୭ ଅଭିଯୁକ୍ତଙ୍କୁ ଆଜୀବନ ଜେଲ
ଉମରକୋଟ, ୮।୨(ସ୍ବ.ପ୍ର.): ହତ୍ୟା ମାମଲାରେ ୭ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି ଉମରକୋଟ ଅତିରିକ୍ତ ଜିଲା ଦୌରାଜଜ୍ ସୁନୀଲ କୁମାର ଦାସ। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ୍ଦଣ୍ଡ ଭୋଗିବେ ବୋଲି ରାୟରେ…
ରାଜ୍ୟରୁ ପୁଣି ୨୧ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୭୭୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…
ମହାଭାରତର ଭୀମ ପ୍ରବିଣ କୁମାରଙ୍କ ପରଲୋକ
ମୁମ୍ବାଇ: ବି ଆର୍ ଚୋପ୍ରାଙ୍କ ମହାଭାରତର ଭୀମ ଚରିତ୍ରରେ ଅଭିନୟ କରୁଥିବା କଳାକାର ପ୍ରବିଣ କୁମାର ସୋବତିଙ୍କର ପରଲୋକ ହୋଇଛି । ସୋମବାର ୭୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ବେଶ କିଛିଦିନ ହେବ ସେ…
ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫୦୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨୯ ଜଣ ପିଲା ଅଛନ୍ତି। ୮୭୩ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୬୩୦ ଲୋକାଲ କେସ ରହିଛି। ଏ ନେଇ ରାଜ୍ୟ ସୂଚନା…
ପୁଣି ଉପସ୍ଥିତି ଜାହିର କଲେ ମାଓବାଦୀ: ପୋଡିଲେ ଜେସିବି, ଟ୍ରାକ୍ଟର
ଫୁଲବାଣୀ ଅଫିସ, ୮।୨: କନ୍ଧମାଳ ଜିଲାରେ ମାଓବାଦୀମାନେ ପୁଣି ଉପସ୍ଥିତି ଜାହିର କରିଛନ୍ତି। ଫିରିଙ୍ଗିଆ ବ୍ଲକ କିଆମୁଣ୍ଡାରେ ରାସ୍ତା ନିର୍ମାଣକୁ ବିରୋଧ କରି ଏକ ଠିକା ସଂସ୍ଥାର ଜେସିବି, ଟ୍ରାକ୍ଟର ପୋଡି ଦେଇଛନ୍ତି। ଏଥିସହ ଘଟଣାସ୍ଥଳରେ ପୋଷ୍ଟର ବ୍ୟାନର ମାରିଛନ୍ତି। ନିର୍ବାଚନ…
ଅଦା ଚା’ ପିଉଥିଲେ….
ଅଦା ଚା’ ଆବଶ୍ୟକରୁ ଅଧିକ ପିଇବା ଦ୍ୱାରା ଗ୍ୟାସ୍ ସମସ୍ୟା ଦେଖାଦେଇପାରେ। ଅଦା ଖାଦ୍ୟ ହଜମ କରିବାରେ ସାହାଯ୍ୟକରେ। ହେଲେ ଅଦାରେ ଥିବା ଜିଞ୍ଜୋରୋଲସ୍ ନାମକ ଉପାଦାନ ଅଧିକ ହେଲେ ପେଟରେ ଏସିଡ୍ ସୃଷ୍ଟି କରେ। ତେଣୁ ଅଧିକ ଅଦା ଚା’…
‘ପୋଲିଂ ଡେ’କୁ ‘ପବ୍ଲିକ ହଲିଡେ’ ଘୋଷଣା କଲେ ଗୋଆ ସରକାର
ପଣଜୀ,୮ ।୨: ପାଖେଇ ଆସିଲାଣି ୫ ରାଜ୍ୟର ବିଧାନସଭା ନିର୍ବାଚନ । ଏହି କ୍ରମରେ ଗୋଆ ବିଧାନସଭା ପାଇଁ ୧୪ ଫେବୃୟାରୀରେ ଭୋଟ ଗ୍ରହଣ କରାଯିବ । ଏହି ଦିନକୁ ଅର୍ଥାତ୍ ‘ପୋଲିଂ ଡେ’କୁ ଗୋଆ ସରକାର ‘ପବ୍ଲିକ ହଲିଡେ’ ଭାବେ…
ଜିଅନ୍ତା ମାଛ ଧରି ଘରକୁ ଘର ବୁଲି ପ୍ରଚାର କଲେ ପ୍ରାର୍ଥୀ
ଖଡିଆଳ,୮।୨(ଡି.ଏନ.ଏ.): ଜିଅନ୍ତା ମାଛ ଧରି ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କରୁଛନ୍ତି ଜଣେ ସରପଞ୍ଚ ପ୍ରାର୍ଥୀ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ନୂଆପଡ଼ା ଜିଲା ଖଡିଆଳ ବ୍ଲକ ସରପଞ୍ଚ ପ୍ରାର୍ଥୀ ପ୍ରଭୁଦତ୍ତ ଗୌଡ଼। ଚଳିତ ପଞ୍ଚାୟତ ନିର୍ବାଚନରେ ଗଡ୍ରାମୁଣ୍ଡା ପଞ୍ଚୟତରେ…
ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ-ଏଲଆଇପି ସମର୍ଥକ ମୁହାଁମୁହିଁ
ଚଣ୍ଡିଗଡ଼,୮ ।୨: ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାର କାର୍ଯ୍ୟ ଯୋରସୋରରେ ଚାଲିଛି । ଇତିମଧ୍ୟରେ ସୋମବାର ରାତିରେ ଆତ୍ମ ନଗର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ କମଲଜିତ ସିଂ କରୱାଲ ଓ ଲୋକ ଇଂସାଫ ଦଳର…
ଭାଲେଣ୍ଟାଇନ୍ସ ଡେ’ ଆଉଟ୍ଫିଟ୍
ଆରମ୍ଭ ହୋଇଯାଇଛି ଭାଲେଣ୍ଟାଇନ୍ସ ଓ୍ବିକ୍। ଏହି ସ୍ପେଶାଲ ଅବସରରେ ଯୁବତୀ ଏବଂ ମହିଳା କିପରି ଗେଟ୍ଅପ୍ ନେଲେ ସୁନ୍ଦର ଲାଗିବେ ଜାଣିରଖନ୍ତୁ ଟିପ୍ସ… କ୍ରପ୍ ଟପ୍ସ ଏବଂ ହାଇ ଓ୍ବେଷ୍ଟ ଜିନ୍ସ-ଆଜିକାଲି ଏହି ପ୍ରକାର ଡ୍ରେସ୍ର ଚାହିଦା ଅଧିକ। ନିଜକୁ ଯଦି…
ମା’ ଆଉ ଅନ୍ଲାଇନ ଜବ୍
ଅନେକ କର୍ମଜୀବୀ ମହିଳାଙ୍କୁ ସନ୍ତାନ ଜନ୍ମ ପରେ ଚାକିରି ସମ୍ଭାଳିବା କଷ୍ଟକର ହୋଇପଡ଼େ। ପିଲାକୁ ଛାଡ଼ି ବାହାରକୁ ଯିବା ଏକ ପ୍ରକାର ଅସମ୍ଭବ ହୋଇ ପଡୁଥିବାରୁ ମନ କଷ୍ଟ ସତ୍ତ୍ୱେ କେତେଜଣଙ୍କୁ ପରିସ୍ଥିତି ବାଧ୍ୟକରେ ଜବ୍ ଛାଡ଼ିବାକୁ। ହେଲେ ଏବେ ଅନ୍ଲାଇନ…
କଂଗ୍ରେସରେ ସାମିଲ ହେଲେ ବଲିଉଡ୍ ଅଭିନେତ୍ରୀ ରିମି ସେନ
ଡେରାଡୁନ୍,୮।୨: ବଲିଉଡ୍ ଅଭିନେତ୍ରୀ ତଥା ବିଜେପିର ଷ୍ଟାର ପ୍ରଚାରକ ରିମି ସେନ ଉତ୍ତରାଖଣ୍ଡରେ କଂଗ୍ରେସରେ ସାମିଲ ହୋଇଛନ୍ତି । ଏ ନେଇ ହରିଶ ରାୱତ ସୂଚନା ଦେଇଛନ୍ତି । ରିମି ସେନ କଂଗ୍ରେସରେ ଯୋଗ ଦେଉଥିବା ସମୟର ଭିଡିଓ ନିଜ ଅଫିସିଆଲ…
Archives


