Home Left

ବିବାହର ପ୍ରଥମ ଭାଲେଣ୍ଟାଇନ୍‌ ଡେ’ ସଲମାନଙ୍କ ସହ ବିତାଇବେ କ୍ୟାଟ୍ରିନା

ସୁପରଷ୍ଟାର ସଲମାନ ଖାନ ମୁମ୍ବାଇର ୟଶ ରାଜ ଫିଲ୍ମ ଷ୍ଟୁଡିଓରେ ଆସନ୍ତା ଫେବୃୟାରୀ ୫ଠାରୁ ‘ଟାଇଗର ୩’ର ଶୁଟିଂ ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଶୁଟିଂ ପାଇଁ ମୁମ୍ବାଇର ଅନ୍ଧେରିରେ ଅବସ୍ଥିତ ୟଶ ରାଜ ଫିଲ୍ମ ଷ୍ଟୁଡିଓରେ ଜବରଦସ୍ତ ପ୍ରସ୍ତୁତି ଦେଖିବାକୁ…

ଭାଜପାକୁ ବଙ୍ଗୋପସାଗରରେ ଫିଙ୍ଗିଦିଅ, କହିଲେ ମୁଖ୍ୟମନ୍ତ୍ରୀ…

ହାଇଦ୍ରାବାଦ୍‌, ୨।୨ : ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ କହିଛନ୍ତି ଯେ ଲୋକଙ୍କ ଆଶା ପୂରଣ କରିବା ଏବଂ ଦେଶ ଏହାର ପୂର୍ଣ୍ଣ ସାମର୍ଥ୍ୟକୁ ନେଇ ଅଗ୍ରଗତି କରିବା ପାଇଁ ଭାରତ ଏହାର ସମ୍ବିଧାନକୁ ପୁନଃଲିଖନ କରିବା ଆବଶ୍ୟକ। ଭାଜପାକୁ…

ରାଜ୍ୟରୁ ପୁଣି ୧୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୬୪୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…

ଭାଲୁ ଗୁମ୍ଫାକୁ ଝିଅକୁ ଫୋପାଡିଲେ ମା’, ଆଉ ତା’ପରେ…

ତାସକେଣ୍ଟ,୨।୨: ଜଣେ ମା’ ପାଇଁ, ତାଙ୍କ ଶିଶୁଠାରୁ ଅଧିକ କିଛି ଗୁରୁତ୍ୱପୂର୍ଣ୍ଣ ନୁହେଁ। ପିଲାମାନଙ୍କର ଅସୁବିଧା ସାମ୍ନାରେ, ମା’ ନିଜ ଜୀବନକୁ ମଧ୍ୟ ବଳି ଦେବାକୁ କୁଣ୍ଠାବୋଧ କରନ୍ତି ନାହିଁ। କିନ୍ତୁ ଜଣେ ମା’ ନିଜ ପିଲାକୁ ମୃତ୍ୟୁ ମୁଖକୁ ଠେଲି…

ପ୍ରାର୍ଥିପତ୍ରରେ ତ୍ରୁଟି ଅଭିଯୋଗ: ପଞ୍ଚାୟତ କାର୍ଯ୍ୟାଳୟରେ ବିଡିଓ , ଏବିଡିଓଙ୍କ ସହ ଅଧିକାରୀଙ୍କୁ ତାଲା

ବାଲେଶ୍ୱର ଅଫିସ,୨।୨: ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କୁମ୍ଭୀରଗଡ଼ି ପଞ୍ଚାୟତର ଜଣେ ୱାର୍ଡ ମେମ୍ବର ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ମଙ୍ଗଳବାର ପ୍ରାର୍ଥିପତ୍ର ଯାଞ୍ଚ କରାଯାଉଥିବା ବେଳେ ଓ୍ବାର୍ଡ ମେମ୍ବର ପ୍ରାର୍ଥୀଙ୍କର ବୟସ କମ୍‌ ଥିବାନେଇ ଅପର ପକ୍ଷ ଅଭିଯୋଗ କରିଥିଲେ।…

୩ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୩୪୫୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ବୁଧବାର ୩୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୩୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୨ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୩୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ…

ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ଆରମ୍ଭ

ପୁରୀ ଅଫିସ,୨।୨: କୋଭିଡ୍‌ କଟକଣା ଯୋଗୁ ୨୧ ଦିନ ଧରି ଶ୍ରୀମନ୍ଦିର ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି। ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରି କୃତାର୍ଥ ଲଭିଛନ୍ତି। ସକାଳ ୬ଟାରୁ ପଶ୍ଚିମଦ୍ୱାର ଦେଇ ପୁରୀ ସହରବାସୀ…

ବିଜେଡି ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ: ଭାଜପା

ଭୁବନେଶ୍ୱର, ୨।୨(ବ୍ୟୁରୋ): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଶାସକ ବିଜେଡିକୁ ହାରିଯିବା ଭୟ ଘାରିଛି ା ହତାଶ ହୋଇ ବିଜେଡି ବିରୋଧୀଙ୍କ ପ୍ରତି ହିଂସାପରାୟଣ ହୋଇପଡ଼ିଛି ବୋଲି ଭାଜପାର ଏକ ପ୍ରତିନିଧି ଦଳ ମଙ୍ଗଳବାର ନିର୍ବାଚନ କମିଶନଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଭାଜପା…

୭ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ନୟାଗଡ଼ ଅଫିସ,୨।୨: ନୟାଗଡ଼ ଜିଲା ଦୌରାଜଜ୍‌ ରୂପଶ୍ରୀ ଚୌଧୁରୀଙ୍କ କୋର୍ଟରେ ଖଇରପଟି ନକୁଳ ବାଣ୍ଠ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି । ଏହି ଘଟଣାରେ ମୁଖ୍ୟ ହତ୍ୟାକାରୀ ଖଇରପଟି ଗଁାର ବସନ୍ତ କୁମାର ସିଠଙ୍କ ସମେତ ଭଗବାନ୍‌ ଦଳବେହେରା, ଶୁକଦେବ…

ଶୃଙ୍ଖଳିତ ନିର୍ବାଚନକୁ ଡିଜିପିଙ୍କ ଗୁରୁତ୍ୱ

କଟକ ଅଫିସ, ୨।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଶାନ୍ତିଶୃଙ୍ଖଳାରେ ସମାପନ କରିବା ପାଇଁ ଡିଜିପି ସୁନୀଲ ବଂଶଲ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଅପରାହ୍ନରେ କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଆୟୋଜିତ ଭିଡିଓ କନ୍‌ଫରେନ୍ସ ଜରିଆରେ ବଂଶଲ ତ୍ରିସ୍ତରୀୟ ପଞ୍ଚାୟତ…

ସଂକ୍ରମିତ ହେଲେ ୭ ଦିନ ମିଳିବ ଛୁଟି

ଭୁବନେଶ୍ୱର,୨।୨(ବ୍ୟୁରୋ)-କୋଭିଡ୍‌-୧୯ ସଂକ୍ରମିତ ହେଲେ ସରକାରୀ କର୍ମଚାରୀଙ୍କୁ ୭ଦିନ ଛୁଟି ମିଳିବ। ଏହାଠାରୁ କର୍ମଚାରୀମାନେ ଯଦି ଅଧିକ ଦିନ ରହିବେ ତେବେ ସେମାନଙ୍କୁ ମେଡିକାଲ ସାର୍ଟିଫିକେଟ ଆଣିବାକୁ ପଡ଼ିବ। ସାଧାରଣ ପ୍ରଶାସନ ବିଭାଗ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ…

ପୁଣି ପ୍ରେମରେ ପଡିଛନ୍ତି କାର୍ତ୍ତିକ

ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଜଣେ ଆଗଧାଡିର କଳାକାର। ତାଙ୍କର ଅନେକ ମହିଳା ପ୍ରଶଂସକ ଅଛନ୍ତି। ସେ ବଲିଉଡର ଏପରି ଜଣେ ଅଭିନେତା, ଯିଏ ଖୁବ କମ ସମୟ ମଧ୍ୟରେ ନିଜର ପରିଶ୍ରମ ସହିତ ଇଣ୍ଡଷ୍ଟ୍ରିରେ ଏକ ଭଲ ସ୍ଥାନ ହାସଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri