Home Left

ଜମ୍‌ତରା ଗ୍ୟାଙ୍ଗ୍‌ର ୩ ସଦସ୍ୟ ଗିରଫ

ସମ୍ବଲପୁର,୧୬।୨(ବ୍ୟୁରୋ): ଅନ୍‌ଲାଇନ ଠକେଇ କରି ଲକ୍ଷାଧିକ ଟଙ୍କା ଲୁଟିନେଇଥିବା ଜମତରା ଗ୍ୟାଙ୍ଗ୍‌ର ୩ ସଦସ୍ୟଙ୍କୁ ସମ୍ବଲପୁର ପୋଲିସ ମଙ୍ଗଳବାର ଭୁବନେଶ୍ୱରରୁ ଗିରଫ କରିଛି। ସେମାନେ ହେଲେ ଝାଡ଼ଖଣ୍ଡର ଖଗା ଥାନା ମଳାନ୍ଦି ଗ୍ରାମର ରହମତ ଅନ୍‌ସାରି(୨୨), ଗୋବିନ୍ଦପୁର ଥାନା ଜନତା ମାର୍କେଟ…

ବିଧାୟକ ଜୟନାରାୟଣ ମିଶ୍ରଙ୍କ ନାମରେ ମାମଲା

ସମ୍ବଲପୁର,୧୬ା୨(ବ୍ୟୁରେ): ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ରଙ୍କ ନାମରେ କ୍ଷେତରାଜପୁର ଥାନାରେ ମାମଲା ରୁଜୁ ହୋଇଛି। ସଦର ତହସିଲଦାର ଲକ୍ଷ୍ମଣ ଅମାତଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା (ନଂ.୪୨/୨୧) ରୁଜୁ କରିଛି। ଘଟଣାର ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ମମତା…

୬୦ ବର୍ଷରେ ମଜୁରିଆରୁ ମଡେଲ

କୋଝିକୋଡ, ୧୬ା୨: ବେଳେବେଳେ ଭାଗ୍ୟ ବଦଳିବାକୁ ବେଶୀ ସମୟ ଲାଗି ନ ଥାଏ। ଛୋଟ ଛୋଟ କାମରେ ମଧ୍ୟ ଜଣେ ଖୁବ୍‌ଶୀଘ୍ର ପରିଚିତି ହାସଲ କରିନେଇଥାନ୍ତି ଏବଂ ଚାରିଆଡେ ଚର୍ଚ୍ଚା ସାଉଣ୍ଟିଥାନ୍ତି। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି କେରଳର କୋଝିକୋଡରେ,…

ରୁଷିଆ ଆକ୍ରମଣ ଭୟ, ଏକେ-୪୭ ଚଳାଇବା ଟ୍ରେନିଂ ନେଉଛନ୍ତି ୟୁକ୍ରେନ୍‌ର ୭୯ ବର୍ଷୀୟ ବୃଦ୍ଧା

ଚେରଭୋନ, ୧୫ା୨: ରୁଷିଆର ଆକ୍ରମଣ ଆଶଙ୍କା ଭିତରେ ଦେଶର ସୁରକ୍ଷା ଦାୟିତ୍ୱ ନିଜ ମୁଣ୍ଡକୁ ନେଇଛନ୍ତି ୟୁକ୍ରେନ ବାସୀ। ଶକ୍ତିଶାଳୀ ରୁଷିଆ ଆଗରେ ନିଜ ଦୃଢ଼ ମନୋବଳ ଦେଖାଇବାକୁ ୟୁକ୍ରେନ ବାସୀ ରାଲି ଆୟୋଜନ କରୁଥିବାବେଳେ ବୃଦ୍ଧା, ପିଲାମାନେ ମଧ୍ୟ ନିଜ…

ଦୁର୍ଘଟଣାରେ ଚାଲିଗଲା ଲୋକପ୍ରିୟ ଅଭିନେତାଙ୍କ ଜୀବନ

ଚଣ୍ଡିଗଡ଼,୧୫।୨: ସଡ଼କ ଦୁର୍ଘଟଣାରେ ଆଖି ବୁଜିଲେ ଲୋକପ୍ରିୟ ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁ। ମଙ୍ଗଳବାର ସେ ନିଜ ବନ୍ଧୁମାନଙ୍କ ସହ ସ୍କର୍ପିଓରେ ଦିଲ୍ଲୀରୁ ପଞ୍ଜାବ ଫେରୁଥିଲେ। ସିଙ୍ଘୁ ସୀମା ନିକଟ କୁଣ୍ଡଳି ମାନସର ରାଜପଥରେ ତାଙ୍କ ଗାଡ଼ି ଦୁର୍ଘଟଣାର ଶିକାର ହୋଇଥିଲା।…

ପରଲୋକରେ ଭେଟେରାନ କଣ୍ଠଶିଳ୍ପୀ ସନ୍ଧ୍ୟା ମୁଖାର୍ଜୀ

କୋଲକାତା,୧୫।୨: କୋକିଳକଣ୍ଠୀ ଲତା ମଙ୍ଗେସକରଙ୍କ ପରେ ଆଉ ଜଣେ ଲୋକପ୍ରିୟ ଗାୟିକା ଦୁନିଆରୁ ବିଦାୟ ନେଇଛନ୍ତି। ୯୦ ବର୍ଷ ବୟସରେ ଭେଟେରାନ ବଙ୍ଗାଳୀ ଗାୟିକା ସନ୍ଧ୍ୟା ମୁଖାର୍ଜୀଙ୍କ ମଙ୍ଗଳବାର ପରଲୋକ ଘଟିଛି। ଚଳିତ ବର୍ଷ ୭୩ତମ ଗଣତନ୍ତ୍ର ଦିବସ ଅବସରରେ ଭାରତ…

ପ୍ରଚାର ପାଇଁ ମେୟର ପ୍ରାର୍ଥୀଙ୍କୁ ମିଳିବ ୬, କର୍ପୋରେଟରଙ୍କୁ ୨ ଗାଡ଼ି

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଆଗାମୀ ପୌର ନିର୍ବାଚନ ଲାଗି ପ୍ରଚାର ନିମନ୍ତେ ଉପଯୋଗ ହେବାକୁ ଥିବା ଗାଡ଼ି ପରିମାଣ ନିର୍ଦ୍ଧାରଣ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର। ମେୟର ପ୍ରାର୍ଥୀ ସର୍ବାଧିକ ୬, କର୍ପୋରେଟର ପ୍ରାର୍ଥୀ ସର୍ବାଧିକ ୨ ଗାଡ଼ି ପ୍ରଚାର ନିମନ୍ତେ ଉପଯୋଗ କରିପାରିବେ।…

ଭାରତଠାରୁ ସହାୟତା ଲୋଡ଼ିଲେ ପିଟରସେନ

ନୂଆଦିଲ୍ଲୀ,୧୫।୨: ସୋସିଆଲ ମିଡିଆ ଜରିଆରେ ଭାରତଠାରୁ ସହାୟତା ଲୋଡ଼ିଛନ୍ତି ଇଂଲଣ୍ଡର ପୂର୍ବତନ ଅଧିନାୟକ ତଥା ଅଭିଜ୍ଞ ବ୍ୟାଟ୍ସମ୍ୟାନ୍‌ କେଭିନ ପିଟରସେନ। ସେ ମଙ୍ଗଳବାର ନିଜର ଟୁଇଟର ଆକାଉଣ୍ଟରୁ ଟୁଇଟ୍‌ କରି ନିଜର ପ୍ୟାନ୍‌ କାର୍ଡ ହଜିଯାଇଥିବା କହିଛନ୍ତି। ଏଥିଲାଗି ସହାୟତା କିଏ…

ଟି-୨୦ ଆଗ, ଟେଷ୍ଟ ପଛ

ମୁମ୍ବାଇ,୧୫।୨: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ହେବାକୁ ଥିବା ଆଗାମୀ ସିରିଜର କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି। ବିସିସିଆଇ ଏନେଇ ମଙ୍ଗଳବାର ଘୋଷଣା କରିଛି। ଶ୍ରୀଲଙ୍କା ଭାରତ ଗସ୍ତରେ ଆସି ଟି-୨୦ ଓ ଟେଷ୍ଟ ସିରିଜ ଖେଳିବ। ପୁଣିଥରେ ପିଙ୍କ ବଲ୍‌ରେ ଏହି…

ଟ୍ରମ୍ପଙ୍କ ସହ ଚା’ ପିଇଲେ ଦେବାକୁ ପଡ଼ୁଛି ୩୭ ଲକ୍ଷ, ଫଟୋ ଉଠାଇବାକୁ ୨୨ ଲକ୍ଷ

ଓ୍ବାଶିଂଟନ,୧୫।୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚର୍ଚ୍ଚାରେ ରହିବାକୁ ପସନ୍ଦ କରନ୍ତି। ଏବେ ସେ ନିଜର ବୟାନ ପାଇଁ ନୁହେଁ, ବରଂ ରୋଜଗାରକୁ ନେଇ ଖବର ଶିରୋନାମା ପାଲଟିଛନ୍ତି। ରାଷ୍ଟ୍ରପତି ପଦ ଛାଡ଼ିବା ପରେ ସେ ବ୍ୟକ୍ତିଗତ ଭାବେ କୋଟି…

ବାଇକ୍‌ ରଖି ଚା’ ପିଉଥିଲେ କଣ୍ଟ୍ରାକ୍ଟର: ଡିକି ଭାଙ୍ଗି ୯୦ ହଜାର ଲୁଟିନେଲେ ଦୁର୍ବୃତ୍ତ

ଝାରସୁଗୁଡା ଅଫିସ, ୧୫।୨: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଜୋବ ନିକଟସ୍ଥ ସୀତାରା ଛକରୁ ମଙ୍ଗଳବାର ଦୁର୍ବୃତ୍ତମାନେ ଏକ ବାଇକ ଡିକି ଭାଙ୍ଗି ୯୦ହଜାର ଟଙ୍କା ଲୁଟ କରି ଫେରାର ହୋଇଯାଇଛନ୍ତି। ଲୁଟର ଶିକାର ହୋଇଥିବା ବ୍ୟକ୍ତି କାଳୀନଗର କଲୋନୀର…

ରିଲିଜ୍‌ ତାରିଖ ବଦଳାଇଲେ ନିର୍ମାତା

ମୁମ୍ବାଇ: ବଲିିଉଡ୍‌ ଅଭିନେତା ଅମିର ଖାନ ଏବଂ କରିନା କପୁରଙ୍କ ଫିଲ୍ମ ‘ଲାଲ ସିଂ ଚଢା’ର ରିଲିଜ୍‌ ଅପେକ୍ଷାରେ ଦର୍ଶକ। ଫରେଷ୍ଟ ଗୁମ୍ପର ହିନ୍ଦୀ ରିମେକ ହୋଇଥିବା ଏହି ଫିଲ୍ମଟି ୧୪ ଏପ୍ରିଲରେ ମୁକ୍ତିଲାଭ କରିବାକୁ ସ୍ଥିର ହୋଇଥିଲା। ତେବେ ନିର୍ମାତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri