ଗଜପତିରେ ନିର୍ବାଚନୀ ହିଂସା: ସରପଞ୍ଚ ପ୍ରାର୍ଥୀଙ୍କୁ ଆକ୍ରମଣ
ପାରଳାଖେମୁଣ୍ଡି,୧୪ା୨(ଡି.ଏନ୍.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଶରଧାପୁର ଗ୍ରାମରେ ଦେଖାଦେଇଛି ରାଜନୈତିକ ହିଂସା। ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେଡି ସମର୍ଥିତ ସରପଞ୍ଚ ପ୍ରାର୍ଥୀଙ୍କୁ ଆକ୍ରମଣ ହୋଇଛି। ଆକ୍ରମଣରେ ଗୁରୁତର ହୋଇଛନ୍ତି ସରପଞ୍ଚ ପ୍ରାର୍ଥୀ ସିଏଚ୍ ପ୍ରସାଦ ରାଓ। ଆକ୍ରୋଶ ମୂଳକ ଭାବେ…
ଆଇପିଏଲ୍ରେ ମାଲାମାଲ୍ ହେଲେ ଇଲେକ୍ଟ୍ରିସିଆନ୍ଙ୍କ ପୁଅ
କୋଲକତା,୧୪।୧: ଆଇପିଏଲ୍ ୨୦୨୨ ନିଲାମରେ ଜଣେ ଇଲେକ୍ଟ୍ରିସିଆନ୍ଙ୍କ ପୁଅ ମାଲାମାଲ ହୋଇଛନ୍ତି। ତାଙ୍କ ନାଁ ହେଉଛି ତିଲକ ବର୍ମା। ୧୯ ବର୍ଷୀୟ ତିଲକଙ୍କୁ ମୁମ୍ବାଇ ଇଣ୍ଡିଆନ୍ସ ୧.୭ କୋଟି ଟଙ୍କାରେ କିଣିଛି। ସେ ବହୁତ ସଂଘର୍ଷ କରି ଆଜି ଏହି ସ୍ଥାନରେ…
୫୪ ଚାଇନା ଆପ୍ ବ୍ୟାନ୍ କଲେ ସରକାର
ନୂଆଦିଲ୍ଲୀ,୧୪।୨: କେନ୍ଦ୍ର ସରକାର ଭାରତରେ ୫୪ଟି ଚାଇନା ଆପ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହାସହ ୨୦୨୦ ମସିହାରୁ ମୋଟ ୨୭୦ଟି ଆପ ଉପରେ ନିଷେଧାଦେଶ ଲାଗିଛି। ଭାରତୀୟଙ୍କ ଗୋପନୀୟତା ତଥା ସୁରକ୍ଷା ପ୍ରତି ବିପଦ ବୋଲି କହି କେନ୍ଦ୍ର ସରକାର ଏପରି…
ଟନେଲ ତଳେ ଚାପି ହୋଇ ୨ ଶ୍ରମିକଙ୍କ ମୃତ୍ୟୁ
ଭୋପାଳ,୧୪।୨: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳଠାରୁ ୪୫୦ କିମି ଦୂର ସଲିମାନାବାଦ୍ରେ ଶନିବାର ସନ୍ଧ୍ୟାରେ ଏକ ନିର୍ମାଣଧୀନ ଟନେଲ ଭୁଷୁଡ଼ି ପଡ଼ିବାରୁ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ବେଳେ ଟନେଲ ଭଗ୍ନାଂଶ ତଳେ ୯ ଜଣ ଶ୍ରମିକ ଚାପି ହୋଇଯାଇଥିଲେ। ସେମାନଙ୍କ…
ଆଜି ରାଜ୍ୟରେ ୧୦୦୦ ତଳେ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୪ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୮୫୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୭୮,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୦୩ ଜଣ ଚିହ୍ନଟ ହୋଇଥିବା…
ଭାଲେଣ୍ଟାଇନ୍ସ୍ ଡେ’ରେ ‘ ବୟଫ୍ରେଣ୍ଡ୍ ଅନ୍ ରେଣ୍ଟ୍’ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ…
ଦରଭଙ୍ଗା,୧୪ା୨: ସୋମବାର ଭାଲେଣ୍ଟାଇନ୍ସ ଡେ’ ଅବସରରେ ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ବାଳକ ଏକ ପୋଷ୍ଟର ମାଧ୍ୟମରେ ଏକୁଟିଆ ଯନ୍ତ୍ରଣାକୁ ବହୁତ ଭଲ ଭାବରେ ବର୍ଣ୍ଣନା କରୁଛନ୍ତି। ଏହି ଭାଇରାଲ ଭିଡିଓ ବିହାରର…
‘କଂଗ୍ରେସକୁ ବୁଡ଼ାଇବାକୁ ଆଉ କାହାର ଆବଶ୍ୟକତା ନାହିଁ, ରାହୁଲ-ପ୍ରିୟଙ୍କା ଯଥେଷ୍ଟ’
ଲକ୍ଷ୍ନୌ,୧୪।୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଏକ ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ତାଙ୍କ ସରକାରର ପିଠି ଥାପୁଡାଇ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। କଂଗ୍ରେସ ଦଳ ସହ ଜଡିତ ଏକ ପ୍ରଶ୍ନ ଉପରେ ଯୋଗୀ ଆଦିତ୍ୟନାଥ…
ନିଜକୁ ଡାକ୍ତର କହି ୫ ରାଜ୍ୟରେ ରଖିଛନ୍ତି ୧୩ ସ୍ତ୍ରୀ, ଠକିଛନ୍ତି ବହୁ କୋଟି ଟଙ୍କା
ଭୁବନେଶ୍ୱର,୧୪ା୨(ବ୍ୟୁରୋ): ନିଜକୁ ଡାକ୍ତର କହି ଲୋକଙ୍କୁ କୋଟି କୋଟି ଟଙ୍କା ଠକିଥିବା ଜଣେ କୁଖ୍ୟାତ ଠକକୁ ଗିରଫ କରିଛି କମିଶନରେଟ ପୋଲିସ। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ କେନ୍ଦ୍ରାପଡ଼ା ଜିଲା ଭଗବାନପୁରର ରମେଶ ଚନ୍ଦ୍ର ସାଇଁ (୬୧)। ଖବର ଅନୁଯାୟୀ, ରମେଶ…
ଶୃଙ୍ଖଳିତ ମତଦାନକୁ ଗୁରୁତ୍ୱ
ଖୋର୍ଦ୍ଧା ଅଫିସ,୧୪ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୧୬ରୁ ୨୪ତାରିଖ ପର୍ଯ୍ୟନ୍ତ ୫ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ। ଭୋଟ ଗ୍ରହଣଠାରୁ ଗଣତି ପର୍ଯ୍ୟନ୍ତ ଶୃଙ୍ଖଳିତ ଭାବେ ନିର୍ବାଚନ କାର୍ଯ୍ୟ ସୁପରିଚାଳନା ନିମନ୍ତେ ରବିବାର ଖୋର୍ଦ୍ଧା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…
ମୃତକ ଲଢୁଛନ୍ତି ନିର୍ବାଚନ
ଆଜମଗଡ଼,୧୪ ।୨: ବର୍ଷ ବର୍ଷ ଧରି ରାଜସ୍ୱ ରେକର୍ଡରେ ମୃତ ଘୋଷିତ ହୋଇଥିବା ଲାଲ ବିହାରୀ ଏବେ ଆଜମଗଡ଼ ଜିଲାର ମୁବାରକପୁର ଆସନରୁ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲଢୁଛନ୍ତି । ସେ ଏହା ପ୍ରମାଣିତ କରିବାକୁ ଚାହୁଁଛନ୍ତି କି ସେ…
ଏନ୍ଏଚ୍ଆର୍ସିରେ ମଡେଲ ସୌମ୍ୟରଞ୍ଜନ ଆତ୍ମହତ୍ୟା ମାମଲା
ଭୁବନେଶ୍ୱର,୧୪।୨(ବ୍ୟୁରୋ): ଇନ୍ଫୋସିଟି ଥାନା ନନ୍ଦନବିହାର ଅଞ୍ଚଳରେ ରହୁଥିବା ମଡେଲର ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟାକୁ ୧୩ଦିନ ବିତିଛି। ପରିବାର ଲୋକଙ୍କ ଅଭିଯୋଗ ସତ୍ତ୍ୱେ ସୌମ୍ୟଙ୍କ ପ୍ରେମିକା ଓ ତାଙ୍କ ପରିବାର ଲୋକଙ୍କ ବିରୋଧରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଇନାହିଁ। ତେଣୁ ଭାରତୀୟ ବିକାଶ…
ଅପମୃତ୍ୟୁ ମାମଲା କରି ବସିପଡ଼ିଛି ପୋଲିସ
କଟକ,୧୪।୨: କଟକ-ଭୁବନେଶ୍ୱର ମଝି ବମ୍ଫକୁଦଠାରେ ଘରୋଇ ଠିକା ସଂସ୍ଥା ଦ୍ୱାରା ନିର୍ମାଣାଧୀନ ୮ତାଲା ବିଶିଷ୍ଟ ଅଟାଳିକାରୁ ପଡ଼ି ଶନିବାର ଜଣେ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ମୃତ ଶ୍ରମିକ ମୟୂରଭଞ୍ଜର ସୁକାନ୍ତ ତନ୍ତୀ (୪୦)। ସେ ଦୀର୍ଘ ଦିନ ହେବ ଉକ୍ତ ଠିକା…
Archives


