Home Left

ଭାରସାମ୍ୟ ହରାଇ ୧୦ ଫୁଟ୍‌ ତଳକୁ ଖସିଲା ବାଇକ୍‌

ପୋଲସରା,୨୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ସୁନାରିବୁଗୁଡା ହଜ ନିକଟରେ ଶୁକ୍ରବାର ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ପୋଲସରା ଥାନା ଚିରିକିପଡ଼ା ଶାସନ ଗ୍ରାମର ବାପୁନି ସାହୁ। ଯୁବକ ଜଣକ ବାଇକ୍‌ରେ ପୋଲସରା…

ବନ୍ଦ କୋଠରୀରୁ ମିଳିଲା ଯୁବକଙ୍କ ମୃତଦେହ

ଗଞ୍ଜାମ,୨୮।୧(ଡି.ଏନ୍‌.ଏ.): ଗଞ୍ଜାମ ଥାନା ୱାର୍ଡ ନଂ. ୪ ରାଉଳସାହିର ଏକ ଘରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଶୁକ୍ରବାର ଜବତ ହୋଇଛି। ମୃତ ବ୍ୟକ୍ତି ଜଣକ ହେଲେ ବଳରାମ ପଣ୍ଡା (୪୫)। ଖବରପାଇ ଗଞ୍ଜାମ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ ଘଟଣାର…

ଟ୍ରେଲରକୁ ପଛରୁ ପିଟିଲା ବସ୍‌ : କ୍ୟାବିନ୍‌ ଭାଙ୍ଗି ପଳାଇଲା ପାଇପ୍‌

ଚୌଦାର,୨୮।୧(ଡି.ଏନ୍‌.ଏ.): କଟକ ଟାଙ୍ଗୀ ୧୬ନଂ ଜାତୀୟ ରାଜପଥ ବଇଁଚୁଆ ନିକଟରେ ଶୁକ୍ରବାର ଦୁର୍ଘଟଣା ଘଟିଛି। ଏକ ଟ୍ରେଲର ପଛରୁ ବସ୍‌ ପିଟିଛି। ମାତୃକରୁଣା ନାମକ ଏକ ଘରୋଇ ବସ୍‌ କଟକରୁ ଯାଜପୁର ଆଡ଼କୁ ଯାଉଥିବା ବେଳେ ଆଗରେ ଯାଉଥିବା ଏକ ଟ୍ରେଲରକୁ…

ଓଡ଼ିଶା ପ୍ରସ୍ତୁତ ପ୍ରଥମ ଆଣ୍ଟିଜେନ ଟେଷ୍ଟ କିଟ୍‌କୁ ଅନୁମତି

ଭୁବନେଶ୍ବର,୨୮।୧(ବ୍ୟୁରୋ): ଓଡ଼ିଶା ପ୍ରସ୍ତୁତ ପ୍ରଥମ ଆଣ୍ଟିଜେନ ଟେଷ୍ଟ କିଟ୍‌କୁ ଆଇସିଏମ୍‌ଆର ଅନୁମତି ଦେଇଛିି । ଆଇଏମ୍‌ସିଓଭି- ଏଜି କିଟ୍‌କୁ ଅନୁମତି ମିଳିଥିବା ଜଣାପଡିଛି। ମେକ୍‌ ଇନ୍‌ ଓଡ଼ିଶା ରାପିଡ୍‌ ଆଣ୍ଟିଜେନ କିଟ୍‌କୁ ଭୁବନେଶ୍ବର ଇମ୍‌ଜେନେକ୍ସ ଇଣ୍ଡିଆ ଲିମିଟେଡ ପ୍ରସ୍ତୁତ କରିଛି ।…

‘ରାଜ୍ୟରେ କୋଭିଡ ସ୍ଥିତି ବର୍ତ୍ତମାନ କମିବା ଅବସ୍ଥାରେ ଅଛି’

ଭୁବନେଶ୍ବର ୨୮।୧(ବ୍ୟୁରୋ): ରାଜ୍ୟରେ କୋଭିଡ ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ସେ କହିଛନ୍ତି, ରାଜ୍ୟରେ କୋଭିଡ ସ୍ଥିତି ବର୍ତ୍ତମାନ କମିବା ଅବସ୍ଥାରେ ଅଛି । ପୂରା ତଳକୁ ଆସିନାହିଁ । ଦ୍ୱିତୀୟତଃ ଟିକାକରଣ…

ଭୟୁ ମହାରାଜ ଆତ୍ମହତ୍ୟା ମାମଲା: ଦୋଷୀଙ୍କୁ ୬ ବର୍ଷ ଜେଲ

ଇନ୍ଦୋର,୨୮ ।୧: ମଧ୍ୟପ୍ରଦେଶର ବହୁ ଚର୍ଚ୍ଚିତ ରାଷ୍ଟ୍ର ସନ୍ଥ ଭୟୁ ମହାରାଜଙ୍କ ଆତ୍ମହତ୍ୟା ମାମଲାରେ ଇନ୍ଦୋର କୋର୍ଟ ଶୁକ୍ରବାର ଶୁଣାଣି କରିଛନ୍ତି । କୋର୍ଟ ମୁଖ୍ୟ ସେବାଦାର ବିନାୟକ, ଡ୍ରାଇଭର ଶରଦ ଓ କେୟାରଟେକର ପଲକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ।…

ଆତ୍ମହତ୍ୟା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାତୁଣୀ

ବେଙ୍ଗାଲୁରୁ,୨୮।୧: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ବିଏସ୍‌ ୟେଦିୟୁରପ୍ପାଙ୍କ ନାତୁଣୀ ସୌନ୍ଦର୍ଯ୍ୟା ଆତ୍ମହତ୍ୟା କରିଛନ୍ତି। ଶୁକ୍ରବାର ତାଙ୍କ ବାସଭବନରୁ ମୃତଦେହ ଜବତ କରାଯାଇଛି। ଘଟଣାସ୍ଥଳରୁ ସୁଇସାଇଡ୍‌ ନୋଟ୍‌ ମିଳିନାହିଁ। ୟେଦିୟୁରପ୍ପାଙ୍କ ବଡ ଝିଅ ପଦ୍ମାଙ୍କ ଝିଅ ହେଉଛନ୍ତି…

ଏୟାର ଇଣ୍ଡିଆ ଆଗକୁ ଜାତୀୟ ଏୟାରଲାଇନ୍‌ ହୋଇରହିବ କି? ପ୍ରଶ୍ନର ଉତ୍ତରରେ ଏମିତି କହିଲେ ମନ୍ତ୍ରୀ

ନୂଆଦିଲ୍ଲୀ,୨୮।୧: ଏୟାର ଇଣ୍ଡିଆ ୭୦ ବର୍ଷ ପରେ ଟାଟା ଗ୍ରୁପ୍‌ ପାଖକୁ ଫେରି ଯାଇଛି। ଲୁଣରୁ ଷ୍ଟିଲ ପର୍ଯ୍ୟନ୍ତ ନିର୍ମାଣ କରୁଥିବା କମ୍ପାନୀ ଗତବର୍ଷ ଅକ୍ଟୋବରରେ ଏୟାର ଇଣ୍ଡିଆକୁ ନିଜ ଦଖଲକୁ ନେଇଥିଲା। “ଡିସ୍‌ଇନଭେଷ୍ଟମେଣ୍ଟ ପ୍ରକ୍ରିୟା ଛଡ଼ା ଏୟାର ଇଣ୍ଡିଆ ପାଖରେ…

୧୨ ଭାଜପା ବିଧାୟକଙ୍କ ନିଲମ୍ବନ ଆଦେଶ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮।୧: ମହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କୁ ଏକ ବଡ଼ ଝଟ୍‌କା ଦେଇ ସୁପ୍ରିମକୋର୍ଟ ଶୁକ୍ରବାର ୧୨ ଜଣ ଭାଜପା ବିଧାୟକଙ୍କୁ ନିଲମ୍ବନ କରିବା ନିଷ୍ପତ୍ତିକୁ ରଦ୍ଦ କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଜୁଲାଇ ୨୦୨୧ରେ ଅନୁଷ୍ଠିତ ବିଧାନସଭା ଅଧିବେଶନର ଅବଶିଷ୍ଟ ସମୟ ପର୍ଯ୍ୟନ୍ତ ଭାଜପା…

ଆଇପିଏଲ୍‌ରେ ବେବି ଡି ଭିଲିୟର୍ସ

ନୂଆଦିଲ୍ଲୀ,୨୮।୧: ଦକ୍ଷିଣ ଆଫ୍ରିକା କ୍ରିକେଟର୍‌ ଡେୱାଲ୍ଡ ବ୍ରେଭିସ ବେବି ଏବି ଡି ଭିଲିୟର୍ସ ଭାବରେ ଜଣାଶୁଣା। ସେ ଅଣ୍ଡର ୧୯ ବିଶ୍ୱକପ ଚମତ୍କାର ବ୍ୟାଟିଂ କରି ଚର୍ଚ୍ଚାକୁ ଆସିଥିଲେ। ଏଥର ଆଇପିଏଲ ୨୦୨୨ମେଗା ନିଲାମରେ ମଧ୍ୟ ସେ ସାମିଲ ହେବେ ବୋଲି…

୩ ସମିତି ସଭ୍ୟ, ୨ ସରପଞ୍ଚ ଅପ୍ରତିଦ୍ୱନ୍ଦ୍ୱୀ

ଛତ୍ରପୁର,୨୮ା୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ୧୮ଟି ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଓ ୨୮୨ଟି ଓ୍ବାର୍ଡମେମ୍ବର ଲାଗି ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ସରିଛି। ତେବେ ଚମାଖଣ୍ଡି, ଅଗସ୍ତିନୂଆଗାଁ ଓ କଣମଣା ପଞ୍ଚାୟତ ସମିତିସଭ୍ୟ ଏବଂ ଚମାଖଣ୍ଡି,…

୨ ବର୍ଷର ଶିଶୁ ଅନ୍‌ଲାଇନ୍‌ରେ ଅର୍ଡର କଲେ ଲକ୍ଷାଧିକ ଟଙ୍କାର ଜିନିଷ: ଆଉ ତା’ପରେ…

ଆଜିକାଲି ମୋବାଇଲ୍‌ ଯୁବପିଢିଙ୍କ ପାଇଁ ଏକ ନିଶା ପାଲଟିଛି। କରୋନା ସମୟରେ ଅନଲାଇନ୍‌ କ୍ଲାସ୍‌ ଯୋଗୁ ମଧ୍ୟ ମୋବାଇଲ୍‌ ପିଲାମାନଙ୍କ ପାଇଁ ଜରୁରୀ ହୋଇପଡିଛି। ପିଲାଙ୍କୁ ଯେତେ ବାରଣ କଲେ ମଧ୍ୟ ସେମାନେ ମୋବାଇଲ୍‌ ବିନା ରହିବା ଅସମ୍ଭବ ଯେମିତି ହୋଇପଡୁଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri