Home Left

ତ୍ରିକୋଣୀୟ ପ୍ରେମକୁ ନେଇ ଛାତ୍ରଙ୍କୁ ଛୁରାମାଡ଼

ଭୁବନେଶ୍ୱର,୨୯।୧(ବ୍ୟୁରୋ): ତ୍ରିକୋଣୀୟ ପ୍ରେମକୁ ନେଇ ରାଜଧାନୀରେ ଜଣେ ଛାତ୍ରୀଙ୍କୁ ଆକ୍ରମଣ ହେବା ସହ ଛାତ୍ରଙ୍କୁ ଛୁରାମାଡ଼ ହୋଇଛି। ପ୍ରଥମ ପ୍ରେମିକଙ୍କ ଛୁରାମାଡ଼ରେ ଦ୍ୱିତୀୟ ପ୍ରେମିକ ଆହତ ହୋଇଛନ୍ତି। ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀବିହାର ଅଞ୍ଚଳରେ ଶୁକ୍ରବାର ଏହି ଘଟଣା ଘଟିଛି। ଛୁରା…

ନିଜ ପରିବାରକୁ ଚିହ୍ନିବାକୁ ମନା କରିଦେଲେ ସିଦ୍ଧୁ!

ଚଣ୍ଡିଗଡ଼,୨୯ ।୧: ପଞ୍ଜାବର କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁଙ୍କ ଏନ୍‌ଆର୍‌ଆଇ ଭଉଣୀ ସୁମନ ତୁର ସିଦ୍ଧୁଙ୍କ ପରିବାର ସଦସ୍ୟଙ୍କର ଏକ ଫଟୋ ଜାରି କରିଛନ୍ତି । ସୂଚନାଯୋଗ୍ୟ, ଚଣ୍ଡିଗଡ଼ରେ ଏକ ଖବରଦାତା ସମ୍ମିଳନୀରେ ସୁମନ ତୁର…

ବରଯାତ୍ରୀ ବେଶରେ ଆସି ୨ ଲକ୍ଷ ଟଙ୍କାର ଗହଣା ଚୋରି

ଭୁବନେଶ୍ୱର,୨୯।୧(ବ୍ୟୁରୋ): ରାଜଧାନୀରେ ଲୁଟେରା ଓ ଚୋରଙ୍କ ଉତ୍ପାତ ବଢ଼ି ଚାଲିଥିବାବେଳେ ନୂଆ ନୂଆ ପନ୍ଥା ଆପଣାଇ ପୋଲିସକୁ ଖୋଲା ଚ୍ୟାଲେଞ୍ଜ କରୁଛନ୍ତି। କେତେବେଳେ ଗ୍ରାହକ ବେଶରେ ତ ଆଉ କେତେ ବେଳେ ଅତିଥି ବେଶରେ ଆସି ଲୁଟ୍‌ପାଟ କରୁଛନ୍ତି। ୨ଜଣ ଚୋର…

ଓବିସି ସଂରକ୍ଷଣ ନେଇ ରାଜ୍ୟପାଳଙ୍କୁ ଫେରାଦ

ଭୁବନେଶ୍ୱର, ୨୯।୧(ବ୍ୟୁରୋ): ବେକାରୀ ସମସ୍ୟା, ଓବିସି ସଂରକ୍ଷଣ ଓ ଜାତି ଜନଗଣନାକୁ ନେଇ ସମାଜବାଦୀ ପାର୍ଟି ପକ୍ଷରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ପାର୍ଟିର ରାଜ୍ୟ ସଭାପତି ରବି ବେହେରାଙ୍କ ନେତୃତ୍ୱରେ ୩ଜଣିଆ ପ୍ରତିନିଧି ଦଳ…

୯୯% ଲକ୍ଷ୍ୟ, ୭୧%ଙ୍କୁ ମିଳିଛି ନିଯୁକ୍ତି

ସମ୍ବଲପୁର,୨୯।୧(ବ୍ୟୁରୋ): ଚଳିତ ଶିକ୍ଷାବର୍ଷ ଶେଷ ହୋଇନାହିଁ, ହେଲେ ଶେଷ ବର୍ଷର ୭୧ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ କମ୍ପାନୀ ପକ୍ଷରୁ ନିଯୁକ୍ତ ଦେବାକୁ ଅଫର ଦିଆସରିଛି। ସମ୍ବଲପୁର ଭିସୁଟ୍‌ ପକ୍ଷରୁ ୯୯ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତି ସୁଯୋଗ ଦେବାର ଲକ୍ଷ୍ୟ ରହିଛି ବୋଲି…

ଘୋଡ଼ାରେ ଚଢ଼ି ୬୨ ବର୍ଷୀୟ ପ୍ରାର୍ଥୀଙ୍କ ପ୍ରଚାର

କେନ୍ଦ୍ରାପଡ଼ା ଅଫିସ, ୨୯ା୧: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସାନଜରିଆ ପଞ୍ଚାୟତ ସମିତିସଭ୍ୟ ପ୍ରାର୍ଥୀ ଶ୍ରୀକାନ୍ତ ସାହୁଙ୍କ ଭୋଟ ଭିକ୍ଷା ଭିଡିଓ ଏବେ ଜିଲାରେ ଭାଇରାଲ ହେବାରେ ଲାଗିଛି। ସାହୁ କାହିଁକି ପ୍ରାର୍ଥୀ ହୋଇଛନ୍ତି କହିବା ପାଇଁ ଘୋଡ଼ାର ସାହାରା ନେଇଛନ୍ତି।…

ରାତାରାତି ବଦଳିଗଲା ନିର୍ବାଚନୀ ଚିହ୍ନ

ବରଗଡ଼ ଅଫିସ୍‌,୨୯।୧: ପଞ୍ଚାୟତ ଭୋଟ୍‌କୁ ନେଇ ବରଗଡ଼ ଜିଲାରେ ଘଡ଼ିକେ ଘୋଡ଼ା ଛୁଟୁଛି। ଜିଲାର ଅମ୍ବାଭୋନା ବ୍ଲକର ଜିଲା ପରିଷଦ ଜୋନ-୨ରୁ କଂଗ୍ରେସ ଓ ଭାଜପା ପ୍ରାର୍ଥିନୀ ନାମାଙ୍କନ ପ୍ରତ୍ୟାହାର କରିବା ପରେ ସହଜରେ ବିଜେଡ଼ି ଏହି ଆସନକୁ ହାତେଇ ପାରିଛି…

ଭାଜପା ସବୁଠୁ ଧନୀ ଦଳ

ନୂଆଦିଲ୍ଲୀ,୨୯ା୧: ଭାରତୀୟ ଜନତା ପାର୍ଟି (ଭାଜପା) ହେଉଛି ଦେଶର ସବୁଠୁ ଧନୀ ରାଜନୈତିକ ଦଳ। ୨୦୧୯-୨୦ରେ ୭ ଜାତୀୟ ଦଳ ସମ୍ପତ୍ତିର ମୂଲ୍ୟ ୬,୯୮୮.୫୭ କୋଟି ଥିବାବେଳେ ସେଥିରୁ ଭାଜପାର ସମ୍ପତ୍ତି ହେଉଛି ୪,୮୪୭.୭୮ କୋଟି ଟଙ୍କା। ଅର୍ଥାତ୍‌ ଭାରତର ନିର୍ବାଚନ…

ଗୋଆ ବିଧାନସଭା ନିର୍ବାଚନ ଲାଗି ଦାଖଲ ହୋଇଛି ୫୮୭ ପ୍ରାର୍ଥିପତ୍ର

ପଣଜି,୨୯ ।୧: ଗୋଆ ବିଧାନସଭା ନିର୍ବାଚନ ଲାଗି ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିଲା । ୪୦ ବିଧାନସଭା ଆସନ ଲାଗି ଶୁକ୍ରବାର ଅପରାହ୍ନ ସୁଦ୍ଧା ମୋଟ ୫୮୭ ପ୍ରାର୍ଥିପତ୍ର ଦାଖଲ ହୋଇଛି ବୋଲି କହିଛନ୍ତି ଚିଫ୍ ଇଲକ୍ଟୋରାଲ ଅଫିସର…

ବ୍ୟାପକ ହେଉନି ଟେଲିମେଡିସିନ ସେବା

ଭୁବନେଶ୍ୱର, ୨୯ା୧(ବ୍ୟୁରୋ): କରୋନାର ତୃତୀୟ ଲହର ଓ ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ପାଇଁ ରାଜ୍ୟରେ ସଂକ୍ରମଣ ହଠାତ୍‌ ବଢ଼ିଯାଇଥିଲା। ସ୍ଥିତି ଏପରି ହେଲା ଯେ ହସ୍ପିଟାଲଗୁଡ଼ିକରେ ମଧ୍ୟ ସଂକ୍ରମଣ ବ୍ୟାପି ଗଲା। ଡାକ୍ତର, ନର୍ସ, କର୍ମଚାରୀ ଆକ୍ରାନ୍ତ ହେବାରୁ ଏବେ ରାଜ୍ୟର…

ମାପଦଣ୍ଡ ଧାର୍ଯ୍ୟ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯ା୧: ସରକାରୀ ନିଯୁକ୍ତିରେ ଅନୁସୂଚିତ ଜାତି ଓ ଜନଜାତିର କର୍ମଚାରୀମାନଙ୍କ ପଦୋନ୍ନତି ପାଇଁ ମାପଦଣ୍ଡ ଧାର୍ଯ୍ୟ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। ପଦୋନ୍ନତିରେ ସଂରକ୍ଷଣ କାର୍ଯ୍ୟକାରୀ କରିବା ପୂର୍ବରୁ ଉପରୋକ୍ତ ବର୍ଗଙ୍କୁ ସରକାରୀ ଚାକିରିରେ ପର୍ଯ୍ୟାପ୍ତ ପ୍ରତିନିଧିତ୍ୱ ମିଳିଛି କି…

ଧରାପଡ଼ିଲା ନକଲି ଏମ୍‌ଭିଆଇ ଟିମ୍‌: ୪ ଗିରଫ

ବାଲିକୁଦା,୨୯ା୧(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ କଟକ-ମାଛଗଁା ମୁଖ୍ୟରାସ୍ତାରେ ଏମ୍‌ଭିଆଇ(ମୋଟର ଭେହିକିଲ ଇନ୍ସପେକ୍ଟର) ଟିମ୍‌ ସାଜି ଗାଡି ଚାଳକଙ୍କୁ ଲୁଟ୍‌ କରୁଥିବା ଏକ ନକଲି ଏମ୍‌ଭିଆଇ ଟିମ୍‌ ଶୁକ୍ରବାର ପୋଲିସ ହାତରେ ଧରାପଡ଼ିଛି। ଏହି ଅଭିଯୋଗରେ ୪ ଅଭିଯୁକ୍ତଙ୍କୁ ଗିରଫ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri