜନ୍ମବାର୍ଷିକୀରେ ସ୍ମାରକ ଏବଂ ରାସ୍ତା ସଜାଇବା ପାଇଁ ମନପସନ୍ଦ ଫୁଲ ଦେବାରେ ବିଫଳ ହେତୁ ଅନେକ ମାଳିଙ୍କୁ କଡ଼ା ଦଣ୍ଡ ଦେଇଛନ୍ତି।…
ୟୁକ୍ରେନ୍ ସଙ୍କଟ: କ’ଣ କରିବ ଭାରତ
ନୂଆଦିଲ୍ଲୀ, ୧୫ା୨: ୟୁକ୍ରେନ୍ ପ୍ରସଙ୍ଗରେ ରୁଷିଆକୁ ଘେରିବାକୁ ଉଦ୍ୟମ କରୁଛନ୍ତି ନାଟୋ ଦେଶ। ଆମେରିକା ଓ ପାଶ୍ଚାତ୍ୟ ଦେଶ ମସ୍କୋ ଉପରେ ଚାପ ପକାଇବାକୁ ସବୁ ପ୍ରକାର ଚେଷ୍ଟା ଚଳାଇଥିବାବେଳେ ରୁଷିଆ ନିଜ ଜିଦ୍ ଛାଡ଼ିବାକୁ ନାରାଜ। ବାରମ୍ବାର ଶାନ୍ତି ଉଦ୍ୟମ…
ନିର୍ବାଚନ ବେଳେ ମନେପଡ଼େ ମହୁଲପଦା ଗାଁ
କଳିଙ୍ଗନଗର,୧୫ା୨(ଡି.ଏନ.ଏ.):ଧାତବ ଶିଳ୍ପର ରାଜଧାନୀ ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳ ସଂଲଗ୍ନ ପଞ୍ଚାୟତ ମଧ୍ୟରୁ ଯଖପୁରା ଅନ୍ୟତମ। ଏହି ପଞ୍ଚାୟତର ମହୁଲପଦା ଗଁାକୁ ଦେଖିଲେ ତାହା ବିକାଶ ନକ୍ସାରୁ ବାଦ୍ ପଡ଼ିଥିବା ଅନୁଭବ ହୁଏ। ଗାଁ ବିକାଶରେ ପ୍ରକୃତ ବିକାଶ ନ୍ୟାୟରେ ପଞ୍ଚାୟତକୁ…
Archives


