Home Left

ଚିରକାଳ ଅମର ରହିବେ ମେଲୋଡି କୁଇନ୍‌

ଭୁବନେଶ୍ୱର,୬।୨(ବ୍ୟୁରୋ): ଭାରତରତ୍ନ ଲତା ମଙ୍ଗେସ୍‌କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି । ସେ ଟୁଇଟ କରି କହିଛନ୍ତି, କିମ୍ବଦନ୍ତୀ ଗାୟିକା ତଥା ମେଲୋଡି କୁଇନ ଲତା ତାଙ୍କର ଅପୂର୍ବ କଣ୍ଠ ଯୋଗୁ ଚିରକାଳ ଅମର ରହିବେ ।…

ଏହି ଦୁଇଟି ଓଡ଼ିଆ ଫିଲ୍ମରେ କଣ୍ଠଦାନ କରିଥିଲେ ଲତା

ଭୁବନେଶ୍ୱର,୬ା୨(ବ୍ୟୁରୋ): ଚାଲିଗଲେ ସୁରର ରାଣୀ ଲତା ମଙ୍ଗେସକର। ସଙ୍ଗୀତ ବ୍ୟତୀତ ସେ ଆଉ କେଉଁ କଥାରେ ଅଧିକ ଗୁରୁତ୍ୱ ଦେଉ ନ ଥିଲେ। ସେ ୩୦ରୁ ଊର୍ଦ୍ଧ୍ୱ ଭାଷାରେ ଏବଂ ୫୦ ହଜାରରୁ ଅଧିକ ଗୀତ ଗାଇଛନ୍ତି। ତାଙ୍କ ବିୟୋଗରେ ଆଜି…

କ୍ଷେତ ବୁଲି ଚଣା ଖାଇଲେ ପ୍ରଧାନମନ୍ତ୍ରୀ ମୋଦି

ହାଇଦ୍ରାବାଦ,୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ହାଇଦ୍ରାବାଦ ଗସ୍ତରେ ଥିଲେ। ସେ ଅଇସିଆର୍‌ଆଇଏସ୍‌ଏଟ(ICRISAT)ର ୫୦ତମ ବାର୍ଷିକ ଉତ୍ସବ ଯୋଗଦେବାକୁ ଆସିଥିଲେ। ହାଇଦ୍ରାବାଦର ଅନ୍ତର୍ଜାତୀୟ କ୍ରପ୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ କ୍ୟାମ୍ପସ ପରିଦର୍ଶନ କରି ଚାଷ ଜମିରୁ କିଛି ଚଣା…

କଳା ଆର୍ମବ୍ୟାଣ୍ଡ ପିନ୍ଧିଲେ ଭାରତୀୟ ଖେଳାଳି

ଅହମ୍ମଦାବାଦ,୬।୨: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ଐତିହାସିକ ମ୍ୟାଚ୍‌ରେ ଭାରତୀୟ ଦଳର ଖେଳାଳିମାନେ ହାତରେ କଳା ଆର୍ମବ୍ୟାଣ୍ଡ ପିନ୍ଧିଥିଲେ। ‘ଭାରତ ରତ୍ନ’ ସୁର ସମ୍ରାଜ୍ଞୀ ଲତା ମାଙ୍ଗେଶକରଙ୍କ ସ୍ମୃତିରେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳର ସଦସ୍ୟମାନେ ଏହି…

ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିର ସୁରକ୍ଷା ନେଇ ପ୍ରଶ୍ନବାଚୀ

କେନ୍ଦୁଝର,୬ା୨(ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହର ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିର ପରିସରରୁ ପ୍ରାୟ ୪ଟି ଚନ୍ଦନ ଗଛ ଚୋରି ହୋଇଥିବାରୁ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମନ୍ଦିର ପରିସରରେ ସିସିଟିଭି ଲାଗିଥିବା ବେଳେ ସୁରକ୍ଷା ବଳ ନିୟୋଜିତ ସତ୍ତ୍ୱେ କିଭଳି…

ଐତିହାସିକ ମ୍ୟାଚ୍‌ରେ ଚହଲଙ୍କ ଶତକ

ଅହମ୍ମଦାବାଦ,୬।୨: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ଐତିହାସିକ ମ୍ୟାଚ୍‌ରେ ଭାରତୀୟ ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ତାଙ୍କ ପ୍ରଥମ ଓଭରରେ ଦୁଇ ଉଇକେଟ ନେଇ ଏକ ସ୍ବତନ୍ତ୍ର ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ଇନିଂସର ୧୯ତମ ଓଭରରେ ଚହଲ…

ହୀରା ଆଉ ଶାଢ଼ି କିଣିବାକୁ ପସନ୍ଦ କରନ୍ତି ଲତା

ମୁମ୍ବାଇ: ନିଜର ସ୍ବରର ଯାଦୁରେ ସମସ୍ତଙ୍କୁ ମୁଗ୍ଧ କରୁଥିବା ସୁରସାମ୍ରାଜ୍ଞୀ ଲତା ମଙ୍ଗେସକର ରବିବାର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସଙ୍ଗୀତ ବ୍ୟତୀତ ଲତା ଆଉ କେଉଁ କଥାରେ ଅଧିକ ଗୁରୁତ୍ୱ ଦେଉ ନ ଥିଲେ। ଲତା ସବୁବେଳେ କ୍ରିକେଟ ଖେଳ…

ନିର୍ବାଚନୀ ହିଂସା ଏଡ଼ାଇବା ପାଇଁ ଫ୍ଲାଗ ମାର୍ଚ୍ଚ

ଛତ୍ରପୁର,୬।୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ନେଇ ଛତ୍ରପୁର ବ୍ଲକ ସୁନ୍ଦରପୁର ଓ ଭିକାରିପଲୀ ପଞ୍ଚାୟତର ବିଭିନ୍ନ ଗ୍ରାମାଞ୍ଚଳରେ ସ୍ଥନୀୟ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରାଯାଇଛି । ଛତ୍ରପୁର ଥାନା ଅଧିକାରୀ ସତ୍ୟରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ପୋଲିସ ପକ୍ଷରୁ…

ଗିନିଜ୍‌ ବୁକ୍‌ରେ ଅଛି କୋକିଳ କଣ୍ଠୀଙ୍କ ନାମ

ବମ୍ବେ: ୧୯୨୯ ସେପ୍ଟେମ୍ବର ୨୮ରେ ସୁର ସାମ୍ରାଜ୍ଞୀ ଲତା ମଧ୍ୟପ୍ରଦେଶର ଇନ୍ଦୋରରେ ଜନ୍ମଗ୍ରହଣ କରିଥିଲେ। ପିଲାଦିନେ ତାଙ୍କ ନାମ ‘ହେମା’ ଥିଲା। ହେଲେ ପାଞ୍ଚ ବର୍ଷ ପରେ ତାଙ୍କ ନାମ ‘ଲତା’ ରଖାଯାଇଥିଲା। ଲତାଙ୍କ ଭାଇ ହୃଦୟନାଥ ମଙ୍ଗେସକର ସଙ୍ଗୀତ ନିର୍ଦ୍ଦେଶକ…

ପୌରପାଳିକା ନାଁରେ ନକଲି ଫେସବୁକ ଆକାଉଣ୍ଟ

ବାଲେଶ୍ୱର ଅଫିସ, ୬ା୨: ବାଲେଶ୍ୱର ପୌରାଞ୍ଚଳ ନାମରେ ଦୀର୍ଘ ୧ବର୍ଷ ଧରି ନକଲି ଫେସବୁକ୍‌ ଆକାଉଣ୍ଟ ଖୋଲାଯାଇ ବିଭିନ୍ନ ପ୍ରକାର ତଥ୍ୟ ସୋସିଆଲ ମିଡିଆରେ ଅପଲୋଡ୍‌ କରାଯିବା ସହ ଲୋକଙ୍କୁ ଭ୍ରମିତ କରାଯାଉଛି। ଏନେଇ ପୌର ନିର୍ବାହୀ ଅଧିକାରୀ ତଥା ଉପଜିଲାପାଳ…

ଅନୁଗୋଳରେ ନକଲି ବିଦେଶୀ ମଦ ସାମ୍ରାଜ୍ୟ

ଅନୁଗୋଳ ଅଫିସ, ୬ା୨:  ଅନୁଗୋଳ ସହର ଉପକଣ୍ଠ ରାଣୀଗୁଡ଼ାରୁ ମିଳିଛି ନକଲି ବିଦେଶୀ ମଦ ବ୍ୟବସାୟର ଲିଙ୍କ୍‌। ଶନିବାର ଅବକାରୀ ବିଭାଗ ଓ କଟକ ଫ୍ଲାଇଂ ସ୍କ୍ବାର୍ଡ ମିଳିତ ଭାବେ ଚଢ଼ାଉ କରି ଏକ ଭଡ଼ାଘରୁ ୧୦୦ରୁ ଊର୍ଦ୍ଧ ବସ୍ତା ମଦବୋତଲ ଠିପି,…

୫ ବର୍ଷ ବୟସରେ ଏତେ ରାଗିଯାଇଥିଲେ ଲତା, ଆଉ ମାଡ଼ିଲେନି ସ୍କୁଲ ମାଟି

କୋକିଳକଣ୍ଠୀ ଲତା ମଙ୍ଗେସ୍‌କରଙ୍କ ସ୍ବର ଆଉ ଶୁଣିବାକୁ ମିଳିବନି। ୯୨ ବର୍ଷ ବୟସରେ ସମସ୍ତଙ୍କ ଠାରୁ ବିଦାୟ ନେଇ ଆରପାରିକୁ ଚାଲିଯାଇଛନ୍ତି। କୁହାଯାଏ, ଗୋଟିଏ ଘଟଣା ପାଇଁ ଲତା ସ୍କୁଲ ଯାଇ ନ ଥିଲେ। ତେବେ ଜାଣନ୍ତୁ କାହିଁକି? କୁହାଯାଏ ପିଲାଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri