Home Left

ଅସଦୁଦ୍ଦିନଙ୍କ ଗାଡି ଉପରକୁ ଗୁଳିମାଡ ଘଟଣାରେ ୨ ଗିରଫ

ନୂଆଦିଲ୍ଲୀ,୪ ।୨: ଗୁରୁବାର ସନ୍ଧ୍ୟାରେ ଏଆଇଏମ୍‌ଆଇଏମ୍ ଅଧ୍ୟକ୍ଷ ଅସଦୁଦ୍ଦିନ ଓୱାଇଇସି ଯେତେବେଳେ ଏକ ନିର୍ବାଚନ ପ୍ରଚାର ସାରି ମିରଠରୁ ଦିଲ୍ଲୀ ଫେରୁଥିଲେ ସେତେବେଳେ ତାଙ୍କ ଗାଡି ଉପରକୁ କେହି ଦୁର୍ବୁତ୍ତ ୩-୪ ରାଉଣ୍ଡ ଗୁଳି ଚଳାଇଥିଲେ । ଏହି ଖବର ଗୁରୁବାର…

ବିଶ୍ୱକପ୍‌ ଫାଇନାଲ୍‌ ପୂର୍ବରୁ ଖେଳାଳିଙ୍କୁ ଗୁରୁମନ୍ତ୍ର ଦେଲେ ବିରାଟ କୋହଲି

ଅହମଦାବାଦ୍‌,୪।୨:ଭାରତୀୟ ଦଳ ଅଷ୍ଟ୍ରେଲିଆକୁ ପରାସ୍ତ କରି ଅଷ୍ଟମ ଥର ପାଇଁ ଅଣ୍ଡର -୧୯ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି । ଫେବୃୟାରୀ ୫ରେ ଶନିବାର ଟାଇଟଲ ପାଇଁ ଇଂଲଣ୍ଡକୁ ଭେଟିବ ଭାରତ। ଏହି ବଡ ମ୍ୟାଚ ପୂର୍ବରୁ ସିନିୟର ଦଳର ପୂର୍ବତନ…

ମୁଖ୍ୟମନ୍ତ୍ରୀ, ବିଧାୟକଙ୍କ ଫଟୋ ଛାପିବା ମହଙ୍ଗା ପଡ଼ିଲା

କଣ୍ଟାପଡା,୪ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୱାର୍ଡସଭ୍ୟ, ସମିତିସଭ୍ୟ ଓ ସରପଞ୍ଚ ପ୍ରାର୍ଥୀମାନେ ଦଳୀୟ ଚିହ୍ନ ସହିତ ମୁଖ୍ୟମନ୍ତ୍ରୀ ଓ ବିଧାୟକଙ୍କ ଫଟୋ ବ୍ୟବହାର ନ କରିବା ପାଇଁ ସରକାରୀ ନିୟମ ରହିଛି। ହେଲେ କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ବଡ ପାଟସୁନ୍ଦରପୁର ପଞ୍ଚାୟତରେ…

ଭିଜିଲାନ୍ସ ଜାଲରେ ଏସ୍‌ପିସିବିର ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି)ର ମୁଖ୍ୟଯନ୍ତ୍ରୀ ରବି ନାରାୟଣ ପୃଷ୍ଟିଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଭିଜିଲାନ୍ସ କୋର୍ଟ ସ୍ପେସାଲ ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ରବିଙ୍କ ଭୁବନେଶ୍ୱର ପଟିଆରେ ଥିବା ରେସିଡେନ୍‌ସିଆଲ୍‌ ଫ୍ଲାଟ, ଜାଗମରାସ୍ଥିତ…

ଖର୍ଚ୍ଚ ହେଉଛି, ମିଳୁନି ପାଣି

ଯାଜପୁର ଅଫିସ,୪ା୨: ରାଜ୍ୟର ଖଣି ପ୍ରଭାବିତ ୬ ଜିଲାରେ ଓଏମ୍‌ବିଏଡିସିି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ୨୦ଟି ମେଗା ପାଇପ୍‌ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏଥିରେ ୪୪୨୩.୩୭ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ଗତ ଜାନୁୟାରୀ…

ଅମିତ ଶାହଙ୍କ ଉପସ୍ଥିତିରେ ଗୋରଖପୁରରୁ ପ୍ରାର୍ଥିପତ୍ର ଦାଖଲ କରିବେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୪ ।୨: ଉତ୍ତର ପ୍ରଦେଶ ମୁଖମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଗୋରଖପୁର ବିଧାନସଭା ଆସନ ଲାଗି ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି । ଏହି ସମୟରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉପସ୍ଥିତ…

୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଘଟଣା: କିଣ୍ଡୋଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ସର୍କୁଲାର

ଭୁବନେଶ୍ୱର,୪।୨(ବ୍ୟୁରୋ): ଜାଲ୍‌ କାଗଜପତ୍ର ଦେଇ ବିଭିନ୍ନ ସଂସ୍ଥାରୁ ୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ମୁଖ୍ୟ ଅଭିଯୁକ୍ତ ଦୀପକ କିଣ୍ଡୋ ଫେରାର ଅଛନ୍ତି। ସେ ଦେଶ ଛାଡ଼ି ପଳାଇଯିବାର ଆଶଙ୍କା ଥିବାରୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) କେନ୍ଦ୍ର…

ତୁର୍କୀ ସୀମାରେ ବରଫ ପାଲଟିଗଲେ ୧୯ ଶରଣାର୍ଥୀ

ଇସ୍ତାନବୁଲ,୩।୨: ଗ୍ରୀସ୍‌-ତୁର୍କୀ ସୀମା ନିକଟରୁ ଗୁରୁବାର ଆଉ ୭ ଜଣ ଶରଣାର୍ଥୀଙ୍କ ମୃତଦେହ ମିଳିଛି। ଏହାକୁ ମିଶାଇ ସୀମାରେ ତୁଷାରପାତରେ ମୃତ ଶରଣାର୍ଥୀଙ୍କ ସଂଖ୍ୟା ୧୯ରେ ପହଞ୍ଚତ୍ଛି। ଏହି ମୃତ୍ୟୁ ପାଇଁ ତୁର୍କୀ ପଡୋଶୀ ଗ୍ରୀସ୍‌ ଉପରେ ଦୋଷ ଲଦିଛି। ତୁର୍କୀର…

ପାକିସ୍ତାନର ୨ଟି କ୍ୟାମ୍ପ ଉପରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ

କରାଚୀ,୩।୨: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ସୁରକ୍ଷା ବଳର ଦୁଇଟି କ୍ୟାମ୍ପ ଉପରେ ଆକ୍ରମଣ ହୋଇଛି। ଏଥିରେ ୧୩ ଆତଙ୍କବାଦୀ ଓ ୭ ସୈନ୍ୟ ନିହତ ହୋଇଥିବା ସେଠାର ଜଣେ ବରିଷ୍ଠ ମନ୍ତ୍ରୀ ଗୁରୁବାର ସୂଚନା ଦେଇଛନ୍ତି। ଆତଙ୍କବାଦ ବିରୋଧରେ ଏହା ଏକ…

ଓ୍ବାଇସିଙ୍କ ଗାଡ଼ି ଉପରେ ଗୁଳି ମାଡ଼

ନୂଆଦିଲ୍ଲୀ,୩।୨: ଉତ୍ତରପ୍ରଦେଶରୁ ଦିଲ୍ଲୀ ଫେରୁଥିବା ବେଳେ କାର ଉପରେ ଗୁଳି ମାଡ଼ କରାଯାଇଥିବା ଅଭିଯୋଗ ଆଣିଛନ୍ତି ଏଆଇଏମ୍‌ଆଇଏମ୍‌ ନେତା ଅସାଦୁଦ୍ଦିନ ଓ୍ବାଇସି। ତେବେ ଏହି ଘଟଣାରେ କେହି ମୃତାହତ ହୋଇନାହାନ୍ତି। କିନ୍ତୁ ତାଙ୍କ କାର ଟାୟାର ପଙ୍କଚର ହୋଇଯାଇଛି। “ଆମେ ସବୁ…

ବିଜେଡି ବିଧାୟକଙ୍କ ଗାଁରେ ଭାଜପାର ଜୋରଦାର ପ୍ରଚାର

କୋକସରା,୩।୨(ଡି.ଏନ୍‌.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଉଠୁଛି ପଡୁଛି ଗାଁଠୁ ସହର। ଏହାରି ଭିତରେ ଦଳୀୟ ପ୍ରାର୍ଥୀ ନିର୍ବାଚନ ପ୍ରଚାର ପାଇଁ ଅଣ୍ଟା ଭିଡିଛନ୍ତି। କୋକସରା ବ୍ଲକର ଜିଲା ପରିଷଦ ଜୋନ- ୨ ପାଇଁ ଭାଜପାରୁ ଜନାର୍ଦ୍ଦନ ପଣ୍ଡା ପ୍ରାର୍ଥୀ ହୋଇଛନ୍ତି। ଗୁରବାର…

ବିଧାୟକ, ଏମ୍‌ପିଙ୍କ ବିରୋଧରେ ୫ ହଜାର ମାମଲା ଶୁଣାଣି ଅପେକ୍ଷାରେ

ନୂଆଦିଲ୍ଲୀ,୩।୨: ଦେଶର ପାର୍ଲାମେଣ୍ଟ ସଦସ୍ୟ (ଏମ୍‌ପି) ଏବଂ ବିଧାୟକମାନଙ୍କ ବିରୋଧରେ ମୋଟ ୪,୯୮୪ ମାମଲା ବିଚାରାଧୀନ ରହିଛି। ସେଥିରୁ ୧,୮୯୯ ମାମଲା ୫ ବର୍ଷରୁ ଊର୍ଦ୍ଧ୍ୱ ହେଲା କୋର୍ଟରେ ପଡ଼ିରହିଥିବା ସୁପ୍ରିମକୋର୍ଟଙ୍କୁ କୁହାଯାଇଛି। ଆମିକସ୍‌ କ୍ୟୁରି ନିଯୁକ୍ତ ହୋଇଥିବା ବରିଷ୍ଠ ଆଇନଜୀବୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri