ବିରୋଧୀଙ୍କ ରଣନୀତି ବିଜେଡିକୁ ଚ୍ୟାଲେଞ୍ଜ
ଜଗତ୍ସିଂହପୁର ଅଫିସ,୭ା୨: ଜଗତ୍ସିଂହପୁର ଜିଲାରେ ୨୦୧୭ ନିର୍ବାଚନ ବେଳେ ୨୬ଟି ଜିଲା ପରିଷଦ ଜୋନ୍ ମଧ୍ୟରୁ କଂଗ୍ରେସ ବାଲିକୁଦା ବ୍ଲକର ୧ନଂ. ଜୋନ୍ ଜିତି ଥିଲା। ସେତେବେଳେ ପ୍ରଥମେ ବିଜେଡି ପ୍ରାର୍ଥୀ ଜିତି ଥିବା ପ୍ରଚାର ହୋଇଥିଲା। କିନ୍ତୁ ପରେ କଂଗ୍ରେସ…
ଲୁଣା କରାଣ୍ଡିଆ ଦ୍ୱୀପାଞ୍ଚଳରେ ତଟବନ୍ଧ ନାହିଁ
କେନ୍ଦ୍ରାପଡ଼ା ଅଫିସ,୭ା୨: ଲୁଣା କରାଣ୍ଡିଆରେ ୫ ପଞ୍ଚାୟତର ୧୩ ଗାଁ ଅଛି। ନଦୀ ତଟକ୍ଷୟ ଯୋଗୁ ଉପରୋକ୍ତ ଗ୍ରାମକୁ ବନ୍ୟାଜଳ ମାଡ଼ି ଆସୁଛି। ନଦୀବନ୍ଧରେ ପଥର ପ୍ୟାକିଂ ପାଇଁ ଦୀର୍ଘଦିନରୁ ଦାବି ହୋଇଛି। ହେଲେ ଆଜି ପର୍ଯ୍ୟନ୍ତ ପଦକ୍ଷେପ ନିଆଯାଇ ନ…
ନିର୍ଣ୍ଣାୟକ ହେବେ ଅଘୋଷିତ ମେଣ୍ଟ
ଯାଜପୁର ଅଫିସ,୭ା୨: ଆଉ ମାତ୍ର ୯ ଦିନ ପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ନାମାଙ୍କନ ଦାଖଲ ପୂର୍ବରୁ ଲୋକଙ୍କ ମୁହଁରେ କେବଳ ବିଜେଡିର ସ୍ବର ଶୁଭୁଥିଲା। କିନ୍ତୁ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ସମୀକରଣ…
ଧନ୍ୟବାଦ ପ୍ରସ୍ତାବ ଉପରେ ବିରୋଧିଙ୍କ ପ୍ରଶ୍ନର ଉତ୍ତର ଦେବେ ମୋଦି
ନୂଆଦିଲ୍ଲୀ,୭ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଉପରେ ବିରୋଧିଙ୍କ ପ୍ରଶ୍ନର ଉତ୍ତର ଦେବେ । ସୋମବାର ସନ୍ଧ୍ୟାରେ ସେ ବିରୋଧିଙ୍କ ପ୍ରଶ୍ନର ସାମ୍ନା କରିବେ । ସୂଚନାଯୋଗ୍ୟ, କରୋନା ମହାମାରୀ କାରଣରୁ ଲୋକ…
ନଦୀ ପ୍ରଦୂଷଣ ଯାହାଙ୍କୁ ଶୁଆଇ ଦିଏ ନାହିଁ
ଭୁବନେଶ୍ୱର,୭।୨ (ବ୍ୟୁରୋ): ବଢ଼ୁଥିବା ନଦୀଜଳ ପ୍ରଦୂଷଣ ସତେ ଯେପରି ତାଙ୍କୁ ଶୁଆଇ ଦିଏ ନାହିଁ। ସେଇଥି ପାଇଁ ତ ରାତି ପାହିଲେ ବାହାରି ଯାଆନ୍ତି ନଦୀ ପଠାକୁ, ଯେଉଁଠି ପଡ଼ିଥାଏ କୁଢ଼କୁଢ଼ ମନୁଷ୍ୟକୃତ ଆବର୍ଜନା। ଆଉ ବାଲିଶଯ୍ୟା ଓ ନଦୀଜଳରୁ ବର୍ଜ୍ୟ…
ଆରମ୍ଭ ହେଲା ପ୍ରେମ ସପ୍ତାହ
ଭୁବନେଶ୍ୱର,୭।୨(ବ୍ୟୁରୋ): ବର୍ଷକର ଅପେକ୍ଷା ପରେ ଆସିଛି ପ୍ରେମୀ ଯୁଗଳଙ୍କ ପାଇଁ ବିଶେଷ ଦିନ ଭାଲେଣ୍ଟାଇନ୍ସ ଡେ’। ଏ ନେଇ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖାଦେଇଛି। ଫେବୃୟାରୀ ୧୪ରେ ଭାଲେଣ୍ଟାଇନ୍ସ ଡେ’ ହେଉଥିବାବେଳେ ୭ତାରିଖ ସୋମବାରଠାରୁ ଆରମ୍ଭ ହେଉଛି ଭାଲେଣ୍ଟାଇନ୍ସ ଓ୍ବିକ୍…
ଦୀର୍ଘବର୍ଷ ବଞ୍ଚିବା ପାଇଁ ଏହି ବ୍ୟକ୍ତି ଥରକୁ ଖର୍ଚ୍ଚ କରୁଛନ୍ତି ଏତିକି ଟଙ୍କା, ଜାଣିଲେ…
ଆମେରିକାର ଜଣେ କୋଟିପତି ତଥା ବ୍ୟବସାୟୀ ୧୮୦ ପର୍ଯ୍ୟନ୍ତ ବଞ୍ଚିବା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ଏହା ସତ। ଏଠାକାର ୪୭ ବର୍ଷୀୟ ଡେଭ୍ ଏସ୍ପ୍ରେ ଦୀର୍ଘ ଜୀବନ ହାସଲ କରିବା ପାଇଁ…
ବେଆଇନ ଭାବେ ସରକାରୀ ଫ୍ଲାଟ୍ ବିକିବା ଘଟଣା: ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ପୋଲିସ
କଟକ ଅଫିସ,୭ା୨: କଟକ ମହାନଗର ନିଗମ(ସିଏମ୍ସି) ଅଧୀନ ଅନ୍ଦରପୁରରେ ବସ୍ତିବାସିନ୍ଦାଙ୍କ ପାଇଁ ତିଆରି ଘରକୁ ବେଆଇନ ଭାବେ ବିକ୍ରି କରି ଲକ୍ଷାଧିକ ଟଙ୍କା ଠକିନେବା ଘଟଣାରେ ଗିରଫ ହୋଇଥିବା ପୂର୍ବତନ କର୍ପୋରେଟରଙ୍କ ସ୍ବାମୀ ରାଜା କରଣଙ୍କୁ ମଧୁପାଟଣା ପୋଲିସ ରବିବାର ୩…
ମଇଦାନରେ ୩ ଦଳର ନେତା, ଜମୁଛି ପ୍ରଚାର
ଖୋର୍ଦ୍ଧା ଅଫିସ, ୭ା୨: ଖୋର୍ଦ୍ଧା ମାଟିରେ ୩୦ ଜୋନ ବିଶିଷ୍ଟ ଜିଲା ପରିଷଦ ଆସନ ପାଇଁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସର ପ୍ରାର୍ଥୀଙ୍କ ମଧ୍ୟରେ ଲଢେଇ ହେବ। କିଏ କାହାକୁ ପଛରେ ପକାଇବ ସେନେଇ ଚାଲିଛି ଅଙ୍କ…
ଆଶା, ଆଶଙ୍କାରେ ଜିଲା ପରିଷଦ ପ୍ରାର୍ଥୀ
କଣାସ,୭।୨(ସ୍ବ.ପ୍ର.): ଆସନ୍ତା ୧୬ତାରିଖରେ କଣାସ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ହେବ। ଏହିଦିନ ପାଖେଇ ଆସୁଥିବା ହେତୁ ବ୍ଲକର ୩, ୪ ଓ ୫ ନମ୍ବର ଜିଲା ପରିଷଦ ଜୋନରେ ନିର୍ବାଚନ ଉଷ୍ମତା କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ପ୍ରାର୍ଥୀମାନେ…
ପର୍ଯ୍ୟଟକଙ୍କ ସେବାରେ ଲାଗୁନି ପାନ୍ଥଶାଳା
ସାକ୍ଷୀଗୋପାଳ,୭।୨(ଡି.ଏନ୍.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗ ଅନୁଦାନରେ ସାକ୍ଷୀଗୋପାଳ ମନ୍ଦିର ନିକଟରେ ନିର୍ମିତ ପାନ୍ଥଶାଳା ପର୍ଯ୍ୟଟକଙ୍କ ସେବାରେ ଲାଗୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଦୂରଦୂରାନ୍ତରୁ ସାକ୍ଷୀଗୋପାଳ ଠାକୁରଙ୍କ ଦର୍ଶନ ପାଇଁ ଆସୁଥିବା ତୀର୍ଥଯାତ୍ରୀ ଓ ପର୍ଯ୍ୟଟକ ଏଠାରେ ହଟହଟା ହେଉଛନ୍ତି।…
ପରଲୋକରେ ସ୍ବର ସମ୍ରାଜ୍ଞୀ
ମୁମ୍ବାଇ, ୭ ।୨: ଭାରତୀୟ ସଙ୍ଗୀତ ଦୁନିଆରେ ଘଟିଛି ଏକ ଯୁଗର ଅବସାନ। ୨୮ ଦିନ ଧରି କରୋନା ସହ ଲଢ଼େଇ ପରେ ସଙ୍ଗୀତର ସରସ୍ବତୀ ଲତା ମଙ୍ଗେସକର ରବିବାର ସକାଳ ପ୍ରାୟ ୮ଟା ୧୫ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।…
Archives


