କୋଭିଡ୍ ୱାର୍ଡରେ ଲାଗିଲା ନିଆଁ
ପଶ୍ଚିମବଙ୍ଗ,୨୯।୧: ପଶ୍ଚିମବଙ୍ଗର ବର୍ଡୱାନ ମେଡିକାଲ କଲେଜ ଏବଂ ହସ୍ପିଟାଲର କୋଭିଡ୍ ୱାର୍ଡରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଜଣେ ମହିଳା କୋଭିଡ୍ ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତ ରୋଗୀ ଜଣଙ୍କ ପୂର୍ବ ବର୍ଡୱାନ ଜିଲାର ବାସିନ୍ଦା ସନ୍ଧ୍ୟା ରୟ ସନ୍ଧ୍ୟା…
କମୁଛି ସଂକ୍ରମଣ, ଆଜି ୪୮୪୨ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୯।୧(ବ୍ୟୁରୋ): ଦୈନିକ କରୋନା ସଂକ୍ରମଣ ଏବେ ତଳମୁହାଁ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୪୨ ନୂଆ ମାମଲା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୭୧ ଜଣ ପିଲା ଅଛନ୍ତି। ୨୮୦୯ଜଣ କ୍ୱାରାଣ୍ଟାଇନ୍ ଥିବା ବେଳେ ୨୦୩୩ ଲୋକାଲ କେସ୍…
ଦେଶରେ ଗତ ୨୪ ଘଣ୍ଟାରେ ୨,୩୫,୫୩୨ ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ,୨୯।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୩୫ ହଜାର ୫୩୨ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୮୭୧ଙ୍କ ମୃତ୍ୟୁ…
ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୯ା୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁନି। ଆଜି ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ…
୩ ମହାନଗର ମେୟର ପଦବୀ ପାଇଁ ପ୍ରକାଶ ପାଇଲା ଚୂଡାନ୍ତ ତାଲିକା
ଭୁବନେଶ୍ୱର,୨୯।୧(ବ୍ୟୁରୋ): ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ମେୟର ପଦବୀ ପାଇଁ ସଂରକ୍ଷଣ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି। ଏ ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର, ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ। କଟକ…
୨୦ ହଜାର ସ୍କ୍ରିନରେ ରିଲିଜ ହେବ ପ୍ରଭାସଙ୍କ ଫିଲ୍ମ ‘ଆଦିପୁରୁଷ’
ମୁମ୍ବାଇ: ହିନ୍ଦୀରେ ସବୁଠାରୁ ଅଧିକ ବ୍ୟବସାୟ କରିଥିବା ‘ବାହୁବଳି-ଦ କନକ୍ଲୁଜନ’ ପରେ ଏବେ ଅଭିନେତା ପ୍ରଭାସଙ୍କ ଫିଲ୍ମ ଏହି ରେକର୍ଡ ଭାଙ୍ଗିବ କି ନା ତାକୁ ନେଇ ଚାଲିଛି ଚର୍ଚ୍ଚା । ଶନିବାର ମୁମ୍ବାଇ ଫିଲ୍ମ ଜଗତରେ ସାରା ଦିନ ଚର୍ଚ୍ଚା…
ବିପର୍ଯ୍ୟସ୍ତ ଦର୍ପଣ-ସମିଆଁ ରାସ୍ତା
ଯାଜପୁର ଅଫିସ,୨୯ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ ପ୍ରସଙ୍ଗ ଉଠିଥାଏ। ବିଶେଷକରି ଗମନାଗମନ, ଶିକ୍ଷା, ସ୍ବାସ୍ଥ୍ୟ, ବିଦ୍ୟୁତ୍ ଆଦି ମୌଳିକ ସମସ୍ୟା ଉପରେ ପ୍ରତିଶ୍ରୁତି ଦେଇ ପ୍ରାର୍ଥୀ ନିର୍ବାଚନୀ ବୈତରଣୀ ପାର ହେବାକୁ ଚେଷ୍ଟା କରିଥାନ୍ତି। କିନ୍ତୁ…
ଭାଜପାର ଉତ୍ଥାନ: ବିଜେଡିକୁ ଚ୍ୟାଲେଞ୍ଜ
ଯାଜପୁର ଅଫିସ,୨୯ା୧: ଯାଜପୁର ଜିଲା ବିଜେଡି ଗଡ଼ରେ ଭାଜପାର ଉତ୍ଥାନକୁ ନେଇ ରାଜନୈତିକ ମହଲରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇବାରେ ଲାଗିଲାଣି। ରାଜ୍ୟରେ ବିଜେଡି ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାକୁ ଗ୍ରାମାଞ୍ଚଳ ଲୋକଙ୍କ ପାଖରେ ପହଞ୍ଚାଇବାରେ ଜିଲାର ମନ୍ତ୍ରୀ, ବିଧାୟକ ଓ…
ଫଳନ୍ତି ଗଛର ମୂଲ୍ୟ ଘୋଷଣା
କୁଜଙ୍ଗ,୨୯ା୧୨(ଡି.ଏନ୍.ଏ.): ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପ ନିମନ୍ତେ ପାନବରଜ ଭଙ୍ଗା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ, ଗଛ ଚିହ୍ନଟ ପ୍ରକ୍ରିୟା ଆଗେଇ ଚାଲିଛି। ଶୁକ୍ରବାର ପ୍ରକଳ୍ପ ନିମନ୍ତେ ଫଳନ୍ତି ଗଛର ମୂଲ୍ୟ ନିର୍ଦ୍ଧାରଣ କରାଯାଇ କ୍ଷତିଗ୍ରସ୍ତଙ୍କୁ…
ଅଧିକାରୀ ନାହାନ୍ତି, କାର୍ଯ୍ୟ ବାଧାପ୍ରାପ୍ତ
କୁଜଙ୍ଗ, ୨୯ା୧ (ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲାର କୁଜଙ୍ଗ ତହସିଲ କାର୍ଯ୍ୟାଳୟରେ ଆବଶ୍ୟକ ଅନୁସାରେ ଅଧିକାରୀ ନ ଥିବାରୁ ଅନେକ ଗୁରୁତ୍ୱପୂର୍ଣ୍ଣ କାମ ଠିକ୍ ସମୟରେ ହୋଇପାରୁନାହିଁ। ଏନେଇ ଆଇନଜୀବୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। କୁଜଙ୍ଗ ତହସିଲ ଏକ ଗୁରୁତ୍ୱପୂର୍ଣ୍ଣ ତହସିଲ…
୨ନଂ. ଜୋନ୍ରେ ତ୍ରିମୁଖୀ ଲଢ଼େଇ
ଜଗତ୍ସିଂହପୁର ଅଫିସ, ୨୯ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜଗତ୍ସିଂହପୁର ଜିଲାର ବିଭିନ୍ନ ଗଁା ଗହଳିରେ ପ୍ରଚାର ଆରମ୍ଭ ହୋଇଗଲାଣି। ପ୍ରାର୍ଥୀମାନେ ଘରକୁ ଘର ବୁଲି ଭୋଟ ଭିକ୍ଷା କଲେଣି। କୋଭିଡ୍ କଟକଣାକୁ ବେଖାତିର କରି କର୍ମୀ ସମ୍ମିଳନୀ ଓ ଭୋଜିର…
ଏନ୍ଜିଟି ରାୟ ସଂରକ୍ଷିତ
ନୂଆଦିଲ୍ଲୀ,୨୯।୧: ବାଲେଶ୍ୱର ଜିଲାରେ ସୁବର୍ଣ୍ଣରେଖା ନଦୀଶଯ୍ୟାରୁ ବେଆଇନ ବାଲି ଉତ୍ତୋଳନ ଅଭିଯୋଗ ଉପରେ ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି) ଶୁକ୍ରବାର ତାଙ୍କ ରାୟ ସଂରକ୍ଷିତ ରଖିଛନ୍ତି। ଏନ୍ଜିଟିର ନ୍ୟାୟିକ ସଦସ୍ୟ ବି. ଅମିତ ସ୍ଥାଲେକର ଏବଂ ବିଶେଷଜ୍ଞ ସଦସ୍ୟ ସାଇବାଲ ଦାସଗୁପ୍ତା…
Archives


