Home Left

ମଝି ଆକାଶରେ ବିମାନରେ ଲାଗିଲା ନିଆଁ

ପାଟନା,୧୯।୬: ମଝି ଆକାଶରେ ବିମାନରେ ନିଆଁ ଲାଗିଯାଇଛି। ବିହାର ପାଟନା ବିମାନ ବନ୍ଦରରେ ଏଭଳି ଏକ ବିମାନ ଦୁର୍ଘଟଣା ଘଟିଛି। ଫଳରେ ବିମାନକୁ ଜରୁରୀକାଳୀନ ଅବତରଣ କରାଯାଇଛି। ବିମାନରେ ୧୮୫ ଜଣ ଯାତ୍ରୀ ଥିଲେ। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି।…

୩୦୦ ବର୍ଷ ପରେ ଚର୍ଚ୍ଚାରେ ଔରଙ୍ଗଜେବ

ମୋଗଲ ସାମ୍ରାଜ୍ୟର ସବୁଠାରୁ ପ୍ରଭାବଶାଳୀ ବାଦ୍‌ଶାହ ଥିଲେ ମୁହି ଅଲ୍‌-ଦିନ ମହମ୍ମଦ, ଯେକି ଔରଙ୍ଗଜେବ ଭାବେ ପରିଚିତ। ସେ ଥିଲେ ମୋଗଲ ସାମ୍ରାଜ୍ୟର ଷଷ୍ଠତମ ସମ୍ରାଟ। ଆକବରଙ୍କ ପରେ ଔରଙ୍ଗଜେବଙ୍କୁ ମୋଗଲ ସାମ୍ରାଜ୍ୟର ସବୁଠୁ ଶକ୍ତିଶାଳୀ ସମ୍ରାଟଭାବେ ଗଣନା କରାଯାଏ। ଦୀର୍ଘ…

ଘର ଲୋକଙ୍କୁ ଖାଇବାକୁ ଦେଇଥିଲି

ମୁଁ ଷଷ୍ଠ ଶ୍ରେଣୀରେ ବଳଗଣ୍ଡି ସ୍କୁଲରେ ପଢୁଥାଏ। ଆମ ସ୍କୁଲର ପ୍ରଧାନଶିକ୍ଷକ ଉମା ମଉସା ମୋ’ ନନାଙ୍କ ଘନିଷ୍ଠ ବନ୍ଧୁ ଥିଲେ। ହଠାତ୍‌ ସାର୍‌ଙ୍କର ହୃଦ୍‌ଘାତ ସ୍କୁଲରେ ହେଲା। ନନା ସେଠାରେ ଉପସ୍ଥିତ ଥିଲେ। ସେ ସାର୍‌ଙ୍କୁ ସଙ୍ଗେସଙ୍ଗେ ହସ୍ପିଟାଲ ନେଇଗଲେ…

ବାପା

ଶ୍ରଦ୍ଧା ଓ ଭଲ ପାଇବାର ସଶକ୍ତ ଉଚ୍ଚାରଣ ବାପା। ତାଙ୍କୁ ଜାଣିହୁଏ ସିନା ଜଣେଇ ହୁଏନି। ସନ୍ତାନ ପାଇଁ ସମସ୍ତଙ୍କ ସହ ଲଢ଼ିବାର ସାହସ ରଖୁଥିବା ମଣିଷ କେବଳ ବାପା ହିଁ ହୋଇପାରନ୍ତି…   ତାଙ୍କୁ ଜାଣି ହୁଏ ହେଲେ ଜଣେଇ…

ଏନ୍‌ଗେଜ୍‌ମେଣ୍ଟ ପିୟରସିଂ

ପିୟରସିଂର ଟ୍ରେଣ୍ଡ ତ ବହୁ ଆଗରୁ ଆରମ୍ଭ ହୋଇସାରିଛି। କିନ୍ତୁ ଏବେ ଏନ୍‌ଗେଜ୍‌ମେଣ୍ଟ ପିୟରସିଂ ଏକ ନୂଆ ଟ୍ରେଣ୍ଡ ଭାବେ ଉଭା ହୋଇଛି। ଏହାକୁ କେହି କେହି ଏନ୍‌ଗେଜ୍‌ମେଣ୍ଟ ରିଂ ପିୟରସିଂ, ଓ୍ବେଡିଂ ରିଂ ପିୟରସିଂ ଅବା କେବଳ ଫିଙ୍ଗର୍‌ ପିୟରସିଂ…

ବସ୍‌-ଟ୍ରକ୍‌ ମୁହାଁମୁହିଁ, ୩ ଗୁରୁତର

ବରଗଡ଼ ଅଫିସ,୧୯ା୬: ବରଗଡ଼ ଜିଲା ବରପାଲି ମେହେରପଡ଼ା ନିକଟରେ ରବିବାର ଭୋର୍‌ ସମୟରେ ସରକାରୀ ବସ୍‌ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ କାହାର ମୃତ୍ୟୁ ହୋଇନାହିଁ। ୩ ଡ୍ରାଇଭର ଗୁରୁତର ଥିବା ବେଳେ ୧୮ଜଣ ଯାତ୍ରୀ ଆହତ ହୋଇଛନ୍ତି।…

କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଚାହୁଁଥିଲେ କରନ୍ତୁ ଏପରି…

କାର୍ଯ୍ୟକ୍ଷେତ୍ରରେ ଉନ୍ନତି କରିବାକୁ କାହାର ବା ଇଚ୍ଛା ନୁହେଁ। ହେଲେ ବେଳେବେଳେ କୌଣସି କାରଣ ବଶତଃ ସବୁ ଠିକ୍‌ ଥାଇ ବି ସୂଯୋଗ ହାତରୁ ଖସିଯାଏ। ଏଭଳି ସମସ୍ୟାରୁ କିପରି ମୁକ୍ତି ପାଇହେବ ଆସନ୍ତୁ ଜାଣିବା ସେ ନେଇ କେତୋଟି ବାସ୍ତୁ…

ବୋହୂଙ୍କ କାଠଫାଳିଆରେ ଶ୍ୱଶୁରଙ୍କ ଜୀବନ ଗଲା

ଆସିକା,୧୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କିଶୋରଚନ୍ଦ୍ରପଲ୍ଲୀ ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଛି। ସାମାନ୍ୟ ବଚସାରୁ ଶ୍ୱଶୁରକୁ କାଠଫାଳିଆରେ ପିଟି ପିଟି ମାରିଦେଇଛନ୍ତି ବୋହୂ। ମୃତ ବ୍ୟକ୍ତି ଜଣଙ୍କ ହେଲେ ସୀମାଞ୍ଚଳ ନାୟକ(୫୫)। ବୋହୂ ସୁଲତା ନାୟକଙ୍କୁ ପୋଲିସ…

ନୃତ୍ୟଶିଳ୍ପୀରୁ ଡାକ୍ତର ହେବା ଲକ୍ଷ୍ୟ

ପିଲାଟି ଦିନରୁ ନୃତ୍ୟ ପ୍ରତି ଥିବା ରୁଚି ଆଜି ତାଙ୍କୁ ଦେଇଛି ରାଜ୍ୟରୁ ଆରମ୍ଭ କରି ଜାତୀୟ ସ୍ତରୀୟ ନୃତ୍ୟଶିଳ୍ପୀର ପରିଚୟ। ସେ ହେଉଛନ୍ତି ବ୍ରହ୍ମପୁର ସହରସ୍ଥ ଶରଧାବାଲି ଅଞ୍ଚଳର ମା’ ସ୍ବାଗତିକା ଦାସ ଏବଂ ବାପା ହିମାଂଶୁ ଶେଖର ମହାନ୍ତିଙ୍କ…

ରାସ୍ତାରେ ଆମ୍ବୁଲାନ୍ସ ରଖି ଆତ୍ମହତ୍ୟା କଲେ ଡ୍ରାଇଭର

ନରସିଂହପୁର,୧୯ା୬(ଡି.ଏନ୍‌.ଏ.): କଟକ ଜିଲା କାନପୁର ଥାନା ଅଞ୍ଚଳରେ ରାସ୍ତାରେ ଆମ୍ବୁଲାନ୍ସ ରଖି ଗଛରେ ରଶି ଲଗାଇ ଜଣେ ଡ୍ରାଇଭର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ କାବୁଲି ସେନାପତି(୩୫)। ତାଙ୍କ ଘର ତିଗିରିଆ ଥାନା ବିନ୍ଧାଣିମା ଗାଁରେ। ସେ…

ମନ୍ଦିରରୁ ହୁଣ୍ଡି ଚୋରି

ବ୍ରହ୍ମପୁର ଅଫିସ,୧୯ା୬: ସହରରେ ଚୋରି ବଢ଼ିବାରେ ଲାଗିଛି। ଲୁଟେରାଙ୍କ ଟାର୍ଗେଟରେ ଏବେ ମନ୍ଦିର। ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବିଦ୍ୟୁତପୁର କଲୋନୀରେ ଥିବା ଶିବ ମନ୍ଦିର ହୁଣ୍ଡି ଚୋରି ହୋଇଛି। ରବିବାର ସକାଳେ ପୂଜକ ମନ୍ଦିର ଭିତରକୁ ଯିବା ବେଳେ ସେଠାରେ ହୁଣ୍ଡି…

ଯୋଗ ରଖେ ଫିଟ୍‌

ବର୍ତ୍ତମାନର ପରିବର୍ତ୍ତିତ ଲାଇଫ୍‌ଷ୍ଟାଇଲ୍‌ ବିଭିନ୍ନ ପ୍ରକାର ରୋଗର କାରଣ ସାଜୁଛି। ଯଦି ଆପଣ ବି ଏଭଳି କିଛି ସମସ୍ୟାକୁ ନେଇ ଚିନ୍ତିତ, ତେବେ ଏହାକୁ ଦୂର କରିବା ଲାଗି ପ୍ରତିଦିନ କିଛି ସମୟ ଯୋଗ କରିବା ଆପଣଙ୍କ ଲାଗି ହୋଇପାରେ ବେଶ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?