ସିଦ୍ଧୁଙ୍କ ବିପକ୍ଷରେ ଲଢିବେ ଅବସରପ୍ରାପ୍ତ ଆଇଏଏସ୍
ଚଣ୍ଡିଗଡ଼,୨୮ ।୧: ପଞ୍ଜାବ ବିଧାନସଭା ନିର୍ବାଚନର ତାରିଖ ପାଖେଇ ଆସୁଥିବା ବେଳେ ବେଳକୁ ବେଳ ସେଠାକାର ରାଜନୀତି ହେଉଛି ସରଗରମ । ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ତୃତୀୟ ପ୍ରାର୍ଥୀ ତାଲିକା ଜାରି କରିଛି । ତୃତୀୟ ତାଲିକାରେ ରହିଛି…
ପୁରୀ ଶିଶୁକନ୍ୟା ବଳାତ୍କାର ମାମଲା: ପିପିଲିରୁ ଅଭିଯୁକ୍ତ ଗିରଫ
ପୁରୀ ଅଫିସ,୨୮।୧: ପୁରୀ ଟାଉନ ଥାନା ଅଞ୍ଚଳରେ ଗତ ୨୩ ତାରିଖରେ ୫ବର୍ଷୀୟା ଶିଶୁକନ୍ୟାକୁ ଉଠାଇନେଇ ବଳାତ୍କାର କରାଯିବା ମାମଲାର ଅଭିଯୁକ୍ତ ମହେଶ ମହାନ୍ତିଙ୍କୁ ପୁରୀ ପୋଲିସ ବୁଧବାର ରାତିରେ ଗିରଫ କରିଛି। ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ସୀମାନ୍ତ ପିପିଲି ଅଞ୍ଚଳରୁ…
୪୦୦ କୋଟିର ଅଫରକୁ ପ୍ରତ୍ୟାଖ୍ୟାନ କଲେ ଫିଲ୍ମ ‘ରାଧେ ଶ୍ୟାମ’ ନିର୍ମାତା
ମୁମ୍ବାଇ: ସାଉଥ୍ ସୁପରଷ୍ଟାର ପ୍ରଭାସ ଏବଂ ପୂଜା ହେଗ୍ଡେଙ୍କ ଅଭିନୀତ ଫିଲ୍ମ ‘ରାଧେ ଶ୍ୟାମ’ ଜାନୁୟାରୀ ୧୪ରେ ରିଲିଜ୍ ହେବାର ଥିଲା। ତେବେ କୋଭିଡ୍ ପରିସ୍ଥିତିକୁ ନଜରରେ ରଖି ଏହାର ରିଲିଜ୍ ତାରିଖକୁ ସ୍ଥଗିତ ରଖାଯାଇଥିଲା। ବର୍ତ୍ତମାନ ଖବର ଅନୁଯାୟୀ, ଏହି…
ଲାଞ୍ଚ ପାଇଁ ଫେରାଇଦେଲା ହସ୍ପିଟାଲ, ରାସ୍ତାରେ ମୃତ ସନ୍ତାନକୁ ଜନ୍ମଦେଲେ
ଭୋପାଳ,୨୭।୧: ମଧ୍ୟପ୍ରଦେଶର ଭିନ୍ଦ୍ ଜିଲାସ୍ଥିତ ଏକ ସରକାରୀ ହସ୍ପିଟାଲ ଚିକିତ୍ସା କରିବାକୁ ମନା କରି ଫେରାଇ ଦେବାରୁ ମଙ୍ଗଳବାର ଜଣେ ମହିଳା ରାସ୍ତାରେ ମୃତ ସନ୍ତାନ ପ୍ରସବ କରିଛନ୍ତି। ଖବର ଅନୁଯାୟୀ, ଭିନ୍ଦ୍ ଜିଲା ରାଜୁପୁରା ଗ୍ରାମର କାଲୋ ବାଈ ୬…
କ୍ଲାସରେ ନମାଜ ପାଇଁ ସସ୍ପେଣ୍ଡ ହେଲେ ପ୍ରଧାନଶିକ୍ଷୟିତ୍ରୀ
ବେଙ୍ଗାଲୁରୁ,୨୭।୧: କର୍ନାଟକର କୋଲାର ଜିଲାର ସରକାରୀ ସ୍କୁଲରେ ମୁସଲିମ ଛାତ୍ରୀଛାତ୍ରଙ୍କୁ କ୍ଲାସରେ ନମାଜ ପାଠ କରୁଥିବା ଭିଡିଓ ଭାଇରାଲ ହୋଇଥିଲା। ଏହି ଘଟଣାରେ ନିଲମ୍ବିତ ହୋଇଛନ୍ତି ସ୍କୁଲ ପ୍ରଧାନଶିକ୍ଷୟିତ୍ରୀ। ହିନ୍ଦୁ ସଂଗଠନ ଘଟଣାକୁ ପ୍ରବଳ ବିରୋଧ କରାଯିବା ପରେ ଶିକ୍ଷା ବିଭାଗ…
ରାସ୍ତା କାମ ନ ହେଲେ ଭୋଟ ଦେବୁନି
ବୈଶିଙ୍ଗା,୨୭ା୧(ଡି.ଏନ.ଏ.)- ରାସ୍ତା କାମ କର ନ ହେଲେ ଭୋଟ ଦେବୁନି। ଏଭଳି ସଫା ସଫା କହୁଛନ୍ତି ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଗଡ଼ଦେଉଳିଆ ପଞ୍ଚାୟତର ଭାନୁପୁର ଗ୍ରାମ ୮ନଂ. ୱାର୍ଡର ଜନସାଧାରଣ। ଦୀର୍ଘ ଦିନ ହେଲା ରାସ୍ତା ସମସ୍ୟା ନେଇ…
ଖାନ ସାର୍ ଫସିଲେ
ନୂଆଦିଲ୍ଲୀ,୨୭।୧: ରେଲଓ୍ବେ ରିକ୍ରୁଟମେଣ୍ଟ ପରୀକ୍ଷା ଫଳ ବିରୋଧରେ ବିହାର ରାଜଧାନୀ ପାଟଣାରେ ଚାଲିଥିବା ହିଂସାତ୍ମକ ଆନ୍ଦୋଳନରେ ଜଡ଼ିତ ଥିବା ଅଭିଯୋଗରେ ୟୁଟ୍ୟୁବର ଖାନ ସାରଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ପ୍ରତିଦ୍ୱନ୍ଦ୍ୱିତାମୂଳକ ପରୀକ୍ଷା ପାଇଁ କ୍ଲାସ ନେଉଥିବା ଖାନ ସାରଙ୍କୁ ଗିରଫ…
ଫେବୃୟାରୀ ୨୮ ପର୍ଯ୍ୟନ୍ତ ବଢ଼ିଲା କୋଭିଡ୍ କଟକଣା
ନୂଆଦିଲ୍ଲୀ,୨୭।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କୋଭିଡ୍-୧୯ କଟକଣାକୁ ଗୁରୁବାର ଫେବୃୟାରୀ ୨୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଚିବ ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ସଚିବଙ୍କୁ ଚିଠି…
‘ଧୋନୀଙ୍କ ଭଳି କେହି ନୁହେଁ’
ନୂଆଦିଲ୍ଲୀ,୨୭।୧: “ସେ ଜିରୋରେ ଆଉଟ୍ ହୋଇଥାନ୍ତୁ କି ଶତକ ହାସଲ କରିଥାନ୍ତୁ କିମ୍ବା ବିଶ୍ୱକପ୍ ଜିତିଥାନ୍ତୁ ନ ହେଲେ ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇଥାନ୍ତୁ। କିନ୍ତୁ ଏହା ତାଙ୍କ ଉପରେ କୌଣସି ଫରକ ପକାଏ ନାହିଁ। ମୁଁ ଅନେକ କ୍ରିକେଟରଙ୍କୁ ଦେଖିଛି,…
ବୋହୂଙ୍କ ପାଇଁ ନିର୍ବାଚନ ମଇଦାନ ଛାଡ଼ିଲେ କଂଗ୍ରେସ ନେତା
ଗୋଆ,୨୭।୧: ଗୋଆର ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ଶକ୍ତ ଧକ୍କା ଲାଗିଛି। ବରିଷ୍ଠ କଂଗ୍ରେସ ନେତା ପ୍ରତାପସିନ୍ହ ରାଣେ ନିର୍ବାଚନରୁ ଓହରିବାକୁ ନିଷ୍ପତ୍ତି ନେଇଛନ୍ତି। ନ ହେଲେ ଆସନ୍ତା ମାସରେ ହେବାକୁ ଥିବା ନିର୍ବାଚନରେ ବୋହୂଙ୍କ ସହ ତାଙ୍କୁ ପ୍ରତିଦ୍ୱନ୍ଦ୍ୱିତା…
ଏସ୍ ଜୟଶଙ୍କର କରୋନା ପଜିଟିଭ
ନୂଆଦିଲ୍ଲୀ,୨୭ ।୧: ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ.ଏସ୍ ଜୟଶଙ୍କର କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏହା ସହ ନିକଟ ଅତିତରେ ତାଙ୍କ ସମ୍ପର୍କରେ ଯେଉଁମାନେ ଆସିଛନ୍ତି ସେମାନେ ସମସ୍ତେ କରୋନା ଟେଷ୍ଟ କରାଇ…
ନେଟଫ୍ଲିକ୍ସରେ ମାଧୁରୀଙ୍କ ପ୍ରଥମ ସିରିଜ
ମୁମ୍ବାଇ: ବଲିଉଡ ଧକ୍ ଧକ୍ ଗର୍ଲ ମାଧରୀ ଦିକ୍ଷିତ ନେନେ ନେଟଫ୍ଲିକ୍ସ ସିରିଜ ଦ ଫେମ ଗେମ ସହ ଡିଜିଟାଲ ଡେବ୍ୟୁ କରିବାକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇ ଗଲେଣି । ସିରିଜ ଫେବୃୟାରୀ ୨୫ରେ ରିଲିଜ୍ ହେବ । ‘ଦ…
Archives


