Home Left

ଗମ୍ଭୀରଙ୍କୁ କୋଚ୍ ପଦରୁ ବହିଷ୍କାର କରାଯିବା ଉଚିତ କି ? ସ୍ପଷ୍ଟ ଜବାବ ଦେଲେ ସୌରଭ ଗାଙ୍ଗୁଲି

କୋଲକାତା,୧୯।୧୧: ଇଡେନ ଗାର୍ଡେନ୍ସରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ୍‌ରେ ଭାରତର ପରାଜୟ ପରେ କୋଚ୍ ଗୌତମ ଗମ୍ଭୀରଙ୍କୁ ପଦରୁ ହଟାଇବା ନେଇ ଉଠିଥିବା ପ୍ରଶ୍ନ ଉପରେ କ୍ରିକେଟ୍ ଆସୋସିଏସନ୍ ଅଫ୍ ବେଙ୍ଗଲ (CAB) ସଭାପତି ସୌରଭ…

‘ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ନ ଥିଲେ ଦେଶର ଚିତ୍ର ଅଲଗା ହୋଇଥାନ୍ତା’

ଭଞ୍ଜନଗର,୧୯ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ବୁଧବାର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି। ଏନେଇ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରୁ ଏକ…

ରମେଶ୍ୱର-ପାରାଦୀପ ଉପକୂଳ ରାଜପଥକୁ ଖୁବ୍ ଶୀଘ୍ର ମିଳିବ ସବୁଜ ସଙ୍କେତ

ଭୁବନେଶ୍ୱର,୧୯।୧୧: ଓଡ଼ିଶାର ବହୁ ପ୍ରତୀକ୍ଷିତ ରମେଶ୍ୱରରୁ ପାରାଦୀପ ପର୍ଯ୍ୟନ୍ତ ଉପକୂଳ ରାଜପଥ ପ୍ରକଳ୍ପ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ବୋଲି ବୁଧବାର ଶ୍ରମ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସମସ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ…

ଇକୋ ରିଟ୍ରିଟ୍‌ କର୍ମଚାରୀ ଶିଖୁଛନ୍ତି ନିଆଁ ଲିଭାଇବାର କୌଶଳ

ଦାରିଙ୍ଗବାଡ଼ି,୧୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ ପରିସର ମଧ୍ୟରେ ପର୍ଯ୍ୟଟକଙ୍କୁ ନିଆଁ ଦାଉରୁ ସୁରକ୍ଷା ଦେବା ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ବୁଧବାର ପୂର୍ବ ଯୋଜନା ଅନୁଯାୟୀ ଅଗ୍ନିଶମ ବିଭାଗର ଗାଡ଼ି ସାଇରନ ଦେଇ…

ରାଜ୍ୟରେ ବଢ଼ିବ ତହସିଲ ସଂଖ୍ୟା, ସୂଚନା ଦେଇ ରାଜସ୍ବ ମନ୍ତ୍ରୀ କହିଲେ ପ୍ରଥମ ପର୍ଯ୍ୟାୟରେ…

ଭୁବନେଶ୍ୱର,୧୯ା୧୧:  ପ୍ରଶାସନିକ ବ୍ୟବସ୍ଥାକୁ ସୁଦୃଢ଼ ଏବଂ ସେବା ଯୋଗାଣକୁ ଅଧିକ କାର୍ଯ୍ୟକ୍ଷମ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ରାଜ୍ୟରେ ନୂତନ ତହସିଲ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୨୦୨୭ ଜନଗଣନା ପରେ ରାଜ୍ୟରେ ତହସିଲ ସଂଖ୍ୟା ବଢ଼ିବ। ଏନେଇ ସୂଚନା ଦେଇଛନ୍ତି…

ବିଦ୍ୟାଳୟ ପାଇଖାନା ଘରେ ପଡ଼ି ଚାଲିଗଲା ଆଦିବାସୀ ଛାତ୍ରୀଙ୍କ ଜୀବନ

କେନ୍ଦୁଝର,୧୯ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଭୀମାକାଣ୍ଡ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଜଣେ ଛାତ୍ରୀ ପାଇଖାନା ଯାଇଥିବା ବେଳେ ସେଠାରେ ପଡ଼ି ମୃତ୍ୟୁ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତଳେ ପଡ଼ିଯିବାରୁ ତାଙ୍କ ମୁଣ୍ଡରେ ଶକ୍ତ…

ପୁଅର ନାଁ ରଖିଲେ ପରିଣୀତି: ଅର୍ଥ ଜାଣିଲେ…

ପରିଣୀତି ଚୋପ୍ରା ଏବଂ ରାଘବ ଚଢା ନିକଟରେ ଏକ ପୁତ୍ର ସନ୍ତାନକୁ ସ୍ବାଗତ କରିଛନ୍ତି। ପ୍ରଶଂସକମାନେ ସେମାନଙ୍କ ପୁଅର ଏକ ଝଲକ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଥିଲେ। ଏବେ ଏହି ଦମ୍ପତି ସେମାନଙ୍କ ଅପେକ୍ଷାର ଅନ୍ତ ଘଟାଇ ଏକ ମାସ…

ଆଦିବାସୀ ଟଙ୍କାରେ ଅୟସ କରୁଥିଲେ ଯନ୍ତ୍ରୀ, ଡେପୁଟେଶନରେ ଯିବାକୁ ଜାରି ହେଲା ଅର୍ଡର

ନୀଳଗିରି,୧୯ା୧୧ (ପ୍ରଶାନ୍ତ କୁମାର ବିଶ୍ୱାଳ): ନୀଳଗିରିର ବହୁ ବାଦବିବାଦରେ ଲିପ୍ତ ନୀଳଗିରି ବ୍ଲକର ସହକାରୀ ଯନ୍ତ୍ରୀ ଶରତଚନ୍ଦ୍ର ଉପାଧ୍ୟାୟ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକକୁ ଡେପୁଟେଶନରେ ବଦଳି ଅର୍ଡର ହୋଇଥିବା ଜଣାଯାଇଛି। ଆଇଟିଡିଏ କାର୍ଯ୍ୟରତ ଥିବାବେଳେ ଆଦିବାସୀ ଟଙ୍କାରେ ଅୟସ କରୁଥିଲେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା ଉପରେ ପ୍ରଶଂସା କଲେ ଶଶି ଥରୁର, ଶୁଣିକି କାବା ହୋଇଗଲା କଂଗ୍ରେସ

ନୂଆଦିଲ୍ଲୀ,୧୯।୧୧: କଂଗ୍ରେସ ସାଂସଦ ଶଶି ଥରୁର ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଖୋଲାଖୋଲି ପ୍ରଶଂସା କରି, ଦଳୀୟ ଧାଡି ଭାଙ୍ଗି ଚର୍ଚ୍ଚାରେ ଅଛନ୍ତି। ସେ ରାମନାଥ ଗୋଏଙ୍କା ବକ୍ତୃତାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣକୁ “ଅର୍ଥନୈତିକ ଦୃଷ୍ଟିକୋଣ ଏବଂ ସାଂସ୍କୃତିକ ଆହ୍ବାନ”…

ନୀତୀଶ ହେବେ ମୁଖ୍ୟମନ୍ତ୍ରୀ, ଏହି ୨ ନେତା ହେବେ ଉପମୁଖ୍ୟମନ୍ତ୍ରୀ: ହୋଇଗଲା ଫାଇନାଲ

ପାଟନା,୧୯।୧୧: ବିହାରରେ ନୂତନ ସରକାରଙ୍କ ଚିତ୍ର ଏବେ ସ୍ପଷ୍ଟ। ନୀତୀଶ କୁମାର ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ସେହିପରିସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନାଙ୍କୁ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ କରାଯିବ। ପ୍ରକୃତରେ, ନୀତୀଶ କୁମାରଙ୍କୁ ଜେଡିୟୁ ବିଧାୟକ ଦଳ ବୈଠକରେ ନେତା ମନୋନୀତ…

ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା: ତାପମାତ୍ରା ରହିଛି…

ଦାରିଙ୍ଗବାଡି, ୧୯।୧୧ (ଅରୁଣ ସାହୁ): ଶୀତରେ ଥରୁଛି ସାରା ରାଜ୍ୟ। ୧୦ ଡିଗ୍ରୀ ତଳେ ୨ ସହର। ୮.୫ ଡିଗ୍ରୀ ସହ ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା ପାଲଟିଥିବା ବେଳେ ଫୁଲବାଣୀରେ ତାପମାତ୍ରା ୯ ଡିଗ୍ରୀ ରହିଛି। ସେହିପରି କଟକରେ ତାପମାତ୍ରା ୧୪.୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri