Home Left

ଦୂରହେବ ଅସରପା ସମସ୍ୟା

ଘରେ ଅସରପା ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ତେବେ ଏହାକୁ ନେଇ ବ୍ୟସ୍ତ ହେବା ପରିବର୍ତ୍ତେ କେତୋଟି ଛୋଟ ଉପାୟରେ ଆପଣଙ୍କ ଘରୁ ଏହାକୁ ଦୂରେଇ ଦେଇପାରିବେ… ଆପଣ ରୋଷେଇକରିବା ସମୟରେ ଲବଙ୍ଗ ବ୍ୟବହାର କରିଥାନ୍ତି। ଏହାକୁ ଆପଣ କିଚେନ୍‌ କ୍ୟାବିନେଟ୍‌…

ସ୍ପେନ୍‌ ମାଟିରେ ମେସି ଦେଖାଇଲେ ଚମକ

ମାଡ୍ରିଡ୍‌, ୭।୬: ସ୍ପେନ୍‌ ମାଟିରେ ପୁଣି ଥରେ ଦେଖିବାକୁ ମିଳିଛି ଲିଓନେଲ ମେସିଙ୍କ ଚମକ। ଆର୍ଜେଣ୍ଟିନା ଷ୍ଟ୍ରାଇକର ରବିବାର ଇଷ୍ଟୋନିଆ ବିପକ୍ଷ ଏକ ବନ୍ଧୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ୫ ଗୋଲ ସ୍କୋର କରିଛନ୍ତି। ଆର୍ଜେଣ୍ଟିନାକୁ ୫-୦ର ବୃହତ୍‌ ବିଜୟ ଦେବା ସହ…

ଆଇଏଲ୍‌ ଟି୨୦ରେ ଭାଗନେବେ ୬ ଫ୍ରାଞ୍ଚାଇଜ

ଦୁବାଇ,୭।୬: ଏମିରେଟ୍ସ କ୍ରିକେଟ ବୋର୍ଡ(ଇସିବି) ଦ୍ୱାରା ଆରମ୍ଭ ହେବାକୁ ଥିବା ୬ ଦଳ ବିଶିଷ୍ଟ ଲିଗ୍‌କୁ ଇଣ୍ଟରନ୍ୟାଶନାଲ ଲିଗ୍‌ ଟି୨୦ (ଆଇଏଲ୍‌ ଟି୨୦) କୁହାଯିବ। ଏ ନେଇ ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି। ଫ୍ରାଞ୍ଚାଇଜ୍‌ଭିତ୍ତିକ ଲିଗ୍‌ର ପ୍ରଥମ ସିଜନରେ ୩୪ ମ୍ୟାଚ୍‌…

ନୁପୁରଙ୍କ ସୁରକ୍ଷା ବ୍ୟବସ୍ଥା ବଢିଲା

ନୂଆଦିଲ୍ଲୀ, ୭।୬: ପ୍ରଫେଟ୍‌ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଭାରତୀୟ ଜନତା ପାର୍ଟିରୁ ନିଲମ୍ବିତ ହୋଇଥିବା ନୂପୁର ଶର୍ମା ଏବଂ ତାଙ୍କ ପରିବାରକୁ ଦିଲ୍ଲୀ ପୋଲିସ ସୁରକ୍ଷା ଯୋଗାଇ ଦେଇଛି। ଏହି ମନ୍ତବ୍ୟ ପରେ ନୂପୁରଙ୍କୁ ହତ୍ୟା ଧମକ ଦିଆଯାଉଥିଲା।…

ସୋନାକ୍ଷି-ଇକବାଲଙ୍କ ସମ୍ପର୍କରେ ମୋହର ଲଗାଇଲେ ଇକବାଲ!

ମୁମ୍ବାଇ: ବଲିଉଡ ନାୟିକା ସୋନାକ୍ଷି ସିହ୍ନା ତାଙ୍କ ରିଲେସନଶିପକୁ ନେଇ ଚର୍ଚ୍ଚାରେ ଥିବା ବେଳେ ଏବେ କିନ୍ତୁ ଏହା ଖୋଲାଖୋଲି ଭାବେ ସାମ୍ନାକୁ ଆସିଛି । ଏବେ ଆଲୋଚନା ହେଉଛି କି ଖୁବଶୀଘ୍ର ସୋନାକ୍ଷି ବିବାହ କରିବାକୁ ଯାଉଛନ୍ତି । ଲଭ…

ସିଦ୍ଧୁ ମୂସେୱାଲାଙ୍କ ପରିବାରକୁ ଭେଟିଲେ ରାହୁଲ

ନୂଆଦିଲ୍ଲୀ,୭।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସିଦ୍ଧୁ ମୁସେୱାଲାଙ୍କ ପରିବାରକୁ ଭେଟିବା ପାଇଁ ମଙ୍ଗଳବାର ମାନସାର ମୁସା ଗାଁରେ ପହଞ୍ଚିଛନ୍ତି। ରାହୁଲ ସିଦ୍ଧୁଙ୍କ ପିତାଙ୍କୁ ଭେଟି ଦୁଃଖ ପ୍ରକାଶ କରିଥିଲେ। ଏହାପୂର୍ବରୁ ଅନେକ ନେତା ସାନ୍ତ୍ୱନା ଦେବା ପାଇଁ ମୁସେୱାଲାଙ୍କ ଘରେ…

ବ୍ୟାଗ୍‌ରୁ ମିଳିଲା ମନୁଷ୍ୟର କଟା ଅଙ୍ଗପ୍ରତ୍ୟଙ୍ଗ

ନୂଆଦିଲ୍ଲୀ,୭।୬: ପୂର୍ବ ଦିଲ୍ଲୀ କଲ୍ୟାଣୀପୁରା ରାମଲୀଳା ପଡ଼ିଆରୁ ପୋଲିସ ମନୁଷ୍ୟର କଟା ହୋଇଥିବା ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗ ଭର୍ତ୍ତି ଏକ ବ୍ୟାଗ୍‌ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ପୋଲିସ ରାମଲୀଳା ପଡ଼ିଆ ଅଞ୍ଚଳରେ ପାଟ୍ରୋଲିଂ କରୁଥିଲା। ସେତିକିବେଳେ ପଡ଼ିଆ ପାଖ ଏକ…

ମଇଁଷି ଛୁଆର ପ୍ରକୃତ ମାଲିକ କିଏ, ହେବ ଡିଏନ୍‌ଏ ଟେଷ୍ଟ

ଲକ୍ଷୌ,୭।୬: ଉତ୍ତର ପ୍ରଦେଶର ଶାମଲିରେ ଏକ ଅଜବ ଘଟଣା ଘଟିଛି। ଜଣେ ବ୍ୟକ୍ତି ତାଙ୍କ ମଇଁଷି ଛୁଆ ଚୋରି ହୋଇଥିବା ଅଭିଯୋଗ ଆଣିଛନ୍ତି। ତେବେ ଯେଉଁ ବ୍ୟକ୍ତିଙ୍କ ଉପରେ ଏହି ଚୋରି ଅଭିଯୋଗ ଆସିଛି ସେ ଏହାକୁ ଅସ୍ବୀକାର କରୁଛନ୍ତି। ଏଭଳି…

ପାରିବାରିକ କଳହରୁ ମହିଳା ନେଲେ ଚରମ ନିଷ୍ପତ୍ତି

ପାଟଣା,୭।୬(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଦାଶରଥିପୁର ଗ୍ରାମର ପତଳା ସାହି ନିକଟ ବିଲ ମଝିରେ ଥିବା ଏକ ମହୁଲ ଗଛରୁ ମଙ୍ଗଳବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ମୃତ ମହିଳା ଜଣକ…

ପିତାଙ୍କ ଗୋଟିଏ ସର୍ତ୍ତ ଯୋଗୁ ଆଜି ବି କୁଆଁରୀ ଅଛନ୍ତି ଏକତା

ବଲିଉଡ ଅଭିନେତା ଜିତେନ୍ଦ୍ର ଏବଂ ଶୋଭା କପୁରଙ୍କ ଝିଅ ଏକତା କପୁରଙ୍କୁ ଟେଲିଭିଜନ ରାଣୀ କୁହାଯାଏ। ଆଜି ଏକତା ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ଜୁନ୍‌ ୭, ୧୯୭୫ରେ ଜନ୍ମ ହୋଇଥିଲେ। ଏକତା କପୁର ପ୍ରାୟ ୨୫ ବର୍ଷ ପୂର୍ବେ…

ପୂର୍ବତନ କ୍ରିକେଟରଙ୍କ ପିତା ଗିରଫ

ଭୋପାଳ,୭।୬: ପୂର୍ବତନ ଭାରତୀୟ କ୍ରିକେଟର ନମନ ଓଝାଙ୍କ ପିତା ବିନୟ ଓଝାଙ୍କୁ ମୁଲତାଇ ପୋଲିସ ଗିରଫ କରିଛି। ବ୍ୟାଙ୍କ ମ୍ୟାନେଜର ଭାବେ ବିନୟ ୧.୨୫ କୋଟି ଟଙ୍କା ହଡପ କରିଥିବା ଅଭିଯୋଗ ହୋଇଛି। ପୋଲିସ ତାଙ୍କୁ ଗିରଫ କରି କୋର୍ଟରେ ହାଜର…

କିଡ୍‌ନୀ ପ୍ରତିରୋପଣ ପାଇଁ ବିଦେଶ ଯିବେ ଲାଲୁ

ରାଞ୍ଚି,୭।୬: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ଅଧ୍ୟକ୍ଷ ଲାଲୁ ଯାଦବ କିଡ୍‌ନୀ ପ୍ରତିରୋପଣ ଲାଗି ବିଦେଶ ଯିବାକୁ ଚାହୁଁଛନ୍ତି। ଏନେଇ ପାସ୍‌ପୋର୍ଟ ଫେରିପାଇବା ଲାଗି ରାଞ୍ଚତ୍ସ୍ଥିତ ସବିଆଇ କାର୍ଯ୍ୟାଳୟରେ ଲାଲୁ ଆବେଦନ କରିଛନ୍ତି। ସେ ସିଙ୍ଗାପୁରରେ କିଡ୍‌ନୀ ପ୍ରତିରୋପଣ କରାଇପାରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?