ଲଦାଖ ଲୋକଙ୍କୁ ଅଟକାଇଲା ପିଏଲ୍ଏ
ନୂଆଦିଲ୍ଲୀ,୧୨ା୨(ଆଇଏଏନ୍ଏସ୍): ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍ଏ) ସୈନ୍ୟମାନେ ଗତ ମାସରେ ଲଦାଖକୁ ଅନୁପ୍ରବେଶ କରି ସ୍ଥାନୀୟ ଲୋକଙ୍କୁ ଗୋରୁ ଚରାଇବାକୁ ଛାଡ଼ି ନ ଥିଲେ। ଏନେଇ ନ୍ୟୋମା ଅଞ୍ଚଳର ପୂର୍ବତନ ଭାଜପା କାଉନସିଲର ଉର୍ଗାଇନ୍ ଚୋଡନ୍ ଶୁକ୍ରବାର ଏହି ସୂଚନା…
୩ ଜୋନ୍ରେ ତ୍ରିମୁଖୀ ଲଢ଼େଇ
ଆନନ୍ଦପୁର,୧୨ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ ୧, ୨ ଓ ୩ନଂ ଜିଲା ପରିଷଦ ଜୋନରେ ପ୍ରଚାର ସରଗରମ ହେବାରେ ଲାଗିଛି। ଏହି ଜୋନ ଗୁଡ଼ିକରେ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ ତ୍ରିମୁଖୀ ଲଢ଼େଇ ହେଉଥିବା ଲକ୍ଷ୍ୟ କରାଯାଉଛି।…
ନାଇସ୍ କାର୍ନିଭାଲରେ ବିପୁଳ ଉତ୍ସାହ
ନାଇସ୍,୧୨ା୨: କରୋନା ମହାମାରୀଜନିତ ଶଟ୍ଡାଉନ୍ର ଦୁଇବର୍ଷ ପରେ ଫ୍ରାନ୍ସର ନାଇସ୍ ସହରରେ ପୁଣି ଆରମ୍ଭ ହୋଇଛି କାର୍ନିଭାଲ। କଳାକାର, ଫ୍ଲୋରିଷ୍ଟ, ଅଭିନେତା, ଟେକ୍ନିସିଆନ୍ ଓ ଡ୍ରାଇଭରମାନେ ସେମାନଙ୍କ କଷ୍ଟ୍ୟୁମ୍ସ, ଆକର୍ଷଣୀୟ ଫୁଲ ସଜ୍ଜା ଓ ବିଶାଳକାୟ ଭେଳାଗୁଡ଼ିକ ଉପରେ ଶେଷସ୍ପର୍ଶ ଦେଉଛନ୍ତି।…
ପୂର୍ଣ୍ଣମାତ୍ରାରେ କାମ କରୁନି ସ୍ୱାସ୍ଥ୍ୟକାର୍ଡ
ଖଇରା,୧୨।୨(ଡି.ଏନ.ଏ.): ଦିନକୁ ଦିନ ସ୍ବାମୀଙ୍କ ସ୍ବାସ୍ଥ୍ୟରେ ଅବନତି ଘଟୁଛି। ଏପଟେ ୨ନାବାଳକ ସନ୍ତାନଙ୍କୁ ଲାଳନପାଳନ ଚିନ୍ତା। ସ୍ବାମୀଙ୍କ ଚିକିତ୍ସା ଚିନ୍ତାରେ ଖାଇବା ପିଇବା ଭୁଲିଗଲେଣି ବାଲେଶ୍ୱର ଜିଲା ଖଇରା ବ୍ଲକ ଗଣ୍ଡିବେଡ ଗ୍ରାମର ପ୍ରମିତା ଦାସ। ସ୍ବାମୀଙ୍କ ଅସ୍ତ୍ରୋପଚାର ଲାଗି ଅଧିକ…
ଅଲ୍-ନ୍ୟୁ ବିଏମ୍ଡବ୍ଲ୍ୟୁ ଏମ୍୪ କମ୍ପିଟିଶନ କୁପେର ଶୁଭାରମ୍ଭ
ଭୁବନେଶ୍ୱର,୧୨।୨: ବିଏମ୍ଡବ୍ଲ୍ୟୁ ଗ୍ରୁପ୍ ଇଣ୍ଡିଆ ପକ୍ଷରୁ ନିକଟରେ ଏହାର ଅଲ-ନ୍ୟୁ ବିଏମ୍ଡବ୍ଲ୍ୟୁ ଏମ୍୪ କମ୍ପିଟିଶନ କୁପେର ଶୁଭାରମ୍ଭ କରାଯାଇଛି। ଏହି ପେସ୍-ସେଟିଂ ହାଇ-ପରଫରମାନ୍ସ ସ୍ପୋର୍ଟସ କାର୍ ଶପ୍ ଡଟ୍ ବିଏମ୍ଡବ୍ଲ୍ୟୁ ଡଟ୍ ଇନ୍ରେ ଏକ କମ୍ପ୍ଲିଟିଲି ବିଲ୍ଟ-ଅପ୍ ୟୁନିଟ (ସିବିୟୁ) ଭାବେ…
ପ୍ରତିଶ୍ରୁତିରେ ଅଟକିଛି ବିକାଶ
ଭଦ୍ରକ ଅଫିସ,୧୨।୨: ପ୍ରତିଶ୍ରୁତିରେ ଅଟକିଛି ଘାଟ ଓ ପୋଲର ବିକାଶ। କେବଳ ନିର୍ବାଚନ ଆସିଲେ ନେତାଙ୍କ ପ୍ରତିଶ୍ରୁତି ହିଁ ସାର। ନିର୍ବାଚନ ସରିଲେ ଘାଟର ଅବସ୍ଥା କଥାକୁ ଗୁରୁତ୍ୱ ଦିଆଯାଉ ନାହିଁ। କେଉଁଠି ଦଉଡ଼ିରେ ବନ୍ଧା ଯାତ୍ରୀଙ୍କ ଜୀବନ ତ ଆଉ…
ଗଡ଼ ବଞ୍ଚାଇବାକୁ କଂଗ୍ରେସର ପ୍ରୟାସ
କୋଣାର୍କ,୧୨ା୨(ଡି.ଏନ୍.ଏ.): କୋଣାର୍କ ଥାନା ଅନ୍ତର୍ଗତ କାକଟପୁର ନିର୍ବାଚନ ମଣ୍ଡଳୀ ଅବଦାନ ପଞ୍ଚାୟତରେ ରାଜନୀତିର ଉଷ୍ମତା ପରିଲକ୍ଷିତ ହେଲାଣି। କଂଗ୍ରେସର ଗଡ଼ କୁହାଯାଉଥିବା ଅବଦାନ ପଞ୍ଚାୟତରେ ରାଜ୍ୟ ପିସିସିର ସାଧାରଣ ସମ୍ପାଦକ ବିଶ୍ୱଭୂଷଣ ଦାସଙ୍କ ନେତୃତ୍ୱରେ ଏକ ବିଶାଳ ଶୋଭାଯାତ୍ରା ଶୁକ୍ରବାର ହୋଇଥିଲା।…
ଅଟୋ ପିଏଲ୍ଆଇ ସ୍କିମ୍ରେ ୨୦ ମନୋନୀତ
ନୂଆଦିଲ୍ଲୀ,୧୧।୨: ଚଳିତ ବଜେଟରେ କେନ୍ଦ୍ର ସରକାର ଦେଶର ଅର୍ଥ ବ୍ୟବସ୍ଥାକୁ ସୁଦୃଢ଼ କରିବା ସହିତ ମେକ୍ ଇନ୍ ଇଣ୍ଡିଆ ଓ ଆତ୍ମନିର୍ଭର ଭାରତ ଯୋଜନାରେ ସ୍ବଦେଶୀ ଉତ୍ପାଦକୁ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି । ଏହାକୁ ସଶକ୍ତ କରିବା ପାଇଁ ଗତି ଶକ୍ତି…
୧୨ ମାସ ହେଲା ବୃଦ୍ଧାଙ୍କୁ ମିଳୁନି ଭତ୍ତା, ରାଶନ ସାମଗ୍ରୀ
ନୂଆଗାଁ, ୧୨ା୨ (ଡି.ଏନ.ଏ.) : ଦାରିଦ୍ର୍ୟର ସୀମାରେଖା ତଳେ ରହୁଥିବା ଗରିବ ଲୋକଙ୍କୁ ଖାଦ୍ୟ ଦେବାକୁ ୫ କେଜି ରାଶନ ଯୋଗାଇ ଦେଉଛନ୍ତି। ସେହିପରି ବାର୍ଦ୍ଧକ୍ୟ ସମୟ ଅବା ବିଧବା ମହିଳାଙ୍କୁ ସହାୟ ପାଇଁ ସରକାର ଭତ୍ତା ଯୋଜନା କରିଛନ୍ତି। ମାତ୍ର…
ଫାଇଦା ଉଠାଇପାରୁନାହାନ୍ତି ଭାଜପା, କଂଗ୍ରେସ
ନୟାଗଡ଼ ଅଫିସ/ରଣପୁର,୧୨।୨(ସ୍ବ./ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ୨୪ନଂ. ଜୋନ୍ରେ ଶାସକ ଦଳରେ ଚାଲିଛି ବଳ କଷାକଷି। ଏହି ଜୋନ୍ରେ ବିଜେଡି ପ୍ରାର୍ଥୀ ପ୍ରଚାରରେ ଆଗୁଆ ଥିବାବେଳେ ଦଳୀୟ କନ୍ଦଳ ଚିନ୍ତା ବଢ଼ାଉଛି। ଏହି ଜୋନ୍ ଅଧୀନ ପଞ୍ଚାୟତଗୁଡ଼ିକରେ ବିଜେଡି ସମର୍ଥନରେ…
ପ୍ରତିଦ୍ୱନ୍ଦ୍ୱିତାରେ ପୁରୁଖା ନେତା
ଚଣ୍ଡିଖୋଲ,୧୨ା୨(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକର ୧୯ ନଂ. ଜୋନ୍ ଜିଲା ପରିଷଦ ଆସନରେ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, କଂଗ୍ରେସ, ଭାଜପା ଓ ଆମ୍ ଆଦମୀ ପାର୍ଟି ପକ୍ଷରୁ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ଏଠାରେ ବିଜେଡି ପକ୍ଷରୁ ବ୍ଲକ…
ରାୟଗଡ଼ା ଜିଲାରେ ଛତିଶଗଡ଼ ମନ୍ତ୍ରୀଙ୍କ ମାରାଥନ ପ୍ରଚାର
ବିଷମକଟକ/ମୁନିଗୁଡ଼ା/କୋଲନରା,୧୨ା୨(ଡି.ଏନ୍.ଏ.): ପଞ୍ଚାୟତ ନିର୍ବାଚନକୁ ଆଉ ମାତ୍ର ୩ ଦିନ ରହିଲା। ରାଜ୍ୟ ସରକାର ପ୍ରଚାର କଟକଣା କୋହଳ କରିବା ପରେ ଏବେ ପ୍ରାର୍ଥୀଙ୍କ ପକ୍ଷରୁ ପ୍ରଚାର ଜୋର୍ଦାର ଚାଲିଛି। ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ପାଇଁ ହେଭିଓ୍ବେଟ୍ ନେତା ପ୍ରଚାର ମଙ୍ଗ…
Archives


