ଆଜି ରିଲିଜ୍ ହେବ ଦୀପିକାଙ୍କ ଫିଲ୍ମ ‘ଗେହରାୟିଆଁ’
ମୁମ୍ବାଇ: ଅପେକ୍ଷାର ଘଟିଲା ଅନ୍ତ। ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଗେହରାଇୟାଁ’ ଶୁକ୍ରବାର ରିଲିଜ୍ ହେବାକୁ ଯାଉଛି। ଯାହାକୁ ଦେଖିବାକୁ ଦର୍ଶକ ଆଗ୍ରହର ସହ ଅପେକ୍ଷା କରି ରହିଥିଲେ। ତେବେ ଆଜି ରାତି ୧୨ଟାରେ ଫିଲ୍ମଟି ଓଟିଟି ପ୍ଲାର୍ଟଫର୍ମରେ ଷ୍ଟ୍ରିମିଂ କରିବ…
‘ଶକ୍ତିମାନ’ ଉପରେ ହେବ ଫିଲ୍ମ
ମୁମ୍ବାଇ: ଟେଲି ପରଦାର ଦୂରଦର୍ଶନରେ ପ୍ରସାରିତ ହେଉଥିବା ଲୋକପ୍ରିୟ ଧାରାବାହିକ ‘ଶକ୍ତିମାନ’ ସମସ୍ତଙ୍କୁ ମନେଥିବ। ୯୦ଦଶକରେ ଘରେ ଘରେ ପରିଚିତ ଥିବା ପ୍ରଥମ ସୁପରହିରୋ ଶକ୍ତିମାନକୁ କିଏ ବା ଭୁଲିପାରେ। ସେହି ସମୟରେ ଗଙ୍ଗାଧର ଓ ଶକ୍ତିମାନ ନାଁରେ ବେଶ୍ ପରିଚିତ…
ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ପୂର୍ବତନ ଉପବାଚସ୍ପତି, ବିଧାୟକ
ଛତ୍ରପୁର,୧୧ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ୧୯ ନଂ. ଜୋନ୍ ଜିଲାପରିଷଦ ସଭ୍ୟ ପାଇଁ ବିଜେଡି ପ୍ରାର୍ଥୀ ରଶ୍ମିତା ନାହାକଙ୍କ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଛି। ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା, ଛତ୍ରପୁର ବିଜେଡି ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହି…
କୋରାପୁଟ ଗସ୍ତରେ ପୋଲିସ ଡିଜି
କୋରାପୁଟ,୧୧।୨(ସ୍ବ.ପ୍ର.): କୋରାପୁଟ ଗସ୍ତରେ ପୋଲିସ ଡିଜି ସୁନୀଲ ବଂଶଲ। ଡିଜିଙ୍କ ସହିତ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଅଛନ୍ତି । ଜିଲାରେ ମାଓବାଦୀ ସ୍ଥିତିର ସମୀକ୍ଷା କରିବା ସହ ଆଗକୁ କିଭଳି ସୂଚାର ରୂପେ ପଞ୍ଚାୟତ ନିର୍ବାଚନ ସମ୍ପାଦନ ହୋଇପାରିବ…
ଖସିଲା ସେନସେକ୍ସ
ମୁମ୍ବାଇ,୧୧।୩: ଶୁକ୍ରବାର ଷ୍ଟକ ମାର୍କେଟ ଖୋଲିବା ମାତ୍ରେ ସେନସେକ୍ସ ହ୍ରାସ ପାଇଛି। ଗତ ତିନି ଦିନ ଧରି ବାଣିଜ୍ୟରେ କ୍ରମାଗତ ଅଭିବୃଦ୍ଧି ଉପରେ ବ୍ରେକ ଲାଗିଛି। ବ୍ୟବସାୟ ଆରମ୍ଭରେ ବିଏସ୍ଇ ସେନସେକ୍ସ ୬୫୦ ପଏଣ୍ଟ ଖସି ୫୮,୨୭୫ ସ୍ତରରେ ଖୋଲିଛି। ସେହିଭଳି,…
୩ ହାଇସ୍କୁଲରେ ପଢାଯିବ ଯୁକ୍ତ-୨ ପାଠ
ଝାରସୁଗୁଡ଼ା ଅଫିସ,୧୧ା୨: ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ପଶ୍ଚିମ ଓଡିଶା ଗସ୍ତରେ ଆସି ଝାରସୁଗୁଡା ଜିଲାର ଶିକ୍ଷା ବ୍ୟବସ୍ଥାକୁ ନେଇ ସ୍ଥାନୀୟ ଡିପିସି କାର୍ଯ୍ୟାଳୟରେ ସମୀକ୍ଷା ଥିଲେ। କୌଣସି ଛାତ୍ରୀଛାତ୍ର ଗୁଣାମତ୍କ…
ପୁନରୁଦ୍ଧାର ଅପେକ୍ଷାରେ ପୁରୀ ସଂଗ୍ରହାଳୟ
ପୁରୀ ଅଫିସ,୧୧।୨: ସଂସ୍କୃତି ଓ ଐତିହ୍ୟର ବାର୍ତ୍ତାବହ କୁହାଯାଉଥିବା ପୁରୀ ସଂଗ୍ରହାଳୟ ଏବେ ଅବହେଳିତ ହୋଇପଡ଼ିଛି। ଉଦ୍ଘାଟନ ଦିନଠାରୁ ଅର୍ଥାତ ଦୀର୍ଘ ୩୦ବର୍ଷ ହେଲା ସଂଗ୍ରହାଳୟ ଭଡ଼ାଘରେ ଚାଲିଛି। ଏଠାରେ ଅନେକ ଦୁର୍ମୂଲ୍ୟ କଳାକୃତି, ପଥର ମୂର୍ତ୍ତି, ସୋଲ କାରୁକାର୍ଯ୍ୟ ଓ…
ପୂର୍ବତନ ବିଧାୟିକା ରୋଶନୀ ସିଂଦେଓଙ୍କ ପରଲୋକ
ଧର୍ମଗଡ,୧୧।୨(ଡି.ଏନ୍.ଏ.): ପୂର୍ବତନ ବିଧାୟିକା ରୋଶନୀ ସିଂଦେଓଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ଭୁବନେଶ୍ବରସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ କୋକସରାରୁ ଲଗାତର ୨ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୫-୨୦୦୦ ଏବଂ…
ଭୁବନେଶ୍ୱର ବିମାନବନ୍ଦରକୁ ‘ଭଏସ୍ ଅଫ୍ କଷ୍ଟମର’ ମାନ୍ୟତା
ଭୁବନେଶ୍ୱର,୧୧।୨(ବ୍ୟୁରୋ): ଏୟାରପୋର୍ଟ କାଉନ୍ସିଲ ଇଣ୍ଟରନ୍ୟାଶନାଲ(ଏସିଆଇ) ଅଧୀନରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ୨୦୨୧ ପାଇଁ ‘ଯାତ୍ରୀଙ୍କ ସ୍ବର’ ବା ‘ଭଏସ୍ ଅଫ୍ କଷ୍ଟମର’ ମାନ୍ୟତା ମିଳିଛି। ଏହାସହିତ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆର ସାତୋଟି ବିମାନବନ୍ଦର ଏହି ମାନ୍ୟତା ପାଇଛନ୍ତି।…
ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍, ଆଉ ୨୦ ଆକ୍ରାନ୍ତ ମୃତ
ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢିଚାଲିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୦ ଜଣ ଆକ୍ରାନ୍ତଙ୍କ ମତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୃତକଙ୍କ ମଧ୍ୟରୁ ଯାଜପୁରରୁ…
ଟ୍ରାକ୍ରୁ ଦୂରେଇ ଗଲେ ଉସେନ ବୋଲ୍ଟଙ୍କୁ ହରାଇଥିବା ଧାବକ
ଲସ୍ ଏଞ୍ଜେଲସ୍,୧୧।୨: ଆମେରିକାର କିମ୍ବଦନ୍ତୀ ଧାବକ ଜଷ୍ଟିନ ଗାଟଲିନ ଗୁରୁବାର ଆଥ୍ଲେଟିକ୍ସରୁ ସନ୍ନ୍ୟାନ ଘୋଷଣା କରିଛନ୍ତି। ୨୦୧୭ ବିଶ୍ୱ ଚାମ୍ପିୟନ୍ଶିପ୍ରେ ସେ କିମ୍ବଦନ୍ତୀ ଧାବକ ଉସେନ ବୋଲ୍ଟଙ୍କୁ ହରାଇ ସ୍ବର୍ଣ୍ଣ ପଦକ ଜିତିଥିଲେ। ଅନେକ ବିଶ୍ୱ ଟାଇଟଲ ସହ ଅଲିମ୍ପକ୍ ସ୍ବର୍ଣ୍ଣ…
ସମ୍ବେଦନଶୀଳ ବୁଥ୍ ଚି଼ହ୍ନଟ, ସୁରକ୍ଷା ବ୍ୟବସ୍ଥା ପାଇଁ ବ୍ୟାପକ ବନ୍ଦୋବସ୍ତ
ଗଞ୍ଜାମ,୧୧।୨(ଡି.ଏନ୍.ଏ.): ଆସନ୍ତା ୨୦ରେ ଗଞ୍ଜାମ ବ୍ଲକରେ ହେବ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ l ଏହି ବ୍ଲକ ୧୫ ପଞ୍ଚାୟତକୁ ନେଇ ଗଠିତ ହୋଇଥିବା ବେଳେ ଦୁଇଟି ଜିଲାପରିଷଦ ଜୋନ୍ ରହିଛି l ମୋଟ ଭୋଟର ସଂଖ୍ୟା ୭୪,୬୯୩ l ଶୃଙ୍ଖଳିତ ନିର୍ବାଚନ…
Archives


