ଭାଲେଟାଇନ୍ସ ଡେ’ରେ ପ୍ରେମିକାଙ୍କ ସହ ରୋମାଣ୍ଟିକ ହେଲେ ରାହୁଲ
ଆଜି ଭାଲେଣ୍ଟାଇନ୍ସ ଡେ’ ଅର୍ଥାତ୍ ପ୍ରେମ ଦିବସ। ଏହି ଦିନ ପ୍ରେମିକା-ପ୍ରେମିକାମାନେ ପରସ୍ପର ପ୍ରତି ଥିବା ପ୍ରେମ ପ୍ରକାଶ କରିଥାନ୍ତି। ଭାରତୀୟ କ୍ରିକେଟର୍ କେ.ଏଲ ରାହୁଲ ଭାଲେଣ୍ଟାଇନ୍ସ ଡେ ଅବସରରେ ସୋସିଆଲ ମିଡିଆରେ ନିଜର ଗର୍ଲଫ୍ରେଣ୍ଡ ତଥା ବଲିଉଡ ଅଭିନେତ୍ରୀ ଆଥିଆ…
ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ
ସମ୍ବଲପୁର,୧୪।୨(ବ୍ୟୁରୋ): ସମ୍ବଲପୁରର ଜିଲାର ମୁଖ୍ୟ ଯନ୍ତ୍ରୀ ସୁନିଲ କୁମାର ପଣ୍ଡା ସୋମବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ଏକ କାଳୀନ ସମ୍ବଲପୁର ଓ ଖୋର୍ଦ୍ଧା ଜିଲାର ୪ଟି ସ୍ଥାନରେ ଚଢ଼ାଉ…
ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ଦିଅନ୍ତୁ ମୋଦି ସରକାର:କେସିଆର୍
ହାଇଦ୍ରାବାଦ୍,୧୪।୨: ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ) ରେ ହୋଇଥିବା ସର୍ଜିକାଲ ଷ୍ଟ୍ରାଇକ ଉପରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ ସରକାରଙ୍କୁ ନିକଟରେ ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ମାଗିଛନ୍ତି। ଚନ୍ଦ୍ରଶେଖର ରାଓ କହିଛନ୍ତି, ଆଜି…
‘ଅପେକ୍ଷାର ଫାଇଦା ଅଛି’
ବେଙ୍ଗାଲୁରୁ,୧୪।୨: ଚଳିତ ଆଇପିଏଲ ସିଜନ ଲାଗି ଜୋଫ୍ରା ଆର୍ଚ୍ଚର ଉପଲବ୍ଧ ହେବେ ନାହିଁ। ଏହାସତ୍ତ୍ୱେ ଇଂଲଣ୍ଡ ପେସରଙ୍କୁ ୮ କୋଟି ଟଙ୍କାରେ କିଣିଛି ମୁମ୍ବାଇ ଇଣ୍ଡିଆନ୍ସ। ଏହା ଉପରେ ମୁମ୍ବାଇ ଫ୍ରାଞ୍ଚାଇଜର ଡିରେକ୍ଟର ଅଫ୍ କ୍ରିକେଟ ଅପରେଶନ୍ସ ଜାହିର ଖାନ କହିଛନ୍ତି,…
ଗଛରେ ଝୁଲାଇ ପିଟିପିଟି ମାରିଦେଲେ
ଇସ୍ଲାମାବାଦ,୧୪।୨: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ବ୍ୟକ୍ତିଙ୍କୁ ଧର୍ମଗ୍ରନ୍ଥ କୋରାନ ଚିରିବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ ପିଟିପିଟି ମାରିଦେଇଛନ୍ତି। ଜଣେ ଲୋକ କୋରାନ ପୃଷ୍ଠା ଚିରିବା ସହ ପୋଡ଼ିଦେଇଥିବା ଘୋଷଣା କରାଯିବାରୁ ସନ୍ଧ୍ୟା ନମାଜ ପରେ ସ୍ଥାନୀୟ ଲୋକେ ଏକାଠି ହୋଇଥିଲେ।…
ଫ୍ରାଙ୍କ୍-ଓ୍ବାଲ୍ଟର ହେଲେ ପୁଣି ଜର୍ମାନୀର ରାଷ୍ଟ୍ରପତି
ବର୍ଲିନ,୧୪।୨: ଜର୍ମାନୀ ରାଷ୍ଟ୍ରପତି ଫ୍ରାଙ୍କ୍-ଓ୍ବାଲ୍ଟର ଟେଇନମେଇର ରାଷ୍ଟ୍ରପତି ଭାବେ ୫ ବର୍ଷ ପାଇଁ ପୁନଃ ନିର୍ବାଚିତ ହୋଇଛନ୍ତି। ସ୍ବତନ୍ତ୍ର ସଂସଦୀୟ ସଭାରେ ତାଙ୍କୁ ନିର୍ବାଚନ କରାଯାଇଛି। ପ୍ରମୁଖ ରାଜନୈତିକ ଦଳ ତାଙ୍କୁ ସମର୍ଥନ କରିଥିଲେ। ପାର୍ଲାମେଣ୍ଟର ନିମ୍ନ ସଦନ ସଦସ୍ୟ ଏବଂ…
ଫ୍ରି ଫାୟାର ଉପରେ ଲାଗିଲା ପ୍ରତିବନ୍ଧକ
ନୂଆଦିଲ୍ଲୀ,୧୪।୨: କେନ୍ଦ୍ରର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର ୫୪ ମୋବାଇଲ ଆପ୍ଲିକେଶନ ଉପରେ ପ୍ରତିବନ୍ଧକ ଲଗାଇବାକୁ ସୁପାରିସ କରିଛନ୍ତି। ଏହି ଆପ୍ ତାଲିକାରେ ରହିଛି ଗାରେନା ଫ୍ରି ଫାୟାର। କୌତୁହଳର କଥା ହେଲା, ଏହି ଗେମିଂ ଆପ୍ର ଡେଭଲପର ଚାଇନା ନୁହେଁ। ସିଙ୍ଗାପୁର…
ସୋଲାର ହିଟରକୁ ମିଳିବ ମାନ୍ୟତା
ଢେଙ୍କାନାଳ ଅଫିସ୍,୧୪।୨: ସୌରଶକ୍ତିରେ କାର୍ଯ୍ୟକ୍ଷମ ହେବ ହିଟର। ପାରମ୍ପରିକ ବୈଦ୍ୟୁତିକ ହିଟର ଭଳି ଏହାକୁ ମଧ୍ୟ ଦୈନନ୍ଦିନ ରୋଷେଇ କାର୍ଯ୍ୟରେ ବ୍ୟବହାର କରାଯାଇପାରିବ। ହେଲେ ଏଥିଲାଗି ଉପଭୋକ୍ତାଙ୍କୁ ବୋହିବାକୁ ପଡ଼ିବନି ବିଦ୍ୟୁତ୍ ବିଲ୍ ବୋଝ କି ମାସକୁ ମାସ ଦେବାକୁ ପଡ଼ିବନି…
ସ୍କୁଲ ଗେଟ୍ରେ ଛାତ୍ରୀଙ୍କ ହିଜାବ ଖୋଲି ଦେଲେ
ବେଙ୍ଗାଲୁରୁ,୧୪।୨: କର୍ନାଟକ ହାଇକୋର୍ଟ ଗତ ସପ୍ତାହରେ ଜାରି କରିଥିବା ଆନ୍ତରିଣ ରାୟ ଅନୁଯାୟୀ, ମାଣ୍ଡ୍ୟା ଜିଲାରେ ସରକାରୀ ସ୍କୁଲ କ୍ୟାମ୍ପସରେ ପ୍ରବେଶ କରିବା ପୂର୍ବରୁ ଛାତ୍ରୀଙ୍କୁ ହିଜାବ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସତ୍ତ୍ୱେ ହିଜାବ ପରିଧାନ କରି ସ୍କୁଲ ଆସିଥିବା କିଛି…
ଅଷ୍ଟ୍ରେଲିଆ ଦୂତାବାସ ସ୍ଥାନାନ୍ତର
ସିଡ୍ନୀ,୧୪।୨: ୟୁକ୍ରେନ ରାଜଧାନୀ କ୍ୱିଭ୍ରେ ଥିବା ଅଷ୍ଟ୍ରେଲିଆ ଦୂତାବାସକୁ ସ୍ଥାନାନ୍ତର କରାଯାଇଛି। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ସ୍କଟ୍ ମୋରିସନ୍ଙ୍କ ନିର୍ଦ୍ଦେଶ ଅନୁଯାୟୀ ପଶ୍ଚିମ ୟୁକ୍ରେନର ଲଭିଭ୍ ସହରର ଏକ ଅସ୍ଥାୟୀ କାର୍ଯ୍ୟାଳୟକୁ ସ୍ଥାନାନ୍ତର କରାଯାଇଛି। ଏଥିସହ ୟୁକ୍ରେନରେ ଥିବା ସମସ୍ତ ଅଷ୍ଟ୍ରେଲିଆ ନାଗରିକଙ୍କୁ…
ଭାଲେଣ୍ଟାଇନ୍ସ୍ ଡେ’କୁ ରାସ୍ତା ମଝିରେ ଫାଶୀ…
ଆଗ୍ରା,୧୪ା୨: ସୋମବାର ଭାଲେଣ୍ଟାଇନ୍ସ୍ ଡେ’କୁ ରାସ୍ତା ମଝିରେ ଫାଶୀ ଦିଆଯାଇଛି। ଉତ୍ତରପ୍ରଦେଶ ଆଗ୍ରାରେ କେତେକ ପ୍ରଦର୍ଶନକାରୀ ଭାଲେଣ୍ଟାଇନ୍ସ୍ ଡେ’ର କୁଶ ପୁତ୍ତଳିକାକୁ ଏଭଳି ଦଣ୍ଡ ଦେଇଛନ୍ତି। ଏବେ ଏହାର ଫଟୋ ଏବଂ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। କେତେକ…
ଯୋଡ଼ାରେ ରାଜନୈତିକ ହିଂସା, ୩ ଆହତ
କେନ୍ଦୁଝର,୧୪ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ାରେ ନିର୍ବାଚନୀ ହିଂସାକାଣ୍ଡ ଘଟି ୩ ଜଣ ଆହତ ହୋଇଥିବା ବେଳେ ସେମାନଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ରାଜନୈତିକ ବିବାଦକୁ ନେଇ ପୂର୍ବତନ ବିଧାୟକ ସନାତନ ମହାକୁଡ଼ ଓ ବର୍ତ୍ତମାନର ବିଧାୟକ…
Archives


