Home Left

ଭୟମୁକ୍ତ ନିର୍ବାଚନ ପାଇଁ ପୋଲିସର ଫ୍ଲାଗମାର୍ଚ୍ଚ

ଏମ୍‌ଭି-୭୯,୧୩ା୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ମାଲକାନଗିରି ଜିଲା ଏମ୍‌ଭି-୭୯ ଥାନା ପକ୍ଷରୁ ରବିବାର ଫ୍ଲାଗ୍‌ମାର୍ଚ୍ଚ କରାଯାଇଛି। ଥାନା ଅଧିକାରୀ ମୁକୁନ୍ଦ ମେଳକାଙ୍କ ନେତୃତ୍ୱରେ ୩୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଥାନା ପରିସରରୁ ବାହାରି ମୁଖ୍ୟ ବଜାର…

ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ମାଗିଲେ ଅଭିନେତ୍ରୀ ବର୍ଷା

ଭଦ୍ରକ ଅଫିସ, ୧୩।୨: ଭଦ୍ରକ ଜିଲା ସଦର ବ୍ଲକରେ ଆସନ୍ତା ୧୬ ତାରିଖରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ପ୍ରାର୍ଥୀଙ୍କ ପ୍ରଚାର ଜୋର୍‌ଦାର ଚାଲିଛି। ରବିବାର ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବିଜେଡି ପ୍ରାର୍ଥୀମାନଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି।…

କୁଲଦୀପଙ୍କୁ ପାଇ କେକେଆର୍‌କୁ ଏମିତି କହିଲେ ଦିଲ୍ଲୀ ଫ୍ରାଞ୍ଚାଇଜ ମାଲିକ

ନୂଆଦିଲ୍ଲୀ,୧୩।୨: କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଚାଇନାମ୍ୟାନ ସ୍ପିନର କୁଲଦୀପ ଯାଦବଙ୍କୁ ଠିକ୍‌ ଭାବେ ସମ୍ଭାଳି ନ ଥିଲା। ଚାଇନାମ୍ୟାନ ସ୍ପିନରଙ୍କୁ କିଣିବା ପରେ ଏଭଳି କହିଛନ୍ତି ଦିଲ୍ଲୀ କ୍ୟାପିଟାଲ୍ସ ଫ୍ରାଞ୍ଚାଇଜ ମାଲିକ ପାର୍ଥ ଜିନ୍ଦଲ। “ମୋ ମତରେ ଆଇପିଏଲ୍‌ର ଗତ…

ଦାରିଙ୍ଗବାଡ଼ିରେ ୭ ଡିଗ୍ରୀକୁ ଖସିଲା ପାରଦ

ଦାରିଙ୍ଗବାଡି,୧୩ା୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ପୁଣି ଥରଉଛି ଶୀତ। ଗତ କିଛି ଦିନ ହେଲା ତାପମାତ୍ରା ୯ ଡିଗ୍ରୀରୁ ୧୨ଡିଗ୍ରୀ ମଧ୍ୟରେ ରହୁଥିବା ବେଳେ ରବିବାର ଏହା ହ୍ରାସ ପାଇ ୭ ଡିଗ୍ରୀକୁ ଖସିଛି। ଫଳରେ ଅସମ୍ଭାଳ ଶୀତ ହେଉଥିବାରୁ…

କ୍ରିକେଟ୍‌ରୁ ଦୂରେଇଲେ ଆଫ୍ରିଦୀ

କରାଚୀ,୧୩।୨: ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦୀ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ରୁ ରବିବାର ସନ୍ନ୍ୟାସ ନେଇଛନ୍ତି। ଅଣ୍ଟା ଜନିତ ଆହତ ସମସ୍ୟା ଯୋଗୁ ସିଜିନ ମଝିରେ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି ଭେଟେରାନ ଅଲରାଉଣ୍ଡର। ଏଥିସହିତ କେବଳ ପ୍ରଶଂସକଙ୍କ ପାଇଁ…

ଶାହାଙ୍କୁ କଡ଼ା ଜବାବ ଦେଲେ ହରିଶ ରାଓ୍ବତ, ଆବଶ୍ୟକ ପଡିଲେ ସବୁକିଛି କରିପାରିବି

ଡେରାଡୁନ,୧୩।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଫେବୃୟାରୀ ୧୪ରେ ନିର୍ବାଚନ ହେବ। ଏଥିପାଇଁ ପ୍ରଚାର ଶେଷ ହୋଇଛି। କିନ୍ତୁ ଦଳୀୟ ନେତାଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଚାଲିଛି। ରବିବାର ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ହରିଶ ରାୱତ ସ୍ବରାଷ୍ଟ୍ର ମନ୍ତ୍ରୀ…

ମୁଖ୍ୟମନ୍ତ୍ରୀ ଚନ୍ନିଙ୍କୁ ଟାର୍ଗେଟ୍‌ କଲେ ଶାହା

ଲୁଧିଆନା,୧୩।୨: ପ୍ରଧାନମନ୍ତ୍ରୀଙ୍କୁ ସୁରକ୍ଷା ଦେଇପାରିଲେ ନାହିଁ ସେ କିପରି ପଞ୍ଜାବକୁ ସୁରକ୍ଷିତ ରଖିବେ ବୋଲି ପଞ୍ଜାବର ଲୁଧିଆନା ସହରରେ ରବିବାର ଆୟୋଜିତ ଏକ ରାଲିକୁ ସମ୍ବୋଧିତ କରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପଞ୍ଜାବ ମୁଖ୍ୟମନ୍ତ୍ରୀ ଚନ୍ନିଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ…

୭ ବର୍ଷ ପରେ ଆଇପିଏଲ୍‌ରେ ଖେଳିବେ ଓଡ଼ିଆ ଖେଳାଳି

ବାଙ୍ଗାଲୋର,୧୩।୨: ଦୀର୍ଘ ୭ ବର୍ଷ ପରେ ପ୍ରଥମ ଥର ପାଇଁ ଜଣେ ଓଡ଼ିଆ ଖେଳାଳି ଭାବେ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିବାକୁ ଯାଉଛନ୍ତି ଶୁଭ୍ରାଂଶୁ ସେନାପତି। ଓଡ଼ିଶା ରଣଜୀ ଦଳର ଅଧିନାୟକ ଶୁଭ୍ରାଂଶୁଙ୍କୁ ୨୦ ଲକ୍ଷ ଟଙ୍କାର ବେସ୍‌ ପ୍ରାଇସ୍‌ରେ…

ଗିରଫ ହେଲେ ସୁନ୍ଦରଗଡ଼ ଏଡିଏମ୍‌

ଭୁବନେଶ୍ୱର/ସୁନ୍ଦରଗଡ଼,୧୩ା୨(ବ୍ୟୁରୋ/ଡି.ଏନ୍‌.ଏ.): ସୁନ୍ଦରଗଡ଼ର ଅତିରିକ୍ତ ଜିଲାପାଳ ବିଶ୍ୱଜିତ ମହାପାତ୍ର ଶେଷରେ ଗିରଫ ହୋଇଛନ୍ତି। ଦୁର୍ନୀତି ନିବାରଣ ଆଇନ ଆଧାରରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ରବିବାର ତାଙ୍କୁ ଭୁବନେଶ୍ୱରର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ବିଶ୍ୱଜିତଙ୍କ ସ୍ତ୍ରୀଙ୍କ ବିରୋଧରେ ମଧ୍ୟ ଭିଜିଲାନ୍ସ…

‘କଂଗ୍ରେସ ସରକାରକୁ ଫେରିଲେ ଲୋକଙ୍କୁ ମାଗଣା ଗ୍ୟାସ ସିଲିଣ୍ଡର’

ଚଣ୍ଡିଗଡ,୧୩।୨:ପଞ୍ଜାବ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର ଜୋରସୋରରେ ଚାଲିଛି। ଶାସକ କଂଗ୍ରେସ ସମେତ ସମସ୍ତ ବିରୋଧୀ ଦଳ ଲୋକଙ୍କ ଲୋଭନୀୟ ପ୍ରତିଶ୍ରୁତି ଦେବାରେ ବ୍ୟସ୍ତ ଅଛନ୍ତି। ରବିବାର ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚାନ୍ନି ସରକାର ଫେରିବା ପରେ ଲୋକଙ୍କୁ…

ଗଣବଳାତ୍କାର ପରେ ହାତଗୋଡ଼ ବାନ୍ଧି ଫିଙ୍ଗିଦେଲେ ଛାତରୁ

ଚୁରୁ,୧୩।୨: ଚାକିରି କରାଇ ଦେବା ପ୍ରତିଶ୍ରୁତି ଦେଇ ଦିଲ୍ଲୀର ଜଣେ ୨୫ ବର୍ଷୀୟା ଯୁବତୀଙ୍କୁ ଗଣବଳାତ୍କାର କରି ହୋଟେଲ ଛାତରୁ ଫିଙ୍ଗିଦେବା ଘଟଣା ସାମ୍ନାକୁ ଆସିଛି ରାଜସ୍ଥାନର ଛୁରୁ ସହରରୁ। ପୀଡ଼ିତାଙ୍କୁ ଛୁରୁ ସହରରେ ଚାକିରି ଦେବା ପାଇଁ ୪ ଯୁବକ…

ମଧୁବାଲା-ଦିଲୀପ କୁମାରଙ୍କ ପ୍ରେମ ସମ୍ପର୍କକୁ ନେଇ ଏମିତି କହିଲେ ଭଉଣୀ

ମୁମ୍ବାଇ: ବଲିଉଡ୍‌ର ଭେଟେରାନ ଅଭିନେତା ଦିଲୀପ କୁମାର ଏବଂ କିମ୍ବଦନ୍ତୀ ଅଭିନେତ୍ରୀ ମଧୁବାଲାଙ୍କ ଫିଲ୍ମ ‘ମୋଗଲ-ଏ-ଆଜମ’ ଭାରତୀୟ ଫିଲ୍ମର ୍‌ବ୍ଲକବଷ୍ଟର ଫିଲ୍ମ ମଧ୍ୟରୁ ଅନ୍ୟତମ। ଫିଲ୍ମରେ ତାଙ୍କର ପ୍ରେମ କାହାଣୀ ଯେତିକି ଦୁଃଖଦ ଥିଲା ବାସ୍ତବ ଜୀବନର ପ୍ରେମ କାହାଣୀ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri