Home Left

ଖାଦ୍ୟ ଅନ୍ବେଷଣରେ ମଙ୍ଗୋଲିଆ ପକ୍ଷୀ

ଗଞ୍ଜାମ,୪ା୨(ଡି.ଏନ୍‌.ଏ.): ପ୍ରତିବର୍ଷ ଶୀତଋତୁ ଆସିଲେ ଗଞ୍ଜାମ ଋଷିକୂଲ୍ୟା ମୁହାଣଠାରେ ବିଭିନ୍ନ ପକ୍ଷୀଙ୍କ ସମାଗମ ହେଉଥିବା ଦେଖିବାକୁ ମିଳିଥାଏ। ସେଥିମଧ୍ୟରୁ ମଙ୍ଗୋଲିଆ ପକ୍ଷୀ ଅନ୍ୟତମ। ଏହି ପକ୍ଷୀମାନେ ଖାଦ୍ୟ ଅନ୍ବେଷଣରେ ବାହାରି ନଦୀ କିମ୍ବା ନାଳରେ ହଜାର ହଜାର ସଂଖ୍ୟାରେ ରୁଣ୍ଡ ହୋଇଥାନ୍ତି।…

ଆଗୁଆ ଜାମିନ ଆବେଦନ କଲେ ମନ୍ତ୍ରୀ, ଏମ୍‌ପି

କଟକ ଅଫିସ,୪ା୨: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ମନ୍ତ୍ରୀ ଓ ଏମ୍‌ପି ପହଞ୍ଚିଛନ୍ତି। ଗିରଫ ଭୟରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ। ଅନ୍ୟପକ୍ଷରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ଏମ୍‌ପି ଜୁଏଲ ଓରାମଙ୍କୁ ସର୍ତ୍ତମୂଳକ ଜାମିନ ମିଳିଛି।…

‘ଆମେ ଭାରତ ସହ ଛିଡ଼ା ହୋଇଛୁ’

ଓ୍ବାଶିଂଟନ,୪।୨: ଚାଇନାର ଆକ୍ରୋଶ ବିରୋଧରେ ଭାରତ ସହ ଛିଡ଼ା ହୋଇଛି ଆମେରିକା। ୨୦୨୦ରେ ଗଲଓ୍ବାନ ଘାଟିରେ ଭାରତୀୟ ଯବାନଙ୍କୁ ଆକ୍ରମଣ କରିଥିବା ପିଏଲ୍‌ଏ ସୈନ୍ୟଙ୍କୁ ଚାଇନା ଓ୍ବିଣ୍ଟର ଅଲିମ୍ପିକ୍ସ ଲାଗି ଟର୍ଚ ଧାରୀ ଭାବେ ଚୟନ କରିବାରୁ ଅନେକ ଆମେରିକୀୟ ସିନେଟର…

ଆଜି ରାଜ୍ୟରୁ ଆଉ ୨୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୪।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ଆଉ ୨୩ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୮୯କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

୭୦ ବର୍ଷରେ ଏମିତି ଷ୍ଟଣ୍ଟ୍‌ କରୁଛନ୍ତି ବୃଦ୍ଧ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ବେଳେବେଳେ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ, ଯାହା ଦେଖିଲେ ବିଶ୍ୱାସ କରି ହୁଏନି। ସେମିତି ଏକ ଭିଡିଓ ଏବେ ଭାଇରାଲ ହେଉଛି। ଏହି ଭିଡିଓରେ ଜଣେ ବୃଦ୍ଧ ବାଇକ୍‌ ଷ୍ଟଣ୍ଟ କରୁଛନ୍ତି। ଭିଡିଓ ଦେଖିବା ପରେ, ଆପଣ…

ଏହି ଅଭିନେତ୍ରୀଙ୍କ ପାଦ ଦେଖି ତାଙ୍କ ପ୍ରେମରେ ପଡିଥିଲେ ସଲମାନ

ଏକଦା ବଲିଉଡ୍‌ର ଭାଇଜାନ ସଲମାନ ଖାନ ଏବଂ ନୀଳନୟନା ଐଶ୍ୱର୍ଯ୍ୟା ରାୟଙ୍କ ପ୍ରେମ ସମ୍ପର୍କକୁ ନେଇ ଇଣ୍ଡଷ୍ଟ୍ରିରେ ଚର୍ଚ୍ଚା ହେଉଥିଲା। ଯଦିଓ ଏବେ ଉଭୟଙ୍କର ରାସ୍ତ ଭିନ୍ନ, କିନ୍ତୁ ଆଜିବି ଦୁହଁିକୁ ପ୍ରେମ କାହାଣୀକୁ ଦର୍ଶକ ଭୁଲିନାହାନ୍ତି। ଦୁହେଁ ଏକାଠି କେବଳ…

ରାଜଧାନୀରେ ଉଠିପାରେ କୋଭିଡ୍‌ କଟକଣା

ନୂଆଦିଲ୍ଳୀ,୪।୨: ରାଜଧାନୀରେ କୋଭିଡ୍‌ ସ୍ଥିତି ଧିରେ ଧିରେ କମୁଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ରାତ୍ରି କର୍ଫ୍ୟୁ ଏବଂ ସ୍କୁଲ ଖୋଲିବା ନେଇ ଶୁକ୍ରବାର ଏକ ବୈଠକ ବସିବ। କୋଭିଡ୍‌ କଟକଣା ଉଠାଯିବ କି ତାହା ଆହୁରି କଡାକଡି କରାଯିବ ସେ…

ଟିମ୍‌ ଇଣ୍ଡିଆ ପାଇଁ ରେକର୍ଡ ମ୍ୟାଚ୍‌

ଅହମ୍ମଦାବାଦ୍‌,୪।୨: ଆସନ୍ତା ୬ ତାରିଖରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଓହ୍ଲାଇବା କ୍ଷଣି ଏକ ସ୍ବତନ୍ତ୍ର ରେକର୍ଡ କରିବ ଟିମ୍‌ ଇଣ୍ଡିଆ। ଭାରତୀୟ ଦଳ ପାଇଁ ଏହା ହେବାକୁ ଯାଉଛି ଏକ ହଜାର ତମ ଦିନିକିଆ…

ଲିଭୁନି ଜୁଇ,ବଢିଚାଲିଛି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୪।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୪୯ ହଜାର ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦୭୨ଙ୍କ ମୃତ୍ୟୁ ଘଟିଛି।…

ରାମ ଗୋପାଳ ବର୍ମାଙ୍କ ପ୍ରେମରେ ପାଗଳ ହୋଇ ଉର୍ମିଳା ବିବାହ କରିଥିଲେ ୧୦ ବର୍ଷ ସାନ ଯୁବକଙ୍କୁ

ମୁମ୍ବାଇ: ବଲିଉଡ ରଙ୍ଗିଲା ଗର୍ଲ ଉର୍ମିଳା ମାତୋଣ୍ଡକର ୪୮ ବର୍ଷ ବୟସରେ ପଦାର୍ପଣ କରିଛନ୍ତି । ଫେବୃୟାରୀ ୪, ୧୯୭୪ରେ ମୁମ୍ବାଇରେ ଜନ୍ମ ନେଇଥିବା ଉର୍ମିଳା ଅଭିନୟ ସହ ରାଜନୀତିରେ ବି ନିଜର ଜଲୱା ଦେଖାଇ ଦେଇଛନ୍ତି । ଜଣେ ଶିଶୁ…

ନିର୍ଦ୍ଧାରିତଠାରୁ ମଣ୍ଡି ଅଧିକ ଧାନ ନେଉଥିବା ଅଭିଯୋଗ

ଗଞ୍ଜାମ,୪ା୨(ଡି.ଏନ୍‌.ଏ.): ଚାଷୀଙ୍କଠାରୁ ନିର୍ଦ୍ଧାରିତ ପରିମାଣରୁ ଅଧିକ ଧାନ ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସରକାର ଘୋଷଣା କରିଛନ୍ତି।  ଗୋଟିଏ ଧାନ ବସ୍ତା ପିଛା ୭୭ କେଜି ମଣ୍ଡି ନେବାର ନିୟମ ରହିଛି।  କିନ୍ତୁ ପୁଇଁତୋଳା ଗ୍ରାମର କିଛି ଚାଷୀଙ୍କ ଧାନମଣ୍ଡି…

ରୋଡ୍‌ଶୋ ବେଳେ ମୁହାଁମୁହିଁ ହେଲେ ଅଖିଳେଶ-ପ୍ରିୟଙ୍କା

ଲକ୍ଷ୍ନୌ,୪।୨: ଉତ୍ତରପ୍ରଦେଶର ବୁଲନ୍ଦଶହର ରୋଡ୍‌ଶୋ ବେଳେ ପରସ୍ପରକୁ ଭେଟିଥିଲେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଓ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ। ପ୍ରିୟଙ୍କା ତାଙ୍କର ଖୋଲା ଗାଡ଼ିରେ ଯାଉଥିବା ବେଳେ ଅଖିଳେଶ ବସ୍‌ରେ ବୁଲନ୍ଦଶହରରେ ପ୍ରଚାର କରୁଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri