ସରପଞ୍ଚ, ସମିତିସଭ୍ୟଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି ମନ୍ତ୍ରୀ
ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ରାଜ୍ୟ ପଞ୍ଚାୟତ ନିର୍ବାଚନ ଆଇନ ଅନୁଯାୟୀ ୱାର୍ଡ ମେମ୍ବର, ସମିତିସଭ୍ୟ ଏବଂ ସରପଞ୍ଚ ପ୍ରାର୍ଥତ୍ତ୍ୱ ଅଣରାଜନୈତିକ ହେବା ଉଚିତ। ମାତ୍ର ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୱାର୍ଡ ମେମ୍ବର, ସମିତି ସଭ୍ୟ ଏବଂ ସରପଞ୍ଚ ପଦ ପାଇଁ ଶାସକ…
ରାହୁଲଙ୍କୁ ରାଜୀବଙ୍କ ପୁଅ ବୋଲି ପ୍ରମାଣ ମାଗିଛୁ କି
ନୂଆଦିଲ୍ଲୀ,୧୨ା୨: ଆସାମ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ହିମନ୍ତ ବିଶ୍ୱଶର୍ମା ଦଳୀୟ ନିର୍ବାଚନ ପ୍ରଚାର ପାଇଁ ଶୁକ୍ରବାର ଉତ୍ତରାଖଣ୍ଡ ଯାଇଥିବାବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ରାହୁଲ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ…
ମାଓବାଦୀ ଦମନ ଲାଗି ହେବ ସ୍ବତନ୍ତ୍ର ରଣନୀତି: ଡିଜିପି
ଫୁଲବାଣୀ ଅଫିସ, ୧୨ା୨: ନୂତନ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ ଶୁକ୍ରବାର କନ୍ଧମାଳ ଜିଲା ଗସ୍ତ କରି ମାଓବାଦୀ ଦମନ ଉପରେ ସମୀକ୍ଷା କରିଛନ୍ତି। ମାଓବାଦୀପ୍ରବଣ ୫ଟି ଜିଲାରେ ସେମାନଙ୍କୁ ଦମନ କରାଯିବା ଲାଗି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ ହୋଇଛି।…
ପ୍ରକାଶ ପଟ୍ଟନାୟକ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ‘ବରିଷ୍ଠ ପ୍ରଫେସର’ ମନୋନୀତ
ଭୁବନେଶ୍ୱର, ୧୨।୨(ବ୍ୟୁରୋ): ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଆଧୁନିକ ଭାରତୀୟ ଭାଷା ଓ ସାହିତ୍ୟ ଅଧ୍ୟୟନ ବିଭାଗର ପ୍ରଫେସର ଡ. ପ୍ରକାଶ ଚନ୍ଦ୍ର ପଟ୍ଟନାୟକ ୟୁଜିସିର କ୍ୟାରିୟର ଆଡ୍ଭାନ୍ସମେଣ୍ଟ ସ୍କିମ୍-୨୦୧୮ ଅନୁସାରେ ‘ବରିଷ୍ଠ ପ୍ରଫେସର’ ରୂପେ ମନୋନୀତ ହୋଇଛନ୍ତି। ଏହି ସମ୍ମାନଜନକ ପଦବୀ ପାଇବାରେ…
‘ନିଶା କାରବାର ଜଗ, ସୀମାନ୍ତରେ ନଜର ରଖ’
ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସମୟରେ ବେଆଇନ ନିଶା କାରବାର ରୋକିବା ପାଇଁ ରାଜ୍ୟର ସୀମାନ୍ତ ଅଞ୍ଚଳରେ ନଜର ରଖିବାକୁ ରାଜ୍ୟ ଅବକାରୀ କମିଶନର ଆଶିଷ କୁମାର ସିଂ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବେଆଇନ ମଦ ପ୍ରସ୍ତୁତକାରୀ, ବ୍ୟବସାୟୀ…
ସଂକଳ୍ପରେ ଅଟକିଛି ବିଧାନ ପରିଷଦ
ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ରାଜ୍ୟ ସରକାର ୨୦୧୫ରୁ ବିଧାନ ପରିଷଦ ଗଠନ ନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏନେଇ ସରକାର ୫ ଜଣିଆ କମିଟି ଗଠନ କରିଛନ୍ତି। କମିଟି ସଦସ୍ୟମାନେ ବିଭିନ୍ନ ରାଜ୍ୟ ଗସ୍ତ କରି ସରକାରଙ୍କୁ ରିପୋର୍ଟ ମଧ୍ୟ ଦେଇଛନ୍ତିି। ବିଧାନସଭାରେ…
ଚପଲ ପିନ୍ଧି ମଠକୁ ଯିବାରୁ ହତ୍ୟା
ଢେଙ୍କାନାଳ ଅଫିସ, ୧୨।୨: ଢେଙ୍କାନାଳ ଜିଲା ଗଁଦିଆ ଥାନା ମନ୍ଦାର ନିକଟ ରାସ୍ତାପାର୍ଶ୍ୱରେ ଥିବା ଶ୍ରୀ ଚୈତନ୍ୟ ଗୋସାଇଁ ମଠରେ ଗତ ବୁଧବାର ଘଟିଥିବା ବହୁ ଚର୍ଚ୍ଚିତ ଉଦ୍ଧବ ପାତ୍ର (୩୨) ହତ୍ୟାକାଣ୍ଡର ରହସ୍ୟ ଉନ୍ମୋଚିତ ହୋଇଛି। ଏଥିସହିତ ଖୋଲିଛି ୫୫…
ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ
ପୁରୀ ଅଫିସ ୧୨ା୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୧୯ ତାରିଖରେ ଦୁଇଦିନିଆ ପୁରୀ ଗସ୍ତରେ ଆସିବେ। ଏହି ଅବସରରେ ରାଷ୍ଟ୍ରପତି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀଚୈତନ୍ୟ ଗୌଡୀୟ ମଠର ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦଙ୍କ…
କୋଟିଆରେ ପୋଲିସର ଫ୍ଲାଗ୍ମାର୍ଚ୍ଚ
ପଟ୍ଟାଙ୍ଗୀ,୧୨ା୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ସବୁ ଦଳ ମଧ୍ୟରେ ସେତିକି ତତ୍ପରତା ପ୍ରକାଶ ପାଉଛି। ଏକ୍ଷେତ୍ରରେ ମଧ୍ୟ ପ୍ରଶାସନ ପଛରେ ପଡିନାହିଁ। ଶୁକ୍ରବାର ପ୍ରଶାସନ ପକ୍ଷରୁ କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକର କୋଟିଆରେ ନିର୍ବାଚନ ସ୍ଥିତି ପରଖାଯିବା…
ମା’ବାପା କୋଳକୁ ଫେରିଲା ଶିଶୁପୁତ୍ର
ନୟାଗଡ଼ ଅଫିସ,୧୨ା୨: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରୁ ବିକ୍ରି ହୋଇଥିବା ନବଜାତ ଶିଶୁପୁତ୍ର ଉଦ୍ଧାର ହେବାର ୧୪ ଦିନ ପରେ ମା’ବାପାଙ୍କ କୋଳକୁ ଶୁକ୍ରବାର ଫେରିଛି। ମା’ବାପାଙ୍କ ଆମତ୍ାହୁତି ଧମକ ‘ଧରିତ୍ରୀ’ ଶିରୋନାମାରେ ଶୁକ୍ରବାର ପ୍ରକାଶ ପାଇବା ପରେ ପ୍ରଶାସନ ବାଧ୍ୟହୋଇ…
ୟୁପିରେ ପ୍ରିୟଙ୍କା ଗାନ୍ଧୀ କାହିଁକି ଲଢୁ ନାହାନ୍ତି ନିର୍ବାଚନ
ନୂଆଦିଲ୍ଲୀ,୧୨ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ଏବେ ସେଠାରେ ରାଜନୀତି ହୋଇଛି ସରଗରମ । ପ୍ରଚାର ଯୋରସୋରରେ ହେଉଥିବା ବେଳେ ଶାସକ ଓ ବିରୋଧିଙ୍କ ମଧ୍ୟରେ ଟଣାଭିଡା ଲାଗି ରହିଛି । ଇତିମଧ୍ୟରେ ଅନେକଙ୍କ ମନରେ ପ୍ରଶ୍ନ ଉଠୁଛିକି…
ଠିକ୍ ସମୟରେ ହସ୍ତକ୍ଷେପ କରିବୁ
ନୂଆଦିଲ୍ଲୀ,୧୨ା୨(ପି.ଟି.): ପ୍ରତ୍ୟେକ ନାଗରିକଙ୍କ ସାମ୍ବିଧାନିକ ଅଧିକାରର ସୁରକ୍ଷା କରାଯିବ ଏବଂ ଉପଯୁକ୍ତ ସମୟରେ ହିଜାବ ପିଟିଶନର ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଶିକ୍ଷାନୁଷ୍ଠାନରେ ଧର୍ମୀୟ ପୋଷାକ ନ ପିନ୍ଧିବାକୁ କର୍ନାଟକ ହାଇକୋର୍ଟ ତାଙ୍କ ଅନ୍ତରୀଣ ରାୟରେ କହିଥିଲେ। ହାଇକୋର୍ଟଙ୍କ…
Archives


