ଏନ୍ଜିଟି ରାୟ ବିରୋଧରେ ସୁପ୍ରିମକୋର୍ଟ ଯିବେ ରାଜ୍ୟ ସରକାର
ଯାଜପୁର ଅଫିସ,୮ା୬: ଯାଜପୁର ଜିଲା ସୁକିନ୍ଦା ବିହନ ଫାର୍ମରେ ଜଙ୍ଗଲ ଜମିକୁ ଅଣ ଜଙ୍ଗଲ ଜମିରେ ବ୍ୟବହାର ଅନୁମତି ନ ଥିବା ଦର୍ଶାଇ ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି) ପରିବେଶ କ୍ଷତିପୂରଣ ବାବଦକୁ ରାଜ୍ୟ ସରକାରଙ୍କୁ ୧କୋଟି ଟଙ୍କା ଜରିମାନା କରିଛନ୍ତି। ଏପରି…
ନରସିଂହପୁର ଜଙ୍ଗଲରେ ବୁଲୁଛି ଗୁଳିବିଦ୍ଧ ଦନ୍ତା
ଭୁବନେଶ୍ୱର, ୮।୬(ବ୍ୟୁରୋ): ଆଠଗଡ଼ ଡିଭିଜନରେ ଐତିହ୍ୟ ପ୍ରାଣୀ ହାତୀ ଯେ ସମ୍ପୂର୍ଣ୍ଣ ଭାବେ ଅସୁରକ୍ଷିତ ତାହା ବାରମ୍ବାର ପ୍ରମାଣିତ ହୋଇଆସୁଛି। ଆଠଗଡ଼ ବନଖଣ୍ଡ ଅଧୀନସ୍ଥ ବଡ଼ମ୍ବା ରେଞ୍ଜରେ ଦୁଇଟି ସ୍ଥାନରେ ଗତ ୨ ଓ ୩ ତାରିଖରେ ଲଗାତର ଦୁଇଦିନରେ ଦୁଇଟି…
ଦାୟିତ୍ୱ ନେବାପରେ ଅଧିକାରୀଙ୍କ ସହ ୨ ମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗର ନୂଆ ମନ୍ତ୍ରୀ ଭାବେ ରାଜେନ୍ଦ୍ର ଢୋଲକିଆ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭାଗ ପକ୍ଷରୁ ସର୍ବପ୍ରଥମେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ…
ଡକରା ପାଇ ଦିଲ୍ଲୀରେ ପହଞ୍ଚିଲେ ପିସିସି ସଭାପତି
ଭୁବନେଶ୍ୱର,୮ା୬(ବ୍ୟୁରୋ): ନବନିଯୁକ୍ତ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଡକରା ପାଇ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ରାହୁଲ ଗାନ୍ଧୀ ଏବଂ ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି) ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା କାର୍ଯ୍ୟକ୍ରମ…
‘ଜୀବନ ଦେବି ପଛେ ପଶ୍ଚିମବଙ୍ଗର ବିଭାଜନ ହେବାକୁ ଦେବିନି’
କୋଲକାତା, ୮।୬: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ଅଧ୍ୟକ୍ଷା ମମତା ବାନାର୍ଜୀ ଭାଜପାକୁ ଟାର୍ଗେଟ କରଛନ୍ତି। ସେ କହିଛନ୍ତି ଯେ ମୁଁ ମୋ ଜୀବନ ଦେବି ପଛେ କିନ୍ତୁ ଭାଜପାକୁ ପଶ୍ଚିମବଙ୍ଗ ବିଭାଜନ କରିବାକୁ ଦେବି ନାହିଁ। ତୁମେ…
କ୍ରସ୍ ଭୋଟିଂ କରିବେ ୪ କଂଗ୍ରେସ ବିଧାୟକ
ନୂଆଦିଲ୍ଲୀ,୮।୬: ରାଜ୍ୟ ସଭା ନିର୍ବାଚନ ବେଳେ ରାଜସ୍ଥାନର ୪ କଂଗ୍ରେସ ବିଧାୟକ କ୍ରସ ଭୋଟିଂ କରିବେ। ଭାଜପା ସମର୍ଥତ୍ତ ସ୍ବାଧୀନ ପ୍ରାର୍ଥୀ ସୁଭାଷ ଚନ୍ଦ୍ରା ଏହି ସୂଚନା ଦେଇଛନ୍ତି। କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ଯୋଗୁ ସେ ରାଜ୍ୟ ସଭା ନିର୍ବାଚନ…
ଧୋକା ଦେଇପାରେ ମୌସୁମୀ
ଭୁବନେଶ୍ୱର,୮ା୬(ବ୍ୟୁରୋ): ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶାକୁ କେବେ ପ୍ରବେଶ କରିବ ଓ କେତେ ବର୍ଷା ହେବ ସେ ନେଇ ଅନିଶ୍ଚିତତା ଦେଖାଦେଇଛି। ଅଖିମୁଠି ଅନୁକୂଳ କରି ଚାଷୀ ମୌସୁମୀକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ଚାଷ କାର୍ଯ୍ୟ ଆରମ୍ଭ ହେବ।…
ଟ୍ରାଏଲ ଔଷଧରେ ସୁସ୍ଥ ହେଲେ କ୍ୟାନ୍ସର ରୋଗୀ
ଓ୍ବାଶିଂଟନ୍, ୮ା୬: ସାଧାରଣତଃ କ୍ୟାନ୍ସରରେ ପୀଡ଼ିତ ରୋଗୀ ଜଟିଳ ଓ ଦୀର୍ଘସ୍ଥାୟୀ ଚିକିତ୍ସା ଲୋଡ଼ିଥାନ୍ତି। ଅଧିକାଂଶ କ୍ଷେତ୍ରରେ ଚିକିତ୍ସା ସତ୍ତ୍ୱେ କର୍କଟ ରୋଗୀ ଏଥିରୁ ଆରୋଗ୍ୟ ହୋଇପାରି ନ ଥାନ୍ତି। ଅଦ୍ୟାବଧି ଏହି ରୋଗକୁ ଶତପ୍ରତିଶତ ଭଲ କରିପାରୁଥିବା ଭଳି ଔଷଧ…
ମତ ବଦଳାଇଲେ ସଞ୍ଜୟ
ପୁରୀ ଅଫିସ,୮ା୬: ପୁରୀ ପୋଲିସ ଏବଂ ଅବକାରୀ ବିଭାଗ ଅଧୀକ୍ଷକଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ମଙ୍ଗଳବାର ନିଜ ମତ ବଦଳାଇଛନ୍ତି। ସଞ୍ଜୟ ନିଜ ଭୁଲ ସ୍ବୀକାର କରିବା ସହ…
୧୧ ହଜାର ଶିକ୍ଷକ ପାଇବେ ନିଯୁକ୍ତି
ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟର ହାଇସ୍କୁଲଗୁଡ଼ିକରେ ୧୧ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଜୁନ୍ ଶେଷ ସୁଦ୍ଧା ଏହି ଶିକ୍ଷକମାନଙ୍କୁ ନିଯୁକ୍ତି ଦିଆଯିବ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୧…
ଭାରତରେ ୧୫୦% ବଢ଼ିଛି ମଧୁମେହ
ନୂଆଦିଲ୍ଲୀ,୮।୬: ବିଶ୍ୱର ଦ୍ୱିତୀୟ ସର୍ବାଧିକ ମଧୁମେହ ଆକ୍ରାନ୍ତ ବୟସ୍କ ବ୍ୟକ୍ତି ଭାରତରେ ରହିଛନ୍ତି। ପ୍ରତି ୬ ମଧୁମେହ ରୋଗୀଙ୍କ ମଧ୍ୟରେ ଜଣେ ଭାରତୀୟ ବୋଲି ଜଣାପଡ଼ିଛି। ଗତ ୩ ଦଶନ୍ଧି ମଧ୍ୟରେ ଦେଶରେ ଡାଇବେଟିସ୍ ରୋଗୀ ସଂଖ୍ୟା ୧୫୦ ପ୍ରତିଶତ ବୃଦ୍ଧି…
ସିଡିଏସ୍ ନିଯୁକ୍ତି ଲାଗି ବଦଳିଲା ନିୟମ
ନୂଆଦିଲ୍ଲୀ,୮।୬: ଦେଶର ପରବର୍ତ୍ତୀ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ନିଯୁକ୍ତି ଲାଗି କେନ୍ଦ୍ର ସରକାର ପ୍ରତିରକ୍ଷା ନିୟମାବଳୀରେ ସଂଶୋଧନ କରିଛନ୍ତି। ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୬୨ ବର୍ଷରୁ କମ୍ କାର୍ଯ୍ୟରତ କିମ୍ବା ଅବସରପ୍ରାପ୍ତ ଲ୍ୟୁଟ୍ନାଣ୍ଟ ଜେନେରାଲ, ଏୟାର…

