Home Left

ଓଡ଼ିଶାର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, (ବ୍ୟୁରୋ)/ ସୋନପୁର,୧୩।୨(ନି.ପ୍ର.): ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର କୁମାର ମିଶ୍ରଙ୍କ ଶନିବାର ପରଲୋକ ହୋଇଯାଇଛି। ସେ କୋଭିଡ୍‌ରେ ସଂକ୍ରମିତ ଥିଲେ। ସୁସ୍ଥ ହେବାର କିଛିଦିନ ପରେ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ…

ନିର୍ବାଚନରେ ଯୁକ୍ତ୨ ଛାତ୍ରୀ

ଯାଜପୁର ଅଫିସ,୧୩ା୨: ଚଳିତ ପଞ୍ଚାୟତ ନିର୍ବାଚନରେ ପୂର୍ବ ଅପେକ୍ଷା ଅଧିକ ଯୁବଗୋଷ୍ଠୀ, ଶିକ୍ଷିତ ଯୁବତୀଯୁବକ, ଛାତ୍ରୀଛାତ୍ର ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଦେଖିବାକୁ ମିଳିଛି। ସେଥିମଧ୍ୟରେ ରସୁଲପୁର ବ୍ଲକ ଅନ୍ତର୍ଗତ ପ୍ରଥମାଖଣ୍ଡି ପଞ୍ଚାୟତର ଚକଗୋପାଳପୁର ଗ୍ରାମର ପଲ୍ଲବୀ ଦେଉରି (୨୧) ମଧ୍ୟ ଅନ୍ୟତମ। ସେ…

ନଜରରେ ୭ ନଂ.

ଯାଜପୁର ଅଫିସ,୧୩।୨: ୪ଟି ଜିଲା ପରିଷଦ ଜୋନ୍‌କୁ ନେଇ ଗଠିତ ଦଶରଥପୁର ବ୍ଲକରେ ସ୍ଥିତି ଏଥର ସାମାନ୍ୟ ବଦଳିଛି। ଏଥର ଭୋଟର ମାଟିର ଦକ୍ଷ ନେତାକୁ ବାଛିବାକୁ ଅଣ୍ଟା ଭିଡିଛନ୍ତି। ଅସନ୍ତୁଷ୍ଟ ବିଜେଡି, ଭାଜପା ଓ କଂଗ୍ରେସ କର୍ମୀମାନେ ବିଜେଡିକୁ ରୋକ…

ଚାଇନା ବସ୍‌ରେ ବିସ୍ଫୋରଣ: ଜଣେ ମୃତ ୪୨ ଆହତ

ବେଜିଂ,୧୩ ।୨: ଚାଇନାର ଲିଆଓନିଂ ଅଞ୍ଚଳରେ ଥିବା ସେନୟାଙ୍ଗ ସହରରେ ବସରେ ଏକ ବିସ୍ଫୋରଣ ହୋଇଛି । ଶନିବାର ହୋଇଥିବା ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୨ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ନିକଟସ୍ଥ…

ସୀମାନ୍ତରେ ଗୁଳି ବିନିମୟ: ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଶହୀଦ

ମାଲକାନଗିରି,୧୩।୨ (ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶନିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ସିଆରପିଏଫ ଯବାନ ଶହୀଦ୍‌ ହୋଇଛନ୍ତି। ସେ ୧୬୮ ବାଟାଲିୟନ୍‌ର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଶାନ୍ତି ଭୂଷଣ ତିର୍କୀ ବୋଲି ଜଣାପଡ଼ିଛି।…

ଚାଇନାରେ କମୁଛି କରୋନାର ପ୍ରଭାବ: ୨୮ ନୂଆ ସ୍ଥାନୀୟ ସଂକ୍ରମିତ ଚିହ୍ନଟ

ବେଜିଂ,୧୩ ।୨: ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ପର୍ଯ୍ୟନ୍ତ ସେଠାରୁ ସମ୍ପୂର୍ଣ୍ଣ ଭାବେ ଲୋପ ପାଇନାହିଁ । ଶନିବାର ଚାଇନାରେ ୨୮ ଜଣ ସ୍ଥାନୀୟ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ରବିବାର ଏହି ସୂଚନା ନ୍ୟାଶନାଲ ହେଲ୍‌ଥ କମିଶନଙ୍କ…

ସଂସ୍କୃତିପ୍ରେମୀ ଶ୍ୟାମପ୍ରକାଶ: ୪ ହଜାର ସେଲିବ୍ରିଟିଙ୍କ ସହ ଉଠାଇଛନ୍ତି ଫଟୋ

ପୁରୀ ଅଫିସ,୧୩।୨: କଳା, ସଂସ୍କୃତି ଓ ସାହିତ୍ୟ ସହ ଯୋଡ଼ି ହୋଇ ରହୁଥିବା ପରିଚିତ ବ୍ୟକ୍ତିତ୍ୱ ହେଲେ ଶ୍ୟାମ ପ୍ରକାଶ ସେନାପତି। ପୁରୀ ସହରର ଗଳିକନ୍ଦିରେ ସାଂସ୍କୃତିକ କାର୍ଯ୍ୟକ୍ରମଟିଏ ହେଉ କିମ୍ବା ନାଟକ ପରିବେଷଣ, ସବୁଠି ତାଙ୍କୁ ଖୋଜାପଡ଼େ। ସେ ସାଇକେଲ…

ପ୍ରାର୍ଥୀଙ୍କ ପାଇଁ କରମା ନାଚିଲେ ବିଧାୟିକା

ସୁନ୍ଦରଗଡ଼, ୧୩।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସରଗରମ ହେଉଛି ସୁନ୍ଦରଗଡ଼ର ରାଜନୀତି। ଶନିବାର ଭାଜପା ଜିଲା ପରିଷଦ ପ୍ରାର୍ଥୀଙ୍କ ଲାଗି ପ୍ରଚାରରେ ସାମିଲ ହୋଇ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଅଞ୍ଚଳର ପ୍ରସିଦ୍ଧ ‘କରମା’ ନୃତ୍ୟ ପରିବେଷଣ କରିଥିବା ଦେଖିବାକୁ…

୩ ଯାଆଙ୍କ ମଧ୍ୟରେ ଲଢ଼େଇ

ଖଇରା,୧୩।୨(ଡି.ଏନ.ଏ.):  ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବାଲେଶ୍ୱର ଜିଲା ଖଇରା ବ୍ଲକ ଗର୍ସଙ୍ଗ ୬ନଂ ଜିଲା ପରିଷଦ ଜୋନରେ ୩ ମହିଳା ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି। ବିଜେଡିରୁ ସୁଷମା ମହାପାତ୍ର, ଭାଜପାରୁ ମିନାକ୍ଷୀ ମହାପାତ୍ର ଓ କଂଗ୍ରେସରୁ ବୀଣାପାଣି ଶୁକ୍ଳ ମଇଦାନକୁ…

ଚନ୍ଦନ ଶ୍ରେଷ୍ଠ ଅଭିନେତା, ଦିବ୍ୟାଦିଶା ଶ୍ରେଷ୍ଠ ଅଭିନେତ୍ରୀ

ଭୁବନେଶ୍ୱର, ୧୩।୨ (ବ୍ୟୁରୋ): ମାସ୍‌ ଇଭେଣ୍ଟ୍‌ସ ପକ୍ଷରୁ ଓଡ଼ିଶା ମୋଶନ ପିକ୍ଚର୍‌ ଆୱାର୍ଡ ପ୍ରଦାନ ଉତ୍ସବ ଶନିବାର ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ହୋଇଯାଇଛି। ଶ୍ରେଷ୍ଠ ଅଭିନେତା ଭାବେ ଚନ୍ଦନ କର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଦିବ୍ୟାଦିଶା ମହାନ୍ତି ପୁରସ୍କୃତ ହୋଇଛନ୍ତି।…

୧୪ ସନ୍ଧ୍ୟା ସୁଦ୍ଧା ଅଞ୍ଚଳ ଛାଡ଼ିବେ ବାହାର ନେତା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଆସନ୍ତା ୧୬ ତାରିଖରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛିି। ତେବେ ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରୁଥିବା ବାହାର ନେତା ଓ କର୍ମୀ ଯେଭଳି ୧୪ ତାରିଖ ସନ୍ଧ୍ୟା ସୁଦ୍ଧା ସ୍ଥାନ ଛାଡ଼ିବେ, ତାହା…

ବାରାମୂଳାରୁ ଅଲ-ବଦ୍ରର ୭ ଆତଙ୍କବାଦୀ ଗିରଫ: ଯୋଜନା ଥିଲା ଘାଟିରେ ବଡ ଧରଣର ଆକ୍ରମଣ

ଶ୍ରୀନଗର,୧୩ ।୨: ପୂର୍ବ ପ୍ରକୃତିରୁ ବାହାରି ପାରୁନି ପାକିସ୍ତାନ । ଜମ୍ମୁ-କଶ୍ମୀରରେ ବାରମ୍ବାର ଆକ୍ରମଣ ଯୋଜନା କରି ଚାଲିଛନ୍ତି ପାକିସ୍ତାନ ଆତଙ୍କବାଦୀ । ହେଲେ ଭାରତୀୟ ସୁରକ୍ଷା ବଳ ଏହାର କଡା ଜବାବ ଦେଇ ଚାଲିଛି । ନିକଟରେ ସୁରକ୍ଷା କର୍ମୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri