୭ ଜିଲାରେ ବିଜୁଳି ସହ ଘଡ଼ଘଡ଼ି ବର୍ଷା
ଭୁବନେଶ୍ୱର,୩।୨(ବ୍ୟୁରୋ): ଆଜିଠାରୁ ରାଜ୍ୟରେ ବଦଳିବ ପାଗ । ବଙ୍ଗୋପସାଗରରୁ ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓଡିଶା ମୁହାଁ ହେଉଛି । ଆଜି ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର ୭ ଜିଲାକୁ ବିଜୁଳି ଘଡ଼ଘଡ଼ି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…
ଐତିହାସିକ ମ୍ୟାଚ୍ ପୂର୍ବରୁ ସଙ୍କଟରେ ଭାରତୀୟ ଦଳ
ଅହମଦାବାଦ୍,୩।୨:ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ୩ଟି ଦିନିକିଆ ସିରିଜ ଫେବୃୟାରୀ ୬ରୁ ଆରମ୍ଭ ହେବାକୁ ଯାଉଛି। କିନ୍ତୁ ଏହା ପୂର୍ବରୁ ମଧ୍ୟ ଟଭାରତୀୟ ଦଳର ଅଧିକାଂଶ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। ଶିଖର ଧାୱନ, ଶ୍ରେୟାସ ଆୟର, ଋତୁରାଜ ଗାଇକ୍ୱାଡ, ନବଦୀପ…
କୋଚଙ୍କ ଭବିଷ୍ୟବାଣୀ ହେଲା ସତ
ଆଣ୍ଟିଗୁଆ,୩।୨: ଅଷ୍ଟ୍ରେଲିଆ ବିପକ୍ଷ ଅଣ୍ଡର -୧୯ ବିଶ୍ୱକପ୍ ସେମିଫାଇନାଲର ଗୋଟିଏ ଦିନ ପୂର୍ବରୁ ୟଶ ଧୁଲଙ୍କୁ ଦିଲ୍ଲୀର ଦୁଇ ବରିଷ୍ଠ ଖେଳାଳି ବିରାଟ କୋହଲି ଏବଂ ଉନ୍ମୁକ ଚାନ୍ଦଙ୍କ ବିଷୟରେ ମନେ ପକାଇ ଦିଆଯାଇଥିଲା। କାରଣ ଏହି ଦୁଇ ଖେଳାଳି ୟଶଙ୍କ…
ରାସ୍ତା ପାର୍ଶ୍ୱରେ ବିପଦ
ଖଣ୍ଡପଡ଼ା,୩ା୨(ସ୍ବ.ପ୍ର.): ଖଣ୍ଡପଡ଼ା ବିଦ୍ୟୁତ୍ ଉପଖଣ୍ଡ ଅଧୀନରେ ଥିବା ଏକାଧିକ ଟ୍ରାନ୍ସଫର୍ମର ଓ ସବ୍ଷ୍ଟେଶନ ବିପଦସଙ୍କୁଳ ଅବସ୍ଥାରେ ରହିଛି । ଟିପିସିଓଡିଏଲର ଖାମଖିଆଲ ମନୋଭାବ ଯୋଗୁ ଉକ୍ତ ଟ୍ରାନ୍ସଫର୍ମରଗୁଡ଼ିକ ଖୋଲା ପଡ଼ିଛି । ଟ୍ରାନ୍ସଫର୍ମର ଏବଂ ସବ୍ଷ୍ଟେଶନ ଚତୁଃପାର୍ଶ୍ୱରେ ସୁରକ୍ଷା ପ୍ରାଚୀର ନିର୍ମାଣ…
ବିଜେଡି ରଣନୀତି ଆଗରେ ବିରୋଧୀ ଦଳ ଫିକା
ଖୋର୍ଦ୍ଧା ଅଫିସ, ୩ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଖୋର୍ଦ୍ଧା ଜିଲାରେ ପ୍ରଚାର ଜମି ଆସିଲାଣି। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସର ପ୍ରାର୍ଥୀମାନେ ସୋସିଆଲ ମିଡିଆରେ ପ୍ରଚାର କରିବା ସହ ଘର ଘର ବୁଲି ଭୋଟ ମାଗିଲେଣି।…
ବିମାନବନ୍ଦରରେ ଦିବ୍ୟାଙ୍ଗ ଯାତ୍ରୀଙ୍କ ପାଇଁ ସ୍ବତନ୍ତ୍ର ହେଲ୍ପ ଡେସ୍କ
ଭୁବନେଶ୍ୱର, ୩।୨(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦିବ୍ୟାଙ୍ଗ ଯାତ୍ରୀଙ୍କ ଯିବାଆସିବା ସୁବିଧା ସମ୍ପର୍କିତ ଏକ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସିଆଇଏସ୍ଏଫ୍ର ସିଏଏସ୍ଓ ସୁଧୀର କୁମାରଙ୍କ ଆବାହକତ୍ୱରେ ଆୟୋଜିତ ବୈଠକକୁ ବିମାନବନ୍ଦର ନିର୍ଦ୍ଦେଶକ ପ୍ରଭାତ ରଞ୍ଜନ ବେଉରିଆ ଅଧ୍ୟକ୍ଷତା କରିଥିଲେ।…
ନିର୍ବାଚନ ମଇଦାନରେ ଧର୍ମଶାଳା ବିଧାୟକଙ୍କ ଭାଇ
ଧର୍ମଶାଳା,୩ା୨(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବହୁ ନେତାଙ୍କ ସମ୍ପର୍କୀୟ ରାଜନୀତି ମଇଦାନକୁ ଓହ୍ଲାଇଛନ୍ତି। ଏହିକ୍ରମରେ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ସାନଭାଇ ପ୍ରଭାତ କୁମାର ବଳବନ୍ତରାୟ ଚଳିତ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। ସେ ଗତ ପଞ୍ଚାୟତ ନିର୍ବାଚନରେ ଏହି…
ନୀଳାଚଳ ଇସ୍ପାତ୍ ଘରୋଇକରଣ ପ୍ରସଙ୍ଗ: ଦ୍ୱନ୍ଦ୍ୱରେ ଠିକା ଶ୍ରମିକ, କର୍ମଚାରୀ
ଯାଜପୁର ଅଫିସ/ କଳିଙ୍ଗନଗର(ଡି.ଏନ.ଏ.),୩ା୨: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ନୀଳାଚଳ ଇସ୍ପାତ୍ ନିଗମ ଲିଃ (ଏନ୍ଆଇଏନ୍ଏଲ୍)କୁ କିଣିବା ପାଇଁ ଟାଟା ଷ୍ଟିଲ ଲଙ୍ଗ ପ୍ରଡକ୍ଟ (ଟିଏସ୍ଏଲ୍ପି) ସର୍ବୋଚ୍ଚ ବିଡର ଭାବେ ବିବେଚିତ ହୋଇଛି। ଏହାପରେ ନୀଳାଚଳ ଇସ୍ପାତ୍ କାରଖାନାରେ କାର୍ଯ୍ୟରତ ଅଧିକାରୀ ଓ…
ତୁଟୁନି କଂଗ୍ରେସର କଳି, ରାଗିଗଲେ ଆନନ୍ଦ ଶର୍ମା
ନୂଆଦିଲ୍ଲୀ,୩ ।୨: କଂଗ୍ରେସର ଆଭ୍ୟନ୍ତରୀଣ କଳହ ଏବେବି ଜାରି ରହିଛି । ରାଜ୍ୟ ସଭାରେ ଦଳର ଉପନେତା ଆନନ୍ଦ ଶର୍ମା ରାଗି ଯାଇଥିବା ଜଣାପଡିଛି । ସେ ଦଳ ପକ୍ଷରୁ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଆଲୋଚନାରେ ଭାଗ ନେବାକୁ ଚାହୁଁ ନ…
କେନ୍ଦ୍ରାପଡ଼ା: ୩୬୯୮ରୁ ୧୫୭୫ ବୁଥ୍ ଉତ୍ତେଜନାପ୍ରବଣ
କେନ୍ଦ୍ରାପଡ଼ା ଅଫିସ, ୩ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲାର ରାକକନିକା ବ୍ଲକ ଅଞ୍ଚଳରେ ସର୍ବାଧିକ ୪୮୪ ବୁଥ୍ ରହିଛି। ଏଠାରେ ମାତ୍ର ୯୬ଟି ବୁଥ୍ ଉତ୍ତେଜନାପ୍ରବଣ। ଏହାପରେ କେନ୍ଦ୍ରାପଡ଼ା ବ୍ଲକ ଅଞ୍ଚଳର ୪୧୨ ବୁଥ୍ରୁ ୭୧ ଉତ୍ତେଜନାପ୍ରବଣ ଚିହ୍ନଟ…
ପଞ୍ଚାୟତ ନିର୍ବାଚନ: ଗାଁ, ଛକ, ବଜାର କମ୍ପୁଛି
ମାର୍ଶାଘାଇ,୩।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମାର୍ଶାଘାଇ ବ୍ଲକର ୨୪ ଟି ପଞ୍ଚାୟତରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ନିର୍ବାଚନ ଲଢୁଥିବା ପ୍ରାର୍ଥୀମାନେ ଚିହ୍ନ ପାଇବା ପରେ ପ୍ରଚାରକୁ ଜୋରଦାର କରିଛନ୍ତି। ପ୍ରାର୍ଥୀମାନଙ୍କ ସମର୍ଥକମାନେ ଗାଁକୁ ଗାଁ ଛକ ଜାଗା…
ବ୍ଲାକ୍ ପଲସର ଆତଙ୍କ: ଫାଙ୍କା ଗୁଳି ଚଳାଇ ୫ଲକ୍ଷ ଲୁଟିନେଲେ
ଖୋର୍ଦ୍ଧା ଅଫିସ,୩ା୨: ଖୋର୍ଦ୍ଧା-ନୟାଗଡ଼ ୫୭ନମ୍ବର ଜାତୀୟ ରାଜପଥରେ ବ୍ଲାକ୍ ପଲସର ଆତଙ୍କ। ବୁଧବାର ଅପରାହ୍ନରେ ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ବାମଡିହ ଛକରେ ୪ଜଣ ଦୁର୍ବୃତ୍ତ ୨ରାଉଣ୍ଡ ଫାଙ୍କା ଗୁଳି ଚଳାଇ ଦୁଇଜଣ କମ୍ପାନୀ କର୍ମଚାରୀଙ୍କଠାରୁ ୫ଲକ୍ଷ ଟଙ୍କା ଲୁଟି…
Archives


