Home Left

ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୧୮ ଆହତ

ଉମରକୋଟ,୧୨।୨(ସ୍ବ.ପ୍ର.): ବିବାହ ଉତ୍ସବରେ ଯୋଗଦେବାକୁ ଯାଉଥିବା ଏକ ପିକ୍‌ଅପ୍‌ ଭ୍ୟାନ୍‌ ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୧୮ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଉମରକୋଟ ବ୍ଲକ ମୁର୍ତ୍ତୁମା ପଞ୍ଚାୟତ ବଡ଼ଖଡ଼କା ଗ୍ରାମର ବଳରାମ ଭତ୍ରା(୫୩)।…

ବିଜୟଧାରା ବଦଳାଇପାରେ ଶ୍ରମିକ ଅଶାନ୍ତ

ଯାଜପୁର ଅଫିସ/କଳିଙ୍ଗନଗର, ୧୨ା୨(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ନିର୍ବାଚନ ମଣ୍ଡଳୀରେ ଖଣି ତଥା ଶିଳ୍ପ ଶ୍ରମିକମାନେ ଗଣତାନ୍ତ୍ରିକ ଅଧିକାର ପ୍ରତି ସର୍ବାଧିକ ସଚେତନ। ଏଠାରେ ୨୦୧୯ରେ ୭୯.୩୮%, ୨୦୧୪ରେ ୮୪.୩୫%, ୨୦୦୯ରେ ୭୬.୪୪% ଓ ୨୦୦୪ ସାଧାରଣ ନିର୍ବାଚନରେ ୭୬.୩୯% ମତଦାନ…

ଚାନ୍ଦିବାଉଁଶମୂଳ ପଞ୍ଚାୟତରେ ୬ ଆହତ

ରାଜନଗର,୧୨ା୨(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ ରାଜନଗର ବ୍ଲକରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ପ୍ରଥମଥର ଦୁଇ ଗୋଷ୍ଠୀ ମଧ୍ୟରେ ନିର୍ବାଚନକୁ ନେଇ ହିଂସା ଉପୁଜିଛି। ଏଥିରେ ୬ଜଣ ଆହତ ହୋଇ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅଛନ୍ତି।…

ପଞ୍ଜାବ ବିଧାନସଭା ନିର୍ବାଚନ: କଂଗ୍ରେସ ଜିତିଲେ ସିଦ୍ଧୁ ହେବେ ସୁପର ସିଏମ୍‌

ଚଣ୍ଡିଗଡ଼,୧୨ ।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିକଟରେ ବିଧାନସଭା ନିର୍ବାଚନକୁ ନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରିଛନ୍ତି । ଏହି ଘୋଷଣାର କିଛିଦିନ ପରେ ଏବେ ଦଳର ଏମ୍‌ପି ରବନୀତ ସିଂ ବିଟ୍ଟୁ ଦାବି…

ବ୍ୟକ୍ତିଗତ ହାଜର ହେଲେ ୩ ଅଧିକାରୀ

କଟକ ଅଫିସ,୧୨ା୨- ଚିଲିକା ମଙ୍ଗଳାଯୋଡିରେ ମୋଟର ଚାଳିତ ଡଙ୍ଗା ଚାଲିବା ଘଟଣାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ମୁତାବକ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡ଼ିଏ)ର ୩ ଅଧିକାରୀ ବ୍ୟକ୍ତିଗତ ଭାବେ ହାଜର ହୋଇଥିଲେ। ସିଡ଼ିଏ ମୁଖ୍ୟ କାର୍ଯ୍ୟନିର୍ବାହୀ ସୁଶାନ୍ତ…

ଷ୍ଟ୍ରଙ୍ଗ୍‌ରୁମ୍‌, କାଉଣ୍ଟିଂ ହଲ୍‌ରେ ସିସିଟିଭି ବ୍ୟବସ୍ଥା

ଜଗତ୍‌ସିଂହପୁର ଅଫିସ, ୧୨ା୨: ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଶୁକ୍ରବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସୁପରିଚାଳନା ନିମନ୍ତେ ପୋଲିସ-ମାଜିଷ୍ଟ୍ରେଟ୍‌ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ପାରୁଲ ପଟୱାରୀ ଯୋଗଦେଇ କହିଥିଲେ,…

ସରପଞ୍ଚ ପ୍ରାର୍ଥୀଙ୍କୁ ପରୀକ୍ଷା କରାଇଲେ ଭୋଟର

କୁତ୍ରା,୧୨ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରଚାର ଜମୁଥିବାବେଳେ ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ମାଲୁପଡ଼ାଠାରେ ଏକ ନୂଆ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ସମସ୍ତ ଭୋଟର ଏକଜୁଟ ହୋଇ କୁତ୍ରା ପଞ୍ଚାୟତ ସରପଞ୍ଚ ପଦବୀ ପାଇଁ ପ୍ରତିଦ୍ବନ୍ଦିତା କରୁଥିବା…

ଜିଲାରେ ନିର୍ବାଚନୀ ଅସହିଷ୍ଣୁତା ବଢୁଛି

କେନ୍ଦ୍ରାପଡ଼ା ଅଫିସ, ୧୨ା୨: କେନ୍ଦ୍ରାପଡ଼ା ଜିଲାର ଆଳି ଓ ଡେରାବିଶ ବ୍ଲକ ଅଞ୍ଚଳରେ ଆସନ୍ତା ୧୬ ତାରିଖରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭୋଟ ଗ୍ରହଣର ୩୬ ଘଣ୍ଟା…

ସୁରକ୍ଷା ପାଚେରି ଭାଙ୍ଗି ପଶିଲା ଜଙ୍ଗଲୀ ହାତୀ

ବାରଙ୍ଗ,୧୨।୨(ଡି.ଏନ୍‌.ଏ.): ନନ୍ଦନକାନନରେ ପୁଣି ସୁରକ୍ଷା ପାଚେରି ଭାଙ୍ଗି ଭିତରକୁ ପଶିଛନ୍ତି ଚନ୍ଦକା ଜଙ୍ଗଲର ଦୁଇଟି ହାତୀ। ପରିସରରେ ପଶି ଏଣେତେଣେ ବୁଲି ବୋଟ୍‌ ଘାଟ ପାଖ ପମ୍ପଘର ପଛପଟେ ଲାଗିଥିବା କଦଳୀ ଗଛଗୁଡିକୁ ଭାଙ୍ଗି ଖାଇଦେଇଛନ୍ତି ଏହି ଦୁଇ ହାତୀ। ଏହାସହ…

ଓଟ ପିଠିରେ ବସି ପ୍ରଚାର

ବାରିପଦା ଅଫିସ,୧୨ା୨: କରୋନା କଟକଣାକୁ ଦୃଷ୍ଟିରେ ରଖି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଏକାଧିକ ଲୋକଙ୍କୁ ନେଇ ସଭାସମିତି ଓ ରାଲିକୁ ବାରଣ କରାଯାଇଛି। ଫଳରେ ପ୍ରାର୍ଥୀମାନେ ନିର୍ବାଚନୀ ପ୍ରଚାର ପାଇଁ ଅଭିନବ ଉପାୟ ଅବଲମ୍ବନ କରୁଛନ୍ତି। ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ…

ବିଞ୍ଝାରପୁର ବିଧାୟିକାଙ୍କୁ ଜବାବ ତଲବ

ଯାଜପୁର ଅଫିସ,୧୨ା୨: ଚଳିତ ପଞ୍ଚାୟତ ନିର୍ବାଚନରେ ଯାଜପୁର ଜିଲାରେ ବିଜେଡି ପୂର୍ବର ସଫଳତା ଦୋହରାଇବାକୁ ଉଦ୍ୟମ କରୁଥିବାବେଳେ ଭାଜପା କଡ଼ା ଟକ୍କର ଦେଉଛି। ଏଭଳିସ୍ଥଳେ ବିଞ୍ଝାରପୁର ବ୍ଲକରେ ବିଜେଡି କର୍ମୀଙ୍କ ବିଦ୍ରୋହ ଦଳୀୟ ନେତାଙ୍କୁ ଚିନ୍ତିତ କରିଛି। ଇତିମଧ୍ୟରେ ବ୍ଲକର ୬…

ବଟି ପାଇଁ ସାଇଟ୍‌ ଇନ୍‌ଚାର୍ଜଙ୍କୁ ଅପହରଣ

ପୁରୀ ଅଫିସ, ୧୨ା୨: ବଟି ଆଦାୟ ଓ ଅପହରଣ ଅଭିଯୋଗରେ ଚନ୍ଦନପୁର ଥାନା ପୋଲିସ ୬ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚନ୍ଦନପୁର ଥାନା ଅଧୀନ ପିତେଇପୁର ଗ୍ରାମର ପ୍ରକାଶ ସ୍ବାଇଁ, ଦାଣ୍ଡସାହିର ସୋମନାଥ ବାରିକ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri