ନନ୍ଦନକାନରେ ପ୍ରେମା ହାତୀ ଅସୁସ୍ଥ
ବାରଙ୍ଗ,୧୮।୮(ଡି.ଏନ୍.ଏ.): ନନ୍ଦନକାନନରେ ଥିବା ପ୍ରେମା ହାତୀର ନଖରେ ଆଘାତ ଲାଗି ହାତୀଟି ଅସୁସ୍ଥ ହୋଇପଡ଼ିଛି। ଏହା ସହିତ ହାତୀରର ବୟସ ମଧ୍ୟ ହୋଇଥିବାରୁ ଅସୁସ୍ଥ ରହୁଛି। ବର୍ତ୍ତମାନ ସାମାନ୍ୟ ଅସୁସ୍ଥ ଥିବା ନନ୍ଦନକାନନ କର୍ତ୍ତୃପକ୍ଷ କହିଥିବା ବେଳେ ହାତୀର ଚିକିତ୍ସା କରାଯାଉଛି…
ଭଦୋଦରାରେ ପହଞ୍ଚିଲେ ମୋଦି, କରିବେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ
ଗାନ୍ଧିନଗର,୧୮।୬: ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭଦୋଦରା ଠାରେ ପହଞ୍ଚିଛନ୍ତି। ସେଠାରେ ପ୍ରାୟ ୨୧ ହଜାର କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ପ୍ରକଳ୍ପ ଉଦ୍ଘାଟନ ଓ ଶିଳାନ୍ୟାସ କରିବେ। ତାଙ୍କ ସହ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର…
ରଥ ଯାତ୍ରା ପାଇଁ ଜନସାଧାରଣଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ
ପୁରୀ ଅଫିସ,୧୮।୬: ଶାନ୍ତି ଶୃଙ୍ଖଳାରେ ରଥଯାତ୍ରା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚାଲିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କ ସହଯୋଗ ଲୋଡ଼ିଛନ୍ତି। କରୋନା ପରେ ପ୍ରଥମ ଥର ପାଇଁ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ । ଏହାକୁ ନେଇ…
ସତ୍ୟେନ୍ଦ୍ରଙ୍କ ଜାମିନ୍ ଆବେଦନ ଖାରଜ
ନୂଆଦିଲ୍ଲୀ,୧୮।୬: ବେଆଇନ୍ ଅର୍ଥ କାରବାରରେ ଗିରଫ ହୋଇଥିବା ଦିଲ୍ଲୀ ସ୍ବାସ୍ଥ୍ୟ ମନ୍ତ୍ରୀ ତଥା ଆମ ଆଦମୀ ନେତା ସତ୍ୟେନ୍ଦ୍ର ଜୈନ ବଡ ଝଟକା। ଶନିବାର ସତ୍ୟେନ୍ଦ୍ରଙ୍କ ଜାମିନ୍ ଆବେଦନକୁ ସ୍ବତନ୍ତ୍ର ସିବିଆଇ କୋର୍ଟ ଖାରଜ କରିଦେଇଛନ୍ତି। ସୂଚନାଯୋଗ୍ୟ, ମନି ଲଣ୍ଡରିଂ ମାମଲାରେ…
ଯୁଗ ବଦଳିଯାଏ କିନ୍ତୁ ବିଶ୍ୱାସ ଚିରସ୍ଥାୟୀ
ଗାନ୍ଧୀନଗର,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜରାଟ ଗସ୍ତରେ ଅଛନ୍ତି। ମା’ଙ୍କ ୧୦୦ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଭାଇ ପଙ୍କଜ ମୋଦିଙ୍କ ଘରେ ପହଞ୍ଚି ମାଆଙ୍କଠାରୁ ଆଶୀର୍ବାଦ ନେଇଛନ୍ତି। ଏହାପରେ ସେ ପାଓ୍ବାଗଡ଼ର ପାହାଡରେ ପୁନଃନିର୍ମାଣ ହୋଇଥିବା ମା’କାଳିକାଙ୍କ…
‘ଖତ୍ରୋ କେଁ ଖିଲାଡି-୧୨’ରେ ନଜର ଆସିବେନି ମୁନାୱାର
ଲୋକପ୍ରିୟ ରିଆଲିଟି ଶୋ’ ‘ଲକ ଅପ’ର ବିଜେତା ମୁନାୱାର ଫାରୁକି ରିଆଲିଟି ଶୋ’ଖତ୍ରୋ କେଁ ଖିଲାଡି’ରେ ନଜର ଆସିବେ ବୋଲି ଚର୍ଚ୍ଚା ହେଉଥିଲା। ଯାହାକୁ ନେଇ ବର୍ତ୍ତମାନ ମୁହଁ ଖୋଲିଛନ୍ତି ମୁନାୱାର। ସେ କହିଛନ୍ତି , ‘ବନ୍ଧୁଗଣ, କୌଣସି କାରଣରୁ ମୁଁ…
ଦେଢ ମାସ ତଳେ କରିଥିଲେ ବିବାହ ଏବେ ୪ ମାସର ଗର୍ଭବତୀ, ଥାନାରେ ପହଞ୍ଚିଲା ମାମଲା
ଲକ୍ଷ୍ନୌ,୧୮।୬: ଉତ୍ତର ପ୍ରଦେଶର ମହାରାଜଗଞ୍ଜରେ ଜଣେ ଦେଢ ମାସ ତଳେ ବିବାହ କରିଥିବା ମହିଳା ଏବେ ୪ ମାସର ଗର୍ଭବତୀ। ଯାହାକୁ ଜାଣିବା ମାତ୍ରେ ନବବଧୂଙ୍କ ଶାଶୁ ଏବଂ ସ୍ବାମୀ ଥାନାରେ ଅଭିଯୋଗ କରିଛନ୍ତି। କିଛି ଦିନ ତଳେ ନବ ବିବାହିତା…
ରଥ ଲାଗି କନାମଣ୍ଡଣି ଆରମ୍ଭ
ପୁରୀ ଅଫିସ,୧୮।୬: ରଥକୁ ସୁସଜ୍ଜିତ ପାଇଁ କନାମଣ୍ଡଣି ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମହାପ୍ରଭୁଙ୍କ ପାରମ୍ପରିକ ଦର୍ଜୀ ସେବକଙ୍କ ତତ୍ତ୍ୱାବଧାନରେ ସିଲେଇ କାର୍ଯ୍ୟ ଆରମ୍ଭ ହୋଇଛି । ରଥର ବତା ଓ ବିଳାଶପଟି ତିଆରିରୁ କନାମଣ୍ଡଣି କାମର ଶୁଭାରମ୍ଭ ହୋଇଛି…
ତେଜୁଛି ଅଗ୍ନିପଥ ନିଆଁ: ସେନାଙ୍କ ସହ ବୈଠକ କଲେ ପ୍ରତିରକ୍ଷା ମନ୍ତ୍ରୀ
ନୂଆଦିଲ୍ଲୀ,୧୮।୬: ଅଗ୍ନିପଥ ଯୋଜନାକୁ ନେଇ ଦେଶରେ ଜାରି ରହିଥିବା ବିରୋଧ ମଧ୍ୟରେ ସେନା ଏବଂ ସରକାର ମଧ୍ୟ ଆଲର୍ଟ ମୋଡରେ ଅଛନ୍ତି। ଶନିବାର ଏନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସେନା ମୁଖ୍ୟ ତଥା ଡିଏମ୍ଏର ବରିଷ୍ଠ ଅଧିକାରୀଙ୍କ ସହ ଏକ…
ଓଟିଟିରେ ରିଲିଜ୍ ନ ହୋଇ ହଲ୍ରେ ରିଲିଜ୍ ହେବ ଅକ୍ଷୟଙ୍କ ଫିଲ୍ମ
‘ବଚ୍ଚନ ପାଣ୍ଡେ’ ଏବଂ ‘ସମ୍ରାଟ ପୃଥ୍ବୀରାଜ’ପରେ ଏବେ ଆଉ ଏକ ଫିଲ୍ମ‘ରାମ ସେତୁ’ରେ ନଜର ଆସିବେ ଅକ୍ଷୟ କୁମାର। ବ୍ୟାକ ଟୁ ବ୍ୟାକ ଦୁଇଟି ଫିଲ୍ମ ଫ୍ଲପ ହେବା ପରେ ଅକ୍ଷୟଙ୍କ ତୃତୀୟ ଫିଲ୍ମ ଉପରେ ଅନେକ କିଛି ନିର୍ଭର କରିବ।…
ଆଜି ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ଆଜି ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପରାହ୍ନ ସାଢେ ୧ଟାରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଅଭିମୁଖେ ଯିବେ। ସେଠାରୁ ୨୦ତାରିଖ ୪ଟା ୧୫ ମିନିଟରେ ଇଟାଲୀର ରୋମ ଅଭିମୁଖେ ଗସ୍ତ କରିବେ। ଏହା ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ବିଦେଶ ଗସ୍ତ…
ସାଇକେଲ୍ରେ ଗଲାବେଳେ ଡେଇଁଲା ବାଘ ଆଉ ତା’ ପରେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ ମଧ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ…

