Home Left

ଓଲଟି ପଡ଼ିଲା ପେଟ୍ରୋଲ ବୋଝେଇ ଟ୍ୟାଙ୍କର, ବୋହିନେଲେ ଲୋକେ

ଖୋର୍ଦ୍ଧା ଅଫିସ,୧୪।୨: ଖୋର୍ଦ୍ଧା ଜିଲା ବାଲୁଗାଁ-ବାଣପୁର ଓଭରବ୍ରିଜ୍‌ ନିକଟ ଅଲାଇଡିହ ଛକ ନିକଟରେ ପେଟ୍ରୋଲ ବୋଝେଇ ଟ୍ୟାଙ୍କର ଓଲଟି ପଡିଛି। ପାରାଦୀପରୁ ଛତ୍ରପୁର ଅଭିମୁଖେ ଯାଉଥିଲା ବେଳେ ରୋଡ-ଡିଭାଇଡରରେ ଧକ୍କା ହୋଇ ଓଲଟି ପଡିଥିବା ଜଣାପଡ଼ିଛି। ଟ୍ୟାଙ୍କର ଲିକେଜ୍‌ ହେବା ଫଳରେ…

ବାଲିଗୁଡା ବିଧାୟକଙ୍କ ଗାଁରେ ଭୋଟ ବର୍ଜନ ଚେତାବନୀ

ବାଲିଗୁଡା,୧୪।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ସାଇନପଡା ଗ୍ରାମ ପଞ୍ଚାୟତର ୬ୱାର୍ଡବାସୀ ତଥା ବିଧାୟକଙ୍କ ଗାଁରେ ଭୋଟ ବର୍ଜନ ପାଇଁ ଚେତାବନୀ ଦିଆଯାଇଛି। ନୂତନ ପଞ୍ଚାୟତ ଗଠନ ଓ ମୌଳିକ ସମସ୍ୟାର ସମାଧାନ ପାଇଁ ଆଗାମୀ ତ୍ରିସ୍ତରୀୟ…

ନାଟକର ଶେଷ ଗୀତ ପାଲଟିଲା ଜୀବନର ଶେଷ ଗୀତ: ଗୀତ ଗାଇବା ବେଳେ ଟଳିପଡିଲେ ଗାୟକ

ଉଦଳା, ୧୪ା୨(ଡି.ଏନ.ଏ.):‘ବରଷା ରାତିକୁ ଭରସା ନାହିଁ’ ନାଟକର ଟାଇଟଲ ଗୀତ ଗାଉଥିଲେ ଗାୟକ। କିନ୍ତୁ ଏହି ଗୀତ ପାଲଟିଗଲା ତାଙ୍କ ଜୀବନର ଶେଷ ଗୀତ। ଗୀତ ଗାଉଥିବା ବେଳେ ହଠାତ ଟଳିପଡିଲେ ଗାୟକ ସଞ୍ଜୟ କୁମାର ପାତ୍ର। ସ୍ତବ୍ଧ ପାଲଟିଯାଇଥିଲେ ଯାତ୍ରା…

ଏହି ଅଭିନେତାଙ୍କୁ ଡରୁଛନ୍ତି ଆନନ୍ଦ ମହିନ୍ଦ୍ରା, ଭିଡିଓ ଦେଖିଲେ

ସୋସିଆଲ ମିଡିଆରେ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏହା ଦେଖିବାକୁ ମିଳେ ଯେ, ବଲିଉଡ ସିଙ୍ଗହମ ଅଜୟ ଦେବଗନ ରାଗରେ ନଜର ଆସିଛନ୍ତି। ଏହି ଭିଡିଓ ଶେୟାର କରି…

୧୨୭ ଛାତ୍ରୀଛାତ୍ର ନେଲେ କୋଭିଡ ଟିକା

ହିଞ୍ଜିଳିକାଟୁ,୧୪।୨(ଡି.ଏନ୍‌.ଏ): କରୋନା ମହାମାରୀ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ର଼ଖି ଗତ ୨ବର୍ଷ ହେଲା ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିଥିଲା। ତେବେ କରୋନା ପ୍ରକୋପ ସାମାନ୍ୟ ହ୍ରାସ ହେବା ପରେ ପିଲାଙ୍କ ଭବିଷ୍ୟତକୁ ନଜରରେ ରଖି ରାଜ୍ୟ…

ମଲାଇକାଙ୍କ ସହ ସମ୍ପର୍କକୁ ନେଇ ଏମିତି କହିଲେ ଅର୍ଜୁନ

ଅଭିନେତା ଅର୍ଜୁନ କପୁର ଏବଂ ମଲାଇକା ଆରୋରା ବଲିଉଡ୍‌ର ଚର୍ଚ୍ଚିତ ଯୋଡିଙ୍କ ମଧ୍ୟରୁ ଅନ୍ୟତମ। ନିଜଠାରୁ ବୟସରେ ବଡ଼ ମଲାଇକାଙ୍କ ସହ ସମ୍ପର୍କକୁ ନେଇ ଅର୍ଜୁନ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ତେବେ ସମ୍ପର୍କକୁ ନେଇ ଚର୍ଚ୍ଚା ହେବା ପରେ ସେମାନେ ମୁହଁ…

ଆଉ ଦିନକ ପରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ: ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୁଡ଼ାନ୍ତ

ବାଲିଗୁଡ଼ା,୧୪।୨(ଡି.ଏନ.ଏ.): ରାଜ୍ୟର ବିଭିନ୍ନ ସ୍ଥାନରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ୧୬ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ କନ୍ଧମାଳ ଜିଲାରେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆସନ୍ତା ୧୬ରେ କନ୍ଧମାଳ ଜିଲାର…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: ୫ଟା ସୁଦ୍ଧା ୟୁପିରେ ୬୦% ମତଦାନ

ଲକ୍ଷ୍ନୌ,୧୪।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୫୫ଟି ଆସନ ପାଇଁ ସୋମବାର ମତଦାନ ଅନୁଷ୍ଠିତ ହୋଇଥିଲା। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହୋଇଛି। କିଛି ବୁଥ୍‌ଗୁଡ଼ିକରେ ଲମ୍ବା ଲାଇନ୍‌ ଲାଗିଥିବାରୁ ସମୟ ଶେଷ…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବୃଦ୍ଧଙ୍କୁ ହତ୍ୟା

ସାରସକଣା,୧୪।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ଭୂରୁଷାଣି ଗ୍ରାମ ନିକଟସ୍ଥ ଏକ ନାଳରୁ ସୋମବାର ଜଣେ ବୃଦ୍ଧଙ୍କ ମୃତଦେହ ପୋଲିସ ଜବତ କରିଛି । ପୁଅ ହିରନ ମହାନ୍ତଙ୍କ ଅଭିଯୋଗ ମୁତାବକ, ବାପା ସହଦେବ ମହାନ୍ତ ସକାଳୁ ଏକୁଟିଆ ଶୌଚ…

ଡିଜିଟାଲ ସିରିଜ ଦୁନିଆରେ ଅଜୟ

ମୁମ୍ବାଇ: ନିର୍ଦ୍ଦେଶକ ରାଜେଶ ମାପୁସ୍କରଙ୍କ ଦ୍ୱାରା ନିର୍ଦ୍ଦେଶିତ ସାଇକୋଲଜିକାଲ କ୍ରାଇମ ଡ୍ରାମା ସହିତ ଅଭିନେତା ଅଜୟ ଦେବଗନ ଡିଜିଟାଲ ସିରିଜ ଦୁନିଆରେ ପାଦ ରଖିଛନ୍ତି । ସସପେନ୍ସରେ ଭରପୁର ଡିଜନି ପ୍ଲସ ହଟଷ୍ଟାରର ମୋଷ୍ଟ ଆୱେଟେଡ ହଟଷ୍ଟାର ସ୍ପେଶାଲ୍ସ କ୍ରାଇମ ଥ୍ରିଲର’…

ଜିଲାପରିଷଦ ପ୍ରାର୍ଥୀଙ୍କ ଗାଡ଼ିକୁ ଫୋପାଡ଼ିଲେ ପଥର

ବାଉଁଶୁଣୀ,୧୪।୨(ଡି.ଏନ୍‌.ଏ.): ବୌଦ୍ଧ ଜିଲାରେ ନିର୍ବାଚନୀ ହିଂସା ଥମିବାର ନା ନେଉନାହିଁ । ପ୍ରତ୍ୟେକ ଦିନ ଗୋଟିଏ ପରେ ଗୋଟିଏ ମାମଲା ଯୋଡ଼ି ହେବାରେ ଲାଗିଛି। ୪ନମ୍ବର ଜୋନ୍‌ର ଭାଜପା ଜିଲା ପରିଷଦ ପ୍ରାର୍ଥୀ ରାକେଶ କୁମାର ତ୍ରିପାଠୀଙ୍କ ପ୍ରଚାର ଗାଡ଼ି ଉପରକୁ…

ଭାଲେଣ୍ଟାଇନ୍ସ ଡେ’ରେ ସ୍ବାମୀଙ୍କୁ ମନେ ପକାଇଲେ ଏହି ଅଭିନେତ୍ରୀ, କହିଲେ ତମେ ଥିଲେ…

ଭାଲେଣ୍ଟାଇନ୍ସ ଡେ ଅର୍ଥାତ ଫେବୃୟାରୀରେ ୧୪ ରେ ପ୍ରେମୀ ଯୁଗଳମାନେ ବିବାହ କରିବାକୁ ପସନ୍ଦ କରନ୍ତି। ସେହିଭଳି ଅଭିନେତ୍ରୀ ମନ୍ଦିରା ବେଦୀ ଓ ରାଜ କୌଶଲ ମଧ୍ୟ ଏହି ଦିନ ବିବାହ ହୋଇଥିଲା। ରାଜ ବର୍ତ୍ତମାନ ଏହି ଦୁନିଆରେ ନାହାନ୍ତି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri