ଭଲିବଲ ଟୁର୍ନାମେଣ୍ଟ: ଫାଇନାଲରେ ପହଞ୍ଚିଲା ଗୁମ୍ମା ଟିମ୍
ଦିଗପହଣ୍ଡି, ୩।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡ଼ିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ୍ ଟୁର୍ନାମେଣ୍ଟର ୬ଷ୍ଠ ଦିବସ ଶନିବାର ଦ୍ୱିତୀୟ ସେମି ଫାଇନାଲ ମ୍ୟାଚରେ ଗଜପତି ଜିଲାର ଗୁମ୍ମା ଭଲିବଲ ଟିମ୍ ପ୍ରତିପକ୍ଷ ଡେଙ୍ଗାପଦର ଭଲିବଲ…
ପ୍ରସ୍ତୁତି ଚୂଡ଼ାନ୍ତ: ଜାନୁୟାରୀ ୨୨ରୁ ଗୋପାଳପୁର ବେଳାଭୂମି ମହୋତ୍ସବ
ଛତ୍ରପୁର,୩।୧(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ନିମନ୍ତେ ବ୍ରହ୍ମପୁର ସ୍ଥିତ ସ୍ବତନ୍ତ୍ର ପ୍ରଦକ୍ଷଣ ସମ୍ମିଳନୀ ଗୃହରେ ବାଣିଜ୍ୟ, ପରିବହନ, ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।…
ପଞ୍ଚମ ଆଶେସ ପାଇଁ ବଢ଼ିଲା ସୁରକ୍ଷା ବ୍ୟବସ୍ଥା
ସିଡ୍ନୀ,୩ା୧: ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍ସିଜି)ରେ ରବିବାର ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଅନ୍ତିମ ତଥା ପଞ୍ଚମ ଆଶେସ ଟେଷ୍ଟ ଖେଳାଯିବ। ହେଲେ ଗତ ମାସରେ ବୋଣ୍ଡି ବିଚ୍ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ଘଟଣା ନେଇ ପଞ୍ଚମ ମ୍ୟାଚ୍ ଲାଗି ସୁରକ୍ଷା…
ଧାନ ସଂଗ୍ରହ କ୍ଷେତ୍ରରେ ଅଖା ସମସ୍ୟା, ଜିଲାପାଳଙ୍କୁ…
ଦିଗପହଣ୍ଡି,୩ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅଞ୍ଚଳରେ ଖରିଫ ଧାନ ସଂଗ୍ରହ କ୍ଷେତ୍ରରେ ଅଖା ସମସ୍ୟା ଚାଷୀଙ୍କୁ ଚିନ୍ତାରେ ପକାଇଛି। ଚଳିତବର୍ଷ ଦିଗପହଣ୍ଡି ବ୍ଲକ୍ରେ ୧୪ ହଜାର ୫୭୫ ହେକ୍ଟର ଜମିରେ ଖରିଫ ଧାନଚାଷ କରାଯାଇଥିଲା। ସମୁଦାୟ ୨୩…
ଦିବ୍ୟାଙ୍ଗ ଛାତ୍ରଙ୍କ ଇଚ୍ଛା ପୂରଣ କଲେ ନବୀନ
ଛତ୍ରପୁର,୩।୧(ଦିଲ୍ଲୀପ ସାମଲ): ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦିବ୍ୟାଙ୍ଗ ଛାତ୍ର ସୁଗମ କୁମାର ପାଢ଼ୀ(ମୁରାରୀ) ଭେଟି ଖୁସି ଜାହିର କରିଛନ୍ତି । ସେ ଗଞ୍ଜାମ ଜିଲା ଛତ୍ରପୁର ସହରର ସତ୍ୟବାଦୀନଗର ନିବାସୀ ଆଇନଜୀବୀ ମନୋଜ କୁମାର…
ଅବାଧରେ ଚାଲିଛି ନିଶା କାରବାର: ବନ୍ଦ କରିବାକୁ ଆଇଆଇଆସିଙ୍କୁ…
ଦାରିଙ୍ଗବାଡି,୩।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ପଞ୍ଚାୟତ ଅଞ୍ଚଳରେ ଦିନକୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଇଛି। ଅଞ୍ଚଳରେ ଶାନ୍ତି ଫେରି ଆସିବା ପାଇଁ ଅବାଧରେ ଚାଲିଥିବା ନିଶା କାରବାରକୁ ବନ୍ଦ କରାଯିବା ଆବଶ୍ୟକ ବୋଲି…
Weekly Horoscope: କେମିତି କଟିବ ଆଗାମୀ ସପ୍ତାହ? ଏହି ରାଶିର ବ୍ୟକ୍ତିଙ୍କ କ୍ୟାରିୟରରେ ହେବ ପରିବର୍ତ୍ତନ
ଏକ ନୂତନ ସପ୍ତାହ ଆରମ୍ଭ ହେବାକୁ ଯାଉଛି। ଏହି ସପ୍ତାହ ମେଷ, ବୃଷ ଏବଂ ମିଥୁନ ସମେତ ସମସ୍ତ ବାରୋଟି ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ହେବ। ତେବେ ଏହି ସପ୍ତାହରେ ଆପଣଙ୍କ କ୍ୟାରିଅର ଏବଂ ଶିକ୍ଷା କ୍ଷେତ୍ରରେ କିପରି ହେବ ଜାଣନ୍ତୁ…
ଅଚାନକ୍ ମଣ୍ଡି ପରିଦର୍ଶନ କଲେ ଭଞ୍ଜନଗର ଉପ ଜିଲାପାଳ, ନୋଡାଲ ଅଫିସର- କ୍ବାଲିଟି ଆନାଲିସିସଙ୍କୁ କାରଣ ଦର୍ଶାଅ ନୋଟିସ୍
ଭଞ୍ଜନଗର,୩।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବର୍ତ୍ତମାନ ମଣ୍ଡି ଗୁଡ଼ିକରେ ଧାନ କିଣା ଚାଲିଛି । କିନ୍ତୁ ମଣ୍ଡି ଗୁଡ଼ିକରେ ନାନା ଅବ୍ୟବସ୍ଥା ହେଉଥିବା ଅଭିଯୋଗ ହେଉଛି। ଏନେଇ ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର ବେହେରାଙ୍କ ପାଖରେ ମଧ୍ୟ ଏକାଧିକ ଅଭିଯୋଗ ପହଞ୍ଚିଥିଲା।…
ଦେବାଶିଷ-ରଣେନ୍ଦ୍ରଙ୍କ ପୋଷ୍ଟରରୁ ଶଙ୍ଖ ଗାଏବ, ରାଜନୀତିରେ ହଲଚଲ
ଭୁବନେଶ୍ୱର,୩ା୧: ବିଜେଡି ନେତା ଦେବାଶିଷ ସାମନ୍ତରାୟ ଓ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ନୂଆବର୍ଷ ପୋଷ୍ଟରକୁ ନେଇ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ଉଭୟଙ୍କ ପୋଷ୍ଟରରେ ଶଙ୍ଖ ଚିହ୍ନ ନାହିଁ କି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଫଟୋ ନାହିଁ। ଯାହାକୁ ନେଇ…
କେତୁଙ୍କ ଗୋଚରରେ ଏହି ୩ରାଶିଙ୍କ ବଦଳିଯିବ ଜୀବନ, ଟଙ୍କାରେ ଭର୍ତ୍ତି ହୋଇଯିବ ସିନ୍ଦୁକ!
ବୈଦିକ ଜ୍ୟୋତିଷ ଅନୁସାରେ, କେତୁ ଏକ ଛାୟା ଗ୍ରହ। ଏହାକୁ ଜ୍ଞାନ, ମୋକ୍ଷ ଏବଂ ବିଚ୍ଛିନ୍ନତାର କାରକ ଭାବରେ ବିବେଚନା କରାଯାଏ। ଜାନୁଆରୀରେ କ୍ରୁର ଗ୍ରହ କେତୁର ଗୋଚର ଅନେକ ପରିବର୍ତ୍ତନ ଆଣିବ। ଏହା ତିନୋଟି ରାଶି ପାଇଁ ବିଶେଷ ଲାଭ…
ପାଣ୍ଡିଆନଙ୍କୁ ନେଇ ଏମିତି କହିଲେ ଗଣେଶ୍ୱର, କ୍ରାଇମବ୍ରାଞ୍ଚ ଛାଡ଼ି…
ଭୁବନେଶ୍ୱର,୩ା୧: ପାଣ୍ଡିଆନଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ଗଣେଶ୍ୱର ବେହେରା। ସେ କହିଛନ୍ତି, କ୍ରାଇମବ୍ରାଞ୍ଚ ଛାଡ଼ି ସିବିଆଇ ତଦନ୍ତ କଲେ ବି କିଛି ହେବନି। ଆକ୍ରୋଶମୂଳକ ଭାବେ ତଦନ୍ତ କଲେ କିଛି…
ମନ୍ତ୍ରୀଙ୍କ ବଡ଼ ସୂଚନା: ଚିଲିକାର ପୁନରୁଦ୍ଧାର ପାଇଁ ହେବ DPR
ଭୁବନେଶ୍ୱର,୨।୧: ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜୈବ ବିବିଧତା ଏବଂ ଚିଲିକା ହ୍ରଦର ପୁନର୍ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ, ଚଳିକା ମୁହାଣ ପୋତି ହେବା କାରଣରୁ…
Archives


