Home Left

ପୌର ନିର୍ବାଚନ ପୋଛିନେଲା ଟିଏମ୍‌ସି

କୋଲକାତା,୧୪।୨: କୋଲକାତା ପରେ ପଶ୍ଚିମବଙ୍ଗର ବିଧାନନଗର, ସିଲିଗୁଡ଼ି, ଆସାନସୋଲ ଏବଂ ଚାନ୍ଦେରନାଗୋରେ ପୌର ନିଗମ ନିର୍ବାଚନ ଜିତିନେଇଛି ତୃଣମୂଳ କଂଗ୍ରେସ(ଟିଏମ୍‌ସି)। ସିଲିଗୁଡ଼ି ଏବଂ ଆସାନସୋଲରେ ଭାଜପା ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ବିଧାନନଗର ଏବଂ ଚାନ୍ଦେରନାଗୋରେ ପୌର ନିଗମରେ ବାମ ସାମ୍ମୁଖ୍ୟ…

ସବୁ ଅଫିସ୍‌ରେ ଥାନ୍ତି ଏଭଳି କିଛି ଲୋକେ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଟେକା ମାଡ଼ରେ ଭାଜପା ପ୍ରାର୍ଥୀ ଗୁରୁତର

ଚଣ୍ଡିଗଡ଼,୧୫।୨: ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ପଞ୍ଜାବ ଗିଲ୍‌ ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସୁଚାରାମ ଲାଧାରଙ୍କ କାରକୁ କିଛି ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଫଳରେ ସେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୁଚାରାମ ଲୁଧିଆନାର ଏକ ଗ୍ରାମରେ…

ସେନାର ଶକ୍ତି ବୃଦ୍ଧି କରୁଛି ଚାଇନା

ବେଜିଂ,୧୫ ।୨: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଚାଇନାର ସାମରିକ ଶକ୍ତି ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେ ସାମରିକ ଉପକରଣର ଯୁଦ୍ଧ ପରୀକ୍ଷଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ ଅନୁସାରେ ଚାଇନା ସେନା ଯୁଦ୍ଧ ସମ୍ବନ୍ଧୀୟ…

ଆରଏସ୍‌ଏସ୍‌କୁ ନାଜିବାଦୀ ବୋଲି କହିଲେ ଇମ୍ରାନ

ଇସଲାମାବାଦ,୧୫ ।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ପୁଣିଥରେ କଶ୍ମୀର ପ୍ରସଙ୍ଗକୁ ଟାର୍ଗେଟ କରିଛନ୍ତି । ସେ ଏଥର କହିଛନ୍ତି ଭାରତ-ପାକିସ୍ତାନ ସମ୍ପର୍କରେ ବାଧା ସଷ୍ଟି ପାଇଁ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ(ଆରଏସଏସ) ଦାୟୀ । ସେ ଆରଏସଏସକୁ ନାଜିବାଦୀ ବୋଲି…

କାହିଁକି ରାଇନାଙ୍କୁ କିଣିଲା ନାହିଁ ସିଏସ୍‌କେ

ବାଙ୍ଗାଲୁରୁ,୧୫।୨: ଆଗାମୀ ଆଇପିଏଲ ପାଇଁ ବେଙ୍ଗାଲୁରୁରେ ଆୟୋଜିତ ମେଗା ଅକ୍‌ଶନରେ ଭେଟେରାନ ବ୍ୟାଟ୍ସମ୍ୟାନ ସୁରେଶ ରାଇନାଙ୍କୁ କୌଣସି ଫ୍ରାଞ୍ଚାଇଜ କିଣି ନାହାନ୍ତି। ଏପରିକି ତାଙ୍କ ପୁରୁଣା ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ମଧ୍ୟ ରାଇନାଙ୍କୁ କିଣିବାକୁ ଇଚ୍ଛା ପ୍ରକଟ କରି…

ଅଡୁଆରେ ଇମ୍ରାନ୍‌!

ଇସଲାମାବାଦ,୧୫ ।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଲଗାତାର ଭାବେ ତାଙ୍କ ବୈଦେଶିକ ନୀତିକୁ ନେଇ ଚର୍ଚ୍ଚାରେ ରହିଆସୁଛନ୍ତି । ହେଲେ ଏଥର ସେ ଯେଉଁ କାରଣ ପାଇଁ ଚର୍ଚ୍ଚାକୁ ଆସିଛନ୍ତି ତାହା ରାଜନୀତି ନୁହେଁ ବରଂ ତାଙ୍କ ପର୍ସନାଲ କାରଣ…

କକ୍ଷପଥରେ ଇଓଏସ୍‌-୦୪

ଶ୍ରୀହରିକୋଟା, ୧୪ା୨: ଚଳିତ ବର୍ଷର ପ୍ରଥମ ମିଶନ ଭାବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ସୋମବାର ସଫଳତାର ସହ ପିଏସ୍‌ଏଲ୍‌ଭି-ସି୫୨ ଯୋଗେ ଇଓଏସ୍‌-୦୪ ଉପଗ୍ରହକୁ ସଫଳତାର ସହ ପ୍ରେରଣ କରିଛି। ଏହା ସହ ଦୁଇଟି ଛୋଟ ସାଟେଲାଇଟ୍‌ ଇନ୍‌ସ୍ପାୟାରସାଟ୍‌-୧ ଏବଂ…

ଆଜି ଦାଖଲ ହେବ ଚୂଡ଼ାନ୍ତ ବୁଥ୍‌ ତାଲିକା

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ପୌର ନିର୍ବାଚନ ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅନ୍ତର୍ଗତ ୬୭ଟି ଓ୍ବାର୍ଡର ୨୧୯ ସ୍ଥାନରେ ୬୯୯ ବୁଥ୍‌ ସ୍ଥାପନ ପାଇଁ ଗୁରୁବାର ଚିଠା ତାଲିକା ପ୍ରକାଶ ପାଇଥିଲା। ଆପତ୍ତି ଅଭିଯୋଗ କରିବାକୁ ୪ଦିନ ସମୟ ଦିଆଯାଇଥିଲା। ରବିବାର…

ହିଜାବ ବ୍ୟାନ୍‌ ପାଇଁ ଆଇନ ନାହିଁ

ବେଙ୍ଗାଲୁରୁ,୧୫।୨: ଶିକ୍ଷାନୁଷ୍ଠାନଗୁଡ଼ିକରେ ହିଜାବ ବ୍ୟବହାର ନିଷେଧ କରିବା ପାଇଁ କୌଣସି ଆଇନ ନାହିଁ ବୋଲି କର୍ନାଟକ ହାଇକୋର୍ଟରେ ଛାତ୍ରୀମାନେ ଯୁକ୍ତି ବାଢ଼ିଛନ୍ତି। ହିଜାବ ପିନ୍ଧିଥିବାରୁ କଲେଜରେ ପ୍ରବେଶ ଅନୁମତି ମିଳି ନ ଥିବା ଛାତ୍ରୀମାନଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଦେବଦତ୍ତ କାମାତ୍‌…

ହିଜାବ ପିନ୍ଧିଥିବା ଛାତ୍ରୀଙ୍କୁ ଫେରାଇଦେଲା ସ୍କୁଲ

ମାଡ଼ିକେରି,୧୪।୨: କର୍ନାଟକ କୋଡାଗୁ ଜିଲାର ଏକ ପବ୍ଲିକ୍‌ ସ୍କୁଲ୍‌କୁ ସୋମବାର ହିଜାବ ପିନ୍ଧି ଆସିଥିବା ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀଙ୍କୁ ପ୍ରବେଶ ଅନୁମତି ଦିଆଯାଇ ନାହିଁ। ଫଳରେ ସେମାନେ ଘରକୁ ଫେରିଯିବାକୁ ବାଧ୍ୟ ହୋଇଛନ୍ତି। ନ୍ୟାୟ ମିଳିବ ବୋଲି ଛାତ୍ରୀମାନଙ୍କ ମାଆବାପା ଆଶାବାଦୀ…

ଶ୍ରୀନଗରରେ ଫାରୁକ୍‌ ଗୃହବନ୍ଦୀ

ଶ୍ରୀନଗର,୧୫।୨: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲାଙ୍କୁ ସୋମବାର ତାଙ୍କ ଶ୍ରୀନଗରସ୍ଥିତ ବାସଭବନରେ ଗୃହବନ୍ଦୀ ରଖାଯାଇଛି। ପୁଲ୍‌ଓ୍ବାମା ଆକ୍ରମଣର ତୃତୀୟ ବାର୍ଷିକୀରେ ସୁରକ୍ଷା ଦୃଷ୍ଟିରୁ ତାଙ୍କୁ ବାସଭବନ ବାହାରକୁ ଛଡ଼ାଯାଇ ନାହିଁ। ସେ ଏହାର ଦୃଢ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri