ଆଜିଠୁ ଖୋଲିବ ଏମ୍ସ ଓପିଡି
ଭୁବନେଶ୍ୱର,୭।୨(ବ୍ୟୁରୋ): ଏମ୍ସ ଭୁବନେଶ୍ୱରରେ ସୋମବାରଠାରୁ ପୁଣି ଓପିଡି ସେବା ଆରମ୍ଭ ହେବ। ସମସ୍ତ ବିଭାଗ କୋଭିଡ୍ ପ୍ରତିଷେଧକ ନିର୍ଦ୍ଦେଶାବଳୀ ପାଳନ କରିବାକୁ ପରାମର୍ଶ ଦିଆଯାଇଛି। ପୂର୍ବରୁ ରହିଥିବା କାର୍ଯ୍ୟସୂଚୀ ଅନୁସାରେ ସୋମବାରଠାରୁ ଦୈନିକ ଓପିଡି କାର୍ଯ୍ୟ କରିବ। ନୂତନ ରୋଗୀଙ୍କ ପାଇଁ…
ଶେଷ ହେଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ୱାର୍କ ଫ୍ରମ ହୋମ
ନୂଆଦିଲ୍ଲୀ,୭ ।୨: କେନ୍ଦ୍ର ସରକାରୀ କାର୍ଯ୍ୟାଳୟରେ ସୋମବାରଠାରୁ ୧୦୦ ପ୍ରତିଶତ କ୍ଷମତାରେ କାର୍ଯ୍ୟ କରାଯିବ । କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି, ମହାମାରୀର ସ୍ଥିତିକୁ ନେଇ ରବିବାର ସମିକ୍ଷା କରାଯିବା ପରେ କରୋନା ସଂକ୍ରମଣରେ ବ୍ରେକ୍ ଲାଗିଥିବାରୁ ଅର୍ଥାତ୍ ସଂକ୍ରମଣ କମି…
ଶହେ ପ୍ରତିଶତ କ୍ଷମତାରେ ଚାଲିବ କାର୍ଯ୍ୟାଳୟ, ଖୋଲିବ ସ୍କୁଲ
ନୂଆଦିଲ୍ଲୀ,୭ ।୨: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣରେ ବ୍ରେକ୍ ଲାଗିବା ପରେ ସୋମବାରଠାରୁ ସମସ୍ତ ସ୍କୁଲ, କଲେଜ, କୋଚିଂ ସେଣ୍ଟର ଖୋଲିବାକୁ ଅନୁମତି ଦିଆଯାଇଛି । ଏହାସହ ସମସ୍ତ କାର୍ଯ୍ୟାଳୟ ବି ୧୦୦ ପ୍ରତିଶତ କ୍ଷମତାରେ ଚାଲିବ । ଅନ୍ୟପଟେ ଦିଲ୍ଲୀରେ…
ଆଜି ରୋଜ୍ ଡେ’: ପ୍ରେମ ବଢ଼ାଏ ଗୋଲାପ
ଭାଲେଣ୍ଟାଇନ୍ ସପ୍ତାହ ରୋଜ୍ ଡେ’ରୁ ହିଁ ଆରମ୍ଭ ହୋଇଥାଏ। ଅର୍ଥାତ୍ ଫେବୃୟାରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ଏହାକୁ ପାଳନ କରିଥା’ନ୍ତି। ଗୋଲାପ ମାଧ୍ୟମରେ ଆଜିର ଯୁବପିଢ଼ି ନିଜ ନିଜର ପାର୍ଟନରଙ୍କୁ ପ୍ରପୋଜ କରିଥା’ନ୍ତି। କାରଣ ପ୍ରେମର ପ୍ରତୀକ ହେଉଛି ଗୋଲାପ।…
‘ମୋର କିଛି ହଜିଗଲା ଭଳି ଲାଗୁଛି’
ନୂଆଦିଲ୍ଲୀ,୬।୨: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଜୀବନର ଅଂଶ ହୋଇଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି। ଏଭଳି କହିଛନ୍ତି ଭାରତୀୟ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର। ୯୨ ବର୍ଷ ବୟସରେ କୋକିଳକଣ୍ଠି ଗାୟିକାଙ୍କ ରବିବାର ମୃତ୍ୟୁ ଘଟିଛି। ସେ ମୁମ୍ବାଇର ବ୍ରିଚ୍…
‘ମୋତେ ବିଶ୍ୱାସ କରିଥିବାରୁ ହୃଦୟରୁ ଧନ୍ୟବାଦ’
ଚଣ୍ଡିଗଡ,୬।୨: ପଞ୍ଜାବ ବିଧାନସଭା ପୂର୍ବରୁ ରାଜ୍ୟରେ କଂଗ୍ରେସ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ରବିବାର ଘୋଷଣା କରିଛି। ପଞ୍ଜାବର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଚରଣଜିତ୍ ସିଂ ଚନ୍ନି ରାଜ୍ୟରେ କଂଗ୍ରେସର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବୋଲି ଦଳର ନେତା ରାହୁଲ ଗାନ୍ଧୀ ଘୋଷଣା କରିଛନ୍ତି। ଏହା ପରେ…
୩୪ ବର୍ଷ ପରେ ତୁଷାରପାତ
ଇଟାନଗର,୬।୨: ଅରୁଣାଚଳ ପ୍ରଦେଶର ରାଜଧାନୀ ଇଟାନଗର ନିକଟରେ ଥିବା ଦରିଆ ହିଲରେ ରବିବାର ସକାଳେ ଏକ ଚମତ୍କାର ଦୃଶ୍ୟ ଦେଖିବାକୁ ମିଳିଥିଲା। ୩୪ ବର୍ଷ ପରେ ତୁଷାରପାତ ହୋଇଛି। ଏହା ବ୍ୟତୀତ ଅରୁଣାଚଳ ପ୍ରଦେଶର ପଶ୍ଚିମ କାମେଙ୍ଗ ଜିଲାର ରୂପା ସହରରେ…
ନିର୍ବନ୍ଧର ୩ ଦିନ ପୂର୍ବରୁ ପାଣି ଡ୍ରମରୁ ମିଳିଲା ଯୁବତୀଙ୍କ ମୃତଦେହ
ଖଣ୍ଡଓ୍ବା,୬।୨: ଜଣେ ୨୭ ବର୍ଷୀୟା ଯୁବତୀଙ୍କ ମୃତଦେହ ତାଙ୍କ ଘରେ ରଖାଯାଇଥିବା ପାଣି ଡ୍ରମରୁ ଉଦ୍ଧାର କରାଯାଇଛି। ଏଭଳି ଘଟଣା ମଧ୍ୟପ୍ରଦେଶର ଖାଣ୍ଡଓ୍ବା ଜିଲାରେ ରବିବାର ଘଟିଛି। ପ୍ରାଥମିକ ତଦନ୍ତ ଅନୁଯାୟୀ, ଧାରୁଆ ଅସ୍ତ୍ରରେ ଯୁବତୀଙ୍କୁ ହତ୍ୟା କରିବା ପରେ ତାଙ୍କ…
ଗୋଟିଏ ଭିଡିଓ ଯୋଗୁ ରାତାରାତି ଷ୍ଟାର୍ ପାଲଟିଲେ ବାଦାମ ବିକ୍ରେତା
ଆଜିକାଲି ସୋସିଆଲ ମିଡିଆ ଜରିଆରେ ଅନେକ ଲୋକ ରାତାରାତି ଷ୍ଟାର ପାଲଟିବା ନଜିର ରହିଛି। ରାନୁ ମଣ୍ଡଳ, ଡ୍ୟାନ୍ସ ଓ୍ବାଲେ ଡବୁ ଅଙ୍କଲ କିମ୍ବା ସହଦେବ ଡିରଡୋ ଭଳି କଳାକାର ସୋସିଆଲ ମିଡିଆ ମାଧ୍ୟମରେ ପରିଚୟ ପାଇଛନ୍ତି। ନିକଟରେ ସେମିତି ଏକ…
ଆସିଲେ ଗଲେ, ତଥାପି ଛୁଇଁଲେ ମାଇଲଷ୍ଟୋନ
ଅହମ୍ମଦାବାଦ,୪।୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ରବିବାର ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍ରେ ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି କିଛି ଖାସ କରିପାରି ନ ଥିଲେ। ୩ ବଲରେ ଦୁଇ ଚୌକା ଲଗାଇବା ପରେ ଚତୁର୍ଥ ବଲରେ କ୍ୟାଚ୍ ଆଉଟ୍ ହୋଇଥିଲେ କୋହଲି।…
ଐତିହାସିକ ମ୍ୟାଚ୍ରେ ମିଳିଲା ବର୍ଷର ପ୍ରଥମ ବିଜୟ
ଅହମ୍ମଦାବାଦ,୬।୨: ଚଳିତ ବର୍ଷ ପ୍ରଥମ ଥର ପାଇଁ ବିଜୟ ସ୍ବାଦ ଚାଖିଛି ଟିମ୍ ଇଣ୍ଡିଆ। ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଐତିହାସିକ ମ୍ୟାଚ୍ରେ ଭାରତୀୟ ଦଳ ୬ ଉଇକେଟରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ଦେଇଛି। ୧୦୦୦ତମ ଦିନିକିଆ ମ୍ୟାଚ୍ରେ ଆରମ୍ଭରୁ…
ନିଆରା ଶ୍ରଦ୍ଧାଞ୍ଜଳି: ୧୫ ଦିନ ପର୍ଯ୍ୟନ୍ତ ସବୁ ଟ୍ରାଫିକ୍ ସିଗ୍ନାଲ୍ରେ ବାଜିବ ଲତା ମଙ୍ଗେସକରଙ୍କ ଗୀତ
କୋଲକତା,୬।୨: ସୂରସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକକୁ ନେଇ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି। କେନ୍ଦ୍ର ସରକାର ଦୁଇ ଦିନିଆ ଜାତୀୟ ଶୋକ ଘୋଷଣା କରିଛନ୍ତି, ଦେଶର ଅନେକ ରାଜ୍ୟ ସରକାର ନିଜ ନିଜ ରାଜ୍ୟରେ ଶୋକ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗର…
Archives


