ଯୁବକଙ୍କୁ ହାଣି ରାସ୍ତାକଡ଼ରେ ପିଙ୍ଗିଦେଲେ
ବାଲେଶ୍ୱର ଅଫିସ ୪।୬: ବାଲେଶ୍ୱର ଜିଲା ଚାନ୍ଦିପୁର ରାସ୍ତା ଗଛମାଳିଆ ଛକରେ ଶୁକ୍ରବାର ରାତିରେ କିଛି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ରାସ୍ତାକଡ଼ରେ ଫିଙ୍ଗି ଦେଇଛନ୍ତି। ମୃତକ ଜଣକ ହେଲେ ସୁନାହାଟ ଅଞ୍ଚଳର ବାପୁନୁ ଓରଫ…
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ କରୋନା ପଜିଟିଭ୍
ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍ ପିଲାଙ୍କ ମଧ୍ୟରେ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି କ୍ୱାରାଣ୍ଟାଇନ୍ରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ଲୋକାଲ…
କାନପୁର ହିଂସା: ୩୬ ଜଣ ଚିହ୍ନଟ, ୩ ଏଫଆଇଆର
କାନପୁର,୪ ।୬: ଉତ୍ତର ପ୍ରଦେଶର କାନପୁରରେ ଶୁକ୍ରବାର ଜୁମେ ନମାଜ ପରେ କିଛି ଅଞ୍ଚଳରେ ହିଂସା ପରିସ୍ଥିିତି ସୃଷ୍ଟି ହୋଇଥିଲା । ଦୁଇ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ପଥର ଫିଙ୍ଗା ଆରମ୍ଭ ହୋଇ ଯାଇଥିଲା । ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ ହିଂସାଗ୍ରସ୍ତ…
ମୋତେ ହତ୍ୟା କରିବାକୁ ଚାହୁଁଛନ୍ତି ସରକାର: ରାକେଶ ଟିକାଏତ
ମିରଠ,୪ ।୬: ଭାରତୀୟ କୃଷକ ୟୁନିୟନର ରାଷ୍ଟ୍ରୀୟ ପ୍ରବକ୍ତା ରାକେଶ ଟିକାଏତ ମିରଠର କଙ୍ଗରଖେଡାରେ କୃଷକ ପଞ୍ଚାୟତରେ କୃଷକ ଓ କର୍ମୀଙ୍କୁ ସମ୍ବୋଧନ ଦେବା ଅବସରରେ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ ଅଭିଯୋଗ କରିଛନ୍ତି କି ସରକାର ତାଙ୍କୁ ହତ୍ୟା…
ବତକକୁ ମାରିବାକୁ ଯାଉଥିଲେ, ହେଲେ ଶେଷରେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ବବିଙ୍କ ସହ ବୋଲ୍ଡ ସିନ୍କୁ ନେଇ ଖୁଲାସା କଲେ ଇଶା
ବଲିଉଡ୍ ଅଭିନେତା ବବି ଦେଓଲଙ୍କ ୱେବ ସିରିଜ ‘ଆଶ୍ରମ’ଓଟିଟି ପ୍ଲାଟଫର୍ମରେ ଧମାଲ କରିଥିଲା । ‘ଆଶ୍ରମ’ର ସିଜନ-୨ ପରେ ଏବେ ଆଶ୍ରମ ସିଜନ -୩ ଆସି ଯାଇଛି । ତେବେ ସିଜନ -୩ ଓଟିଟି ପ୍ଲାଟଫର୍ମରେ ରିଲିଜ୍ ହୋଇ ସାରିଛି ।…
ଗୁଜରାଟ ନିର୍ବାଚନରେ ସମସ୍ତ ଶକ୍ତି ଲଗାଇବ ଏଏପି: ସିସୋଡିଆ
ନୂଆଦିଲ୍ଲୀ,୪ ।୬: ଚଳିତ ବର୍ଷ ଗୁଜରାଟ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି(ଏଏପି) ସମସ୍ତ ଶକ୍ତି ଲାଗଇବ । ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ଓ ଆମ ଆଦମୀ ପାର୍ଟି(ଏଏପି)ର ବରିଷ୍ଠ ନେତା ମନିଷ ସିସୋଡିଆ ବଡୋଦରାରେ ଏହି କଥା କହିଛନ୍ତି । ସିସୋଡିଆ…
ଦୀର୍ଘ ୨୪ ବର୍ଷ ପରେ ମହାରାଷ୍ଟ୍ରରେ ଆସିଛି ମତଦାନ ମହାପର୍ବ, ୬ ଆସନରେ ଭାଜପା-ଶିବସେନା ମୁହାଁମୁହିଁ
ମୁମ୍ବାଇ,୪ ।୬: ମହାରାଷ୍ଟ୍ରରେ ରାଜ୍ୟ ସଭାର ୬ ଆସନ ପାଇଁ ଶିବସେନା ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ମୁକାବିଲା ସୁନିଶ୍ଚିତ ହୋଇଯାଇଛି । ନିର୍ବାଚନ ମଇଦାନରେ ଥିବା ୭ ଜଣ ପ୍ରାର୍ଥୀ କେହି ଶୁକ୍ରବାର ସେମାନଙ୍କ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର…
ଲାବ୍ରୁ ଗ୍ୟାସ୍ ଲିକ୍: ୨୦୦ ମହିଳା ଅସୁସ୍ଥ
ବିଶାଖାପାଟଣା,୪।୬ : ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଥିବା ଏକ ରାସାୟନିକ ଲାବରେଟୋରିରୁ ଶୁକ୍ରବାର ଆମୋନିଆ ଗ୍ୟାସ୍ ଲିକ୍ ହେବାରୁ ନିକଟସ୍ଥ ଏକ ପୋଷାକ କାରଖାନାରେ କାମ କରୁଥିବା ୨୦୦ରୁ ଊର୍ଦ୍ଧ୍ୱ ମହିଳା ଅସୁସ୍ଥ ହୋଇପଡ଼ିଛନ୍ତି। ଅଚ୍ୟୁତପୁରମ୍ରେ ଥିବା ପୋରସ୍ ଲାବରେଟୋରିରୁ ଗ୍ୟାସ୍ ଲିକ୍…
କାନପୁରରେ ହିଂସା: ୬ ଆହତ
କାନପୁର୍,୪।୬: ଭାଜପା ନେତା ନୁପୂର ଶର୍ମା ଏକ ଟେଲିଭିଜନ ବିତର୍କରେ ପ୍ରଫେଟ୍ ମହମ୍ମଦଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏହାର ପ୍ରତିବାଦରେ ଏକ ମୁସଲମାନ ସଂଗଠନ ଉତ୍ତରପ୍ରଦେଶ କାନପୁରସ୍ଥିତ ପରେଡ୍ ମାର୍କେଟ ବନ୍ଦ ଡାକରା ଦେଇଥିଲା। ଏହାକୁ…
ହରିନୀ ‘ନ୍ୟାଶନାଲ ସ୍ପେଲିଙ୍ଗ୍ ବି’ ବିଜୟିନୀ
ଓ୍ବାଶିଂଟନ,୪।୬: ଭାରତୀୟ ବଂଶୋଦ୍ଭବ ହରିନୀ ଲୋଗାନ ଚଳିତବର୍ଷର ‘ନ୍ୟାଶନାଲ ସ୍ପେଲିଙ୍ଗ୍ ବି’ ପ୍ରତିଯୋଗିତା ଜିତିଛନ୍ତି। ୯୦ ସେକେଣ୍ଡରେ ୨୧ଟି ଓ୍ବାର୍ଡର ସ୍ପେଲିଙ୍ଗ୍ କହି ସେ ଏହି ଟାଇଟଲ୍ର ଅଧିକାରୀ ହୋଇଛନ୍ତି। ହରିନି ଟେକ୍ସାସ୍ରେ ଅଷ୍ଟମ ଶ୍ରେଣୀରେ ପାଠପଢ଼ନ୍ତି। ପ୍ରତିଯୋଗିତାରେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…
ପିମ୍ପୁଡ଼ି କାମୁଡ଼ାରେ ଶିଶୁ ମୃତ
ଲକ୍ଷ୍ନୌ, ୪।୬: ଉତ୍ତର ପ୍ରଦେଶର ମହୋବା ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ପିମ୍ପୁଡ଼ି କାମୁଡ଼ିବାରୁ ଜଣେ ୩ ଦିନର ଶିଶୁଙ୍କ ପ୍ରାଣ ଚାଲିଯାଇଛି। ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ଅବହେଳା କାରଣରୁ ଏପରି ହୋଇଥିବା ତାଙ୍କ ଘରଲେକ କହିଛନ୍ତି। ମାମଲା ଚପାଇଦେବା ପାଇଁ ଡାକ୍ତର ତାଙ୍କୁ ୬,୫୦୦…

