Home Left

ରୁଷିଆ-ୟୁକ୍ରେନ ଯୁଦ୍ଧ: ଗୁଜରାଟର ଲକ୍ଷ ଲକ୍ଷ ହୀରା ଶ୍ରମିକଙ୍କ ଜୀବନ ଜୀବିକା ପ୍ରଭାବିତ

ମସ୍କୋ/ଗାନ୍ଧୀନଗର,୧୩ ।୬: ରୁଷିଆ-ୟୁକ୍ରେନ ଯୁଦ୍ଧ ସାରା ବିଶ୍ୱରେ କିଛି ନା କିଛି ପ୍ରଭାବ ନିଶ୍ଚିତ ଭାବେ ପକାଇଛି । ଏବେ ଏହାର ପ୍ରଭାବ ଗୁଜରାଟର ହୀଳା ଶିଳ୍ପ ଉପର ପଡିଥିବା ଦେଖାଯାଇଛି । ବିଶେଷ କରି ସ୍ୱରାଷ୍ଟ୍ରର ଗ୍ରାମାଞ୍ଚଳରେ କାମ କରୁଥିବା…

ଫ୍ଲାଟ୍‌ ଦେବା ନାଁରେ ୧୭ ଲକ୍ଷ ଚଳୁ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଫ୍ଲାଟ୍‌ ଦେବାକୁ କହି ୧୭ ଲକ୍ଷ ୬୦ ହଜାର ଟଙ୍କା ନେଲେ। ହେଲେ ଫ୍ଲାଟ୍‌ ଦେଲେ ନାହିଁ। ଯେତେବେଳେ ଟଙ୍କା ଫେରାଇବାକୁ କହିଲେ, ବିଭିନ୍ନ ପ୍ରକାର ବାହାନାକରି ଦିନ ଗଡାଇବା ସହ ଧମକ ଦେଲେ। ଶେଷରେ ଠକାମିର ଶିକାର ହୋଇଥିବା…

ସଭିଏ ସମାନ

ଅନ୍ତର୍ଜାତୀୟ ଆଲବିନିଜମ ସଚେତନତା ଦିବସ (ଆଇଏଏଡି) ପ୍ରତିବର୍ଷ ଜୁନ୍‌ ୧୩ରେ ସାରା ବିଶ୍ୱରେ ଆଲବିନିଜମ ଥିବା ବ୍ୟକ୍ତିଙ୍କ ମାନବିକ ଅଧିକାର ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପାଳନ କରାଯାଇଥାଏ। ୨୦୦୦ ଦଶକ ମଧ୍ୟଭାଗରେ, ସର୍ବସାଧାରଣରେ ତାଞ୍ଜାନିଆରେ ଆଲବିନିଜମ ବ୍ୟକ୍ତିମାନଙ୍କ ଉପରେ ହିଂସାତ୍ମକ…

ରଜ ପାଇଁ ସବୁଠି ଉତ୍ସାହ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଦିନକ ପରେ ମଙ୍ଗଳବାରଠାରୁ ଆରମ୍ଭ ହେଉଛି ରଜ ପର୍ବ। ଓଡ଼ିଆ ଘରର ଏହି ମହାନ ପର୍ବକୁ ଏଥର ଧୁମ୍‌ଧାମ୍‌ରେ ପାଳନ କରିବାକୁ ପ୍ରସ୍ତୁତ ହେଉଛି ରାଜଧାନୀ ଭୁବନେଶ୍ୱର ସମେତ ସାରା ରାଜ୍ୟ। କରୋନା ମହାମାରୀ ପାଇଁ ୨ବର୍ଷ ହେବ ଫିକା…

ଖରାରେ ପକାଇ ପୁଅକୁ ମାରିଦେଲେ

ଢେଙ୍କିକୋଟ,୧୩।୬ (ଡି.ଏନ.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅଧୀନ ସାନମସିଣାବିଲା ଗ୍ରାମରେ ହାତଗୋଡ଼ ବାନ୍ଧି ଖରାରେ ପକାଇଦେବାରୁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ପୋଲିସ ତାଙ୍କ ବାପାଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ପୋଲିସ ସୂଚନା…

ଶାସନରେ ମହାରାଣୀଙ୍କ ରେକର୍ଡ

ଇଂଲଣ୍ଡ,୧୩।୬: ଦୀର୍ଘଦିନ ଧରି ଶାସନ କରିଥିବା ଶାସକଙ୍କ ସୂଚୀର ଦ୍ୱିତୀୟ ସ୍ଥାନରେ ବ୍ରିଟେନ୍‌ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟ ରହିଛନ୍ତି। ଥାଇଲାଣ୍ଡ ରାଜା ଭୂମିବୋଲ ଅଦୁଲ୍ୟାଦେଜ୍‌ଙ୍କୁ ପଛରେ ପକାଇ ମହାରାଣୀ ଏହି ସ୍ଥାନ ଅଧିକାର କରିଛନ୍ତି। ତାଲିକାର ପ୍ରଥମରେ ଫ୍ରାନ୍ସର ଲୁଇସ ଚତୁର୍ଦ୍ଦଶ…

ଆଜି ଇମାମି-କିସ୍‌ ଆବାସିକ ବିଦ୍ୟାଳୟ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ବାଲେଶ୍ୱର ଜିଲା ରେମୁଣା ବ୍ଲକ୍‌ ଅନ୍ତର୍ଗତ ଆରମଳାଠାରେ ନିର୍ମିତ କିସ୍‌ର ନୂତନ ଶାଖା ଇମାମି-କିସ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୩ ତାରିଖ ସୋମବାର ଉଦ୍‌ଘାଟନ କରିବେ। ୧ଲକ୍ଷ ୨୦ହଜାର ବର୍ଗଫୁଟ ଅଞ୍ଚଳରେ ଗଢ଼ି ଉଠିଥିବା ଏହି ବିଦ୍ୟାଳୟ ପାଇଁ…

୨୦୨୫ ସୁଦ୍ଧା ଓଡ଼ିଶାକୁ ଶିଶୁ ଶ୍ରମମୁକ୍ତ ରାଜ୍ୟ ଲକ୍ଷ୍ୟ

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ଓଡ଼ିଶାକୁ ୨୦୨୫ ସୁଦ୍ଧା ଶିଶୁ ଶ୍ରମ ମୁକ୍ତ ରାଜ୍ୟ ଭାବରେ ଗଢ଼ିତୋଳିବା ପାଇଁ ଲକ୍ଷ୍ୟ ରହିଛି। ଏଥିପାଇଁ ସବୁ କ୍ଷେତ୍ରରେ ଉଦ୍ୟମର ଆବଶ୍ୟକତା ରହିଛି ବୋଲି ରାଜ୍ୟ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ କହିଛନ୍ତି। ରବିବାର ବିଶ୍ୱ ଶିଶୁ…

ପ୍ରକଳ୍ପ ପାଇଁ ସିଧା କିଣାଯିବ ଜମି

ଯାଜପୁର ଅଫିସ,୧୩ା୬: ଜମି ଅଧିଗ୍ରହଣରେ ତପତ୍ରତା ଅଭାବରୁ ରାଜ୍ୟରେ ଏକାଧିକ ନୂଆ ରେଳ ଲାଇନ ଏବଂ ସମ୍ପ୍ରସାରଣ ପ୍ରକଳ୍ପର ଅଗ୍ରଗତି ନୈରାଶ୍ୟଜନକ ରହିଛି। ସେଥିମଧ୍ୟରୁ ଯାଜପୁର, ଅନୁଗୋଳ ଏବଂ ଢେଙ୍କାନାଳ ଜିଲା ଦେଇ ନିର୍ମାଣାଧୀନ ନୂତନ ରେଳ ଲିଙ୍କ୍‌ ଅନୁଗୋଳ-ଡୁବୁରୀ-ସୁକିନ୍ଦା ପ୍ରକଳ୍ପ…

ବୁଲଡୋଜର ରାଜନୀତି, ଯୋଗୀଙ୍କୁ ଟାର୍ଗେଟ କଲେ ଓୱାଇସି

ଲକ୍ଷ୍ନୌ,୧୩ ।୬: ଭାରତୀୟ ଜନତା ପାର୍ଟି(ଭାଜପା)ରୁ ନିଲମ୍ବିତ ହୋଇଥିବା ରାଷ୍ଟ୍ରୀୟ ପ୍ରବକ୍ତା ନୁପୁର ଶର୍ମା ପ୍ରଫେଟ ମହମ୍ମଦଙ୍କୁ ନେଇ ଦେଇଥିବା ବିବାଦୀୟ ଟିପ୍ପଣିକୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ହିଂସା ପରିସ୍ଥିତି ଉପୁଜିଛି । ଶୁକ୍ରବାରର ନମାଜ ପରେ ଉତ୍ତର…

ଭାଜପାରୁ କୌଶଲ୍ୟାଗଙ୍ଗ ମଣ୍ଡଳ ସଭାପତିଙ୍କ ଇସ୍ତଫା

ପିପିଲି,୧୩ା୬(ଡି.ଏନ୍‌.ଏ.): ପୁରୀ ଜିଲା ପିପିଲି ବ୍ଲକ କୌଶଲ୍ୟାଗଙ୍ଗ ଭାଜପା ମଣ୍ଡଳ ସଭାପତି ପର୍ଶୁରାମ ମହାପାତ୍ର ପ୍ରାଥମିକ ସଦସ୍ୟ ଓ ମଣ୍ଡଳ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ରବିବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର…

ମୌସୁମୀ ଅଧିବେଶନରେ ନବୀନଙ୍କ ଭର୍ଚୁଆଲ ଉପସ୍ଥିତିକୁ ନେଇ ଟୁଇଟ୍‌ ରାଜନୀତି

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ କାର୍ଯ୍ୟକ୍ରମକୁ ନେଇ ବିରୋଧୀ ଏବଂ ଶାସକ ଦଳ ନେତାଙ୍କ ମଧ୍ୟରେ ସମାଲୋଚନା ଆରମ୍ଭ ହୋଇଯାଇଛି। ଟୁଇଟ୍‌ରେ ଏହି କଳି ଏବେ ଜୋର୍‌ ଧରିଛି। ମୁଖ୍ୟମନ୍ତ୍ରୀ ଆସନ୍ତା ମୌସୁମୀ ଅଧିବେଶନରେ ଭର୍ଚୁଆଲରେ ଯୋଗଦେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?