Home Left

ଫିଲ୍ମରେ ପୁତୁରାଙ୍କ କିସ୍‌ ସିନ୍‌ ଦେଖି ଫୋନ୍‌ କଲେ ଦାଦା: କହିଲେ ଏମିତି…

ଦୀପିକା ପାଦୁକୋନଙ୍କ ରୋମାନ୍ସ ଫିଲ୍ମ ଗେହରାଇୟାଁ ରିଲିଜ ହୋଇଛି ।ନିକଟରେ ଫିଲ୍ମର କାଷ୍ଟ କପିଲ ଶର୍ମାଙ୍କ ଶୋ’ରେ ପହଞ୍ଚିଥିଲେ। ଶୋରେ ସେ ଫିଲ୍ମ ସହିତ ଜଡିତ ଅନେକ ଜିନିଷ ଶେୟାର କରିଥିଲେ । ଏଥି ସହିତ କପିଲ ମଧ୍ୟ ସମସ୍ତଙ୍କ ସହ…

ଦୀପିକାଙ୍କ ରୋମାନ୍ସ ଫିଲ୍ମ‘ଗେହରାଇୟାଁ’କୁ ନେଇ ବର୍ଷିଲେ ଏହି ଅଭିନେତ୍ରୀ

ନିକଟରେ ଦୀପିକା ପାଦୁକୋନ, ଅନନ୍ୟା ପାଣ୍ଡେ ଏବଂ ସିଦ୍ଧାନ୍ତ ଚତୁର୍ବେଦୀଙ୍କ ଫିଲ୍ମ ଗେହରାଇୟାଁ ରିଲିଜ ହୋଇଛି । ଏହା ଓଟିଟି ପ୍ଲାଟଫର୍ମ ଆମାଜନ ପ୍ରାଇମ ଭିଡିଓରେ ମୁକ୍ତିଲାଭ କରିଛି। ଫିଲ୍ମର କାହାଣୀ ନୂଆ ପିଢିରେ ଥିବା ପ୍ରେମ ସମ୍ପର୍କକୁ ନେଇ ଦେଖାଯାଇଛି…

କେଉଁ ଦଳରେ କିଏ…

ବେଙ୍ଗାଲୁରୁ,୧୩।୨: ଆଇପିଏଲ୍‌ ୧୫ତମ ସଂସ୍କରଣ ପାଇଁ ଖେଳାଳି ନିଲାମ ଉପରେ ସମସ୍ତଙ୍କ ନଜର। ଚଳିତ ଥର ନୂଆ ଟିମ୍‌ ସାମିଲ ହୋଇଥିବା ଯୋଗୁ କେଉଁ ଟିମ୍‌କୁ କିଏ ଯିବେ, କାହା ପାଇଁ କିଏ ଖେଳିବେ ସେନେଇ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏପରିସ୍ଥଳେ…

ଭୋଜି ଖାଇ ଫେରୁଥିଲେ, ରାସ୍ତାରେ ଚାହିଁ ବସିଥିଲା ମୃତ୍ୟୁ; ଚାଲିଗଲା ୪ ଜୀବନ

ଫୁଲବାଣୀ ଅଫିସ,୧୩।୨: ଭୋଜି ଖାଇବା ହେଲା କାଳ । ଭୋଜିଖାଇ ଫେରୁ ଥିବା ବେଳେ ଦୁର୍ଘଟଣା ଘଟି ୪ ଜଣଙ୍କର ମୃତ୍ୟୁ ଘଟି ଥିବା ବେଳେ ୪ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲା ଫୁଲବାଣୀ ସଦର…

ଇତିହାସ ରଚିଲେ ଆଭେଶ ଖାଁ

ବେଙ୍ଗାଲୁରୁ,୧୩।୨: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ଇତିହାସରେ ସବୁଠାରୁ ମହଙ୍ଗା ଅନ୍‌କ୍ୟାପ୍ଡ କ୍ରିକେଟର ପାଲଟିଛନ୍ତି ବୋଲର୍‌ ଆଭେଶ ଖାଁ। ୧୫ତମ ସଂସ୍କରଣ ପାଇଁ ଶନିବାର ଅନୁଷ୍ଠିତ ଖେଳାଳି ନିଲାମରେ ତାଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଟିମ୍‌ ୧୦ କୋଟି ଟଙ୍କାରେ କିଣିଛି। ୨୦୨୧…

୨୨ରୁ ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୧ ତାରିଖରୁ ବର୍ଷା ହୋଇଯାରେ। ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷାର ଆଶଙ୍କା ରହିଥିବା ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏଭଳି ପୂର୍ବାନୁମାନ କରିଛି । ୧୩ ତାରିଖରୁ ରାଜ୍ୟରୁ କ୍ରମଶଃ ଶୀତ ଚାଲିଯିବ ବୋଲି…

ପୁଣି ଥରିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୩।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ପୁଣି ଶୀତ ଥରାଉଛି । ଗତ କିଛି ଦିନ ହେଲା ତାପମାତ୍ରା ୯ଡିଗ୍ରୀରୁ ୧୨ଡିଗ୍ରୀ ମଧ୍ୟରେ ରହୁଥିବା ବେଳେ ରବିବାର ଏହା ହ୍ରାସ ପାଇ ୭ଡିଗ୍ରୀ ତଳକୁ ଖସିଛି । ଫଳରେ ଅସମ୍ଭାଳ ଶୀତ…

ରାଜ୍ୟରୁ ପୁଣି ୨୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୮୮୪ କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ…

୧ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୧୧୪୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜ୍ୟରେ ରବିବାର ୧୧୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୪ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୬୯ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୭୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

୧୦ ମହଲାରୁ ପୁଅକୁ ଶାଢ଼ିରେ ଟାଙ୍ଗିଦେଲେ ମା’ ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ନିର୍ବାଚନ ପ୍ରଚାରର ସୁପର ସନ୍‌ଡେ’

ନୂଆଦିଲ୍ଲୀ,୧୩ ।୨: ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ରାଜ୍ୟରେ ଷ୍ଟାର ପ୍ରଚାରକଙ୍କର ଭିଡ ଦେଖିବାକୁ ମିଳିଲାଣି । ରବିବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ପଞ୍ଜାବ ଗସ୍ତରେ ଯାଉଛନ୍ତି । ସେ ଏନଡିଏ ମେଣ୍ଟ ଲାଗି ପ୍ରଚାର କରିବେ…

ହ୍ବାଇଟ୍‌ ବିଚ୍‌ ହେଭେନ୍‌

ଅଷ୍ଟ୍ରେଲିଆର କୁଇନ୍ସଲ୍ୟାଣ୍ଡ ଉପକୂଳରେ ଥିବା ହ୍ବିଟ୍‌ସଣ୍ଡେ ଦ୍ୱୀପରେ ରହିଛି ହ୍ବାଇଟ୍‌ ବିଚ୍‌ ହେଭେନ୍‌ । ୭ କି.ମି. ପର୍ଯ୍ୟନ୍ତ ପରିବ୍ୟାପ୍ତ ଏହି ବେଳାଭୂମିରେ ପ୍ରାୟ ୯୮ ପ୍ରତିଶତ ସିଲିକା ଥିବାରୁ ଏହାର ରଙ୍ଗ ଧଳା, ଯାହାକି ଦେଖିବାକୁ ଖୁବ୍‌ ସୁନ୍ଦର ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri