ଥାନା ଆଗରେ ଧାରଣା ଦେଲେ ଗଣମାଧ୍ୟମ ପ୍ରତିନିଧି
ଖୋର୍ଦ୍ଧା ଅଫିସ,୧।୨: ଖୋର୍ଦ୍ଧା ଜିଲା ଜଟଣୀ ସହରରେ ରବିବାର ସନ୍ଧ୍ୟାରେ ‘ଧରିତ୍ରୀ’ ଖବରଦାତା ରବୀନ୍ଦ୍ର ନାଥ ମହାକୁଡ଼ଙ୍କୁ ଗାଳିଗୁଲଜ ଓ ଆକ୍ରମଣ କରାଯିବା ଘଟଣାକୁ ନେଇ ବିଭିନ୍ନ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ସୋମବାର ଏକାଧିକ ଗଣମାଧ୍ୟମ ପ୍ରତିନିଧି ଜଟଣୀ…
୯୪ ବର୍ଷରେ ପ୍ରାର୍ଥିପତ୍ର ଦାଖଲ କଲେ ବାଦଲ
ଚଣ୍ଡିଗଡ଼,୧।୨: ଫେବୃୟାରୀ ୨୦ରେ ଅନୁ୍ଷ୍ଠିତ ହେବାକୁ ଥିବା ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ଶିରୋମଣି ଅକାଳୀ ଦଳ ନେତା ପ୍ରକାଶ ସିଂ ବାଦଲ ସୋମବାର ଲାମ୍ବି ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିବାରେ ୯୪ ବର୍ଷୀୟ ବାଦଲ ଦେଶର…
ଅବସର ନେଲେ ସେନା ଉପମୁଖ୍ୟ ସି.ପି. ମହାନ୍ତି
ନୂଆଦିଲ୍ଲୀ,୧।୨: ଭାରତର ସେନା ଉପମୁଖ୍ୟ ଥିବା ଲ୍ୟୁଟ୍ନାଣ୍ଟ ଜେନେରାଲ ଚଣ୍ଡି ପ୍ରସାଦ ମହାନ୍ତି ସୋମବାର ଅବସର ଗ୍ରହଣ କରିଛନ୍ତି। ସେ ଜାତୀୟ ଯୁଦ୍ଧ ସ୍ମାରକୀକୁ ଯାଇ ଶହୀଦ ଯବାନମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଓଡ଼ିଶାର ଜଗତ୍ସିଂହପୁର ଜିଲାରେ ଜନ୍ମିତ ସି.ପି.…
ପ୍ରେମ ପ୍ରତାରଣା ପାଇଁ ଚାଲିଗଲା ୨ ଜୀବନ
ଭୁବନେଶ୍ୱର,୧।୨(ବ୍ୟୁରୋ): ଦୁଇବର୍ଷ ହେବ ଜଣେ ଗାୟିକାଙ୍କୁ ପ୍ରେମ କରୁଥିଲେ। ଉଭୟଙ୍କ ବିବାହ ବି ସ୍ଥିର ହୋଇଯାଇଥିଲା। ହେଲେ ପ୍ରେମିକାଙ୍କ ପ୍ରତାରଣା ଶେଷରେ ଜଣେ ମଡେଲଙ୍କ ପ୍ରାଣ ନେଇଗଲା। ସୋମବାର ଇନ୍ଫୋସିଟି ଥାନା ନନ୍ଦନବିହାର ଅଞ୍ଚଳରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।…
ଓମିକ୍ରନରୁ ସୁସ୍ଥ ହେଉଥିବା ଲୋକଙ୍କ ନିକଟରେ ଦେଖାଦେଉଛି ଭରପୁର ରୋଗପ୍ରତିରୋଧକ କ୍ଷମତା
ନୂଆଦିଲ୍ଲୀ,୧ ।୨: କରୋନା ଭାଇରସର ଓମିକ୍ରନ୍ ଭାରିଏଣ୍ଟରେ ସଂକ୍ରମିତ ହେଉଥିବା ଲୋକେ ସୁସ୍ଥ ହେବା ପରେ ସେମାନଙ୍କ ନିକଟରେ ଭରପୁର ରୋଗ ପ୍ରତିରୋଧକ କ୍ଷମତା(ଇମ୍ୟୁନିଟି) ବିକଶିତ ହେଉଛି । ଜିନୋମ ସିକ୍ୟୁନସିଂର ଅଧ୍ୟୟନରୁ ଏହା ଜଣାପଡିଛି । ଏହି ଇମ୍ୟୁନିଟି ଡେଲ୍ଟା…
ଛତିଶଗଡ଼, ଓଡ଼ିଶା ସବ୍ ଏରିଆ କମାଣ୍ଡର ହେଲେ ବ୍ରିଗେଡିୟର ଭିଗ୍ନେଶ ମହାନ୍ତି
ଭୁବନେଶ୍ୱର, ୧।୨ (ବ୍ୟୁରୋ): ଛତିଶଗଡ଼ ଓ ଓଡ଼ିଶା ସବ୍ ଏରିଆ କମାଣ୍ଡର ହେଲେ ବ୍ରିଗେଡିୟର ଭିଗ୍ନେଶ ମହାନ୍ତି। ବ୍ରିଗେଡିୟର୍ ପ୍ରଶାନ୍ତ ଚୌହାନଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଦାୟୀ ସବ୍ଏରିଆ କମାଣ୍ଡର ବ୍ରିଗେଡିୟର୍ ଚୌହାନ୍ ରାଜ୍ୟ ସରକାରଙ୍କ ସହ ଏକ ଉତ୍ତମ…
ସରାଇ ଆପ୍ ସୁରକ୍ଷିତ
ସରାଇ ଆପ୍ ହ୍ୟାକ୍ ହୋଇପାରିବ ନାହିଁ କି ? ଯଦି ଏହି ଆପ୍ ଦ୍ୱାରା କୌଣସି ନିରୀହ ଯାତ୍ରୀ କିମ୍ବା ବ୍ୟବସାୟୀ ପ୍ରତିନିଧିଙ୍କ ତଥ୍ୟ ଲିକ୍ ହୋଇଯାଏ, ତେବେ କ’ଣ ହେବ ? ଡିସିପି: ପୂର୍ବରୁ ଅନେକ ହୋଟେଲ ସେମାନଙ୍କ ଅତିଥିଙ୍କ…
ମେଥି ପନିର
ଆବଶ୍ୟକ ସାମଗ୍ରୀ: ମେଥି ଶାଗ- ୨କପ୍, ପନିର- ୧କପ୍ (କଟା), କ୍ଷୀର- ଅଧା କପ୍ରୁ କମ୍, ଟମାଟୋ- ୨ଟି (କଟା), ଅଦା ବଟା- ୧ ଚାମଚ, ରସୁଣ- ୫ କୋଲା, କାଜୁ- ୧୫ଟି (କଟା), ଲଙ୍କା ଗୁଣ୍ଡ- ଅଧା ଚାମଚ, ଧନିଆ…
ଘରେ କରନ୍ତୁ ପେଡିକିଓର
ତୁଳାରେ ରିମୁଭର ଲଗାଇ ପୁରୁଣା ନେଲପଲିସ୍କୁ ଛଡ଼ାଇ ଦିଅନ୍ତୁ। ଏହାପରେ ଉଷୁମ ପାଣିରେ ଅଳ୍ପ ସାମ୍ପୁ, ଲୁଣ ଓ ନଡିଆ ତେଲ ପକାଇ ସେଥିରେ ପାଦକୁ ୧୫ ମିନିଟ୍ ପର୍ଯ୍ୟନ୍ତ ଭିଜାନ୍ତୁ। ପାଣିରେ ଭିଜାଇବା ପରେ ପାଦକୁ ପ୍ୟୁମିକ୍ ଷ୍ଟୋନରେ ଧୀରେ…
୨୫୪ ବିଜୁ ସେତୁ ଅଧାପନ୍ତରିଆ
ଯାଜପୁର ଅଫିସ,୧।୨: ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ୨୦୧୧ ଅକ୍ଟୋବରରୁ ବିଜୁ ସେତୁ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏଥିପାଇଁ ସାଧାରଣ ଲୋକଙ୍କ ଟିକସରୁ ବ୍ୟାପକ ଅର୍ଥ ଆବଣ୍ଟିତ ହେଉଛି। କିନ୍ତୁ ଏହି ଯୋଜନାରେ ଯେଉଁ…
ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ୟୁପିର ବାହୁବଳି ନେତା ଡିପି ଯାଦବ
ଲକ୍ଷ୍ନୌ,୧ ।୨: ଉତ୍ତର ପ୍ରଦେଶର ବାହୁବଳି ନେତା ଡିପି ଯାଦବ ଚଳିତ ଥର ନିର୍ବାଚନ ଲଢିବେ ନାହିଁ । ସେ ଏଥର ତାଙ୍କ ପ୍ରାର୍ଥିପତ୍ର ପ୍ରତ୍ୟାହାର କରି ନେଇଛନ୍ତି । ଡିବି ଯାଦବ, ମୁଲାୟମ ସିଂ ଯାଦବ ଓ ରାମ ଗୋପଳ…
କର୍କଟରୋଗ ଓ ନିରାକରଣ
ଡା. ରଣଜିତ୍ କର ଆମ ଦେଶ ତୁଳନାରେ ପାଶ୍ଚାତ୍ୟ ଦେଶଗୁଡ଼ିକରେ ମହିଳାଙ୍କ କ୍ଷେତ୍ରରେ ସ୍ତନ କର୍କଟ ରୋଗ ଅଧିକ ଦେଖିବାକୁ ମିଳେ। ଆମ ଦେଶରେ ଜରାୟୁ, ମୁଖ କର୍କଟ ରୋଗ ପଛକୁ ନାରୀମାନଙ୍କର ହେଉଥିତ୍ବା କ୍ୟାନ୍ସର ମଧ୍ୟରେ ଏହା ୨ୟ ସ୍ଥାନରେ…
Archives


