Home Left

ବଜେଟ୍‌କୁ ଓଦା ତାଳଫୋଟକା କହିଲେ ଶଶି ଥରୁର୍‌…

ନୂଆଦିଲ୍ଲୀ, ୧।୨ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣାଯାଇଥିବା ୨୦୨୨ ବଜେଟ୍‌କୁ ନେଇ କଂଗ୍ରେସ କଟାକ୍ଷ କରିଛି। କଂଗ୍ରେସ ପକ୍ଷରୁ ଶଶି ଥରୁର୍‌ କହିଛନ୍ତି ଯେ, ବଜେଟ୍‌ ଏକ ଓଦା ତାଳଫୋଟକା। ଏଥିରେ ଦେଶର ସାଧାରଣ ଜନତା, ଖଟିଖିଆଙ୍କ ପାଇଁ କିଛି…

ଖୁବ୍‌ଶୀଘ୍ର ପରଦାକୁ ଆସିବ ବରୁଣ ତେଜ୍‌ଙ୍କ ଆଗାମୀ ଫିଲ୍ମ ‘ଘାନି’

ସାଉଥ୍‌ ଅଭିନେତା ବରୁଣ ତେଜ୍‌ଙ୍କ ଆଗାମୀ ଫିଲ୍ମ ‘ଘାନି’ ରିଲିଜ୍‌ ହେବା ନେଇ ନିର୍ମାତା ଘୋଷଣା କରିଛନ୍ତି। ତେବେ ଫେବୃଆରୀ ୨୫ କିମ୍ବା ମାର୍ଚ୍ଚ ୪ ରେ ମୁକ୍ତିଲାଭ କରିବ ବୋଲି ଫିଲ୍ମର ନିର୍ମାତା ଘୋଷଣା କରିଛନ୍ତି। ମାର୍ଚ୍ଚ ୧୮ରେ ‘ଘାନି’…

ପୁଣି ଆନ୍ଦୋଳନକୁ ଓହ୍ଲାଇବାକୁ ଧମକ ଦେଲେ ଚାଷୀ

ନୂଆଦିଲ୍ଲୀ,୧।୨: ଯଦି କେନ୍ଦ୍ର ସରକାର ତୁରନ୍ତ ପ୍ରତିଶ୍ରୁତି ପୂରଣ ନ କରନ୍ତି, ତେବେ ଚାଷୀଙ୍କ ପାଖରେ ଆଉ କୌଣସି ବିକଳ୍ପ ରହିବ ନାହିଁ। ଫଳରେ ସେମାନେ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇବେ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ପ୍ରଦାନ ସ୍ମାରକୀରେ ଏଭଳି ଚେତାବନୀ…

ଘର ବାହାରେ ଖେଳୁଥିବା ୪ ବର୍ଷୀୟା ଝିଅକୁ ବଳାତ୍କାର

ଚେନ୍ନାଇ,୧।୨: ତାମିଲନାଡୁର ଟୁଟିକରିନ ଜିଲାରୁ ଜଣେ ୪ ବର୍ଷୀୟା ଝିଅକୁ ବଳାତ୍କାର କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଏହି ଘଟଣାରେ ସମ୍ପୃକ୍ତ ୧୪ ବର୍ଷୀୟ ନାବାଳକଙ୍କୁ ଥାନାରେ ଅଟକ ରଖାଯାଇଛି। ଅଭିଯୁକ୍ତ ଜଣଙ୍କ ନବମ ଶ୍ରେଣୀର ଛାତ୍ର। ଘର ଆଗରେ ପୀଡ଼ିତା…

କମୁଛି କରୋନା ଗ୍ରାଫ୍‌ : ଅଳ୍ପ ଦିନ ଭିତରେ ସମ୍ପୂର୍ଣ୍ଣ ଭଲ ସ୍ଥିତିକୁ ଫେରିବା

ଭୁବନେଶ୍ୱର,୧।୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣର ଗତି ଲଗାତାର ଭାବେ କମି ଚାଲିଛି । ଏହାକୁ ମାାନିଲେ ଆଗକୁ ଏହି ଟ୍ରେଣ୍ଡ ଜାରି ରହିବ। ବହୁତ ଅଳ୍ପ ଦିନ ଭିତରେ ଆମେ ସମ୍ପୂର୍ଣ୍ଣ ଭଲ ସ୍ଥିତିକୁ ଆସିବା ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ…

ତୁରନ୍ତ ଧାନ କିଣା ଟାର୍ଗେଟ ପୂରଣ କରିବାକୁ ଜିଲାପାଳଙ୍କ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ଧାନ କିଣା ଧିମା ରହିଛି । କେତେକ ଚାଷୀଙ୍କ ଟୋକନ ଅବଧି ସରିବାକୁ ଥିବାବେଳେ ଏହା ରଦ୍ଦ ହେବାର ଆଶଙ୍କା ଦେଖାଦେଇଛି। ଏ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ର୍ରିୟା ପ୍ରକାଶ ପାଇବା ସହ ଅସନ୍ତୋଷ ଲାଗି…

ଗାଈ କି ମଇଁଷି ନୁହେଁ ହାତୀଠାରୁ କ୍ଷୀର ପିଉଛି କୁନି ଝିଅ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

‘ନ୍ୟାୟ ନୁହେଁ, ମୁଁ ଚାହେଁ ମୋ ଝିଅ ଘରକୁ ଚାଲି ଆସୁ’

ନୂଆଦିଲ୍ଲୀ,୧।୨: ଜଣେ ୨୦ ବର୍ଷୀୟା ମହିଳାଙ୍କୁ ଅପହରଣ, ବଳାତ୍କାର ପରେ ମାଡ଼ ମରାଯିବା ସହ ପରେଡ୍‌ କରାଇଥିଲେ ପଡ଼ୋଶୀମାନେ। ୩ ବର୍ଷୀୟ ଛୁଆର ମା’ ଏବଂ ତାଙ୍କ ପରିବାର ଏବେ ଧିରେ ଧିରେ ସୁସ୍ଥ ହେଉଛନ୍ତି। ଛୁଆର ଦାୟିତ୍ୱ ନେବା ପାଇଁ…

ଚିଲିକାରେ ଫ୍ଲୋରା ଫୌନା ସର୍ଭେ ଆରମ୍ଭ

ଖୋର୍ଦ୍ଧା ଅଫିସ,୧।୨: ଚିଲିକାରେ ଫ୍ଲୋରା ଫୌନା ସର୍ଭେ ଆରମ୍ଭ ହୋଇଛି। ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ବାରା ଏହି ସର୍ଭେ କାର୍ଯ୍ୟ ସକାଳ ୬ଟାରୁ ଆରମ୍ଭ ହୋଇଛି । ଚିଲିକାରେ ଜୈବ ବିବିଧତା ଜାଣିବା ପାଇଁ ଜଳଜ ଉଦ୍ଭିଦ ଓ ଚିଲିକାରେ ବାସ…

ଅଖିଳେଶଙ୍କ ସାମ୍ନାରେ କେନ୍ଦ୍ର ମନ୍ତ୍ରୀଙ୍କୁ ଛିଡ଼ା କଲା ଭାଜପା

ନୂଆଦିଲ୍ଲୀ,୧।୨: ବିଧାନସଭା ନିର୍ବାଚନରେ ପଦାର୍ପଣ କରିବାକୁ ଯାଉଥିବା ଅଖିଳେଶ ଯାଦବଙ୍କ ଚିରପ୍ରତିଦ୍ୱନ୍ଦ୍ୱୀ ହେବାକୁ ଯାଉଛନ୍ତି କେନ୍ଦ୍ର ମନ୍ତ୍ରୀ ଏସ୍‌ପି ସିଂ ବଘେଲ। ଭାଜପା ପ୍ରାର୍ଥୀ କେନ୍ଦ୍ର ମନ୍ତ୍ରୀ ଏକଦା ସମାଜବାଦୀ ପାର୍ଟି ନେତାଙ୍କ ବାପା ମୁଲାୟମ ସିଂ ଯାଦବଙ୍କ ଘନିଷ୍ଠ ଥିଲେ।…

ଅର୍ଜୁନ କପୁରଙ୍କ ନମ୍ବର ଡିଲିଟ କରିବାକୁ ଚାହାନ୍ତି ଏହି ଅଭିନେତ୍ରୀ, ପୂରା ଘଟଣା ଜାଣିଲେ…

ବଲିଉଡ୍‌ ଅଭିନେତ୍ରୀ ପରିଣିତି ଚୋପ୍ରା ପ୍ରାୟତଃ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକଙ୍କ ସହ ଯୋଡି ହୋଇ ରହିଥାନ୍ତି। ଫିଲ୍ମ ସହିତ ସେ ସୋସିଆଲ ମିଡିଆରେ ମଧ୍ୟ ତାଙ୍କ ପ୍ରଶଂସକଙ୍କୁ ମନୋରଞ୍ଜନ କରାନ୍ତି । ଏହି କ୍ରମରେ, ଅଭିନେତ୍ରୀ ନିକଟରେ ତାଙ୍କ ସୋସିଆଲ…

ସଂସଦରେ ପହଞ୍ଚିଲେ ଅର୍ଥମନ୍ତ୍ରୀ, ବଜେଟ ଉପସ୍ଥାପନ ପୂର୍ବରୁ ବସିବ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ, ୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୨-୨୩ ବଜେଟ ଉପସ୍ଥାପନ ଲାଗି ସଂସଦ ଭବନରେ ପହଞ୍ଚିଛନ୍ତି । ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବଜେଟ ପେପରଲେସ ରହିଛି । ତେବେ ବଜେଟ ଉପସ୍ଥାପନ ପୂର୍ବରୁ କ୍ୟାବିନେଟ ବୈଠକ ବସିବ ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri