Home Left

ବଢୁଛି କରୋନା: ସତର୍କ ରହିବାକୁ ୫ ରାଜ୍ୟକୁ କେନ୍ଦ୍ରର ଚିଠି

ନୂଆଦିଲ୍ଲୀ,୪।୬: ଦେଶରେ ପୁଣି ବଢୁଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ତତ୍ପରତା ପ୍ରକାଶ କରିଛନ୍ତି। ତାମିଲନାଡୁ, କେରଳ, ତେଲଙ୍ଗାନା, କର୍ଣ୍ଣାଟକ ଓ ମହାରାଷ୍ଟ୍ରରେ ସଂକ୍ରମଣ ବୃଦ୍ଧି ପାଉଛି ସଂକ୍ରମଣ। ତେବେ ସଂକ୍ରମଣକୁ ରୋକିବା ଲାଗି ସତର୍କ ରହିବାକୁ…

ଦିବ୍ୟାଙ୍ଗଙ୍କୁ ନେବାକୁ ମନାକରିପାରିବେ ନାହିଁ ଏୟାରଲାଇନ୍ସ: ଡିଜିସିଏ

ନୂଆଦିଲ୍ଲୀ,୪।୬: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ(ଡିଜିସିଏ) ପକ୍ଷରୁ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ନର୍ଦ୍ଦେଶ ଜାରି କରାଯାଇଛି। ଦେଶର କୌଣସି ଦିବ୍ୟାଙ୍ଗଙ୍କୁ ବିମାନରେ ଯାତ୍ରା କରିବାକୁ ଏୟାରଲାଇନ୍ସ ମନା କରିପାରିବେ ନାହିଁ ବୋଲି ଉକ୍ତ ନିର୍ଦ୍ଦେଶରେ କୁହାଯାଇଛି। ଶୁକ୍ରବାର ଡିଜିସିିଏ ନିଜ ନିୟମରେ…

ଲିଙ୍ଗରାଜ ମନ୍ଦିରରେ ଅଚଳାବସ୍ଥା, ନୀତିକାନ୍ତି ବନ୍ଦ

ଭୁବନେଶ୍ୱର,୪।୬(ବ୍ୟୁରୋ): ଲିଙ୍ଗରାଜ ମନ୍ଦିରରେ ଅଚଳାବସ୍ଥା ଜାରି । ନୀତିକାନ୍ତି ବନ୍ଦ ରହିଛି। ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗର ଅସହଯୋଗ ଯୋଗୁ ନୀତିକାନ୍ତି ବନ୍ଦ ବନ୍ଦ ରଖାଯାଇଛି। ଶୁକ୍ରବାର ସନ୍ଧ୍ୟା ୫ଟାରୁ ନୀତିକାନ୍ତି ବନ୍ଦ ରହିଥିବା ବେଳେ ଆଜି ମଧ୍ୟ ନୀତି…

ମାଲିକଙ୍କ ହାତଗୋଡ଼ ବାନ୍ଧି ଲୁଟିନେଲେ

ସମ୍ବଲପୁର,୩ା୬(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ସିଟି ଷ୍ଟେଶନର ଏକ ଦୋକାନରୁ ଶୁକ୍ରବାର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ମାଲିକଙ୍କ ହାତଗୋଡ ବାନ୍ଧି ଡକାୟତି କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଛାନଭିନ ଆରମ୍ଭ କରିଛି। ସୂଚନା ଅନୁସାରେ ଅପରାହ୍ନରେ ପ୍ରାୟ ୬ରୁ…

ଆମେରିକା ରିପୋର୍ଟକୁ ଭାରତର ତୀବ୍ର ପ୍ରତିକ୍ରିୟା

ନୂଆଦିଲ୍ଲୀ,୪।୬: ଭାରତରେ ସଂଖ୍ୟାଲଘୁଙ୍କ ଉପରେ ଆକ୍ରମଣ ହେଉଥିବା ନେଇ ଆମେରିକା ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟ ଉପରେ ନୂଆଦିଲ୍ଲୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଭୁଲ୍‌ ତଥ୍ୟ ଉପରେ ଆଧାରିତ ରିପୋର୍ଟ କହି ଆମେରିକା ରିପୋର୍ଟକୁ ଭାରତ ନିନ୍ଦା କରିଛନ୍ତି। ଅନ୍ତର୍ଜାତୀୟ…

୪୧ ପ୍ରାର୍ଥୀ ରାଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ

ନୂଆଦିଲ୍ଲୀ,୪।୬: ରାଜ୍ୟ ସଭା ପାଇଁ ୪୧ଜଣ ପ୍ରାର୍ଥୀଙ୍କୁ ନିର୍ଦ୍ୱନ୍ଦରେ ନିର୍ବାଚିତ କରାଯାଇଛି। ଏଥିରେ କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ ଏବଂ ରାଜୀବ ଶୁକ୍ଲା, ଭାଜପାର ସୁମିତ୍ରା ବାଲ୍ମିକି ଏବଂ କବିତା ପାଟିଦାର, କଂଗ୍ରେସର ପୂର୍ବତନ ନେତା କପିଲ ସିବଲ, ରାଷ୍ଟ୍ରିୟ…

ଜାଣନ୍ତୁ ପ୍ରଥମ ଦିନରେ କେତେ ଆୟ କଲା ‘ସମ୍ରାଟ ପୃଥ୍ବୀରାଜ’

ବହୁ ପ୍ରତୀକ୍ଷିତ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ଜୁନ୍‌ ୩ରେ ସମଗ୍ର ଦେଶରେ ରିଲିଜ୍‌ ହୋଇଛି। ଫିଲ୍ମରେ ସୁପରଷ୍ଟାର ଅକ୍ଷୟ କୁମାର ଏବଂ ମାନୁଷୀ ଛିଲରଙ୍କ କେମେଷ୍ଟ୍ରିକୁ ପସନ୍ଦ କରିଛନ୍ତି ଦର୍ଶକ। ଅକ୍ଷୟ କୁମାର ପୃଥ୍ବୀରାଜଙ୍କ ଚରିତ୍ରରେ ନଜର ଆସିଛନ୍ତି। ତେବେ ଶୁକ୍ରବାର…

ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ଭୁବନେଶ୍ୱର,୪।୬(ବ୍ୟୁରୋ): ଆର୍‌ଡବ୍ଲୁଏସ୍‌ଏସ୍‌(ଗ୍ରାମ୍ୟ ପାନୀୟଜଳ ଓ ପରିମଳ) କଟକ ଡିଭିଜନ-୨ର ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶିବରାମ ବିଶ୍ୱାଳଙ୍କୁ ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ୨ ବର୍ଷ ଜେଲ ଦଣ୍ଡ ସହ ୫୦ ହଜାର…

ରାଜଧାନୀର ଏକ ବାର୍‌ ଉପରେ ଅବକାରୀ ବିଭାଗର ଚଢାଉ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜଧାନୀର ଏକ ଡ୍ୟାନ୍ସ ବାର୍‌ ଉପରେ ଅବକାରୀ ବିଭାଗ ଚଢାଉ କରିଛି। ରାତି ୧୧ଟା ପରେ ବାର ଓ ଡ୍ୟାନ୍ସ ଚାଲୁଥିବା ନେଇ ଅଭିଯୋଗ ଆସିବାରେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ରେଡ୍‌ କରାଯାଇଛି। ତେବେ ନିୟମ ଉଲ୍ଲଘଂନ…

ତାତିରେ ନାହିଁ ନିସ୍ତାର

ଭୁବନେଶ୍ୱର, ୪।୬(ବ୍ୟୁରୋ): ତାତିରେ ନାହିଁ ନିସ୍ତାର। ନିଆଁ ବର୍ଷାରେ ଜନଜୀବନ କଲବଲ। ତାତି ଆହୁରି ବଢ଼ିବ । ପାରଦ ୪୬ ଡିଗ୍ରୀ ଡେଇଁପାରେ । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ୬ଟି ସହରରେ ପାରଦ ୪୪ ଡିଗ୍ରୀ ପାର କରିଛି ।…

ହାଇଦ୍ରାବାଦ ଗଣାବଳାତ୍କାର ମାମଲାରେ ଜଣେ ଗିରଫ: ୫ ଅଭିଯୁକ୍ତ ଚିହ୍ନଟ

ହାଇଦ୍ରାବାଦ,୪।୬: ହାଇଦ୍ରାବାଦ ଗଣବଳାତ୍କାର ମାମଲାରେ ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଏଥିସହ ଏହି ମାମଲାରେ ୫ଜଣ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି ପୋଲିସ। ଅଭିଯୁକ୍ତମାନେ ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀର ଛାତ୍ର ବୋଲି ପୋଲିସ ସୂଚନା ଦେଇଛି। ଅନ୍ୟପଟେ ସହରର ପୋଶ…

ରାଜ୍ୟ ସଭା ନିର୍ବାଚନ: ହରିୟାଣାରେ କଂଗ୍ରେସ ପାଇଁ ସମସ୍ୟା ହୋଇପାରନ୍ତି କୁଲଦୀପ

ନୂଆଦିଲ୍ଲୀ,୪ ।୬: ଆସନ୍ତା ୧୦ ତାରିଖରେ ହେବାକୁ ଯାଉଛି ରାଜ୍ୟ ସଭା ନିର୍ବାଚନ । ଏଥିପାଇଁ ଦୁଇଟି ବଡ ରାଜ୍ୟରେ ଟକ୍କର ଚାଲିଛି । ହେଲେ କେଉଁ ଆସନ କାହା ନିକଟକୁ ଯିବ ତାହା ଏବେବି ଅନୁମାନ କରିବା କଷ୍ଟକର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?