ପୂଜା ସାମଗ୍ରୀ ଦୋକାନରେ ନିଆଁ ଲଗାଇ ଜେଲ ଗଲେ ଯୁବକ
ଗଞ୍ଜାମ,୩୦।୧(ଡି.ଏନ୍.ଏ.): ଗଞ୍ଜାମ ବଡ଼ ବଜାରଠାରେ ଥିବା ପୂଜାସାମଗ୍ରୀ ଦୋକାନରେ ବିଳମ୍ବିତ ରାତିରେ ହରିଜନ ସାହିର ଜଣେ ଯୁବକ ନିଆଁ ଲଗାଇ ଦେଇଥିଲେ। ବିଦେଶୀ ମଦ ଦୋକାନ ସିସିଟିଭି ଯାଞ୍ଚ ପରେ ସେହି ଦିନ ହିଁ ନିଆଁ ଲଗାଇ ଥିବା ଯୁବକଙ୍କୁ ପୋଲିସ…
ପ୍ରକାଶ ପାଇଲା ପୌରସଂସ୍ଥା ଅଧ୍ୟକ୍ଷ ଚୂଡାନ୍ତ ସଂରକ୍ଷଣ ତାଲିକା
ଭୁବନେଶ୍ୱର,୩୧।୧(ବ୍ୟୁରୋ): ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ପୌରସଂସ୍ଥା ଅଧ୍ୟକ୍ଷ ଆସନ ପାଇଁ ଚୂଡାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ଏ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୧୦୭ ପୌରସଂସ୍ଥା…
ଚାଷରୁ କୋଟି କୋଟି ଟଙ୍କା ଆୟ କରୁଛନ୍ତି ଏହି ବ୍ୟକ୍ତି: କୃଷି ମନ୍ତ୍ରୀ ନିଜେ ନେଲେ ସାକ୍ଷାତକାର
ଭୋପାଳ,୩୧।୧:ମଧ୍ୟପ୍ରଦେଶର ହରଡା ଜିଲା ସିରକମ୍ବାର ଜଣେ ଚାଷୀ ଏବେ ବେଶ୍ ଚର୍ଚ୍ଚାରେ ଅଛନ୍ତି। ମଧୁସୂଦନ ଧାକଡ ନାମକ ଏହି ଚାଷୀ ଜଣଙ୍କ ଚାଷରୁ କେବଳ କୋଟି କୋଟି ଟଙ୍କା ରୋଜଗାର କରିନାହାନ୍ତି ତା’ନୁହେଁ ବରଂ ଶହ ଶହ ଶ୍ରମିକଙ୍କ ପାଇଁ ରୋଜଗାରର…
ନିର୍ବାଚନ ପ୍ରଚାରକୁ ନେଇ ଆସିଲା ନୂଆ ଗାଇଡଲାଇନ୍
ନୂଆଦିଲ୍ଲୀ,୩୧।୧: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ପ୍ରଚାର ପାଇଁ ନିର୍ବାଚନ ଆୟୋଗ ସୋମବାର ନୂତନ ଗାଇଡଲାଇନ୍ ଜାରି କରିଛନ୍ତି। ଏହି ଅନୁଯାୟୀ, ଫେବୃୟାରୀ ୧୧ ପର୍ଯ୍ୟନ୍ତ ରୋଡ ସୋ ଏବଂ ଗାଡି ସମାବେଶ ଉପରେ ପ୍ରତିବନ୍ଧକ ଜାରି ରହିବ।…
ପଞ୍ଜାବ ନିର୍ବାଚନ: ୯୪ ବର୍ଷରେ ନିର୍ବାଚନ ଲଢୁଥିବା ସବୁଠାରୁ ବୟସ୍କ ବ୍ୟକ୍ତି ପ୍ରକାଶ ସିଂ ବାଦଲ
ନୂଆଦିଲ୍ଲୀ,୩୧ ।୧: ପଞ୍ଜାବର ଶାସନ ଭାର ପାଞ୍ଚ ପାଞ୍ଚ ଥର ତୁଲାଇଥିବା ଅର୍ଥାତ୍ ୫ ଥର ମୁଖ୍ୟମନ୍ତ୍ରୀ ଓ ଶିରୋମଣି ଅକାଳି ଦଳର ବରିଷ୍ଠ ନେତା ପ୍ରକାଶ ସିଂ ବାଦଲ ଦେଶର ସବୁଠାରୁ ବୟସ୍କ ପ୍ରାର୍ଥୀ ତାଲିକାରେ ନିଜର ନାମ ଲେଖାଇଛନ୍ତି…
‘ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି’
ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ନେଇ ଜନସାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି। ଆକ୍ଟିଭ୍ ରୋଗୀଙ୍କ ସଂଖ୍ୟା ମଧ୍ୟ କମୁଛି। ମାତ୍ର ସାବଧାନତା ଅବଲମ୍ବନ କରିବାକୁ ପଡିବ ବୋଲି ସେ…
ଅଖିଳେଶଙ୍କ ବିପକ୍ଷରେ ପ୍ରାର୍ଥୀ ଦେଲା ଭାଜପା
ଲକ୍ଷ୍ନୌ,୩୧।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ସୋମବାର ସମାଜବାଦୀ ପାର୍ଟି ସଭାପତି ତଥା ମୈନପୁରୀ ଜିଲାର କରହଲ ବିଧାନସଭା ଆସନରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ…
ଷଷ୍ଠ ମହଲାରୁ ଡେଇଁଲେ ମଡେଲ୍
ଯୋଧପୁର,୩୧।୧: ରାଜସ୍ଥାନର ଯୋଧପୁରର ମଡେଲ୍ ଗୁନ୍ଗୁନ୍ ଉପାଧ୍ୟାୟ ସନ୍ସିଟି ଯୋଧପୁରର ରତନଡା ପୋଲିସ ଷ୍ଟେଶନ ନିକଟ ଏକ ହୋଟେଲର ଷଷ୍ଠ ମହଲାରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟବଶତଃ ସେ ସିଧା ଭୂମିରେ ପଡ଼ିବା ପରିବର୍ତ୍ତେ ତଳେ ପାର୍କିଂ ହୋଇଥିବା କାର…
ସଲମାନଙ୍କୁ ବଡ଼ ପୁରସ୍କାର
ବଲିଉଡ୍ର ଭାଇଜାନ ସଲମାନ ଖାନ ଗତ ୩୪ ବର୍ଷ ହେବ ଲୋକଙ୍କ ମନୋରଞ୍ଜନ କରୁଛନ୍ତି। ତାଙ୍କର ପ୍ରଥମ ଫିଲ୍ମ ‘ବିବି ହୋ ତୋ ୟୈସି’ ୧୯୮୮ରେ ମୁକ୍ତିଲାଭ କରିଥିଲା। ସଲମାନଙ୍କ କେବଳ ଭାରତରେ ନୁହେଁ, ବିଦେଶରେ ମଧ୍ୟ ଜବରଦସ୍ତ କ୍ରେଜ ଅଛି।…
ଏମିତି ରେଳ ମାର୍ଗ, ଯେଉଁଠି ବସେ ପରିବା ବଜାର
ସାଧାରଣତଃ ଲୋକଙ୍କ ପାଇଁ ଟ୍ରେନ ଯାତ୍ରା ସ୍ମରଣୀୟ ହୋଇ ରହିଥାଏ। ଯେତେବେଳେ ବି ଟ୍ରେନରେ ଯାତ୍ରା କରିବାକୁ ପଡ଼େ ଆମେ ଆନନ୍ଦିତ ହୋଇଥାଉ। ପ୍ରତ୍ୟେକ ବ୍ୟକ୍ତି ଯିଏ କିଛି ସମୟ ଟ୍ରେନରେ ଯାତ୍ରା କରିଛନ୍ତି, ନିଶ୍ଚିତ ଭାବରେ କିଛି ନା କି…
ପର୍ମିଶନ ନ ଥାଇ ମୂଲ୍ୟବାନ ପଟା ଚାଲାଣ ଅଭିଯୋଗ
କାଲିମେଳା,୩୧।୧(ଡି.ଏନ.ଏ) ମାଲକାନଗିରି ଜିଲା କାଲିମେଳା ସଦର ମହକୁମାସ୍ଥିତ ଶିଶୁମନ୍ଦିର ବିଦ୍ୟାଳୟ ପଛପଟେ ଭଡା ଘରେ ରହୁଥିବା କାଲିମେଳା କେସିସି ବ୍ୟାଙ୍କ ମ୍ୟାନେଜର ଚୋରା କାଠପଟା ଚାଲାଣ କରୁଥିବା ଦେଖିବାକୁ ମିଳିଛି ା ମ୍ୟାନେଜରଙ୍କ ଭଡାଘରୁ ପ୍ରାୟ ୩୦ ଖଣ୍ଡ ମୂଲ୍ୟବାନ ପଟା ଗାଡି…
ହାତୀ ଚଳପ୍ରଚଳରେ ବାଧକ ଟ୍ରକ୍ ପାର୍କିଂ
କେନ୍ଦୁଝର, ୩୧।୧ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ହାତୀମାନଙ୍କ ଅପେକ୍ଷା ଖଣିଖାଦାନ ଓ ଖଣି ପରିବହନକୁ ଗୁରୁତ୍ୱ ଦିଆଯାଉଛି। ଫଳରେ ହାତୀ ମାନଙ୍କ ଚଳପ୍ରଚଳ ସଙ୍କୁଚିତ ହେବା ସହ ଚଲାପଥ ଅବରୋଧ ହୋଇଯାଉଥିବାରୁ ହାତୀ ପଲ ବିବ୍ରତ ହୋଇ ଆଖପାଖ ଅଞ୍ଚଳରେ ଉପଦ୍ରବ ଚଳାଉଛନ୍ତି।…
Archives


