Home Left

ଦିଲ୍ଲୀରେ ପ୍ରବଳ ବର୍ଷା: ୨ ମୃତ

ନୂଆଦିଲ୍ଲୀ,୩୧।୫: ଦିଲ୍ଲୀରେ ସୋମବାର ସନ୍ଧ୍ୟାରେ ପ୍ରବଳ ବର୍ଷା ପବନ ସାଙ୍ଗକୁ କୁଆପଥର ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ଦିଲ୍ଲୀ ଜାମା ମସଜିଦ ଅଞ୍ଚଳରେ ଜଣେ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବିବାଦ: ଆଜି ସୁପ୍ରିମ୍‌କୋର୍ଟରେ ଶୁଣାଣି

ଭୁବନେଶ୍ୱର,୩୧ା୫(ବ୍ୟୁରୋ):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ହୋଇଥିବା ବେଆଇନ ନିର୍ମାଣ ଏବଂ ମନ୍ଦିର ଚାରିପଟେ ଥିବା ଜବରଦଖଲକୁ ନେଇ ଦାଏର ଦୁଇଟି ପିଟିଶନ ଉପରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟରେ ଶୁଣାଣି ହେବ। ଜଷ୍ଟିସ୍‌ ବି.ଆର. ଗଭାଇ ଏବଂ ହିମ କୋହଲିଙ୍କୁ ନେଇ ଗଠିତ ଖଣ୍ଡପୀଠ ପିଟିଶନର…

‘ଭବିଷ୍ୟତରେ ତ୍ରିରଙ୍ଗାର ସ୍ଥାନ ନେଇପାରେ ଗୈରିକ ରଙ୍ଗ ପତାକା’

ବେଙ୍ଗାଲୁରୁ, ୩୧ା୫: କର୍ନାଟକର ପୂର୍ବତନ ମନ୍ତ୍ରୀ ତଥା ଭାଜପା ନେତା କେ.ଏସ୍‌ ଈଶ୍ୱରପ୍ପାଙ୍କ ମନ୍ତବ୍ୟ ପୁଣିଥରେ ତାଙ୍କୁ ବିବାଦ ଭିତରକୁ ଟାଣିଆଣିଛି। ଗୈରିକ ରଙ୍ଗର ପତାକା ଭବିଷ୍ୟତରେ ଜାତୀୟ ପତାକାର ସ୍ଥାନ ନେବ ବୋଲି ସେ କହିଛନ୍ତି। ଦେଶରେ ଗୈରିକ ରଙ୍ଗର…

ମୃତ୍ୟୁ ପୂର୍ବରୁ ହୋଇଥିଲା ଛାଡ଼ପତ୍ର

କାଠମାଣ୍ଡୁ/ଠାଣେ, ୩୧ା୫:ବିମାନ ଯୋଗେ ନେପାଳ ବୁଲି ଯାଇଥିବା ଓଡ଼ିଆ ଦମ୍ପତି ଅଶୋକ ତ୍ରିପାଠୀ ଏବଂ ବୈଭବୀ ତ୍ରିପାଠୀଙ୍କ ଯାତ୍ରାର ଦୁଃଖଦ ଅନ୍ତ ଘଟିଛି। ସେମାନଙ୍କ ସହ ଦୁଇ ପିଲା ମଧ୍ୟ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ମୃତ୍ୟୁ ପୂର୍ବରୁ ଅଶୋକ ଓ…

ପୃଥିବୀକୁ ଖସିପାରେ ସୋଭିଏଟ୍‌ ମହାକାଶ ଯାନ

ନୂଆଦିଲ୍ଲୀ,୩୧।୫ :ଶୁକ୍ର ଗ୍ରହ ସମ୍ପର୍କରେ ଗବେଷଣା ଲାଗି ତତ୍କାଳୀନ ସୋଭିଏଟ୍‌ ରୁଷ୍‌ ୧୯୭୨ରେ ପଠାଇଥିବା ଏକ ମହାକାଶ ଯାନ ପୃଥିବୀ ପୃଷ୍ଠକୁ ଖସିବାର ସମ୍ଭାବନା ସୃଷ୍ଟି ହୋଇଛି। ଭେନେରା ୮ ମିଶନ ଅନ୍ତର୍ଗତ ମହାକାଶ ଯାନ କସ୍‌ମସ-୪୮୨ ଲଞ୍ଚ ହେବା ପରେ…

ଦ୍ୱନ୍ଦ୍ୱ ସାଙ୍ଗକୁ ଶୋଷଣ ଭୟ

ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟରେ ୨୦୧୯ ଏପ୍ରିଲ ପହିଲା ପୂର୍ବରୁ ପଞ୍ଜୀକୃତ ସମସ୍ତ ଗାଡ଼ିର ନମ୍ବର ପ୍ଲେଟ୍‌ ବଦଳାଯାଇ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚ୍‌ଏସ୍‌ଆର୍‌ପି) ଲାଗିବ। ୨୦୨୨ ଡିସେମ୍ବର ୩୧ ସୁଦ୍ଧା ନୂଆ ନମ୍ବର ପ୍ଲେଟ ଲଗାଇବାକୁ ପଡ଼ିବ। ଏହାକୁ ବାଧ୍ୟତାମୂଳକ କରାଯାଇଛି। ଏ…

୩୫ ଟଙ୍କା ଫେରସ୍ତ ପାଇଁ ୫ ବର୍ଷ ଲଢ଼ିଲେ

ନୂଆଦିଲ୍ଲୀ, ୩୧ା୫: ରାଜସ୍ଥାନର କୋଟା ସହର ବାସିନ୍ଦା ତଥା ଇଞ୍ଜିନିୟର ସୁଜିତ ସ୍ବାମୀ ରେଳ ଟିକେଟ କ୍ୟାନ୍‌ସେଲ ବାବଦ ସର୍ଭିସ ଟ୍ୟାକ୍ସ ୩୫ ଟଙ୍କା ପାଇବା ପାଇଁ ୫ ବର୍ଷ ଧରି ଜାରି ରଖିଥିବା ଲଢ଼େଇରେ ଜିତିଛନ୍ତି। ଏଥିସହ ତାଙ୍କ ଭଳି…

ମୂସଓ୍ବୋଲା ହତ୍ୟାର ବିଚାର ବିଭାଗୀୟ ତଦନ୍ତ ହେବ

ଚଣ୍ଡିଗଡ଼,୩୧।୫: ପଞ୍ଜାବ ଓ ହରିୟାଣା ହାଇକୋର୍ଟର ଜଣେ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ବିଚାର ବିଭାଗୀୟ କମିଶନ ଲୋକପ୍ରିୟ ଗାୟକ ସିଦ୍ଧୁ ମୂସଓ୍ବୋଲା ହତ୍ୟା ଘଟଣାର ତଦନ୍ତ କରିବ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ସୋମବାର ଏହା ଘୋଷଣା କରିଛନ୍ତି। ଏଥିପାଇଁ ପଞ୍ଜାବ…

ସମିର ୱାନଖେଡେଙ୍କର ବଦଳି, ଆର୍ଯ୍ୟନ ଖାଁ ମାମଲାର କରି ସାରିଛନ୍ତି ଯାଞ୍ଚ

ନୂଆଦିଲ୍ଲୀ,୩୧ ।୫: ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁଙ୍କ ସହ ଜଡିତ ଡ୍ରଗ୍ସ ମାମଲାର ଯାଞ୍ଚ କରିଥିବା ଅଧିକାରୀ ସମିର ୱାନଖେଡେଙ୍କର ବଦଳି ହୋଇଛି । ସେ ଏନସିବି ମୁମ୍ବାଇର ପୂର୍ବତନ କ୍ଷେତ୍ରିୟ ନିର୍ଦ୍ଦେଶକ ଥିଲେ । ଏବେ…

ଚାଇନାକୁ କୂଟନୈତିକ ଝଟକା

ସୁବା/ବେଜିଂ,୩୧ା୫: ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ନିଜ ଆଧିପତ୍ୟ ଜାହିର କରିବା ନିମନ୍ତେ ପ୍ରୟାସ କରୁଥିବା ଚାଇନାକୁ ବଡ଼ ଝଟକା ଲାଗିଛି। ପାସିଫିକ୍‌ ଦ୍ୱୀପଦେଶ ବେଜିଂ ଜାଲରେ ଫସିବାକୁ ନେଇ ଆଶଙ୍କା ଲାଗି ରହିଥିବାବେଳେ ଏହି କ୍ଷେତ୍ରରେ କିନ୍ତୁ ଚାଇନାର କୂଟନୈତିକ ପରାଜୟ…

ୟୁକ୍ରେନ୍‌ରେ ଫ୍ରାନ୍ସ ଖବରଦାତାଙ୍କ ପରଲୋକ

କିଭ୍‌,୩୦ା୫: ୟୁକ୍ରେନ୍‌ରେ ରିପୋର୍ଟିଂ କରୁଥିବା ଫ୍ରାନ୍ସର ଜଣେ ଖବରଦାତା ୩୨ ବର୍ଷୀୟ ଫ୍ରେଡେରିକ୍‌ ଲିକ୍ଲର୍କ-ଇମହୋଫ୍‌ଙ୍କ ପରଲୋକ ଘଟିଛି। ଏନେଇ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ସୋମବାର ଏକ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ୟୁକ୍ରେନ୍‌ରେ ରୁଷିଆ ଆକ୍ରମଣର ଦୃଶ୍ୟ ସମସ୍ତଙ୍କ ସାମ୍‌ନାକୁ…

ମଙ୍କିପକ୍ସରେ ଚଳିତ ବର୍ଷର ପ୍ରଥମ ମୃତ୍ୟୁ

ଆବୁଜା, ୩୦ା୫: ନାଇଜେରିଆରେ ସଂକ୍ରାମକ ମଙ୍କିପକ୍ସ ରୋଗରେ ଚଳିତ ବର୍ଷର ପ୍ରଥମ ମୃତ୍ୟୁ ଘଟିଛି। ନାଇଜେରିଆ ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନ୍‌ସନ(ସିଡିସି) ପକ୍ଷରୁ ରବିବାର ଏହି ସୂଚନା ଦିଆଯାଇଛି। ଏଥିସହ ଏଠାରେ ୨୧ଟି ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?