ଗଧକୁ ଏପରି କାମରେ ଲଗାଉଛି ଛେଳି, ଭିଡିଓ ଦେଖିଲେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଝଡ଼ବର୍ଷା କ୍ଷୟକ୍ଷତିର ତୁରନ୍ତ ସହାୟତା ଦିଅ
କୁଚିଣ୍ଡା,୬ା୨(ଡି.ଏନ.ଏ.): କୁଚିଣ୍ଡା ବ୍ଲକରେ ଝଡ଼ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି। ଏଥିରେ ଘର ଭାଙ୍ଗିବା ସହ ବ୍ୟାପକ ପରିବା ଫସଲ ନଷ୍ଟ ହୋଇଛି। ପୂର୍ବରୁ ଅଦିନିଆ ବର୍ଷାରେ ଚାଷୀ ଚିନ୍ତାରେ ଥିବାବେଳେ ଝଡବର୍ଷା ସାଙ୍ଗକୁ କୁଆପଥର ମାଡ଼ ଚାଷୀଙ୍କ ଦୁଖଃକୁ ଆହୁରି…
ଗୋରଖନାଥ ମନ୍ଦିର ଓ ଯୋଗୀ ଆଦିତ୍ୟନାଥଙ୍କୁ ବୋମାରେ ଉଡାଇ ଦେବାକୁ ଧମକ
ଲକ୍ଷ୍ନୌ,୬ ।୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଗୋରଖନାଥ ମନ୍ଦିରକୁ ବୋମା ଲଗାଇ ଉଡାଇ ଦେବାକୁ ଧମକ ଦିଆଯାଇଛି । ଶୁକ୍ରବାର ବିଳମ୍ବିତ ରାତିରେ ଏହି ଧମକ ମିଳିବା ପରେ ସବୁଠି ଭୟର ବାତାବରଣ ସୃଷ୍ଟି ହୋଇଛି ।…
ଓଡ଼ିଶା ମାଟିରେ ଫଳୁଛି ସେଓ
ଫଳ ସମସ୍ତଙ୍କର ପ୍ରିୟ। ଏହା ସ୍ବାଦିଷ୍ଟ ହେବା ସହ ସ୍ବାସ୍ଥ୍ୟପଯୋଗୀ ମଧ୍ୟ। ତେବେ ସବୁ ଫଳ ମଧ୍ୟରେ ସେଓ ସ୍ବତନ୍ତ୍ର। ରୋଗୀ ହୁଅନ୍ତୁ ବା ଭୋଗୀ ସମସ୍ତଙ୍କ ପାଇଁ ଖୋଜା ପଡେ ସେଓ। ତେବେ ଦିନ ଥିଲା ଭାରତର ନିର୍ଦ୍ଦିଷ୍ଟ କେତେକ…
କରଜରୁ ମୁକ୍ତି ପାଇବାକୁ ଚାହୁଁଛନ୍ତି କି? କରନ୍ତୁ ଏଭଳି…
ବେଳେ ବେଳେ ଅସୁବିଧାରେ ପଡିଲେ, ମଣିଷ କରଜ କରିବାକୁ ବାଧ୍ୟ ହୋଇଥାଏ। କିନ୍ତୁ ଏହି କରଜକୁ ଠିକ୍ ସମୟରେ ସୁଝିଦେଲେ ମନକୁ ଖୁବ୍ ଶାନ୍ତି ମିଳେ। ଆଉ ଯଦି ଠିକ୍ ସମୟରେ ସୁଝା ନଯାଏ, ତା’ହେଲେ ତାହା ବୋଝ ଭଳି ଲାଗିଥାଏ।…
ନୂଆଁ-ପୁରଣା ଚେହେରା ମଧ୍ୟରେ ଲଢେଇ
ନୂଆପଡ଼ା ଅଫିସ,୬।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତେ ସରଗରମ ହେବାରେ ଲାଗିଛି ା ନୂଆପଡା ଜିଲାରେ ୧୪ଟି ଜିଲା ପରିଷଦ ଜୋନ ରହିଥିବାବେଳେ ୫୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି। ୪ ଲକ୍ଷ ୩୪…
ପ୍ରସ୍ତୁତ ହେବ କରୋନା ଭ୍ୟାକ୍ସିନ ‘କାର୍ବେଭାକ୍ସ’ର ୫ କୋଟି ଡୋଜ
ନୂଆଦିଲ୍ଲୀ,୬ ।୨: ହାଇଦ୍ରାବାଦ ସ୍ଥିତ ଫାର୍ମାସ୍ୟୁଟିକାଲ କମ୍ପାନୀ ବାୟୋଲଜିକାଲ-ଇକୁ କରୋନା ଭ୍ୟାକ୍ସିନ ‘କାର୍ବେଭାକ୍ସ’ର ୫ କୋଟି ଡୋଜ ପ୍ରସ୍ତୁତ କରିବାକୁ କେନ୍ଦ୍ର ସରକାର କହିଛନ୍ତି । ଏହାର ପ୍ରତି ଡୋଜର ଦାମ ୧୪୫ ଟଙ୍କା ରଖାଯାଇଛି । ଫେବୃୟାରୀ ଶେଷ ସୁଦ୍ଧା…
ପୁନରୁଦ୍ଧାର ଅପେକ୍ଷାରେ ଗୌରଚରଣଙ୍କ ସ୍ମୃତିପୀଠ
ବେଗୁନିଆ,୬ା୨(ଡି.ଏନ୍.ଏ.): ଭକ୍ତ କବି ଦ୍ୱିଜ ଗୌରଚରଣ ଅଧିକାରୀଙ୍କ ସ୍ମୃତି ପୀଠ ମାଟିରେ ଲୀନ ହେବାକୁ ବସିଛି। ଦୀର୍ଘବର୍ଷ ହେବ ଏହି ପୀଠ ଅଲୋଡ଼ା ହୋଇ ପଡିରହିଛି। ଓଡ଼ିଶାର ଧାର୍ମିକ ଭାବଧାରାକୁ ଲେଖନୀ ଚାଳନାରେ ଦେଶରେ ପରିଚିତ କରାଇଥିବା ଗୌରଚରଣଙ୍କୁ ମନେ ପକାଇବାକୁ…
ଲତାଙ୍କ ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି: ୨୯ ଦିନ ହେବ ଭର୍ତ୍ତି ଅଛନ୍ତି ଆଇସିୟୁରେ
ମୁମ୍ବାଇ,୬ ।୨: ଭାରତ ରନ୍ନ, ସୁର ସାମ୍ରାଜ୍ଞି ଲତା ମଙ୍ଗେସକରଙ୍କର ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହୋଇଛି । ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ ସେ ଦୀର୍ଘ ୨୯ ଦିନ ହେବ ଆଇସିୟୁରେ ରହି ଚିକିତ୍ସିତ ହେଉଛନ୍ତି । ଶନିବାର ହଠାତ୍…
ଶୁଭିବନି ଖଣ୍ଡଗିରି କୁମ୍ଭମେଳାର କୋଳାହଳ
ଭୁବନେଶ୍ୱର, ୬।୨ (ବ୍ୟୁରୋ): ସୋମବାର ମାଘ ସପ୍ତମୀଠାରୁ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭ ମେଳା ଆରମ୍ଭ ହେବ। ହେଲେ କରୋନା କଟକଣା ପାଇଁ ଗତବର୍ଷ ଭଳି ଏଥର ମଧ୍ୟ ମେଳାର କୋଳାହଳ ଶୁଭିବ ନାହିଁ। ଯାତ୍ରା ପଡ଼ିଆ ଫାଙ୍କା ପଡ଼ିଥିବାବେଳେ ଖଣ୍ଡଗିରି-ଉଦୟଗିରି ରାସ୍ତା…
ଦିଗାମ୍ବରପୁର ଛକରେ ବେଆଇନ ଚିପ୍ସ, ମୋରମ ୟାର୍ଡ
କଳିଙ୍ଗନଗର,୬ା୨(ଡି.ଏନ.ଏ.): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଶାସନ ନିକଟ ଦିଗାମ୍ବରପୁର ଛକଠାରେ ପ୍ରାୟ ୧୦ ଏକର ଜମିରେ ବିପୁଳ ପରିମାଣର ଚିପ୍ସ ଓ ମୋରମ ପାହାଡ଼ ଭଳି ଗଦା ହୋଇଛି। ତେବେ ଏଠାରୁ ନକଲି ଟ୍ରାନ୍ଜିଟ ପାସ୍ (ଟିପି) ଦ୍ୱାରା କଳିଙ୍ଗନଗର…
ସପ୍ତାହକ ମଧ୍ୟରେ ଚତୁର୍ଥ ରାଲି କରିବେ ମୋଦି
ନୂଆଦିଲ୍ଲୀ,୬ ।୨: ପାଞ୍ଚ ରାଜ୍ୟରେ ହେବାକୁ ଯାଉଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ହେଲାଣି ସରଗରମ । ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିବି ଏ ନେଇ ପ୍ରଚାର ଆରମ୍ଭ କରି ସାରିଲେଣି । ଉତ୍ତର ପ୍ରଦେଶରୁ ନେଇ ଗୋଆ ପର୍ଯ୍ୟନ୍ତ ଭାରତୀୟ…
Archives


