Home Left

ବର୍ଷା-ଅନୁଭବ ମାମଲା: ହାଇକୋର୍ଟଙ୍କ ରହିତାଦେଶ

ଭୁବନେଶ୍ୱର,୭।୨(ବ୍ୟୁରୋ): ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି-ବର୍ଷା ପ୍ରିୟଦର୍ଶିନୀ ବିବାଦ ମାମଲା ଥମିବାର ନାଁ ନେଉନାହିଁ । ବର୍ଷାଙ୍କ ସ୍ପାଉସ୍‌ କାର୍ଡ ପ୍ରତ୍ୟାହାର ସମ୍ପର୍କରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତିି। ଏହି ମାମଲାରେ ୩ ଜଣଙ୍କୁ ଜବାବ ରଖିବାକୁ ହାଇକୋର୍ଟ ପକ୍ଷରୁ…

ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ମାରିଦେଲେ

ଝାରସୁଗୁଡ଼ା ଅଫିସ,୭।୨: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ମିର୍ଦ୍ଧାଡେରାରେ ସ୍ବାମୀର ଠେଙ୍ଗା ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁରୁବାଲି ଖଡ଼ିଆ(୫୦)। ପୋଲିସ ହତ୍ୟାକାରୀ ସ୍ବାମୀ ରମେଶ ଖଡିଆଙ୍କୁ ଗିରଫ କରିଛି। ଏଥିସହ ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗାକୁ ପୋଲିସ…

ବୈତରଣୀ ନଦୀରୁ ବେଆଇନ ବାଲି ଚାଲାଣ

କେନ୍ଦୁଝର,୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ କିଆପଡ଼ା ଗ୍ରାମ ନିକଟ ବୈତରଣୀ ନଦୀରୁ ବ୍ୟାପକ ବାଲି ଚୋରାଚାଲାଣ ହେଉଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ଧରପଗଡ଼ ହେଉ ନ ଥିବାରୁ ସ୍ଥାନୀୟ ଲୋକ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହି…

‘ଓୱାଇସି ସୁରକ୍ଷା ନିଅନ୍ତୁ, ଆମ ଚିନ୍ତା ଦୂର କରନ୍ତୁ’

ନୂଆଦିଲ୍ଲୀ,୭।୨: ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କ ଉପରେ ହୋଇଥିବା ଆକ୍ରମଣ ଉପରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର ସଂସଦରେ ପ୍ରତିକ୍ରିୟା ଦେଇଛନ୍ତି। ଅମିତ ଶାହା କହିଛନ୍ତି, ଦୟାକରି ଅସଦୁଦ୍ଦିନ ଓୱାଇସି ଜେଡ୍‌ ବର୍ଗର ସୁରକ୍ଷା ନିଅନ୍ତୁ, ଆମ ଚିନ୍ତା…

ଜାତୀୟ ଦଳକୁ ଫେରିବା ପାଇଁ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୨: ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ରଣ୍‌ଜୀ ଟ୍ରଫିରେ ଅଂଶ ଗ୍ରହଣ କରିବେ ନାହିଁ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ସେ ଏବେ କେବଳ ଭାରତୀୟ ସୀମିତ ଓଭର ଦଳକୁ ଫେରିବା ଉପରେ ଧ୍ୟାନ ଦେଉଛନ୍ତି। ଏଥିଲାଗି ସେ ରଣଜୀ…

ରୋହିତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ଦାବିପତ୍ର

କେସିଙ୍ଗା,୭।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସାମ୍ବାଦିକ ମହାସଂଘ ପକ୍ଷରୁ ସ୍ଥାନୀୟ ପାଠାଗାର ପରିସରରେ ସୋମବାର ଧରିତ୍ରୀ ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରୋହିତଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ୨ ମିନିଟ୍‌ ନୀରବ ପ୍ରାର୍ଥନା…

‘୨୦୧୬ ଆଇପିଏଲ୍‌ ଫାଇନାଲ ଆଜି ବି ବାଧୁଛି’

ଅହମ୍ମଦାବାଦ,୭।୨: ଆଇପିଏଲରେ ୨୦୭ ମ୍ୟାଚ୍‌ରେ ଅନେକ ସଫଳତା ବିଫଳତା ଦେଖିଥିବା ବିରାଟ କୋହଲିଙ୍କୁ ୨୦୧୬ ସିଜନ ଫାଇନାଲରେ ମିଳିଥିବା ପରାଜୟ ଆଜି ବି ବାଧୁଛି। ପୂର୍ବରୁ ଦୁଇ ଥର (୨୦୦୯ ଓ ୨୦୧୧) ଫାଇନାଲରେ ପହଞ୍ଚିଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)…

୯ରୁ ପୁଣି ବର୍ଷିବ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟରେ ପୁଣି ବର୍ଷିବ। ଆସନ୍ତା ୯ ଓ ୧୦ ତାରିଖରେ ପଶ୍ଚିମ ଓ ଓ ଉତ୍ତର ଓଡ଼ିଶା କିଛି ସ୍ଥାନରେ ବର୍ଷା ହେଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଝାରସୁଗୁଡା, ସମ୍ବଲପୁର ଓ ଦେବଗଡ ସମେତ କିଛି ସ୍ଥାନରେ…

ଅବିବାହିତ ଯୋଗୁ ସାଧାରଣ ଲୋକଙ୍କ ଯନ୍ତ୍ରଣା ବୁଝିପାରୁନାହାନ୍ତି ଯୋଗୀ: ଦିଗବିଜୟ

ନୂଆଦିଲ୍ଲୀ,୭।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ପରସ୍ପର ବିରୋଧରେ ଆରୋପ-ପ୍ରତ୍ୟାରୋପ ଅଭିଯୋଗ ଜାରି ରହିଛି। ଏବେ କଂଗ୍ରେସ ନେତା ତଥା ରାଜ୍ୟ ସଭା ସଦସ୍ୟ ଦିଗବିଜୟ ସିଂ କହିଛନ୍ତି, ଭାଜପାଏବଂ ଆରଏସଏସ…

ଅକ୍ଷୟ କୁମାର ଉତ୍ତରାଖଣ୍ଡର ବ୍ରାଣ୍ଡ୍‌ ଆମ୍ବାସାଡର ହେବାକୁ ରାଜି

ନୂଆଦିଲ୍ଲୀ,୭।୨: ଉତ୍ତରାଖଣ୍ଡର ‘ବ୍ରାଣ୍ଡ୍‌ ଆମ୍ବାସାଡର’ ଭାବେ କାର୍ଯ୍ୟ କରିବାକୁ ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ରାଜିହୋଇଥିବା ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ସୋମବାର ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ଅଭିନେତା ଅକ୍ଷୟ କୁମାର ସୋମବାର ମୁଖ୍ୟମନ୍ତ୍ରୀ ଧାମିଙ୍କୁ ଡେରାଡୁନ୍‌ସ୍ଥିତ ବାସଭବନରେ…

ସଲମାନଙ୍କ ଗଳା ଚିପିଲେ କ୍ୟାଟ୍ରିନା, କାରଣ ଜାଣିଲେ…

ମୁମ୍ବାଇ: ଦବଙ୍ଗ ଖାନ୍‌ ସଲମାନ ଏବଂ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ଙ୍କ ଯୋଡ଼ିକୁ ପରଦାରେ ଲୋକେ ବହୁତ ପସନ୍ଦ କରନ୍ତି। ଏହି ଯୋଡ଼ି ଅନେକ ଫିଲ୍ମରେ ଅଭିନୟ କରିଥିବା ଦେଖିବାକୁ ମିଳିଛି। ଆଗାମୀ ଫିଲ୍ମରେ ମଧ୍ୟ ଏହି ଯୋଡ଼ି ପ୍ରଶଂସକଙ୍କ ମନୋରଞ୍ଜନ କରିବେ।…

ରାଜପଥ ପାର୍ଶ୍ୱରେ ଗଦା ହୋଇଛି ମାଟି, ଯାତାୟାତରେ ସମସ୍ୟା

ପଟ୍ଟାଙ୍ଗୀ, ୭ା୨(ଡି.ଏନ୍‌.ଏ.) କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଦେଇ ଦୁଇ ରାଜ୍ୟକୁ ସଂଯୋଗ କରୁଥିବା ଜାତୀୟ ରାଜପଥ କଡ଼ରେ ମାଟି ଗଦାହୋଇ ରହିଛି। ଫଳରେ ରାତିରେ ଲୋକେ ଯାତାୟାତରେ ସମସ୍ୟାରେ ପଡୁଛନ୍ତି। ବିଭିନ୍ନ ସମୟରେ ବାଇକ୍‌ ଚାଳକମାନେ ଦୁର୍ଘଟଣାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri