Home Left

ଶହୀଦ ମାନ୍ୟତା, ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି

ଖୋର୍ଦ୍ଧା ଅଫିସ/ନିରାକାରପୁର/ଜଟଣୀ, ୬ା୨(ଡି.ଏନ୍‌.ଏ.): ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ମାଓବାଦୀମାନେ ବିଛାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ ‘ଧରିତ୍ରୀ’ ଖବରଦାତା ରୋହିତ ବିଶ୍ୱାଳଙ୍କ ଶନିବାର ମୃତ୍ୟୁ ଘଟିଛି। ଏନେଇ ଖୋର୍ଦ୍ଧା ସାମ୍ବାଦିକ ଭବନ ପରିସରରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ‘ଧରିତ୍ରୀ’ର…

ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗ: ପରିବାର, ଗ୍ରାମବାସୀ ସ୍ତବ୍ଧ

ମ.ରାମପୁର,୬ା୨: ରୋହିତ ବିଶ୍ୱାଳଙ୍କ ସ୍ତ୍ରୀ ମାଧବୀ, ଗୋଟେ ଝିଅ ଓ ପୁଅ ଅଛନ୍ତି। ପୂର୍ବରୁ ତାଙ୍କର ବାପାଙ୍କ ମୃତ୍ୟୁ ହୋଇଥିବାବେଳେ ମା’ ରେବତୀ ଓ ସ୍ତ୍ରୀପିଲାଙ୍କ ସହ ରୋହିତ ନିଜ ଗ୍ରାମ ମୋହନଗିରିରେ ରହୁଥିଲେ। ରୋହିତଙ୍କ ଅକାଳ ମୃତ୍ୟୁ ଖବର ପାଇ…

କୋଟିଆରେ ପୁଣି ଜମିପଟ୍ଟା ବାଣ୍ଟିଲା ଆନ୍ଧ୍ର

ପଟ୍ଟାଙ୍ଗୀ,୬।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କୋରାପୁଟ ଜିଲା ପ୍ରଶାସନଠାରୁ ଆରମ୍ଭ କରି ରାଜନୈତିକ ଦଳଗୁଡିକ ବ୍ୟସ୍ତ ଥିବା ବେଳେ ଏହାର ସୁଯୋଗ ନେଇ ଆନ୍ଧ୍ର ପଟ୍ଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କରି ଶନିବାର ଜମିପଟ୍ଟା ବଣ୍ଟନ କରିଛି। ପଞ୍ଚାୟତର…

ପୁଣି ଫେରିଲା ଶୀତ: ଘନ କୁହୁଡ଼ି ନେଇ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୬।୨(ବ୍ୟୁରୋ): ରାଜ୍ୟକୁ ପୁଣି ଶୀତ ଲହରି ଫେରିଛି। ଦୁଇଦିନ ଧରି ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା। ଶନିବାର ବର୍ଷା ନ ଥିଲେ ମଧ୍ୟ ଦିନରେ ଖରା ସହ ଶୀତୁଆ ପବନ ଲାଗି ରହିଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ…

ପୁରୁଣା ରେଲୱେ କୋଚରେ ରେସ୍ତୋରାଁ

ନାଗପୁର,୬ ।୨: ମହାରାଷ୍ଟ୍ର ନାଗପୁର ରେଲୱେ ଷ୍ଟେଶନ ବାହାରେ ନାଗପୁର ଡିଭିଜନର ସେଣ୍ଟ୍ରାଲ ରେଲୱେ ପକ୍ଷରୁ ଖୋଲାଯାଇଛି ‘ରେଷ୍ଟୁରାଣ୍ଟ ଅନ୍ ହ୍ୱିଲ୍ସ’ । ଟେଣ୍ଡର ମାଧ୍ୟମରେ ଏକ ପୁରୁଣା ରେଳ ବଗିକୁ ରେସ୍ତୋରାଁରେ ପରିବର୍ତ୍ତନ କରାଯାଇଛି । ଏହା ହଲଦିରାମସ୍ ଦ୍ୱାରା…

ସୁଯୋଗ ପର୍ଯ୍ୟାପ୍ତ, ଉତ୍ପାଦନ ଦୁର୍ବଳ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଦିନକୁ ଦିନ ଶକ୍ତି ଚାହିଦା ବଢ଼ିବାରେ ଲାଗିଛି। ତାପଜ ଓ ଜଳବିଦ୍ୟୁତ୍‌ ଭଳି ପାରମ୍ପରିକ ଶକ୍ତି ଉତ୍ସଗୁଡ଼ିକ ଉପରେ ଚାପ ବୃଦ୍ଧି ହେବା ସହ ଉତ୍ପାଦନ ଖର୍ଚ୍ଚ ବଢ଼ିଚାଲିଛି। ବିକଳ୍ପ ଭାବେ କ୍ଷୁଦ୍ର ଜଳବିଦ୍ୟୁତ୍‌ ଶକ୍ତି, ସୌର, ପବନ, ବାୟୋଗ୍ୟାସ…

ବାଦଲଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନୂଆଦିଲ୍ଲୀ,୬।୨: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ଷୀୟାନ ଶିରୋମଣି ଅକାଳୀ ଦଳ ନେତା ପ୍ରକାଶ ସିଂ ବାଦଲଙ୍କ ସ୍ବାସ୍ଥ୍ୟାବସ୍ଥାରେ ଶନିବାର ଗୁରୁତର ଅବନତି ଦେଖାଦେବାରୁ ତାଙ୍କୁ ଫୋର୍ଟିସ୍‌ ମୋହାଲି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ୯୪ ବର୍ଷୀୟ ବାଦଲ ନିକଟରେ ଲାମ୍ବି ଆସନରୁ…

ପ୍ରାର୍ଥୀ ଚୟନ ଚିନ୍ତାରେ ୩ ଦଳ

କଟକ ଅଫିସ,୩।୨: ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ କଟକ ସହରର ରାଜନୈତିକ ଉଷ୍ମତା ବଢିବାରେ ଲାଗିଛି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସରିବା ପରେ ପୌର ନିର୍ବାଚନ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏଥିପାଇଁ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଗଲାଣି। ତେଣୁ ଆଶାୟୀଙ୍କ…

କର୍ନାଟକରେ ସଦ୍‌ଭାବନା ବ୍ୟାହତ କରୁଥିବା ପୋଷାକ ନିଷେଧ

ବେଙ୍ଗାଲୁରୁ,୬।୨: କଲେଜରେ ହିଜାବ ବିବାଦ ପରେ ସଂହତି, ସଦ୍‌ଭାବନା ଓ ସାଧାରଣ ଶୃଙ୍ଖଳା ବ୍ୟାହତ କରୁଥିବା ପୋଷାକକୁ କର୍ନାଟକ ସରକାର ଶନିବାର ନିଷେଧ କରିଛନ୍ତି। ହିଜାବ ନିୟମ ବିରୋଧରେ ଉଡ଼ୁପି କଲେଜର ୫ ଛାତ୍ରୀଙ୍କ ଆବେଦନ ଉପରେ କର୍ନାଟକ ହାଇକୋର୍ଟ ମଙ୍ଗଳବାର…

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୬।୨(ବ୍ୟୁରୋ): ବଜେଟ ଘୋଷଣା ପରେ ପ୍ରଥମଥର ଲାଗି କେନ୍ଦ୍ର ରେଳ ଏବଂ ସୂଚନା ଓ ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି। କେନ୍ଦ୍ରରେ ମୋଦି ସରକାରଙ୍କ ‘ଆତ୍ମନିର୍ଭର ଅର୍ଥ ବ୍ୟବସ୍ଥା’ ଓ ଗତ ୧ ତାରିଖରେ…

ଯୋଗୀଙ୍କ ବିରୋଧରେ ଲଢ଼ିବେ ପୂର୍ବତନ ଶିକ୍ଷକ

ଲକ୍ଷ୍ନୌ,୬।୨: ଜମି ମାଫିଆମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଦୀର୍ଘ ୨୬ ବର୍ଷ ହେଲା ମୁଜାଫରନଗରରେ ଧାରଣାରେ ବସିଥିବା ଉତ୍ତରପ୍ରଦେଶର ପୂର୍ବତନ ସ୍କୁଲ୍‌ ଶିକ୍ଷକ ତଥା ଦୁର୍ନୀତି ବିରୋଧୀ କର୍ମୀ ବିଜୟ ସିଂଗୋରଖପୁର ଅର୍ବାନ ଆସନରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ନିର୍ବାଚନ…

ମାର୍ଚ୍ଚରେ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୬।୨(ବ୍ୟୁରୋ): ଚଳିତବର୍ଷ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷା ମାର୍ଚ୍ଚ ମାସରୁ ଆରମ୍ଭ ହେବ। ଥିଓରୀ ପରୀକ୍ଷା ମାର୍ଚ୍ଚ ୧୫ରୁ ଆରମ୍ଭ ହେବାକୁ ଥିବାବେଳେ ପ୍ରାକ୍ଟିକାଲ ପରୀକ୍ଷା ଫେବୃଆରୀ ୨୨ ତଥା ଶେଷ ସପ୍ତାହରୁ ଆରମ୍ଭ ହେବ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri