ସରକାରୀ ଯୋଜନାକୁ ପ୍ରାର୍ଥୀଙ୍କ ଭରସା
ଡେରାବିଶ, ୬।୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ୍ ଫେବୃୟାରୀ ୧୬ରେ ଡେରାବିଶ ବ୍ଲକରେ ଅନୁଷ୍ଠିତ ହେବ । ଏଥିପାଇଁ ଆଉମାତ୍ର ଅଳ୍ପ ଦିନ ବାକି ରହିଥିବା ବେଳେ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀମାନେ ଘରକୁ ଘର ବୁଲି…
ବ୍ରହ୍ମପୁରର ଜୟ ଜଗନ୍ନାଥ ଗ୍ରୁପ: ଅସହାୟଙ୍କୁ ସହାୟତା ମୂଳ ଲକ୍ଷ୍ୟ
ଅସହାୟଙ୍କୁ ସାହାଯ୍ୟ କରିବା ଓ ରୋଗୀଙ୍କୁ ରକ୍ତ ଅଭାବ ଦୂର କରିବା ତାଙ୍କର ମୂଳ ଲକ୍ଷ୍ୟ। ଯାହାକୁ ଆଧାର କରି ଆଜକୁ ଦୀର୍ଘ ୯ ବର୍ଷ ଧରି ବ୍ରହ୍ମପୁର ସହରର ଜୟ ଜଗନ୍ନାଥ ଗ୍ରୁପ ଓଡ଼ିଶା ବିଭିନ୍ନ ସ୍ବେଚ୍ଛାସେବୀ କାର୍ଯ୍ୟରେ ନିୟୋଜିତ…
୫ ବର୍ଷ ହେଲା ମ. ରାମପୁରରେ ସକ୍ରିୟ ରହିଛନ୍ତି ମାଓବାଦୀ
ମ.ରାମପୁର,୬ା୨(ଡି.ଏନ୍.ଏ.): କନ୍ଧମାଳ ସୀମାନ୍ତ କଳାହାଣ୍ଡି ଜିଲା ମ. ରାମପୁର ବ୍ଲକର ମୋହନଗିରି, ବାରବନ୍ଧା, ଉର୍ଲାଦାନୀ, ମାଣିକେରା ଆଦି ଅଞ୍ଚଳରେ ଗତ ୪ରୁ ୫ ବର୍ଷ ହେଲା ମାଓବାଦୀଙ୍କ ଗତିବିଧି ସକ୍ରିୟ ରହିଛି। ଏହାକୁ ରୋକିବା ପାଇଁ ଉପରୋକ୍ତ ଅଞ୍ଚଳରେ ନିୟମିତ ବିଏସଏଫ,…
ବନ୍ଦ ପଲିସିକୁ ପୁନଃ ଆରମ୍ଭ ସୁଯୋଗ ଦେଲା ଏଲ୍ଆଇସି
ଭୁବନେଶ୍ୱର,୬ା୨: ବନ୍ଦ ହୋଇପଡ଼ିଥିବା ବୀମାଗୁଡ଼ିକର ପୁନଃ ଆରମ୍ଭ ପାଇଁ ପଲିସିଧାରୀଙ୍କୁ ଆଉ ଏକ ସୁଯୋଗ ପ୍ରଦାନ କରୁଛି ଭାରତୀୟ ଜୀବନ ବୀମା ନିଗମ (ଏଲ୍ଆଇସି)। କୋଭିଡ୍ ମହାମାରୀ ଯୋଗୁ ଆର୍ଥିକ ସମସ୍ୟାର ସମ୍ମୁଖୀନ ହେଉଥିବା ବୀମାଧାରୀଙ୍କୁ କ୍ରମାଗତ ରିସ୍କ କଭର ପାଇଁ…
ହଲିଉଡ୍ରେ ଧନୁଷ
ମୁମ୍ବାଇ: ସାଉଥ୍ ଫିଲ୍ମ୍ ଇଣ୍ଡଷ୍ଟ୍ରିରେ ଜଣେ ଆଗଧାଡିର ଅଭିନେତା ଭାବେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଧନୁଷ । ଏହାସହ ସେ ବଲିଉଡର କିଛି ମୁଭିରେ ବି ନଜର ଆସିଛନ୍ତି । ଖୁବଶୀଘ୍ର ଧନୁଷ ହଲିଉଡରେ ନଜର ଆସିବାକୁ ଯାଉଛନ୍ତି…
ଶହୀଦ ମାନ୍ୟତା, ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି
ଖୋର୍ଦ୍ଧା ଅଫିସ/ନିରାକାରପୁର/ଜଟଣୀ, ୬ା୨(ଡି.ଏନ୍.ଏ.): ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ମାଓବାଦୀମାନେ ବିଛାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ ‘ଧରିତ୍ରୀ’ ଖବରଦାତା ରୋହିତ ବିଶ୍ୱାଳଙ୍କ ଶନିବାର ମୃତ୍ୟୁ ଘଟିଛି। ଏନେଇ ଖୋର୍ଦ୍ଧା ସାମ୍ବାଦିକ ଭବନ ପରିସରରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ‘ଧରିତ୍ରୀ’ର…
ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗ: ପରିବାର, ଗ୍ରାମବାସୀ ସ୍ତବ୍ଧ
ମ.ରାମପୁର,୬ା୨: ରୋହିତ ବିଶ୍ୱାଳଙ୍କ ସ୍ତ୍ରୀ ମାଧବୀ, ଗୋଟେ ଝିଅ ଓ ପୁଅ ଅଛନ୍ତି। ପୂର୍ବରୁ ତାଙ୍କର ବାପାଙ୍କ ମୃତ୍ୟୁ ହୋଇଥିବାବେଳେ ମା’ ରେବତୀ ଓ ସ୍ତ୍ରୀପିଲାଙ୍କ ସହ ରୋହିତ ନିଜ ଗ୍ରାମ ମୋହନଗିରିରେ ରହୁଥିଲେ। ରୋହିତଙ୍କ ଅକାଳ ମୃତ୍ୟୁ ଖବର ପାଇ…
କୋଟିଆରେ ପୁଣି ଜମିପଟ୍ଟା ବାଣ୍ଟିଲା ଆନ୍ଧ୍ର
ପଟ୍ଟାଙ୍ଗୀ,୬।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କୋରାପୁଟ ଜିଲା ପ୍ରଶାସନଠାରୁ ଆରମ୍ଭ କରି ରାଜନୈତିକ ଦଳଗୁଡିକ ବ୍ୟସ୍ତ ଥିବା ବେଳେ ଏହାର ସୁଯୋଗ ନେଇ ଆନ୍ଧ୍ର ପଟ୍ଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କରି ଶନିବାର ଜମିପଟ୍ଟା ବଣ୍ଟନ କରିଛି। ପଞ୍ଚାୟତର…
ପୁଣି ଫେରିଲା ଶୀତ: ଘନ କୁହୁଡ଼ି ନେଇ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୬।୨(ବ୍ୟୁରୋ): ରାଜ୍ୟକୁ ପୁଣି ଶୀତ ଲହରି ଫେରିଛି। ଦୁଇଦିନ ଧରି ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା। ଶନିବାର ବର୍ଷା ନ ଥିଲେ ମଧ୍ୟ ଦିନରେ ଖରା ସହ ଶୀତୁଆ ପବନ ଲାଗି ରହିଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ…
ପୁରୁଣା ରେଲୱେ କୋଚରେ ରେସ୍ତୋରାଁ
ନାଗପୁର,୬ ।୨: ମହାରାଷ୍ଟ୍ର ନାଗପୁର ରେଲୱେ ଷ୍ଟେଶନ ବାହାରେ ନାଗପୁର ଡିଭିଜନର ସେଣ୍ଟ୍ରାଲ ରେଲୱେ ପକ୍ଷରୁ ଖୋଲାଯାଇଛି ‘ରେଷ୍ଟୁରାଣ୍ଟ ଅନ୍ ହ୍ୱିଲ୍ସ’ । ଟେଣ୍ଡର ମାଧ୍ୟମରେ ଏକ ପୁରୁଣା ରେଳ ବଗିକୁ ରେସ୍ତୋରାଁରେ ପରିବର୍ତ୍ତନ କରାଯାଇଛି । ଏହା ହଲଦିରାମସ୍ ଦ୍ୱାରା…
ସୁଯୋଗ ପର୍ଯ୍ୟାପ୍ତ, ଉତ୍ପାଦନ ଦୁର୍ବଳ
ଭୁବନେଶ୍ୱର,୬ା୨(ବ୍ୟୁରୋ): ଦିନକୁ ଦିନ ଶକ୍ତି ଚାହିଦା ବଢ଼ିବାରେ ଲାଗିଛି। ତାପଜ ଓ ଜଳବିଦ୍ୟୁତ୍ ଭଳି ପାରମ୍ପରିକ ଶକ୍ତି ଉତ୍ସଗୁଡ଼ିକ ଉପରେ ଚାପ ବୃଦ୍ଧି ହେବା ସହ ଉତ୍ପାଦନ ଖର୍ଚ୍ଚ ବଢ଼ିଚାଲିଛି। ବିକଳ୍ପ ଭାବେ କ୍ଷୁଦ୍ର ଜଳବିଦ୍ୟୁତ୍ ଶକ୍ତି, ସୌର, ପବନ, ବାୟୋଗ୍ୟାସ…
ବାଦଲଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର
ନୂଆଦିଲ୍ଲୀ,୬।୨: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ଷୀୟାନ ଶିରୋମଣି ଅକାଳୀ ଦଳ ନେତା ପ୍ରକାଶ ସିଂ ବାଦଲଙ୍କ ସ୍ବାସ୍ଥ୍ୟାବସ୍ଥାରେ ଶନିବାର ଗୁରୁତର ଅବନତି ଦେଖାଦେବାରୁ ତାଙ୍କୁ ଫୋର୍ଟିସ୍ ମୋହାଲି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ୯୪ ବର୍ଷୀୟ ବାଦଲ ନିକଟରେ ଲାମ୍ବି ଆସନରୁ…
Archives


