ମହାନଦୀ ବିବାଦ: ଟ୍ରିବ୍ୟୁନାଲରେ ୯ ସାକ୍ଷୀଙ୍କ ତାଲିକା ଦେଲା ଓଡ଼ିଶା
ନୂଆଦିଲ୍ଲୀ,୧୩।୨: ମହାନଦୀ ଜଳ ବିବାଦ ମାମଲାର ଅନୁଧ୍ୟାନ ଲାଗି ଓଡ଼ିଶା ସରକାର ଟ୍ରିବ୍ୟୁନାଲରେ ୯ ଜଣ ସାକ୍ଷୀଙ୍କ ତାଲିକା ଦାଖଲ କରିଛନ୍ତି। ସେହିପରି ଶୁଣାଣି ବେଳେ ଛତିଶଗଡ଼ ୭ ଜଣ ସାକ୍ଷୀଙ୍କ ପ୍ରସ୍ତାବ ଦେଇଛି। କେନ୍ଦ୍ରୀୟ ଜଳ ଆୟୋଗର ପୂର୍ବତନ ସଦସ୍ୟ…
୧୪ରେ ଓଡ଼ିଶା ଗ୍ରାମ୍ୟବ୍ୟାଙ୍କ ଅଧିକାରୀଙ୍କ ଧର୍ମଘଟ
ଭୁବନେଶ୍ୱର, ୧୩।୨(ବ୍ୟୁରୋ): ବିଭିନ୍ନ ଦାବି ନେଇ ଆସନ୍ତା ୧୪ତାରିଖରେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ(ଓଜିବି) ଅଧିକାରୀମାନେ ଧର୍ମଘଟ କରିବେ। ଏନେଇ ଶନିବାର ଗୌରୀନଗର ଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଆସୋସିଏଶନ୍ ଅଫ୍ ଓଡିଶା ଗ୍ରାମ୍ୟ ବ୍ୟାଙ୍କ ଅଫିସର୍ସ(ଏଓଜିବିଓ) ପକ୍ଷରୁ ସୂଚନା ଦିଆଯାଇଛି।…
ପୌର ନିର୍ବାଚନ ପାଇଁ ୨ ରଙ୍ଗର ବାଲଟ
ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନରେ ପ୍ରଥମ ଥର ଲାଗି ଭୋଟରମାନେ ପ୍ରତ୍ୟକ୍ଷ ମତଦାନରେ ସିଧାସଳଖ ମେୟର ଓ ପୌରାଧ୍ୟକ୍ଷ ବାଛିବେ। ଇଲେକ୍ଟ୍ରୋନିକ୍ ଭୋଟିଂ ମେଶିନ (ଇଭିଏମ୍)ରେ ମତଗ୍ରହଣ ହେବ। ଗୋଟିଏ ବୁଥ୍ରେ ୨ଟି ଇଭିଏମ୍ ରହିବ। ଗୋଟିଏ ଇଭିଏମ୍ କାଉନସିଲର/କର୍ପୋରେଟରଙ୍କ…
ଧସିଲା ନର୍ମଦା ଘାଟି ପରିଯୋଜନାର ଅଣ୍ଡର ଗ୍ରାଉଣ୍ଡ ଟନେଲ: ଫସିଲେ ୯ ଶ୍ରମିକ
କଟନି,୧୩ ।୨: ମଧ୍ୟ ପ୍ରଦେଶର କଟନି ଜିଲାରେ ଶନିବାର ବିଳମ୍ବିତ ସନ୍ଧ୍ୟାରେ ବଡ ଅଘଟଣ ଘଟିଛି । କଟନି ଜିଲାରେ ନର୍ମଦା ଘାଟି ପରିଯୋଜନାରେ ନିର୍ମାଣ କରାଯାଉଥିବା ଅଣ୍ଡର ଗ୍ରାଉଣ୍ଡ ଟନେଲ ଧସି ଯାଇଛି । ଫଳରେ ସେଠାରେ କାମ କରୁଥିବା…
ମହାନଦୀ ବାର୍ଫି ପ୍ରକଳ୍ପରେ ଏନ୍ଜିଟି ରୋକ
ଭୁବନେଶ୍ୱର,୧୩ା୨(ବ୍ୟୁରୋ): ମହାନଦୀ ବେଳାଭୂମିରେ ରାଜ୍ୟ ସରକାରଙ୍କ ପ୍ରସ୍ତାବିତ ବାଲିଯାତ୍ରା ନଦୀ ସମ୍ମୁଖ ବିକାଶ(ବାର୍ଫି) ପ୍ରକଳ୍ପକୁ ଲାଗିଛି ବଡ଼ ଝଟ୍କା। ମହାନଦୀ କୂଳରେ କୌଣସି ପ୍ରକାର ସ୍ଥାୟୀ ନିର୍ମାଣ ଉପରେ ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି) ଶନିବାର ରୋକ ଲଗାଇଛନ୍ତି। ମହାନଦୀ କୂଳର କୌଣସି…
ଟିଏମସିର ଆନ୍ତରିକ କହଳ: ଘୋଷଣା ହେଲା ନୂଆ ୱାର୍କିଂ କମିଟି
କୋଲକାତା,୧୩ ।୨: ତୃଣ ମୂଳ କଂଗ୍ରେସ(ଟିଏମସି)ରେ ‘ଜଣେ ବ୍ୟକ୍ତି ଗୋଟିଏ ପଦ’ ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘରେ ଶନିବାର ସନ୍ଧ୍ୟାରେ ଦଳର ବରିଷ୍ଠ ନେତାଙ୍କର ଏକ ବୈଠକ ହୋଇଥିଲା । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,…
କିସ୍ ଡେ’: ଚୁମ୍ବନ ସୂଚାଏ…
ପ୍ରେମ ପାଇଁ ଯଦିଓ ନିର୍ଦ୍ଦିଷ୍ଟ ଦିନ,ବାର, ତିଥି ନାହିଁ ତଥାପି ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ପ୍ରେମ ଋତୁ। ଫେବୃୟାରୀ ୭ରୁ ଏହା ଆରମ୍ଭ ହୋଇଥିବା ବେଳେ ଭାଲେଣ୍ଟାଇନ୍ ଡେ’ ଅର୍ଥାତ୍ ୧୪ରେ ଶେଷ ହେବ। ଏହାର ଗୋଟିଏ ଦିନ ପୂର୍ବରୁ…
ଦ୍ୱିତୀୟ ବିବାହ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି ଏହି ଅଭିନେତ୍ରୀ
ମୁମ୍ବାଇ: ବଲିଉଡ୍ର କିଛି ଅଭିନେତ୍ରୀ ବିବାହ ପରେ ସ୍ବାମୀଙ୍କଠାରୁ ଛାଡ଼ପତ୍ର ନେଇଛନ୍ତି। କିଛି ଅଭିନେତ୍ରୀ ଦ୍ୱିତୀୟ ବିବାହ ମଧ୍ୟ କରିସାରିଛନ୍ତି। ମାତ୍ର ଅଭିନେତ୍ରୀ କରିସ୍ମା କପୁର ତାଙ୍କ ସ୍ବାମୀ ତଥା ବିଶିଷ୍ଟ ଶିଳ୍ପପତି ସଞ୍ଜୟ କପୁରଙ୍କଠାରୁ ଅଲଗା ହେବାର ଅନେକ ବର୍ଷ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦୮୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୨ା୨(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨,୦୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୫୫,୯୯୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଓଡ଼ିଶାର ପ୍ରଥମ ନିର୍ବାଚନ କମିଶନରଙ୍କ ପରଲୋକ
ଭୁବନେଶ୍ୱର,୧୨ା୨(ବ୍ୟୁରୋ): ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ତଥା ଅବସରପ୍ରାପ୍ତ ଆଇଏଏସ୍ ଦେବେନ୍ଦ୍ର କୁମାର ମିଶ୍ରଙ୍କର ଶନିବାର ମଧ୍ୟାହ୍ନରେ ପରଲୋକ ହୋଇଛି। କରୋନାରୁ ସୁସ୍ଥ ହେବା ପରେ ତାଙ୍କର ଅନ୍ୟାନ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେଇଥିଲା। ତେଣୁ ତାଙ୍କୁ ରାଜଧାନୀର ଏକ ହସ୍ପିଟାଲରେ ଭର୍ତ୍ତି…
ନିଜ ଗୀତ ନିଜେ ଶୁଣୁ ନ ଥିଲେ ଲତା
ବମ୍ବେ: ନାଁ କୋକିଳକଣ୍ଠୀ। ଗାଇଛନ୍ତି ତିନି ହଜାରରୁ ଅଧିକ ଗୀତ। ନାମରେ ଅଛି ଅନେକ ରେକର୍ଡ। ହେଲେ ନିଜେ ଗାଇଥିବା ଗୀତ ନିଜେ ଶୁଣନ୍ତି ନାହିଁ। ଆମେ କହୁଛୁ ଲତା ମଙ୍ଗେସରକଙ୍କ କଥା। ଅନେକଙ୍କୁ ଆଶ୍ଚର୍ଯ୍ୟ କଲେ ହେଁ କଥାଟି ଏକଦମ୍…
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ବ୍ୟାପକ ପ୍ରସ୍ତୁତି, ସମ୍ବେଦନଶୀଳ ବୁଥ୍ ପ୍ରତି କଡ଼ା ନଜର
ବାଲିଗୁଡ଼ା,୧୨ା୨(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ନିର୍ବାଚନମଣ୍ଡଳୀ ବାଲିଗୁଡ଼ା ବ୍ଲକରେ ଆଗାମୀ ପଞ୍ଚାୟତ ନିର୍ବାଚନ ଚଳିତ ମାସ ୧୬ରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏନେଇ ବ୍ଲକ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି l ଏହି ପରିପ୍ରେକ୍ଷୀରେ ସ୍ଥାନୀୟ…
Archives


